କେଉଁଠି ପୋଡ଼ି... କେଉଁଠି ପ୍ରତିବାଦ- ହଙ୍ଗାମା। ଭିନ୍ନ ଢଙ୍ଗରେ, ଭିନ୍ନ ବାଗରେ ଭୋଟ୍ ପୂର୍ବରୁ ପୁଣି ତେଜିଲା ଚାଉଳ ପଲିଟିକ୍ସ।
ରାଜ୍ୟସଭା ରେସ୍ ପାଇଁ ଏକାଧିକ ଆଶାୟୀ। ଅଙ୍କ କଷୁଛି ବିଜେଡି। ନାଁ କୁ ନେଇ ବଢୁଛି ଚର୍ଚ୍ଚା। କେଉଁ ବର୍ଗକୁ ଟିକଟ୍ ଦେଲେ ସାଧାରଣ ନିର୍ବାଚନରେ ଦଳକୁ ମିଳିବ ଫାଇଦା ତାକୁ ଦିଆଯାଉଛି ଗୁରୁତ୍ୱ।
ପୂର୍ବତନ ପ୍ରଧାନମନ୍ତ୍ରୀ ପିଭି ନରସିହ୍ମା ରାଓ ଓ ଚୌଧୁରୀ ଚରଣ ସିଂହଙ୍କୁ ମିଳିବ ସମ୍ମାନଜନକ ଭାରତ ରତ୍ନ।
ମୁଢ଼ି ଯୋଡ଼ିଦେଲା ସୁନା ସଂସାର। ୭ ବର୍ଷ ହେଲା ନିଖୋଜ ଥିଲେ ବାପା । ମୁଢ଼ି ଖାଇବାକୁ ମାଗିବାରୁ ମିଳିଲା ପରିଚୟ।
ଥିଲା ଘରବାଲା ବି ଝିଅଟିକୁ ବାହା ଦେବେ ବୋଲି କେତେ କଣ ସାଇତିଥାନ୍ତି..ଆଉ ଗରିବ ଲୋକର ଅଳପ ଧନ ବିକଳ ମନ.. ପେଟରୁ କାଟି କାଟି ଅର୍ଥ ଯୋଡ଼ିଥାଏ ଝିଅଟିକୁ ବାହାଦେବ ବୋଲି.. ହେଲେ ସେତକ ବି ଛଡେଇନେଲା ବିଧାତା.. ନିଆଁ ଲାଗି ସବୁକିଛି ଛାରଖାର ହେଇଗଲା..
ଏକ ଲମ୍ବା ଫାଇଟ୍ ପରେ ଶେଷରେ ଏ ପ୍ରେମ ବିବାହରେ ପଡ଼ିଲା ପୂର୍ଣ୍ଣଚ୍ଛେଦ.. ସତ କହିବାକୁ ଗଲେ କୋର୍ଟଙ୍କ ନିର୍ଦ୍ଦେଶର ବହୁ ପୂର୍ବରୁ ବର୍ଷା ଅନୁଭବ ମାନସିକ ସ୍ତରରେ ହିଁ ଦୂରେଇ ଯାଇଥିଲେ.. ବାକି ଯାହା ରହିଯାଇଥିଲା ବିବାହ ବନ୍ଧନରୁ ମୁକ୍ତି ଲାଗି ଅନୁମତି..ସେତକ ବି ମିଳିଗଲା..
ଫୋନ୍ କରି କହିଥିଲା ‘ବୋଉଲୋ ମୋତେ ଖୋଜିବୁନି ମୁଁ ରାତି ୧୦ଟା ବେଳକୁ ଘରକୁ ଆସିବି..’ ହେଲେ ଚାରି ରାତି ବିତିଗଲାଣି.. ନା ପୁଅ ଫେରିଲା.. ନା ମିଳିଲା ଖୋଜଖବର.. ଯାହା ମିଳିଲା ଦେହ ଥରାଇଦେଲା..
ତାଙ୍କ ହାତର ଛାଟ ଖାଇ ମଣିଷ ହେବାର ବାଟ ଦେଖୁଥିବା ପିଲାମାନେ ତାଙ୍କ ଉପଦେଶ ସବୁକୁ ମିସ୍ କରିବେ। ଖାସ୍ ସେଇଥିପାଇଁ ସ୍କୁଲରେ ଆଜି ସାରଙ୍କ ଶେଷଦିନ ବୋଲି, ଲାଗିଛି ଏମିତି ଗହଳ ଚହଳି।
ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପ୍ରେମାନନ୍ଦ।
କାହିଁକି ଶିଶୁ ପୁତ୍ରର ତଣ୍ଟି ତା’ର ମା’ କାଟିଲା ତାହାର କାରଣ ଜଣାପଡିନି।
କ୍ରେଜ୍ ଏତେ କି ହଲ୍ ଭିତରେ ହିଁ ନିଆଁ ଲଗାଇ ତା ଉପରେ ଡେଇଁଲେ।
ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ୧୪ଶୀ ଦିବା ୦୮.୦୨ ଗତେ। ଅମାବାସ୍ୟା (କ୍ଷୟ) ରାତ୍ରି ୦୪.୨୯ ଗତେ ପ୍ରତିପଦ।
ଗାଁ କୁ ବ୍ଲକ୍ ଏବଂ ଜିଲ୍ଲା ମୁଖ୍ୟାଳୟ ସହ ଯୋଡିବାକୁ ସରକାର ଆରମ୍ଭ କଲେ ଲକ୍ଷ୍ମୀ ବସ୍ ସେବା । ସ୍ୱତନ୍ତ୍ର ଭାବେ ପଟାଙ୍ଗି ଠାରୁ କୋଟିଆକୁ ଏକ ବସ୍ ଚଳାଚଳ ପାଇଁ ବ୍ୟବସ୍ଥା ରହିଥିଲାବେଳେ ଏଯାଏଁ କିନ୍ତୁ ବସ ଚାଲିପାରି ନାହିଁ ।
ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଗାଁର ଡ୍ରମପେଡ ମାଷ୍ଟର ଡମ୍ବରୁଧର ଅଧିକାରୀଙ୍କୁ ଗତ ୨୫ ତାରିଖ ରାତିରେ ଅତି ନିର୍ମମ ଭାବ ହତ୍ୟା କରାଯାଇଛି ... ଯାହାକୁ ନେଇ ସେହି ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି...
ସରକାର ଆମକୁ ବ୍ଲକ ଦିଅ, ବ୍ଲକ ଦିଅ... ଏ ଆର୍ତ୍ତ ଚିତ୍କାର ଆଜିର ନୁହେଁ ଏହା ଦୀର୍ଘ ବର୍ଷର ଦାବୀ, ଆଦିବାସୀଙ୍କ ପାଇଁ ମାଳ ମାଳ ଯୋଜନା କରି ଡିଣ୍ଡିମ ପିଟୁଥିବା ସରକାର ସେମାନଙ୍କୁ ପ୍ରତିଶୃତି ଦେଇ ପ୍ରତାରଣା କରିଥିବା କହିଛନ୍ତି ମୟୁରଭଞ୍ଜ ଶରତ ବାସିନ୍ଦା
ଓଠ ନୁହେଁ, ହୃଦୟ ଏଠି କଥାକୁହେ, ଠାର ବି ଆପଣାର କରିପାରେ, ମନର ମଣିଷକୁ। କାନ ନୁହେଁ ମନ ଶୁଣେ ମନର ଭାଷାକୁ। କିଛି କିଛି ଅକ୍ଷର କେବଳ ଠାରରେ ଠାରରେ ଜୀବନ୍ତ ହୁଅନ୍ତି। ହସରେ ହସରେ ଜୀବନ ବଞ୍ଚିବାର ବାଟ କଢେଇ ନିଅନ୍ତି।
ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ଗୁରୁବାର। ଚନ୍ଦ୍ର- ଧନୁ ଦିବା ୧୦.୦୩ ଗତେ ମକର। ତିଥି- ୧୩ଶୀ ଦିବା ୧୧.୧୭ ଗତେ ୧୪ଶୀ।
ଗତ ୧୦ ବର୍ଷ ଧରି ମିଛ ବିବାହ ବନ୍ଧନ, ହୃଦୟହୀନ ସମ୍ପର୍କ ଏବଂ କଷ୍ଟଦାୟକ ବର୍ଷ ଏସବୁ ଥିଲା। ଏବେ ଖୁସି ପାଇଁ ପ୍ରାର୍ଥନା କରନ୍ତୁ ବୋଲି ଅନୁଭବ ଲେଖିଛନ୍ତି।
ହୃଦଘାତ ହେତୁ ପତ୍ନୀଙ୍କ ମୃତ୍ୟୁ ହେବାର ମାତ୍ର ୧୨ ଘଣ୍ଟା ମଧ୍ୟରେ ଶେଷ ନିଶ୍ୱାସ ତ୍ୟାଗ କଲେ ସ୍ୱାମୀ।