କଟକରେ ହୋଲି ଖେଳ ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଛି । ଜଗତପୁର ବିଜୁ କଲୋନୀ ଓ ହରିଜନ ସାହି ମଧ୍ୟରେ ଏହି ଗଣ୍ଡଗୋଳ ହୋଇଥିଲା ।
ହୋଲି ଖେଳ ବେଳେ ରାଜଧାନୀରେ ଗଡ଼ିଲା ୨ ମୁଣ୍ଡ । ସହିଦନଗର ଶାନ୍ତିପଲ୍ଲୀ ବସ୍ତିରେ ଜଣଙ୍କୁ ଛୁରୀ ଭୁସି ହତ୍ୟା କରିଥିବା ବେଳେ ମଞ୍ଚେଶ୍ୱର ଥାନା ସମେଇଗାଡ଼ିଆରେ ମଧ୍ୟ ଜଣଙ୍କୁ ହତ୍ୟା କରିଛନ୍ତି ।
ଗତବର୍ଷ ଡିସେମ୍ବର ୩୦ ତାରିଖରେ ଶ୍ରୀହରିକୋଟା ସତୀଶ ଧାୱନ ମହାକାଶ ଗବେଷଣା କେନ୍ଦ୍ରରୁ PSLV C60 ରକେଟ୍ ସହାୟତାରେ ସ୍ପେଡେକ୍ସକୁ ଲଞ୍ଚ କରାଯାଇଥିଲା ।
ଟନେଲ ଭିତରେ ଟ୍ରେନ୍ ଉପରେ କଲେ କବ୍ଜା। ଯାତ୍ରୀଙ୍କୁ ବନ୍ଧକ ବନାଇ ୪୮ ଘଣ୍ଟାର ଅଲ୍ଟିମେଟମ ଦେଲେ ଆତଙ୍କୀ।
ବିଜେପି ସହ ରହି ବିଜେପିକୁ ଧ୍ବଂସ କରିବେ ଭାବିଲା ବେଳକୁ ସେ ସରକାରରୁ ପଳାଇଲେ ବୋଲି କହିଛନ୍ତି ସରୋଜ ପାଢୀ । ଓଡ଼ିଶାବାସୀ ଜାଣି ସାରିଲେଣି ବିଜେଡିର ଅସ୍ତିତ୍ବ ରହିବ ନାହିଁ ।
ରାଜାର କଳା କାରନାମା ପାଇଁ ଜିଲ୍ଲାପାଳ ଓ ଏସ୍ପି ଫୁଲ୍ ପ୍ରୋତ୍ସାହନ ଦେଇଥିଲେ, ଏମିତିକି ରାଜାଙ୍କ ବେପାରରେ ଭାଗିଦାର ଥିଲେ । ଖଣିଠୁ ଚୋରାଚାଲାଣ ଯାଏଁ ସବୁ କିଛିରେ ରାଜାଙ୍କୁ ଖୋଜା ପଡ଼ୁଥିଲା ।
ରାଜାର କଳା କାରନାମା ପାଇଁ ଜିଲ୍ଲାପାଳ ଓ ଏସ୍ପି ଫୁଲ୍ ପ୍ରୋତ୍ସାହନ ଦେଇଥିଲେ, ଏମିତିକି ରାଜାଙ୍କ ବେପାରରେ ଭାଗିଦାର ଥିଲେ । ଖଣିଠୁ ଚୋରାଚାଲାଣ ଯାଏଁ ସବୁ କିଛିରେ ରାଜାଙ୍କୁ ଖୋଜା ପଡ଼ୁଥିଲା ।
ଆଜି ବର୍ତ୍ତମାନ ସୁଦ୍ଧା ରାଜ୍ୟର ୭୪୭ଟି ସ୍ଥାନରେ ଜଙ୍ଗଲ ନିଆଁ ଲାଗିଛି। ଚଳିତ ବର୍ଷ ଆରମ୍ଭରୁ ମାର୍ଚ୍ଚ ୧୧ ସୁଦ୍ଧା ୧୦ ହଜାର ୪୫୫ଟି ସ୍ଥାନରେ ଦେଖିବାକୁ ମିଳିଛି ଜଙ୍ଗଲ ନିଆଁ ।
୧୬ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ଟିରେ MOU ହୋଇଛି ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି । ଏସବୁ ଶିକ୍ଷାନୁଷ୍ଠାନରେ ୪ ବର୍ଷର ନୂଆ ITEP କୋର୍ସ ପଢ଼ାଯିବ ।
୧୬ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ଟିରେ MOU ହୋଇଛି ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି । ଏସବୁ ଶିକ୍ଷାନୁଷ୍ଠାନରେ ୪ ବର୍ଷର ନୂଆ ITEP କୋର୍ସ ପଢ଼ାଯିବ ।
କେବଳ ବାପା ନୁହେଁ ଏହି ହତ୍ୟାକାଣ୍ଡରେ ସହଯୋଗ କରିଥିବା ଜେଜେ ମାଆ ବି ଗିରଫ ହୋଇଛି ।
ପରିକ୍ରମା ପ୍ରକଳ୍ପ କାମ ପାଖାପାଖି ସରିଛି, ଆଉ କିଛି ବାକି ଅଛି। ଠିକ୍ ଭାବେ କାମ ସାରିବାକୁ ସଂପୃକ୍ତ ସଂସ୍ଥାମାନଙ୍କୁ କୁହାଯାଇଛି ।
ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ୬୭ ଲକ୍ଷ ୮୦ ହଜାରରୁ ଅଧିକ ପରିବାର ଉପକୃତ ହେବାକୁ ଥିବା ବେଳେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ୩୫ ଲକ୍ଷ ୮୪ ହଜାରରୁ ଅଧିକ ପରିବାର ଉପକୃତ ହେବେ ।
କଟକ ବୟାଳିଶି ମୌଜାରେ ବେଆଇନ ବନ୍ଧୁକ କାରଖାନା ଚାଲିଥିବା କ୍ରାଇମବ୍ରାଞ୍ଚ STF କୌଣସି ସୂତ୍ରରୁ ଖବର ପାଇଥିଲା। ଆଜି ଭୋରରୁ କ୍ରାଇମବ୍ରାଞ୍ଚ STF ଏହି କାରଖାନା ଉପରେ ଚଢ଼ାଉ କରିଥିଲା । ଏକ ଚାଳ ଘର ଭିତରେ ଚାଲିଥିଲା ବନ୍ଧୁକ ତିଆରି । ଘଟଣା ସ୍ଥଳରୁ ବନ୍ଧୁକ ତିଆରି...
ବିଜେଡି ଛତ୍ରଛାୟାରେ କଳା ସାମ୍ରାଜ୍ୟ ବିଛାଇଥିଲା ରାଜା ଚକ୍ର। ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ହେରଫେର ମାମଲାରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲା ରାଜା। ହାଇକୋର୍ଟ ଏହି ଆଗୁଆ ଜାମିନକୁ ଖାରଜ କରିଦେଇଥିଲେ।
ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ସହଦେବ ଦାସ ପାଟଣା ଗାଁର ଏ ଅଭିଯୋଗ । ବାପଘର ଲୋକଙ୍କ ସହ ଥାନାକୁ ଦୌଡ଼ି ଦୌଡ଼ି ନୟାନ୍ତ ଜଣେ ମହିଳା । ହେଲେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେବା ପରିବର୍ତ୍ତେ ଚୁପ୍ ହୋଇ ବସିଛି ।
ଉଭୟ ପ୍ରଦୀପ ଓ ସୁଶ୍ରୀଙ୍କ ପରିବାର, ପ୍ରଦୀପଙ୍କ କିଛି ଅନ୍ତରଙ୍ଗ ବନ୍ଧୁ ଓ ପରିଜନଙ୍କୁ ନେଇ ଏହି ବିବାହ ଉତ୍ସବ ଅନୁଷ୍ଠିତ ହୋଇଛି ।
ବଳି ପଡ଼ିଲା କି ବିଜେଡିର ସମଦୂରତା ନୀତି ? ବିପର୍ଯ୍ୟୟ ପରେ ବିରୋଧୀ ଶିବିରରେ ଯୋଗ ଦେବ କି ବିଜେଡି ? ତାମିଲ ନେତାଙ୍କ ସମର୍ଥନରେ ବାହାରି ଜାତୀୟ ରାଜନୀତି ଆଡ଼କୁ ଆଖେଇଛନ୍ତି କି ନବୀନ ?
ଉଚ୍ଚଶିକ୍ଷିତ ପିଲାଙ୍କ ରେସ୍ ଲାଗିଛି ହୋମଗାର୍ଡ ଚାକିରି ପାଇଁ । ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ, ଆବେଦନକାରୀଙ୍କ ମଧ୍ୟରେ କିଏ କିଏ ବିଟେକ୍ ଓ ଏମଟେକ୍ କରିଛନ୍ତି ତ କିଏ ଏମସିଏ ଏବଂ ଡିଗ୍ରୀ।
ବିଜେଡି ନେତା ରାଜା ଚକ୍ରଙ୍କ କଳା ସାମ୍ରାଜ୍ୟ ଉପରେ ଚାଲିଛି ନନ୍ ଷ୍ଟପ୍ ରେଡ୍। ଆଜି ଗୋଟିଏ ଦିନରେ ୩ ଜାଗାରେ ଛାପା ମାରିଛନ୍ତି କ୍ରାଇମବ୍ରାଞ୍ଚର STF ଓ EOW।