• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

Santosh Kumar Sahoo

Editor

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ...more

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।

less

Posts by Santosh Kumar Sahoo

Cuttack Durga Puja
ସୁନା ଚାନ୍ଦିରେ ଝଟକୁଛି ସିଲଭର ସିଟିର ୩୨ଟି ଦୁର୍ଗା ମେଢ଼

ଶାରଦୀୟ ଦୁର୍ଗା ପୂଜା ଆସିଲେ ସବୁବେଳେ ଚର୍ଚ୍ଚାରେ ରୁହେ, ହଜାରେ ବର୍ଷର ସହର କଟକ। କାରଣ ଏଠି ଝଲସି ଉଠେ ସୁନା ଆଉ ଚାନ୍ଦିର ମେଢ଼। ସେଥିପାଇଁ ଦୁଇ ଗୁଣ ହୋଇଯାଏ ଦୁର୍ଗା ପୂଜାର ଚମକ। ଏଥର ବି ପୂର୍ବଭଳି ଚମକି ଉଠୁଛି ସିଲଭର୍ ସିଟି।

Loot From Durga Mandap
କମିଶନରେଟ୍ ପୋଲିସକୁ ଲେଡି ଲୁଟେରାଙ୍କ ଖୋଲା ଚାଲେଞ୍ଜ

ପାର୍ବଣରେ କଡ଼ା ସୁରକ୍ଷାର କଥା କହୁଥିବା କମିଶନରେଟ୍ ପୋଲିସକୁ ଲୁଟେରାଙ୍କ ଖୋଲା ଚାଲେଞ୍ଜ। ରାତି କଥା ଛାଡ଼ନ୍ତୁ, ଦିନରେ ସୁରକ୍ଷା ବଳୟକୁ ଚକମା ଦେଇ ମହିଳା ଭକ୍ତଙ୍କ ବେକରୁ ଲେଡି ଲୁଟେରା ଝାମ୍ପିନେଲେ ସୁନା ଚେନ୍।

Tiger returns to Gajapati
ଦିନରେ ଜଙ୍ଗଲରେ ବୁଲୁଛି, ସଂଜ ହେଲେ ଗାଁ ମୁହାଁ ହେଇ ଗାଈଗୋରୁ ଖାଉଛି

ଓଡ଼ିଶା ମୁହାଁ ଆନ୍ଧ୍ର ବାଘ। ଗଜପତି ଜିଲ୍ଲା ମହେନ୍ଦ୍ରଗିରି ଜଙ୍ଗଲରେ ଘୁରି ବୁଲୁଛି ମହାବଳ। ରାତି ହେଲେ ଗାଁରେ ପଶି ଗାଈଗୋରୁଙ୍କୁ ଶିକାର କରୁଛି। ବନ ବିଭାଗ କ୍ୟାମେରା ଟ୍ରାପରୁ ସ୍ପଷ୍ଟ ହୋଇଛି ମହାବଳର ଉପସ୍ଥିତି। ଏହାକୁ ନେଇ ଛାନିଆରେ ସ୍ଥାନୀୟ ଅଧିବାସୀ।

Cyclone
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା 'ହାମୁନ୍'

ଏଥର ଅକ୍ଟୋବରରେ ବି ବାତ୍ୟାକୁ ଜନ୍ମଦେବ ବଙ୍ଗୋପସାଗର। ସୃଷ୍ଟି ହେବ ବାତ୍ୟା ‘ହାମୁନ୍’ । ଦଶରା ବେଳେ ଭାରତୀୟ ପାଣିପାଗ ବିଭାଗର ଏହି ଆକଳନ ଓଡ଼ିଶାବାସୀଙ୍କୁ ପୁଣି ଚିନ୍ତା ଓ ଆଶଙ୍କାରେ ପକାଇଥିବା ବେଳେ, ଆଶ୍ୱସ୍ତିର ବିଷୟ ହେଉଛି ଏହା ଓଡ଼ିଶା ଆଡ଼କୁ ଆସିବନି।

Cyclone
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା 'ହାମୁନ୍', ଦଶହରା ଓ ଭସାଣ ଉତ୍ସାହକୁ ଫିକା କରିବା ଆଶଙ୍କା

ବଙ୍ଗୋପ ସାଗରରେ ଦାନା ବାନ୍ଧୁଛି ସମ୍ଭାବ୍ୟ ଘୂର୍ଣ୍ଣିଝଡ଼। କାଲି ବାତ୍ୟା ବନିବା ପରେ ଏହାର ନାଁ ରହିବ 'ହାମୁନ୍'। ଇରାନ ଦେଇଥିବା ଏହି ନାଁର ଅର୍ଥ ମରୁଭୂମିର ଜଳାଶୟ।

Loot From Durga Mandap
ପାର୍ବଣରେ କେତେ ସୁରକ୍ଷିତ ରାଜଧାନୀ ? କମିଶନରେଟ୍ ପୋଲିସକୁ ଲେଡି ଲୁଟେରାଙ୍କ ଖୋଲା ଚାଲେଞ୍ଜ

ସୁରକ୍ଷା ବ୍ୟବସ୍ଥାକୁ ନେଇ ପୂଜା ଆରମ୍ଭରୁ ଝୁଣ୍ଟିଲାଣି କି କମିଶନରେଟ ପୋଲିସ୍  ? ଡାଳେ ଡାଳେ ଯାଉଥିବା ପୋଲିସକୁ ପତ୍ରେ ପତ୍ରେ ଯାଇ ଚାଲେଞ୍ଜ ଦେଉଛନ୍ତି କି ଲୁଟେରା ? କାରଣ ରାତି ତ ରାତି, ପାର୍ବଣର ଭିଡ଼ ଭିତରେ ଦିନରେ ବି ଦୁର୍ବୃତ୍ତ ଲୁଟିଲେଣି ଗହଣା ଗାଣ୍ଠି...

BJD Tension
ଭୋଟ୍ ପୂର୍ବରୁ ବିଜେଡିକୁ ଘାରିଲାଣି ଥଇଥାନ ଟେନସନ୍ ! ଟିକେଟ୍ କଟିଲେ କାହାକୁ କେମିତି ମ୍ୟାନେଜ୍ କରିବେ ନବୀନ ?

ନିର୍ବାଚନ ପୂର୍ବରୁ ବିଜେଡିକୁ ଘାରିଲାଣି ଥଇଥାନ ଟେନ୍‌ସନ୍। କେମିତି ବିଦ୍ରୋହୀଙ୍କୁ ମ୍ୟାନେଜ କରିବେ ନବୀନ? କାହାକୁ କେଉଁ ଲଲିପପ୍ ଦେବେ? ଏହାକୁ ନେଇ ରାଜ୍ୟ ରାଜନୀତିରେ ଏବେ ଚର୍ଚ୍ଚା ।

India vs NewZealand
ନ୍ୟୁଜିଲାଣ୍ଡକୁ ୨୭୩ ରନ୍‌ରେ ଅଲଆଉଟ କଲା ଭାରତ, କମ୍‌ବ୍ୟାକ୍‌ ମ୍ୟାଚ୍‌ରେ ୫ ୱିକେଟ ନେଲେ ସାମି

ଭାରତ ପକ୍ଷରୁ ଚଳିତ ବିଶ୍ୱକପରେ ପ୍ରଥମ ମ୍ୟାଚ୍‌ ଖେଳୁଥିବା ମହମ୍ମଦ ସାମି ୫ଟି ୱିକେଟ ନେଇଥିବାବେଳେ କୁଲଦୀପ ଯାଦବ ୨ଟି ୱିକେଟ ଅକ୍ତିଆର କରିଥିଲେ। ନ୍ୟୁଜିଲାଣ୍ଡ ପକ୍ଷରୁ ଡିରେଲ ମିଚେଲ ୧୩୦ ରନ୍‌ କରିଥିବାବେଳେ ରଚିନ୍ ରବିନ୍ଦ୍ର ୭୫ ରନ୍‌ କରିଥିଲେ।

Durga Puja Kolkata
କୋଲକାତାର ପ୍ରସିଦ୍ଧ ଦୁର୍ଗାପୂଜାରେ ସାମିଲ ହେଲା ଓଟିଭି

କଳା ଓ କାରୁକାର୍ଯ୍ୟର ସହର କୋଲକାତା। ପ୍ରତି ଶହେ ମିଟରରେ ମା\'ଙ୍କ ମେଢ। ହେଲେ ଇଏ ଏମିତି ସେମିତି ପୂଜା ପେଣ୍ଡାଲ ନୁହେଁ। ସବୁଠି ନୂଆ ଥିମ୍, ନିଆରା ପୂଜା। ଆଉ ସେହି ଥିମରେ ରହିଛି ଲୋକଙ୍କ ପାଇଁ ବାର୍ତ୍ତା, ପ୍ରକୃତି ସୁରକ୍ଷାର ସନ୍ଦେଶ...

OSSC Exam
ଲିକ୍, ପ୍ରିଣ୍ଟିଂ ମିସଟେକ୍ ପରେ ଏବେ ସିଲାବସ୍ ବାହାରୁ ପ୍ରଶ୍ନ

ଲିକ୍, ପ୍ରିଣ୍ଟିଂ ମିଷ୍ଟେକ୍ ପରେ ଏବେ ସିଲାବସ୍ ବାହାରୁ ପ୍ରଶ୍ନ। ଓଡିଶା ଷ୍ଟାଫ୍ ସିଲେକସ୍ନ କମିଶନ୍ ର ଏଭଳି ତ୍ରୁଟିକୁ ନେଇ ପରୀକ୍ଷାର୍ଥୀଙ୍କ ବି ଭରସା ତୁଟିଲାଣି। ଏଣେ ସିଲାବସ ବାହାରୁ ପ୍ରଶ୍ନ ଆସିଥିବାରୁ ଗତକାଲି କମିଶନ୍, ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ପରୀକ୍ଷାକୁ ବାତିଲ କରିଛନ୍ତି....

Gold Price
୫୭ ହଜାର ମୁହାଁ ୨୨ କ୍ୟାରେଟ୍ ସୁନା, ୨ ସପ୍ତାହରେ ବଢିଲାଣି ୪ ହଜାର ଟଙ୍କା

ପାର୍ବଣରେ ସୁନା କିଣିବାକୁ ମନ କରିଥିବା ଗ୍ରାହକଙ୍କ ପାଇଁ ଏଥର ଅଧିକ ଖର୍ଚ୍ଚ କରିବାକୁ ପଡ଼ିବ। ୨ ସପ୍ତାହ ଭିତରେ ଉଭୟ ସୁନା ଓ ରୁପା ଦର ୪ ହଜାର ଟଙ୍କା ଲେଖାଏଁ ବଢ଼ିଗଲାଣି। ଭୁବନେଶ୍ବରରେ ୨୨ କ୍ୟାରେଟ ସୁନା ଦାମ ୫୬ ହଜାର ୬୦୦ ଟଙ୍କା...

Gaganyaan Mission
ଗଗନୟାନ ମିଶନର ପ୍ରଥମ ଟେଷ୍ଟ୍ ଫ୍ଲାଇଟ୍ ସଫଳ

ଚନ୍ଦ୍ରୟାନ, ଆଦିତ୍ୟ L1 ବା ସୂର୍ଯ୍ୟୟାନ, ଆଉ ଏବେ ଗଗନୟାନର ପ୍ରଥମ ଫ୍ଲାଇଟ୍ ଟେଷ୍ଟ୍ । ଚଳିତବର୍ଷ ଗୋଟିକ ପରେ ଗୋଟିଏ ବଡ଼ ସଫଳତା ହାତେଇଥିବା ଇସ୍ରୋ, ଆଜି ବି ଭାରତୀୟ ମହାକାଶ ଅଭିଯାନ କ୍ଷେତ୍ରରେ ଯୋଡ଼ିଛି ସ୍ବର୍ଣ୍ଣିମ ଅଧ୍ୟାୟ। ମହାକାଶକୁ ମଣିଷ ପଠାଇବା ଲାଗି ପ୍ରସ୍ତାବିତ...

Dasara
ମାଆଙ୍କ ମହାସପ୍ତମୀ, ଚଣ୍ଡୀପାଠରେ କଂପିଲା ଚଉଦିଗ

ଷଷ୍ଠୀରେ ଧରାବତରଣ, ଆଜି ସପ୍ତମୀରେ ମହାମାୟାଙ୍କ ପ୍ରାଣ ପ୍ରତିଷ୍ଠା ପରେ ମୁଖରିତ ଚତୁର୍ଦିଗ। ମାଆଙ୍କ ଆବାହନୀରେ କମ୍ପୁଛି ପୀଠ ଓ ମଣ୍ଡପ। ଆଜି ଟ୍ବିନ ସିଟିରି ବିଭିନ୍ନ ପୂଜା ମଣ୍ଡପରେ ମହା ଆଡ଼ମ୍ବରରେ ଅନୁଷ୍ଠିତ ହୋଇଛି ମାଆଙ୍କ ସପ୍ତମୀ ପୂଜା....

BJD Padyatra
ଜନସଂପର୍କ ସହ ପୁଣି କାହିଁକି ପରିବାର ସଂପର୍କ ଅଭିଯାନ ?

ବିଜେଡି ଆରମ୍ଭ କରିବ ପରିବାର ସଂପର୍କ ଅଭିଯାନ। ତେବେ ପ୍ରଶ୍ନ, ଘରେ ଘରେ ଶଙ୍ଖ ଆଉ ଜନ ସଂପର୍କ ଅଭିଯାନ ପରେ ପୁଣି କାହିଁକି ପରିବାର ସଂପର୍କ ଅଭିଯାନର ଆବଶ୍ୟକତା ପଡିଲା ବିଜେଡିକୁ?.

BJD Padyatra
ଜନସଂପର୍କ ସହ ପୁଣି କାହିଁକି ପରିବାର ସଂପର୍କ ଅଭିଯାନ, ନେତାଙ୍କ ଉପରୁ ତୁଟି ଯାଉଛି ସୁପ୍ରିମୋଙ୍କ ଭରସା ?

ଫେଲ ମାରିଲା କି ବିଜେଡିର ଜନସଂପର୍କ ପଦଯାତ୍ରା? କାହିଁକି ବଢିଲା ଅବଧି? ଜନ ସଂପର୍କ ସହ ପୁଣି କାହିଁକି ପରିବାର ସଂପର୍କ ଅଭିଯାନ ? ପଦଯାତ୍ରାରେ ଦଳୀୟ ଫାଟ ଢାଙ୍କିବାକୁ ଏହି ଉଦ୍ୟମ କି?

OSSC Exam
ଲିକ୍, ପ୍ରିଣ୍ଟିଂ ମିସଟେକ୍ ପରେ ଏବେ ସିଲାବସ୍ ବାହାରୁ ପ୍ରଶ୍ନ, ବାରମ୍ବାର ପରୀକ୍ଷାରେ ତ୍ରୁଟିକୁ ନେଇ କ୍ଷୁବ୍ଧ ଚାକିରି ଆଶାୟୀ

ବିଭ୍ରାଟ, ବ୍ୟତିକ୍ରମ, ବାତିଲ୍ । ଓଡିଶା ଷ୍ଟାଫ୍ ସିଲେକ୍ସନ୍ କମିଶନଙ୍କ ପାଇଁ ଏସବୁ ଯେମିତି ଗୋଟିଏ ଗୋଟିଏ ପ୍ରତିଶବ୍ଦ ସେଥିପାଇଁ OSSC କରୁଥିବା ପରୀକ୍ଷା ଉପରୁ ଉଠିଯାଉଛି ଚାକିରି ଆଶାୟୀଙ୍କ ଭରସା।

Gaganyaan Mission
ଗଗନୟାନ ପାଇଁ ଭାରତ ବଢ଼ାଇଲା ପାଦ, ମିଶନର ପ୍ରଥମ ଟେଷ୍ଟ୍ ଫ୍ଲାଇଟ୍ ସଫଳ

ପ୍ରତିଟି ଭାରତୀୟ ଆଜି ଗର୍ବିତ.. ଉତଫୁଲ୍ଲିତ... ଚମତ୍କୃତ.. । ଏ ଦୃଶ୍ୟ ଯେତିକି ରୋମାଞ୍ଚକର, ଏ ସଫଳତା ସେତିକି ଉତ୍ସାହପ୍ରଦ। ଇଏ ମିଶନ ଗଗନୟାନର ପୂର୍ବା-ଭ୍ୟାସ ଓ ପୂର୍ବା-ଭାସ ମଧ୍ୟ ।

Gold Price
ରକେଟ୍ ବେଗରେ ବଢୁଛି ସୁନା ଦର, ୨ ସପ୍ତାହରେ ବଢିଲାଣି ୪ ହଜାର ଟଙ୍କା

ସୁନା ଦରରେ ଲାଗୁନି ରୋକ୍ । ଲଗାତର ବଢ଼ି ଚାଲିଛି । ୧୪ ଦିନରେ ମହଙ୍ଗା ହେଲାଣି ୪ ହଜାର ଟଙ୍କା। ଗତ ୬ ତାରିଖରେ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦାମ ୧୦ ଗ୍ରାମ୍ ପିଛା ୫୨ ହଜାର ୬୦୦ ଟଙ୍କା ଥିଲା ବେଳେ ଆଜି ୫୬...

Road Problem
ରାସ୍ତା ପାଇଁ ହୀନସ୍ତା, ମରଣଯନ୍ତା ପାଲଟିଛି ଆଳିର ମାନପୁର ଠାରୁ ଗୋବିନ୍ଦପୁର ରାସ୍ତା

ଏ ରାସ୍ତା ନୁହେଁ ମରଣଜନ୍ତା । ଯାଉଛି ଜୀବନ କିନ୍ତୁ ଶୋଇ ରହିଛି ପ୍ରଶାସନ। ରାସ୍ତାରୁ ପିଚୁ ଉଠିଗଲାଣି । ଖାଲ ଖମାରେ ଭର୍ତ୍ତି ହୋଇଗଲାଣି । ବାରମ୍ବାର ଦୁର୍ଘଟଣା ଘଟି ଲୋକଙ୍କ ପ୍ରାଣ ମଧ୍ୟ ଯାଉଛି। କିନ୍ତୁ ପ୍ରଶାସନର ଭାଙ୍ଗୁନି ନିଦ ।

516 Years Old Durga Puja
ଓଡ଼ିଶାର ଏହି ସ୍ଥାନରେ ୫୧୬ ବର୍ଷ ଧରି ପୂଜା ପାଉଛନ୍ତି ମା’ ଦୁର୍ଗା

ଆସୁଛନ୍ତି ମା’। ଆଉ କିଛି ଦିନ ପରେ ଆରମ୍ଭ ହେବ ଦୁର୍ଗାପୂଜା । ମାଆଙ୍କ ଆଗମନ ପାଇଁ ସବୁଠି ଚାଲିଛି ଜୋରସୋର ପ୍ରସ୍ତୁତି। ମା’ ଦଶଭୂଜାଙ୍କ ଆବାହାନ ପାଇଁ ଏବେ ଚଳ ଚଞ୍ଚଳ ହୋଇପଡ଼ିଛି ଜଳେଶ୍ବରର ଲକ୍ଷ୍ମଣନାଥ ଗଡ଼…

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।