• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

Santosh Kumar Sahoo

Editor

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ...more

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।

less

Posts by Santosh Kumar Sahoo

Dadan
ଦାଦନ ଯିବେ ବୋଲି କଅଁଳା ଛୁଆକୁ ସରକାରଙ୍କ ହାତରେ ଟେକିଦେଲେ

ଦାଦନ କଳଙ୍କର ଟିକା ପିନ୍ଧିଥିବା ବଲାଙ୍ଗିର ଜିଲ୍ଲାରେ ନିଇତି ନୂଆ କାହାଣୀ। ଛୁଆ ବିକ୍ରି ଅଭିଯୋଗରେ କିଛିଦିନ ତଳେ ଯେଉଁ ବାପା, ମା’ ବିବାଦୀୟ ହୋଇପଡ଼ିଥିଲେ, ଦାଦନ ଯିବେ ବୋଲି ସେହି ବାପା, ମା’ ଏବେ ପିଲାକୁ ସରକାର ହାତରେ ଟେକି ଦେଇଛନ୍ତି। ପାଖରେ ୫ଟି ଛୁଆର ବୋଝ।...

ASO କେଳେଙ୍କାରୀରେ ବଣିକ !
ASO କେଳେଙ୍କାରୀରେ ‘ବଣିକ’ !

ଗତକାଲି ମୁଖ୍ୟମନ୍ତ୍ରୀ, ଓଡ଼ିଶା ସାର୍ବଜନୀନ ପରୀକ୍ଷା ବିଲ୍ ବିଧାନସଭାରେ ଆଗତ କରି ଯେଉଁ ବିବୃତି ରଖିଲେ ତାହା ନବୀନ ସରକାରର ଗୁମର ଖୋଲି ଦେଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଥିଲେ, ୨୫ରୁ ୩୦ ଲକ୍ଷ ଟଙ୍କାରେ ASO ଚାକିରି ବିକ୍ରି ହୋଇଥିଲା ।

ପିଇଦେଲେ ୧୫ କୋଟି ଲିଟର ବିୟର
ଏ ବର୍ଷ ପିଇଦେଲେ ୧୫ କୋଟିରୁ ଅଧିକ ବଲକ ଲିଟର ବିୟର

ବିଦେଶୀ ହେଉ କି ଦେଶୀ । ରାଜ୍ୟରେ ପ୍ରତିବର୍ଷ ଢକ ଢକ କରି ପିଇ ଯାଉଛନ୍ତି ଲକ୍ଷ ଲକ୍ଷ ଲିଟର ମଦ । ଏଇ ବର୍ଷ ଲୋକେ ପିଇଛନ୍ତି ୧୫ କୋଟି ୩୫ଲକ୍ଷ ୭୨ ବଲକ୍ ଲିଟର ବିୟର ।

ଓଡ଼ିଶା ସିଟିଜେନ୍ସ ଆୱାର୍ଡ -୨୦୨୪
Odisha Citizens Award: ପ୍ରଦାନ କରାଗଲା OCA-୨୦୨୪, ବିଭିନ୍ନ କ୍ଷେତ୍ରର ୯ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନ

ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ମୁଖ୍ୟ ଅତିଥି ଏବଂ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହି ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନିତ କରିଥିଲେ ।

ଭୁବନେଶ୍ୱରରେ CBI ରେଡ୍‌
CBI Raid in Bhubaneswar: ଭୁବନେଶ୍ବରରେ CBI ରେଡ୍, ଦାମୀଗାଡ଼ିରୁ ମିଳିଲା ପ୍ରାୟ ୧ କୋଟି ଟଙ୍କା !

ଏହି ଦାମୀଗାଡ଼ିରୁ ପ୍ରାୟ ୧ କୋଟି ଟଙ୍କା  ମିଳିଥିବା ସୂଚନା ମିଳିଛି । ତେବେ ଏହି ଦାମୀ ଗାଡ଼ିରେ ଥିବା ୪ ଜଣଙ୍କୁ ସିବିଆଇ ହେପାଜତକୁ ନେଇ ତଦନ୍ତ ଜାରି ରଖିଛି ।

ASO କେଳେଙ୍କାରୀରେ ବଣିକ !
ASO Recruitment Fraud: କିଏ ସେ ବଣିକ ? ଯିଏ ବିଜେଡି ଅମଳରେ କରୁଥିଲା ସରକାରୀ ଚାକିରି ବିକ୍ରି ?

ଗତକାଲି ମୁଖ୍ୟମନ୍ତ୍ରୀ, ଓଡ଼ିଶା ସାର୍ବଜନୀନ ପରୀକ୍ଷା ବିଲ୍ ବିଧାନସଭାରେ ଆଗତ କରି ଯେଉଁ ବିବୃତି ରଖିଲେ ତାହା ନବୀନ ସରକାରର ଗୁମର ଖୋଲି ଦେଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଥିଲେ, ୨୫ରୁ ୩୦ ଲକ୍ଷ ଟଙ୍କାରେ ASO ଚାକିରି ବିକ୍ରି ହୋଇଥିଲା ।

ଆଶିଷ ସିଂଙ୍କ ଡେପୁଟେସନ ଅର୍ଡର ପରେ ପାୱାର କରିଡରରେ ହଲଚଲ୍
Ashish Singh's Deputation: ଡେପୁଟେସନରେ ଯିବେ ଆଶିଷ ସିଂ, କ'ଣ ହେବ ଡିଏସ କୁଟ୍ଟେ ଏବଂ ରବିକାନ୍ତଙ୍କ ଭାଗ୍ୟ ?

ଡେପୁଟେସନରେ ଯିବେ ଆଶିଷ ସିଂ। କ'ଣ ହେବ ଡିଏସ କୁଟ୍ଟେ ଏବଂ ରବିକାନ୍ତଙ୍କ ଭାଗ୍ୟ ? ପାୱାର କରିଡରରେ ବଢିଲା ଚର୍ଚ୍ଚା ।

ପିଇଦେଲେ ୧୫ କୋଟି ଲିଟର ବିୟର
Alcohol Consumption In Odisha: ରାଜ୍ୟରେ ବଢ଼ିଛି ମଦ ବିକ୍ରି, ଏ ବର୍ଷ ପିଇଦେଲେ ୧୫ କୋଟିରୁ ଅଧିକ ବଲକ ଲିଟର ବିୟର

ବିଦେଶୀ ହେଉ କି ଦେଶୀ । ରାଜ୍ୟରେ ପ୍ରତିବର୍ଷ ଢକ ଢକ କରି ପିଇ ଯାଉଛନ୍ତି ଲକ୍ଷ ଲକ୍ଷ ଲିଟର ମଦ । ଏଇ ବର୍ଷ ଲୋକେ ପିଇଛନ୍ତି ୧୫ କୋଟି ୩୫ଲକ୍ଷ ୭୨ ବଲକ୍ ଲିଟର ବିୟର ।

Salman Khan
Salman Khan: ସଲମାନଙ୍କ ସୁଟିଂ ସେଟ୍‌କୁ ପଶି ଆସିଲେ ସନ୍ଦିଗ୍ଧ ଯୁବକ, ପଚାରିବାରୁ କହିଲା, ‘ଲରେନ୍ସକୁ କହିବି କି ?’

ଏହି ଘଟଣା ମୁମ୍ବାଇର ଜୋନ୍- ୫ରେ ଘଟିଥିଲା । ସନ୍ଦିଗ୍ଧ ବ୍ୟକ୍ତି ଲରେନ୍ସ ବିଷ୍ଣୋଇ ନାମ ବ୍ୟବହାର କରିଥିବା ଅଭିଯୋଗ ହୋଇଛି । ପୋଲିସ ତାଙ୍କୁ ପଚରାଉଚରା କରୁଛି ।

ଦଖଲ ହୋଇପାରିବନି ଆଦିବାସୀଙ୍କ ଜମି
Suresh Pujari on Tribal Land: ‘ଦଖଲ ହୋଇପାରିବ ନାହିଁ ଆଦିବାସୀଙ୍କ ଜମି...ଯଦି କେହି କିଣନ୍ତି, କରାଯିବ ବେଆଇନ ଘୋଷଣା’

କେହି ଅଣ ଆଦିବାସୀ ଯଦି ଆଦିବାସୀ ଜମି କିଣନ୍ତି, ତାକୁ ବି ବେଆଇନ ଘୋଷଣା କରି ଆଦିବାସୀଙ୍କୁ ଫେରସ୍ତ ହେବ, ଏପରି ୧୯୬୯୦ ମାମଲା ବିଚାରାଧୀନ ଅଛି । ବିଚାର କରିବା କ୍ଷମତା ଜିଲ୍ଲାପାଳଙ୍କୁ ଦିଆଯାଇଛି ।

ବଦନାମ କରିବାକୁ କୃତ୍ରିମ ଅଭାବ
Minister On Potato Crisis: ‘ସରକାରଙ୍କୁ ବଦନାମ କରିବାକୁ ତିଆରି କଲେ ଆଳୁର କୃତ୍ରିମ ଅଭାବ’

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମନା କଲେ ଆମେ ଦେବୁ ନାହିଁ । ଏବେ ପୁଣି ଆଳୁ ଦେବାକୁ ରାଜି ହେଲେ । କାହିଁକି ଏମିତି ରାଜନୀତି କଲେ ମୁଁ ଜାଣି ନାହିଁ ।

ପୁଷ୍ପା ପାଇଁ ଚାଲିଗଲା ଜୀବନ
Pushpa 2 Stampede: ପୁଷ୍ପା-୨ ପ୍ରିମିୟର୍ ଶୋ’ରେ ଦଳାଚକଟା, ଚାଲିଗଲା ମହିଳାଙ୍କ ଜୀବନ

ଦଳାଚକଟାରେ ଜଣେ ୩୯ ବର୍ଷ ବୟସ୍କ ମହିଳାଙ୍କ ମୃତ୍ୟୁ ହେବା ସହ ଏକାଧିକ ଲୋକ ଆହତ ହୋଇଥିବା ଜାତୀୟ ଗଣମାଧ୍ୟମରେ ପ୍ରସାରିତ ହୋଇଛି ।

୨୫ରେ ମିଳିବ ସୁଭଦ୍ରା ଟଙ୍କା
Subhadra Yojana: ଡିସେମ୍ବର ୨୫ରେ ମିଳିବ ସୁଭଦ୍ରା ଟଙ୍କା, ଚତୁର୍ଥ ପର୍ଯ୍ୟାୟ ଟଙ୍କା ପଠାଇବାକୁ ଚାଲିଛି ଯାଞ୍ଚ

ଡିସେମ୍ବର ୨୫ରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ପୁଣି ଚାଲିଲା ପୁଷ୍ପାରାଜ୍‌ର ରାଜୁତି
Pushpa 2 Release: ରିଲିଜ୍‌ ହେଲା ପୁଷ୍ପା-୨, ଫିଲ୍ମ ଦେଖିବାକୁ ସିନେମା ହଲ୍‌ରେ ପ୍ରବଳ ଭିଡ଼

ରିଲିଜ୍ ହୋଇଛି ଏ ଦଶନ୍ଧିର ସବୁଠୁ ବଡ଼ ଆଉ ବହୁ ପ୍ରତିକ୍ଷିତ ସିନେମା ପୁଷ୍ପା- ଟୁ । ଶୀତ ରାତିର ଯେଉଁଠି ସକାଳୁ ଉଠିବା ମୁସ୍କିଲ ସେଠି ସକାଳ ସାଢେ଼ ୫ ଟାରେ ହାଉସ୍ ଫୁଲ୍ ଶୋ ।

ଲଞ୍ଚ ହେବ ପ୍ରୋବା-୩
ESA Proba-3 Launch: ଐତିହାସିକ ମିଶନ୍‌ ଲଞ୍ଚ କରିବ ISRO, ଆଜି ଉତକ୍ଷେପଣ ହେବ ୟୁରୋପୀୟ ସ୍ପେସକ୍ରାଫ୍ଟ ପ୍ରୋବା-୩

ପ୍ରୋବା-୩ ସ୍ପେସ୍‌କ୍ରାଫ୍ଟରେ ତ୍ରୁଟି ଯୋଗୁଁ ଗତକାଲି ଉତକ୍ଷେପଣ ସ୍ଥଗିତ ରଖାଯାଇଥିଲା । ଏହାର ଦୁଇଟିଯାକ ଅଂଶ ଗୋଟିଏ ଥରରେ ଲଞ୍ଚ ହେବାକୁ ଥିବା ବେଳେ, ଗୋଟିଏ ଅଂଶ ଅନ୍ୟଟି ପାଇଁ କୃତ୍ରିମ ପୂର୍ଣ୍ଣ ସୂର୍ଯ୍ୟପରାଗ ଭଳି ସ୍ଥିତି ସୃଷ୍ଟି କରିବ ।

ଶପଥ ନେବେ ଫଡନାଭିସ୍‌
Devendra Fadnavis: ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଫଡନାଭିସ୍‌, ସାମିଲ ହେବେ ପ୍ରଧାନମନ୍ତ୍ରୀ

ଏହି ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଉପସ୍ଥିତ ରହିବେ । ବିଜେପି ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି ଫଡନାଭିସ୍‌ ।

Today Panchang
Panchang Today 4th December 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୪ ତାରିଖ ବୁଧବାର । ଚନ୍ଦ୍ର- ଧନୁ ରାତ୍ରି ୧୧.୧୯ ଗତେ ମକର । ତିଥି- ୩ୟା ଦିବା ୦୧.୧୦ ଗତେ ୪ର୍ଥୀ ।

ମୋଦି ଦେଖିବେ ସାବରମତୀ ରିପୋର୍ଟ
PM Modi to watch ‘The Sabarmati Report’: ପ୍ରଧାନମନ୍ତ୍ରୀ ମୋଦି ଦେଖିବେ ‘ସାବରମତୀ ରିପୋର୍ଟ’, ଅପରାହ୍ମ ୪ଟାରେ କରାଯିବ ସ୍ୱତନ୍ତ୍ର ସ୍କ୍ରିନିଂ

ଏହି ଚଳଚ୍ଚିତ୍ର ଗୁଜୁରାଟ ହିଂସା ଉପରେ ଆଧାରିତ । ଏହି ଚଳଚ୍ଚିତ୍ରଟି ବହୁ ପ୍ରଶଂସା ଲାଭ କରିଛି ଏବଂ କେବଳ ପିଏମ ମୋଦି ନୁହଁନ୍ତି ଅମିତ ଶାହା ମଧ୍ୟ ପ୍ରଶଂସା କରିଛନ୍ତି ।

ପଦ୍ମ ଧରିଲେ ରଘୁପତି
Badamba Block Chairman Joins BJP: ପଦ୍ମ ଧରିଲେ ବଡ଼ମ୍ବା ବ୍ଲକ ଅଧ୍ୟକ୍ଷ, ଆଜି ସକାଳେ ବିଜେଡିରୁ ଦେଇଥିଲେ ଇସ୍ତଫା

ବଡ଼ମ୍ବା ବିଧାୟକ ବିଜୟ ଦଳବେହେରାଙ୍କ ନେତୃତ୍ବରେ ବିଜେପିରେ ସାମିଲ ହେଲେ ରଘୁପତି । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ପାର୍ଟି ଅଫିସରେ ସେ ବିଜେପିରେ ସାମିଲ ହୋଇଛନ୍ତି ।

ୟୁପିରୁ ଆସିଲା ଆଳୁ
Potato Truck Arrives In Odisha: ଓଡ଼ିଶାରେ ପହଞ୍ଚିଲା ୟୁପି ଆଳୁ, ଏଥର କମିପାରେ ଦର !

ପଶ୍ଚିମବଙ୍ଗରୁ ଆବଶ୍ୟକ ମୁତାବକ ଆଳୁ ଆସୁନଥିବାରୁ ୟୁପିରୁ ଆଳୁ ଅଣାଯାଉଛି । ଉତ୍ତରପ୍ରଦେଶରୁ ୩୦୦ ଟ୍ରକ୍ ଆଳୁ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପହଞ୍ଚିବ ବୋଲି ପୂର୍ବରୁ ଖାଦ୍ୟ ଯୋଗାଣ ମନ୍ତ୍ରୀ ସୂଚନା ଦେଇଥିଲେ ।

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।