• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

Santosh Kumar Sahoo

Editor

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ...more

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।

less

Posts by Santosh Kumar Sahoo

Rajya Sabha Election
ଜାରି ରହିଛି ରାଜ୍ୟସଭା ସସ୍‌ପେନ୍ସ, ଦେବାଶିଷ ଓ ଶୁଭାଶିଷଙ୍କ ପରେ କିଏ ହେବେ ତୃତୀୟ ପ୍ରାର୍ଥୀ ?

ଏସବୁ ଭିତରେ ବିଜେଡିର ଦୁଇ ରାଜ୍ୟସଭା ପ୍ରାର୍ଥୀ ଦେବାଶିଷ ଓ ଶୁଭାଶିଷ ଆଜି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ହେଲେ ଏ ଦୁହିଁଙ୍କ ପରେ ତୃତୀୟ ପ୍ରାର୍ଥୀ କିଏ ହେବ ଏପର୍ଯ୍ୟନ୍ତ ବିଜେଡି ତା କାର୍ଡ ଖୋଲି ନଥିବାରୁ ସସ୍‌ପେନ୍ସ ଜାରି ରହିଛି।

Narendra Modi
UAEରେ ପିଏମ୍ ମୋଦି, ଆଲିଙ୍ଗନ କରି ଭବ୍ୟ ସ୍ୱାଗତ ଜଣାଇଲେ ରାଷ୍ଟ୍ରପତି ଜାୟେଦ

ଏହି ଅବସରରେ ଭାରତ ଓ ୟୁଏଇ ମଧ୍ୟରେ ଦ୍ୱିପାକ୍ଷିକ ନିବେଶ ରାଜିନାମା ସ୍ୱାକ୍ଷରିତ ହୋଇଛି।

Mamata Scheme
ଦୁଇ ଗୁଣ ବଢ଼ିଲା ମମତା ଯୋଜନା ସହାୟତା ରାଶି, ୨ଟି କିସ୍ତିରେ ମିଳିବ ୧୦ ହଜାର ଟଙ୍କା

ନୂଆ ଯୋଜନାରେ ୨ଟି କିସ୍ତିରେ ହିତାଧିକାରୀଙ୍କ ଜମା ଖାତାକୁ ସହାୟତା ରାଶି ସିଧାସଳଖ ଦିଆଯିବ ।

Ashwini Vaishnaw
ରାଜ୍ୟସଭା ନିର୍ବାଚନ: ପୁଣି ରିପିଟ୍‌ ହେବେ କି ଅଶ୍ୱିନୀ ବୈଷ୍ଣବ ? ଚର୍ଚ୍ଚା ବଢ଼ାଇଲା କେନ୍ଦ୍ରମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ

ରାଜ୍ୟସଭା ନିର୍ବାଚନ ଭିତରେ ହଠାତ୍ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଓଡ଼ିଶା ଗସ୍ତ ନେଇ ବଢ଼ିଲା ଚର୍ଚ୍ଚା।

EV Car
କମିଲା EV ଦର, କାର୍ ମୂଲ୍ୟରେ ୧.୨୦ ଲକ୍ଷ ଟଙ୍କା ହ୍ରାସ କଲା ଏହି କମ୍ପାନୀ...

ଟାଟା ପାସେଞ୍ଜର ଇଲେକ୍ଟ୍ରିକ୍ ମୋବିଲିଟି ଲିମିଟେଡ୍ (TPEM) ଦ୍ୱାରା ମିଳିଥିବା ସୂଚନା ଅନୁସାରେ, କମ୍ପାନୀ ତା’ର ସବୁଠାରୁ ପପୁଲାର୍‌ ଇଲେକ୍ଟ୍ରିକ୍‌ କାର Nexon EVର ମୂଲ୍ୟକୁ ୧.୨୦ ଲକ୍ଷ ଟଙ୍କା ହ୍ରାସ କରିଛି।

Shivraj Singh Chouhan
‘ନବୀନ ବାବୁ କିଛି କରନ୍ତିନି କି ଜାଣନ୍ତିନି, ସବୁ ତାଙ୍କ ଅଫିସର କରନ୍ତି’

ଓଡ଼ିଶାର ବିକାଶ ପାଇଁ ଗତ ୯ ବର୍ଷରେ ମୋଦି ୧୮ ଲକ୍ଷ କୋଟି ଦେଇସାରିଲେଣି। ହେଲେ ଏଠାରେ ନବୀନ ବାବୁ ମୋଦି ଦେଉଥିବା ଅର୍ଥରେ ଠପ୍ପା ଲଗାଉଛନ୍ତି।

Desi Pistol For Sale
ଅନଲାଇନରେ ମିଳୁଛି ଦେଶୀ ବନ୍ଧୁକ, ଅର୍ଡର କଲେ ହେବ ହୋମ୍‌ ଡେଲିଭରୀ !

ପୋଲିସ୍‌ର ସୂଚନା ଅନୁସାରେ, ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଫେସବୁକ୍‌’ରେ କୋହିନୂର ଗ୍ରୁପ୍‌ ନାମକ ଏକ ପେଜ୍‌ରେ ଏହି ପୋଷ୍ଟ ହୋଇଥିଲା। ଏହି ଗ୍ରୁପରେ ଜଣେ ଯୁବକ ଅଣ୍ଟା ବେଲ୍ଟରେ ପିସ୍ତଲ ରଖିଥିବାର ଫଟୋ ପୋଷ୍ଟ କରିଥିଲେ।

Shamar Joseph
ଦିନେ ଥିଲେ ସିକ୍ୟୁରିଟି ଗାର୍ଡ; ଏବେ ଖେଳିବେ IPL, ଜାଣନ୍ତୁ ୩ ବର୍ଷରେ କିପରି ବଦଳିଲା ଜୋସେଫ୍‌ଙ୍କ ଜୀବନ

ବିଶ୍ୱ କ୍ରିକେଟରେ ଏବେ ଚମକୁ ଥିବା ଜୋସେଫ୍‌ଙ୍କ ଜୀବନ କିନ୍ତୁ ବେଶ୍‌ ସଂଘର୍ଷମୟ।

Matric exams 2024
ଚାପ କମାଇବାକୁ ଗଣଶିକ୍ଷା ବିଭାଗର ‘ଟେଲି ମାନସ’ ବ୍ୟବସ୍ଥା

ଆସିଲା ପରୀକ୍ଷା ଋତୁ । ଚିନ୍ତାରେ ଅଭିଭାବକ, ଚାପରେ ପରୀକ୍ଷାର୍ଥୀ । CBSE , I CSE ଠାରୁ ଆରମ୍ଭ କରି ରାଜ୍ୟ ବୋର୍ଡ ପରୀକ୍ଷା ଯାଏଁ ସମସ୍ତ ଛାତ୍ରଛାତ୍ରୀଙ୍କ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ।

Tribal leaders leaving BJD,
ବିଜେଡିକୁ ଭାରି ପଡ଼ିବ କି ଜନଜାତି ଭୋଟ୍ ?

ବିଜେଡିରୁ ମୁହଁ ଫେରାଉଛନ୍ତି ଆଦିବାସୀ ନେତା। ଆମଦାନୀ ହେଉଛନ୍ତି କର୍ପୋରେଟ ଚେହେରା। ପ୍ରଶାସନିକ ବାବୁଙ୍କୁ ଦିଆଯାଉଛି ପ୍ରଧାନ୍ୟ।

Tribal leaders leaving BJD,
କାମ ଦେବ ତ ଭତ୍ତା ଥୋପ ?

ମାତ୍ର ଦିଇଟା ମାସ ପରେ ଭୋଟ୍। ଆଉ ଏତିକି ବେଳେ ମଧୁବାବୁ ପେନସନ୍ ସ୍କିମର ସହାୟତା ରାଶିରେ ୫ ଶହ ଟଙ୍କା ବୃଦ୍ଧି କରିଛନ୍ତି ସରକାର।

Dr Champeswar Panigrahi
ବଣ୍ଡାଘାଟିର ଦ୍ୱିତୀୟ ଈଶ୍ୱର ଚମ୍ପେଶ୍ୱର ପାଣିଗ୍ରାହୀ

ଦୁଇ ବର୍ଷ ତଳେ ନିଯୁକ୍ତି ପାଇ ଏଠାକୁ ଆସିଥିଲେ ଡାକ୍ତର ଚମ୍ପେଶ୍ୱର । ସେତେବେଳେ ବଣ୍ଡା ଜନଜାତି, ସ୍ୱାସ୍ଥ୍ୟକେନ୍ଦ୍ର ନଆସି ଗୁଣିଆ ଓ ଦିଶାରିଙ୍କୁ ଭରସା କରୁଥିଲେ ।

Mobile banking
ଖତ ଖାଉଛି ମୋବାଇଲ୍ ବ୍ୟାଙ୍କ

କୁଆଡ଼େ ଗଲା ସରକାରଙ୍କ ଭ୍ରାମ୍ୟମାଣ ବ୍ୟାଙ୍କ ଶାଖା ପ୍ରତିଶ୍ରୁତି? କାହିଁକି ଆଉ ଦେଖିବାକୁ ମିଳୁନି ସମବାୟ ବ୍ୟାଙ୍କର ମୋବାଇଲ୍ ଏଟିଏମ୍ ?

Tribal leaders leaving BJD,
ବିଜେଡିକୁ ଭାରି ପଡ଼ିବ କି ଜନଜାତି ଭୋଟ୍ ? ଦଳ ଛାଡୁଛନ୍ତି ଜଣଙ୍କ ପରେ ଜଣେ ଆଦିବାସୀ ଚେହେରା

ବିଜେଡିରୁ ମୁହଁ ଫେରାଉଛନ୍ତି ଆଦିବାସୀ ନେତା। ଆମଦାନୀ ହେଉଛନ୍ତି କର୍ପୋରେଟ ଚେହେରା। ପ୍ରଶାସନିକ ବାବୁଙ୍କୁ ଦିଆଯାଉଛି ପ୍ରଧାନ୍ୟ।

Politics Over Old Age Pension
କାମ ଦେବ ତ ଭତ୍ତା ଥୋପ ? ରାଜ୍ୟ ସରକାରଙ୍କ ନିଷ୍ପତ୍ତିରେ ହିତାଧିକାରୀ ନାଖୁସ୍

ମାତ୍ର ଦିଇଟା ମାସ ପରେ ଭୋଟ୍। ଆଉ ଏତିକି ବେଳେ ମଧୁବାବୁ ପେନସନ୍ ସ୍କିମର ସହାୟତା ରାଶିରେ ୫ ଶହ ଟଙ୍କା ବୃଦ୍ଧି କରିଛନ୍ତି ସରକାର।

Land
ଆଦିବାସୀଙ୍କ ସମ୍ପତ୍ତି ପାଇଁ ଚକ୍ରାନ୍ତ

ଆଦିବାସୀଙ୍କ ଭୂ-ସଂପତ୍ତି ହାତେଇବାକୁ ବଡ଼ ଚକ୍ରାନ୍ତ । ଖୋର୍ଦ୍ଧା ଜିଲ୍ଲାରେ କାମ କରୁଛି ଏକ ବଡ଼ ରାକେଟ୍ । ଖତିଆନ ଠାରୁ ପଟ୍ଟା ପର୍ଯ୍ୟନ୍ତ ରାତି ଅଧିଆ ସବୁ କିଛି ବଦଳି ଯାଉଛି ।

PDS Rice Controversy
ନବୀନ ବ୍ରାଣ୍ଡର ବ୍ୟାଗ୍ ବଣ୍ଟାକୁ ନେଇ ତେଜିଲାଣି ବିରୋଧ

କେଉଁଠି ପୋଡ଼ି... କେଉଁଠି ପ୍ରତିବାଦ- ହଙ୍ଗାମା। ଭିନ୍ନ ଢଙ୍ଗରେ, ଭିନ୍ନ ବାଗରେ ଭୋଟ୍ ପୂର୍ବରୁ ପୁଣି ତେଜିଲା ଚାଉଳ ପଲିଟିକ୍ସ।

Loot
୪ ସେକେଣ୍ତରେ ୯ ଲକ୍ଷ ଗାଏବ

ରାଜଧାନୀରେ ପୁଣି ମାତିଲେ ମଣ୍ଡପ ଚୋର । ବିବାହ ଉତ୍ସବରେ ବରଯାତ୍ରୀ ବେଶରେ ଆସି ୯ ଲକ୍ଷରୁ ଅଧିକ ଟଙ୍କା ଓ ଅଳଙ୍କାର ଚୋରି କରିଛନ୍ତି ବଡେ ମିଆଁ-ଛୋଟେ ମିଆଁ ଗ୍ୟାଙ୍ଗ ।

V. Sugnana Kumari Deo
ପରଲୋକରେ ଖଲ୍ଲିକୋଟ ରାଣୀ...ଝୁରୁଛି ଗଞ୍ଜାମ

ସେ ଥିଲେ ରାଜ୍ ପରିବାରର ଦାୟାଦ । ହେଲେ ରାଜନୀତିରେ ରହି ବି କେବେ ରଖି ନଥିଲେ ପଦ ଆଉ କ୍ଷମତାର ମୋହ । ଖଲ୍ଲିକୋଟର ରାଣୀ ଭାବେ ସମ୍ମାନ ଆଉ ସ୍ୱାଭିମାନର ଟେକ ରଖିଥିଲେ ବର୍ଷିୟାନ ରାଜନେତ୍ରୀ ଭି. ସୁଜ୍ଞାନ କୁମାରୀ ଦେଓ ।

Rajya Sabha Election
୩ ରାଜ୍ୟସଭା ସିଟ୍ ପାଇଁ କାହାକୁ ବାଛିବ ବିଜେଡି ?

କିଏ ଯିବେ ରାଜ୍ୟସଭା। ଖାଲି ପଡୁଥିବା ୩ ରାଜ୍ୟସଭା ସିଟ୍ ପାଇଁ ବିଜେଡି କାହାକୁ ବାଛିବ। ପ୍ରାର୍ଥିପତ୍ର ଦାଖଲକୁ ଆଉ ମାତ୍ର ପାଞ୍ଚ ଦିନ ବାକି ଥିବାବେଳେ ପାୱାର କରିଡରରେ ହଲଚଲ୍।

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।