• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

Santosh Kumar Sahoo

Editor

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ...more

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।

less

Posts by Santosh Kumar Sahoo

Nua O Odisha
ନୂଆ ‘ଓ’ କାର୍ଯ୍ୟକ୍ରମ ପାଇଁ ଘୁଞ୍ଚିଲା ପରୀକ୍ଷା, ୧୩ରେ ଥିବା ପରୀକ୍ଷା ହେବ ୨୪ ତାରିଖରେ

ଆସନ୍ତାକାଲି ଏହି ୟୁନିଭରସିଟିର ବିଭିନ୍ନ କ୍ଲାସର ପରୀକ୍ଷା ହେବାର ଥିଲା। କିନ୍ତୁ ଆସନ୍ତାକାଲି ମଧ୍ୟ ସମ୍ବଲପୁର ମନ୍ଦୋଲିଆ ଗ୍ରାଉଣ୍ଡରେ ନୂଆ ଓ କାର୍ଯ୍ୟକ୍ରମ ହେବାର ଅଛି।

Naxal
ପୋଲିସ୍‌ ଇନଫର୍ମର ସନ୍ଦେହ, ନିଜର ପୁରୁଣା ସାଥୀକୁ ହତ୍ୟା କଲେ ନକ୍ସଲ

ଆଗରୁ ନେଲସନ ନକ୍ସଲ ସଂଗଠନରେ ସକ୍ରିୟ ଥିଲେ। ପରେ ଏଥିରୁ ବାହାରି ମୁଖ୍ୟ ସ୍ରୋତରେ ସାମିଲ ହୋଇଥିଲେ।

Narendra Modi
ପ୍ରାଣ ପ୍ରତିଷ୍ଠା ପୂର୍ବରୁ ମୋଦିଙ୍କ ସନ୍ଦେଶ; କହିଲେ, ଆଜିଠୁ ୧୧ ଦିନ ପର୍ଯ୍ୟନ୍ତ କରିବେ ସ୍ୱତନ୍ତ୍ର ଉପାସନା

ପ୍ରାଣପ୍ରତିଷ୍ଠା କାର୍ଯ୍ୟକ୍ରମକୁ ଆଉ ମାତ୍ର ୧୧ ଦିନ ଥିବା ବେଳେ, କାର୍ଯ୍ୟକ୍ରମରେ ଯୋଗଦେଇ ଏହି ପୁଣ୍ୟ ଅବସରର ସାକ୍ଷୀ ହେବାର ସୌଭାଗ୍ୟ ଲାଭ କରିବି ବୋଲି ମୋଦି କହିଛନ୍ତି ।

Rahul Gandhi
ଭାରତ ଯୋଡ଼ ନ୍ୟାୟ ଯାତ୍ରା: ଓଡ଼ିଶାରେ ୪ ଦିନ ରହିବେ ରାହୁଲ ଗାନ୍ଧୀ

୪ଟି ଜିଲ୍ଲା ଦେଇ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରା ଯିବାର କାର୍ଯ୍ୟକ୍ରମ ରହିଛି ।

Panchang Today
Panchang Today 12th Jan 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ

ସୈାର ଧନୁମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୨ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ପ୍ରତିପଦ ଦିବା ୦୨.୨୩ ଗତେ ୨ୟା। ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ।

Atal Setu
ଆଜି ଉଦଘାଟନ ହେବ ଦେଶର ସବୁଠୁ ବଡ଼ ସମୁଦ୍ର ବ୍ରିଜ୍

MTHL ହେଉଛି ଏକ ୬ ଲେନ୍‌ ବିଶିଷ୍ଟ ବ୍ରିଜ । ଏହି ବ୍ରିଜର ଅଧିକାଂଶ ଭାଗ ସମୁଦ୍ରରେ ରହିଛି । ୧୬.୫୦ କିଲୋମିଟର ସମୁଦ୍ରରେ ରହିଥିବା ବେଳେ ସ୍ଥଳଭାଗରେ ମାତ୍ର ୫.୫ କିଲୋମିଟର ରହିଛି ।

Srimandir Heritage Corridor
ପରିକ୍ରମା ପ୍ରକଳ୍ପ ଉତ୍ସବ: ଆଜି ଶ୍ରୀନଅରରେ ଗଜପତି ମହାରାଜା କରିବେ ଆଚାର୍ଯ୍ୟ ବରଣ

ଆଜି ସନ୍ଧ୍ୟା ୫ଟାରୁ ୬ଟା ମଧ୍ୟରେ ଶ୍ରୀନଅର ଠାରେ ଗଜପତି ମହାରାଜା ଆଚାର୍ଯ୍ୟ ବରଣ କରିବେ ।

ARM Loot
ATM କାଟି ଦୁର୍ବୃତ୍ତ ବୁଲାଇଲେ କଳାକନା, ଲୁଟିନେଲେ ୩୦ ଲକ୍ଷରୁ ଅଧିକ ଟଙ୍କା

ଦୁଇଟି ଯାକ ଲୁଟ୍‌ରେ ବାହାର ରାଜ୍ୟର ଲୁଟେରା ସାମିଲ ଥିବା ସନ୍ଦେହ କରାଯାଉଥିବା ବେଳେ ଏଯାଏଁ କିନ୍ତୁ ପୋଲିସର ପ୍ରତିକ୍ରିୟା ମିଳିପାରି ନାହିଁ।

Sand Mafia
ହାଇକୋର୍ଟଙ୍କ ରହିତାଦେଶ ସତ୍ତ୍ୱେ ଚାଲିଛି ବାଲି ଉଠାଣ

ନା ରାଜ୍ୟ ସରକାରଙ୍କ ଚେତା ପଶୁଛି ନା ବାଲି ମାଫିଆ ସତର୍କ ହେଉଛନ୍ତି। ୪ ବର୍ଷରେ ୨୪୩ କୋଟିର ଦୁର୍ନୀତି ଅଭିଯୋଗ ସହ ବେଆଇନ୍ ବାଲି ଉଠାଣ ମାମଲାରେ ହାଇକୋର୍ଟଙ୍କ ଛାଟ ପରେ ବି ଭାଙ୍ଗୁନି କାହାରି ନିଦ।

Parikrama Ratha Controversy
ବିଜେଡି ପାଇଁ ବୁମେରାଂ ହେବ କି ‘ପରିକ୍ରମା ରଥ’ ?

ପରିକ୍ରମା ରଥ କାର୍ଯ୍ୟକ୍ରମରେ ସରପଞ୍ଚମାନଙ୍କୁ ପ୍ରଶାସନର ଅବହେଳା ଆଉ ହତାଦର ଅଭିଯୋଗ କରି ଆଜି ଉପଜିଲ୍ଲାପାଳଙ୍କୁ ଇସ୍ତଫା ଦେଇଛନ୍ତି ସରପଞ୍ଚମାନେ।

Srimandir Heritage Corridor
ପରିକ୍ରମା ପ୍ରକଳ୍ପ ଉତ୍ସବ ଲାଗି କାଲି ସନ୍ଧ୍ୟାରୁ କାର୍ଯ୍ୟକ୍ରମ

ସାମ୍ନାକୁ ଆସିଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ପର୍ବର କାର୍ଯ୍ୟସୂଚୀ ଓ ସମୟ ନିର୍ଘଣ୍ଟ । ଆସନ୍ତାକାଲିଠାରୁ ଆରମ୍ଭ ହୋଇଯିବ କାର୍ଯ୍ୟକ୍ରମ।

Egg
ଖୋଲା ବଜାରରେ ଚଢ଼ା ଦର, ନିଅଣ୍ଟ ପଡୁଛି ଅଣ୍ଡା

ସରକାରଙ୍କ ପୁଷ୍ଟିକର ଯୋଜନାର ଉଡୁଛି ଧଜିଆ। ପ୍ରସୂତୀଙ୍କଠୁ କୋମଳମତି ଶିଶୁଙ୍କ ଯାଏ, କେହି ବି ପାଉନାହାନ୍ତି ନିୟମ ମୁତାବକ ଅଣ୍ଡା। ଖୋଲା ବଜାରରେ ଅଣ୍ଡା ଦର ବୃଦ୍ଧି କାରଣରୁ ସରକାର ଦେଉଥିବା ଟଙ୍କାରେ ଅଣ୍ଡା ଯୋଗାଇ ଦେବା ସମ୍ଭବ ହେଉନି।

Srimandir Heritage Corridor
ପରିକ୍ରମା ପ୍ରକଳ୍ପ ଉତ୍ସବ ଲାଗି କାଲି ସନ୍ଧ୍ୟାରୁ କାର୍ଯ୍ୟକ୍ରମ, ଏବେ ବି ଅନେକ ସ୍ଥାନରେ କାମ ଅଧ ପନ୍ତରିଆ

ସାମ୍ନାକୁ ଆସିଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ପର୍ବର କାର୍ଯ୍ୟସୂଚୀ ଓ ସମୟ ନିର୍ଘଣ୍ଟ । ଆସନ୍ତାକାଲିଠାରୁ ଆରମ୍ଭ ହୋଇଯିବ କାର୍ଯ୍ୟକ୍ରମ।

Parikrama Ratha Controversy
ବିଜେଡି ପାଇଁ ବୁମେରାଂ ହେବ କି ‘ପରିକ୍ରମା ରଥ’ ? ରାଗିଲେଣି ବିଜେଡି ସରପଞ୍ଚ !

ପରିକ୍ରମା ରଥ କାର୍ଯ୍ୟକ୍ରମରେ ସରପଞ୍ଚମାନଙ୍କୁ ପ୍ରଶାସନର ଅବହେଳା ଆଉ ହତାଦର ଅଭିଯୋଗ କରି ଆଜି ଉପଜିଲ୍ଲାପାଳଙ୍କୁ ଇସ୍ତଫା ଦେଇଛନ୍ତି ସରପଞ୍ଚମାନେ।

Sand Mafia
ହାଇକୋର୍ଟଙ୍କ ରହିତାଦେଶ ସତ୍ତ୍ୱେ ଚାଲିଛି ବାଲି ଉଠାଣ, ମେସିନ୍ ଲଗାଇ ବାଲି ବହୁଛନ୍ତି ମାଫିଆ

ନା ରାଜ୍ୟ ସରକାରଙ୍କ ଚେତା ପଶୁଛି ନା ବାଲି ମାଫିଆ ସତର୍କ ହେଉଛନ୍ତି। ୪ ବର୍ଷରେ ୨୪୩ କୋଟିର ଦୁର୍ନୀତି ଅଭିଯୋଗ ସହ ବେଆଇନ୍ ବାଲି ଉଠାଣ ମାମଲାରେ ହାଇକୋର୍ଟଙ୍କ ଛାଟ ପରେ ବି ଭାଙ୍ଗୁନି କାହାରି ନିଦ।

Simulia BDO
ସିମୁଳିଆ ବିଡିଓଙ୍କ ଆତ୍ମହତ୍ୟା ! ସରକାରୀ କ୍ୱାର୍ଟର୍ସରେ ଝୁଲନ୍ତା ଅବସ୍ଥାରେ ମୃତଦେହ ଠାବ

ବିଶ୍ୱରଞ୍ଜନ ଅଳ୍ପ କିଛି ମାସ ତଳେ ସିମୁଳିଆରେ ବିଡିଓ ଭାବେ ନିଯୁକ୍ତ ହୋଇଥିଲେ । ତେବେ ସେ ଆତ୍ମହତ୍ୟା କରିଛନ୍ତି ନା ଏହା ପଛରେ ଅନ୍ୟ କୌଣସି ଘଟଣା ରହିଛି?

Crawls 2km Over Unpaid Pension
ପେନସନ୍‌ ପାଇଁ ହୀନସ୍ତା, ୨ କିମି ଘୁଷୁଡ଼ି ଘୁଷୁଡ଼ି ଆସିଲେ ୭୭ ବର୍ଷିୟା ଦିବ୍ୟାଙ୍ଗ

ପୀଡିତା ବୃଦ୍ଧଙ୍କ ନାମ ଗିରିଜାମ୍ମା । ସେ କର୍ଣ୍ଣାଟକର ଦାଭାନାଗେରେ ଜିଲ୍ଲାର ହରିହର ତାଲୁକରେ ରୁହନ୍ତି। ତାଙ୍କର କୌଣସି ସନ୍ତାନ ନାହାନ୍ତି । ସେ ଏକୁଟିଆ ରୁହନ୍ତି।

Earthquake
ଦିଲ୍ଲୀ-NCRରେ ଭୂକମ୍ପ ଝଟକା

ଆଫଗାନିସ୍ତାନର ହିନ୍ଦୁକୁଶ କ୍ଷେତ୍ରରେ ହୋଇଥିବା ଭୂକମ୍ପ କାରଣରୁ ଦିଲ୍ଲୀ-ଏନ୍‌ସିଆରରେ ତୀବ୍ର ଝଟକା ଅନୁଭବ ହୋଇଛି।

Hitech Tragedy
ହାଇଟେକ୍ ଟ୍ରାଜେଡି: ହସ୍ପିଟାଲକୁ ସ୍ୱତନ୍ତ୍ର ଟିମ୍ ପଠାଇ ସରଜମିନ ତଦନ୍ତ କଲା ଶ୍ରମ ବିଭାଗ

ମୃତ୍ୟୁବରଣ କରିଥିବା ପରିବାର ଲୋକଙ୍କୁ କ୍ଷତିପୂରଣ ପାଇବା ନିମନ୍ତେ ଆବେଦନ କରିବାକୁ ଲେବର କମିଶନ ପକ୍ଷରୁ କୁହାଯାଇଛି ।

Ram Mandir Prasad
ଘରେ ବସି ଫ୍ରି’ରେ ମିଳିବ ରାମଲାଲାଙ୍କ ପ୍ରସାଦ, ଏମିତି କରନ୍ତୁ ଅର୍ଡର...

ଏହି ଉତ୍ସବର ମାହୋଲ ମଧ୍ୟରେ ପ୍ରଭୁ ରାମଲାଲାଙ୍କ ପ୍ରସାଦ ଘରକୁ ଘର ମାଗଣାରେ ବାଣ୍ଟିବାକୁ ଯୋଜନା ପ୍ରସ୍ତୁତ କରିଛି ଏକ ଘରୋଇ କମ୍ପାନୀ। KhadiOrganic ନାମକ ଏକ ୱେବସାଇଟ୍ କହିଛି ଯେ ରାମ ମନ୍ଦିରରୁ ଆସିଥିବା ପ୍ରସାଦକୁ ପ୍ରତ୍ୟେକ ଘରେ ପହଞ୍ଚାଇବ।

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।