ବିହାରରେ ହଟଚମଟ ଭିତରେ ବିହାରରେ ୭୯ ଆଇପିଏସ ଅଧିକାରୀଙ୍କ ବଦଳି କରାଯାଇଛି । ୭୯ ଆଇପିଏସଙ୍କ ସହ ୪୫ ବିହାର ପ୍ରଶାସନିକ ଅଧିକାରୀଙ୍କ ବଦଳି କରାଯାଇଛି ।
ଏଇ ଆମ ଓଡ଼ିଶାରେ, କୋକେଇରେ ଶବ ନାହିଁ କିନ୍ତୁ ମଶାଣୀକୁ ଗଲା ମିଛ ଶବ । ଗାଁ ଦାଣ୍ଡରେ ଶୁଭୁଛି ରାମ ନାମ ସତ୍ୟ ହେ ହରିନାମ ସତ୍ୟ ହେ। ଶବ ନାହିଁ ସତ କିନ୍ତୁ କୋକେଇ ପାଖରେ ବସି କାନ୍ଦୁଛନ୍ତି ପରିବାର ଲୋକେ ।
ସ୍ୱାଧୀନତାରେ ୭ ଦଶନ୍ଧି ପରେ ବି ଆଜି ଏମିତି ଅନେକ ଗାଁ ଗଣ଼୍ଡା ରହିଛି ଯେଉଁଠି ରାସ୍ତା ସମସ୍ୟା ନ କହିବା ଭଲ । ଏମିତି ଅନେକ ନଦୀ ଅଛି ଯାହାକୁ ପାର୍ କରିବା ପାଇଁ ପୋଲ୍ ନାହିଁ, ସାହା କେବଳ କାଠ ପୋଲ । ଆଉ...
କଫି ଚାଷ ପାଇଁ ଚାଷୀମାନଙ୍କୁ ଆକୃଷ୍ଟ ଓ ସେମାନଙ୍କ ଅର୍ଥନୈତିକ ବିକାଶ ଲକ୍ଷ ନେଇ ରାଜ୍ୟ ସରକାର ସ୍ୱତନ୍ତ୍ର ପଦକ୍ଷେପ ନେଇଛନ୍ତି। କୋରାପୁଟ କଫିର ସମ୍ପ୍ରସାରଣ ପାଇଁ କ୍ୟାବିନେଟ ନିଷ୍ପତି ବି ନିଆଯାଇଛି। ଯାହାକୁ ନେଇ ଚାଷୀ ମହଲରେ ଉତ୍ସାହ ରହିଛି କିନ୍ତୁ ଦୁଇ ବର୍ଷ ତଳେ ଘୋଷଣା...
ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୭ ତାରିଖ ଶନିବାର ଚନ୍ଦ୍ର- କର୍କଟ ଦିବା ୦୧.୦୧ ଗତେ ସିଂହ। ତିଥି- ୨ୟା ରାତ୍ରି ୦୩.୩୭ ଗତେ ୩ୟା।
ବୁଗୁଡ଼ା ନିକଟ ଶାଳଭଙ୍ଗା ଜଙ୍ଗଲ ରାସ୍ତାରେ ଏକ ଟ୍ରକ ସହ ପିଟି ହୋଇଥିଲା। ଫଳରେ ଘଟଣାସ୍ଥଳରେ ୨ ଜଣ ଏବଂ ମେଡିକାଲ ଯିବା ବାଟରେ ଆଉ ଜଣଙ୍କର ମୃତ୍ୟୁ ହୋଇଥିଲା।
ବିଜେଡି, ବିଜେପି ଓ କଂଗ୍ରେସ । ସଭିଙ୍କ ଫୋକସରେ ପଶ୍ଚିମ ଓଡ଼ିଶା। ୨୪ ନିର୍ବାଚନ ପାଇଁ ଭୋଟରଙ୍କୁ ମନେଇବା ପାଇଁ ପ୍ରସ୍ତୁତ ହୋଇଛି ରଣନୀତି। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମା’ ସମଲେଶ୍ଵରୀ ପ୍ରକଳ୍ପର ଲୋକାର୍ପଣ କରିବେ।
ଦିଲ୍ଲୀରୁ ପଲ୍ଲୀ, ସବୁଠି ୭୫ତମ ଗଣତନ୍ତ୍ର ଦିବସର ଉଲ୍ଲାସ। ଦିଲ୍ଲୀ କର୍ତ୍ତବ୍ୟ ପଥରେ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ଅମୃତକାଳର ସାଧାରଣତନ୍ତ୍ର ଦିବସ ସମାରୋହରେ ଭାରତର ଐତିହାସିକ ପରାକ୍ରମ ପ୍ରଦର୍ଶନ । ସାରା ବିଶ୍ୱ ଦେଖିଲା ଭାରତୀୟ ନାରୀଶକ୍ତିର ପରାକାଷ୍ଠା।
ବିହାର ବିଧାନସଭାରେ ୨୪୩ ଆସନ ମଧ୍ୟରୁ ଆରଜେଡର ଏବେ ୭୯ ବିଧାୟକ ଅଛନ୍ତି। ବିଜେପିର ବିଧାୟକଙ୍କ ସଂଖ୍ୟା ୭୮ ହୋଇଥିବା ବେଳେ ଜେଡିୟୁ ୪୫, କଂଗ୍ରେସ ୧୯, ବାମମେଣ୍ଟ ୧୬, ପୂର୍ବତନ ମୁଖ୍ୟମନ୍ତ୍ରୀ ଜିତିନ ମାଞ୍ଝିଙ୍କ HAMର ୫ ଓ ଜଣେ ସ୍ୱାଧୀନ ବିଧାୟକ ଅଛନ୍ତି।
ସାଧନାକୁ ସ୍ୱୀକୃତି, କୃତୀକୁ ସମ୍ମାନ। କଳାକ୍ଷେତ୍ରରେ ଉଲ୍ଲେଖନୀୟ ଉତ୍କର୍ଷତା ପାଇଁ ଏବର୍ଷ ୪ ଓଡ଼ିଆଙ୍କୁ ମିଳିବ ସମ୍ମାନଜନକ ପଦ୍ମଶ୍ରୀ ପୁରସ୍କାର। ନାଁ ଘୋଷଣା ପରଠୁ ଚର୍ଚ୍ଚାରେ ରାଜ୍ୟର ଏ ଚାରି ହିରୋ।
ବିଜେଡି, ବିଜେପି ଓ କଂଗ୍ରେସ । ସଭିଙ୍କ ଫୋକସରେ ପଶ୍ଚିମ ଓଡ଼ିଶା। ୨୪ ନିର୍ବାଚନ ପାଇଁ ଭୋଟରଙ୍କୁ ମନେଇବା ପାଇଁ ପ୍ରସ୍ତୁତ ହୋଇଛି ରଣନୀତି। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମା’ ସମଲେଶ୍ଵରୀ ପ୍ରକଳ୍ପର ଲୋକାର୍ପଣ କରିବେ।
ବିହାର ବିଧାନସଭାରେ ୨୪୩ ଆସନ ମଧ୍ୟରୁ ଆରଜେଡର ଏବେ ୭୯ ବିଧାୟକ ଅଛନ୍ତି। ବିଜେପିର ବିଧାୟକଙ୍କ ସଂଖ୍ୟା ୭୮ ହୋଇଥିବା ବେଳେ ଜେଡିୟୁ ୪୫, କଂଗ୍ରେସ ୧୯, ବାମମେଣ୍ଟ ୧୬, ପୂର୍ବତନ ମୁଖ୍ୟମନ୍ତ୍ରୀ ଜିତିନ ମାଞ୍ଝିଙ୍କ HAMର ୫ ଓ ଜଣେ ସ୍ୱାଧୀନ ବିଧାୟକ ଅଛନ୍ତି।
ଯଦି ନୀତୀଶ କୁମାର I.N.D.I.Aରେ ରହିଥାନ୍ତେ ତେବେ ସେ ପ୍ରଧାନମନ୍ତ୍ରୀ ହୋଇପାରିଥାନ୍ତେ। ପ୍ରଧାନମନ୍ତ୍ରୀ ପଦ ପାଇଁ ଏଠାରେ ଯେକୌଣସି ବ୍ୟକ୍ତିଙ୍କୁ ବିଚାରକୁ ନିଆଯାଇପାରେ।
କୁହାଯାଉଛି କି ନୀତୀଶ କୁମାର ଏବେ ସରକାର ଭାଙ୍ଗିବେନି। ବରଂ ବିଜେପିର ସମର୍ଥନରେ ସରକାର ରହିବ। ପରେ ବିଧାନସଭା ଭାଙ୍ଗି ନୂଆ ନିର୍ବାଚନ କରାଯିବ।
ଅଟୋରେ ଥିବା ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି, ଗୁରୁତର ଆହତଙ୍କୁ ମଧ୍ୟରୁ ୪ ଜଣଙ୍କୁ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜକୁ ସ୍ଥାନାନ୍ତରିତ କରାଯାଇଛି।
ଗରିବଙ୍କୁ ଚାଉଳ ଦିଆଯାଉଛି, ଗରିବଙ୍କ କଷ୍ଟ କେବଳ ମୋଦି ହିଁ ବୁଝୁଛନ୍ତି । ତେଣୁ ରାଜ୍ୟରେ ବିକଳ୍ପ ସରକାର ଭାବେ ବାଛିବା ପାଇଁ ଲୋକେ ମନ ସ୍ଥିର କରି ସାରିଛନ୍ତି ବୋଲି କହିଛନ୍ତି ମନମୋହନ।
ଏସବୁ ଚର୍ଚ୍ଚା ଭିତରେ ଆଜିର ଏକ ଦୃଶ୍ୟ ଏହି ଚର୍ଚ୍ଚାକୁ ଅଧିକ ଖୋରାକ୍ ଯୋଗାଇଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଓ ଉପ-ମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବଙ୍କ ବସିବା ପାଇଁ ମଞ୍ଚରେ ପାଖାପାଖି ଚୌକି ପଡିଥିଲା। କିନ୍ତୁ ତେଜସ୍ୱୀ ଯାଦବ ମୁଖ୍ୟମନ୍ତ୍ରୀଙ୍କ ପାଖରେ ପଡ଼ିଥିବା ଚୌକିରେ ନ ବସି ଅନ୍ୟ ଆସନ...
ଏହି ଭିଡିଓରେ ଦେଖିବାକୁ ମିଳୁଛି କି କିଛି ମହିଳା ରେଲୱେ ଟ୍ରାକ୍ରେ ରୋଷେଇ କରୁଛନ୍ତି। ସେହିପରି କିଛି ଝିଅ ପାଠ ପଢ଼ୁଥିବାବେଳେ ଛୋଟ ପିଲା ଟ୍ରାକ୍ରେ ଦୌଡୁଛନ୍ତି।
ଅଯୋଧ୍ୟାକୁ ଏବେ ଛୁଟୁଛି ଭକ୍ତଙ୍କ ସୁଅ। ସବୁରି ମୁହଁରେ ଜୟ ଶ୍ରୀରାମ। ପ୍ରଭୁଙ୍କ ଟିକିଏ ସାନ୍ନିଧ୍ୟ ପାଇବାକୁ ବ୍ୟାକୁଳ ଭକ୍ତ। ତେବେ ମନ୍ଦିରରେ ପୂଜା ପାଉଥିବା ଠାକୁରଙ୍କ ନାଁ ରହିବ ‘ବାଲକ୍ ରାମ’ ।