ଓଡ଼ିଶାରେ ଚାଲିଛି ବିଜେପି-ବିଜେଡି ପାର୍ଟନରସିପ୍ ସରକାର ! ନବୀନ ଓ ମୋଦିଙ୍କ ସହଭାଗିତାରେ ସରକାର ଚାଲିଛି ! ୨ ଜଣ ଯାକ ଏକାଠି ମିଶି କାମ କରୁଛନ୍ତି !
ଗତକାଲି ସାମ୍ବାଦିକ ସମ୍ମିଳନୀ। ଆଉ ଆଜି ଗୃହ ଆରମ୍ଭରୁ ହଟ୍ଟଗୋଳ। ପରୀ ହତ୍ୟା ପ୍ରସଙ୍ଗରେ ବିଜେପି ବିରୋଧରେ ବିଜେଡିର ହଲ୍ଲାବୋଲ୍। ପରୀ ଘଟଣାକୁ ବିଜେପି ରାଜନୀତିକରଣ କରିଥିବା କହି, ଓଡ଼ିଶାବାସୀଙ୍କୁ ଧର୍ମେନ୍ଦ୍ର ପ୍ରଧାନ ଓ ମୋହନ ମାଝୀ କ୍ଷମା ମାଗନ୍ତୁ ବୋଲି ଦାବି କରିଛି ଦଳ ।
ଲୋକସଭା ନିର୍ବାଚନ ପୂର୍ବରୁ କାହିଁକି ତାଙ୍କୁ ଡକାଯାଉଛି ବୋଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଓଲଟା ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, 'ଯଦି ଦୁଇ ବର୍ଷ ଧରି ତଦନ୍ତ ଚାଲିଛି, ତେବେ ଲୋକସଭା ନିର୍ବାଚନ ପୂର୍ବରୁ କାହିଁକି ଡକାଯାଉଛି ?
ପୋଡିୟମରେ ଚଢ଼ି ବାଚସ୍ପତିଙ୍କ ମାଇକ୍ ଭାଙ୍ଗିଲେ ବିଜେପି ବିଧାୟକ ନାଉରୀ ନାଏକ।
ଏହାକୁ ଜୁଲିଏଟ୍ ରୋଜ୍ କୁହାଯାଏ। ଏହା ହେଉଛି ଦୁନିଆର ସବୁଠାରୁ ମହଙ୍ଗା
ଖୁବଶୀଘ୍ର ମୋ ସରକାରର ତୃତୀୟ ପାଳି ଆରମ୍ଭ ହେବାକୁ ଯାଉଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଆଗାମୀ ୫ ବର୍ଷ ବିକାଶର ନୂଆ ସୋପାନରେ ଆମେ ପହଞ୍ଚିବୁ ।
ଅଣ୍ଡର-୧୯ ବିଶ୍ୱକପ୍ର ଦ୍ୱିତୀୟ ସେମିଫାଇନାଲ ଫଫେବ୍ରୁଆରୀ ୮ରେ ଅଷ୍ଟ୍ରେଲିଆ ଓ ପାକିସ୍ତାନ ମଧ୍ୟରେ ଖେଳାଯିବ। ଯଦି ଏହି ମ୍ୟାଚ୍ରେ ପାକିସ୍ତାନ ଅଷ୍ଟ୍ରେଲିଆକୁ ପରାସ୍ତ କରି ବିଜୟଲାଭ କରେ ତେବେ ୧୮ ବର୍ଷ ପରେ ପୁଣି ଥରେ ଫାଇନାଲରେ ଭାରତ-ପାକିସ୍ତାନ ମଧ୍ୟରେ ଦେଖିବାକୁ ମିଳିପାରେ ମହାମୁକାବିଲା।
ବାଲେଶ୍ୱରକୁ ଭାଙ୍ଗି ୪ଟି, ବଲାଙ୍ଗିର ଜିଲ୍ଲାକୁ ୪ଟି ଏବଂ କଟକ ଓ ଅନୁଗୁଳ ଜିଲ୍ଲାକୁ ଭାଙ୍ଗି ୩ଟି ଲେଖାଏଁ ଜିଲ୍ଲା କରିବା ପାଇଁ ସରକାରଙ୍କ ନିକଟରେ ଦାବି ହୋଇଛି ।
ସମ୍ବଲପୁର ସମାବେଶରେ ରାଜ୍ୟବାସୀଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଗ୍ୟାରେଣ୍ଟି ପରେ ଆସନ୍ତା ନିର୍ବାଚନରେ ଏହାର କେତେ ପ୍ରଭାବ ପଡ଼ିବ ତାକୁ ନେଇ ଆରମ୍ଭ ହୋଇଯାଇଛି ଅଙ୍କ କଷା।
ଦୌଡ଼ିଲା ରାଜଧାନୀ। ଦୌଡ଼ିଲେ ସେଲିବ୍ରିଟି, ସିନେ ଷ୍ଟାର, ଯୁବ ଗୋଷ୍ଠୀ ଓ ଛାତ୍ରଛାତ୍ରୀ। ସାମାଜ ପାଇଁ ଥିଲା ମାରାତ୍ମକ କର୍କଟଠୁ ଦୂରେଇବାର ବଡ଼ ସଚେତନତା ବାର୍ତ୍ତା। ତ ଓଟିଭିର ଥିମ୍ ଥିଲା ଜୀବନ ଆଡକୁ ଦୌଡ଼....
ଯେ କୌଣସି ବ୍ୟକ୍ତି ଏହି ୱେବସାଇଟ୍ ମାଧ୍ୟମରେ ଟିକେଟ୍ ପାଇଁ ଆବେଦନ କରିପାରିବେ। ଉଭୟ ଇଂରାଜୀ ଓ ଓଡ଼ିଆରେ ଏହି ଫର୍ମ ଉପଲବ୍ଧ।
ବିଧାନସଭାରୁ ଆରମ୍ଭ କରି ଲୋୟର ପିଏମଜି, ରବୀନ୍ଦ୍ର ମଣ୍ଡପ ଛକ ଓ ତା’ର ନିକଟବର୍ତ୍ତୀ ରାସ୍ତାରେ ସିସିଟିଭି ଲଗାଯାଇଛି । ସନ୍ଦିଗ୍ଧଙ୍କ ସହ ଆନ୍ଦୋଳନକାରୀଙ୍କ ଉପରେ ତୀକ୍ଷ୍ଣ ନଜର ରଖାଯିବ ।
ଜାତୀୟ ମାନବାଧିକାର କମିଶନଙ୍କ ନିର୍ଦ୍ଦେଶ ପରେ ରାଜ୍ୟ କ୍ରାଇମବ୍ରାଞ୍ଚରେ ଏକ ମାମଲା ରୁଜୁ ହୋଇଛି । ଜଣେ ମହିଳା ଡିଏସପି ମାମଲାର ତଦନ୍ତ କରୁଥିବା ପୋଲିସ ଡିଜି ଅରୁଣ ଷଡଙ୍ଗୀ ସୂଚନା ଦେଇଛନ୍ତି ।
ଉତ୍ତରପ୍ରଦେଶ ATSର ସୂଚନା ଅନୁସାରେ, ବୈଦେଶିକ ମନ୍ତ୍ରଣାଳୟରେ MTS ଭାବରେ କାର୍ଯ୍ୟରତ ଥିବା ସତ୍ୟେନ୍ଦ୍ର ସିୱାଲଙ୍କୁ ଗିରଫ କରାଯାଇଛି।
ଗତକାଲି ସମ୍ବଲପୁର ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଦ୍ମ ପୁରସ୍କାର ବିଜେତଙ୍କୁ ଭେଟିଥିଲେ।
ବାସନ୍ତୀଙ୍କ ପେଟ ଓ ହାତରେ ଗୁରୁତର ଆଘାତ ଲାଗିଛି। ଗୁରୁତର ଅବସ୍ଥାରେ ପଡ଼ୋଶୀମାନ ତାଙ୍କୁ ଡାକ୍ତରଖାନା ନେଇଥିଲେ।
ପରୀକ୍ଷା ପାଖେଇ ଆସୁଥିଲେ ମଧ୍ୟ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମକୁ ଯିବାକୁ ବାଧ୍ୟ କରାଯାଉଥିବା BNMA କଲେଜରେ ଛାତ୍ରୀ ଅଭିଯୋଗ କରିଛନ୍ତି ।
ପେଟିଏମ୍ ପେମେଣ୍ଟ୍ସ ବ୍ୟାଙ୍କ୍ ଉପରେ ବ୍ୟାନ୍ ଲଗାଇବାର ମୁଖ୍ୟ କାରଣ ହେଉଛି ସଠିକ୍ ପରିଚୟ ବିନା ସୃଷ୍ଟି ହୋଇଥିବା କୋଟି କୋଟି ଆକାଉଣ୍ଟ ।
ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠାକୁ ନେଇ ବୈଜୟନ୍ତ କହିଛନ୍ତି, ୫୦୦ ବର୍ଷର ତ୍ୟାଗ ଓ ଆନ୍ଦୋଳନ ଯୋଗୁଁ ଅଯୋଧ୍ୟାରେ ରାମ ମନ୍ଦିର ହୋଇ ପାରିଛି। ସାରା ଦେଶରେ ଏହାକୁ ସ୍ୱାଗତ କରାଗଲା।
ଜଣେ ମାଓବାଦୀର ମୃତ୍ୟୁ ପରେ ବି ସେହି ଅଞ୍ଚଳରେ କମ୍ବିଂ ଅପରେସନ୍ ଜାରି ରହିଛି। ତେବେ ମାଓବାଦୀ ଓ ପୋଲିସ୍ ଗୁଳି ବିନିମୟରେ ଜଣେ DVF ଯବାନ ମଧ୍ୟ ଆହତ ହୋଇଛନ୍ତି।