ଘାତଚନ୍ଦ୍ର- ରାତ୍ରି ୦୯.୩୬ ଗତେ କର୍କଟ ଓ ମକର ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ସନ୍ଧ୍ୟା ୦୭.୨୭ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ
୩୦ ବର୍ଷକୁ ଆଖି ଆଗରେ ରଖି ୪ ଶହ କୋଟିରୁ ଅଧିକ ଟଙ୍କାରେ ଯେଉଁ ପ୍ରକଳ୍ପ କରାଯାଇଥିଲା, ତାହା ଭଲରେ ଭଲରେ ୪ ବର୍ଷ ବି ଗଲାନାହିଁ। ୪ ଦିନ ଧରି ବ୍ରହ୍ମପୁର ପରି ଏତେ ବଡ଼ ସହର ପାଣି ବିନା ଛଟପଟ ହେଲା।
କଟକର ପୂର୍ବତନ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀଙ୍କୁ ହାଇକୋର୍ଟଙ୍କ 'ବାଲି' ଛାଟ। ବାଲି ପରିବହନ ନେଇ କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଦାଖଲ କରିଥିବା ସତ୍ୟପାଠ ମିଥ୍ୟା ବୋଲି କହିବା ସହିତ, ତତ୍କାଳୀନ ଜିଲ୍ଲାପାଳ ଚୟନୀଙ୍କ ଉପରେ ଭୀଷଣ କ୍ଷୁବ୍ଧ ହୋଇଛନ୍ତି ଉଚ୍ଚ ନ୍ୟାୟାଳୟ ।
ବଙ୍ଗୋପସାଗରରେ ବାତ୍ୟା ଆସୁଛି। ଚେନ୍ନାଇ ଠାରୁ ୪୫୦ କିମି ଦୂରରୁ ଆଗକୁ ବଢୁଛି। ଆନ୍ଧ୍ର-ତାମିଲନାଡୁ ମଝିରେ ମଙ୍ଗଳବାର ମାଡ଼ ହେବ। ହେଲେ ତା ପ୍ରଭାବରେ ଓଡ଼ିଶାରେ କିନ୍ତୁ କାଲିଠୁ ବର୍ଷା ଆରମ୍ଭ ହୋଇଯିବ।
ଆଜି ରାୟପୁରରେ ଖେଳାଯାଇଥିଲା ଚତୁର୍ଥ ଟି-୨୦। ଏହି ମ୍ୟାଚ୍ରେ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା କଙ୍ଗାରୁ। ପ୍ରଥମେ ବ୍ୟାଟିଂ ଭାରତ ନିର୍ଦ୍ଧାରିତ ଓଭରରେ ୯ ୱିକେଟ ବିନିମୟରେ ୧୭୪ ରନ୍ କରିଥିଲା।
୪୦ ବିଧାନସଭା ଆସନ ବିଶିଷ୍ଟ ମିଜୋରାମରେ ନଭେମ୍ବର ୭ ତାରିଖରେ ଭୋଟ୍ ଗ୍ରହଣ ହୋଇଥିଲା। ଅନ୍ୟ ୪ ରାଜ୍ୟ ମଧ୍ୟପ୍ରଦେଶ, ଛତିଶଗଡ଼, ରାଜସ୍ଥାନ ଓ ତେଲେଙ୍ଗାନା ସହ ମିଜୋରାମର ମଧ୍ୟ ରେଜଲ୍ଟ ଡିସେମ୍ବର ୩ରେ ଆସିବାର ଥିଲା ।
ଏହି ଶିଖର ସମ୍ମିଳନୀରେ ଯୋଗ ଦେବା ଅବସରରେ ମୋଦିଙ୍କ ସହ ବିଶ୍ୱ ନେତାମାନେ ଏକାଠି ଫଟୋ ଉଠାଇଲେ । ୟୁଏଇର ରାଷ୍ଟ୍ରପତି ଶେଖ ମହମ୍ମଦ ବିନ ଜାଏଦ ଅଲ ନାହାନ ଏବଂ ମିଳିତ ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ ଏଥିରେ ସାମିଲ ହୋଇଛି ।
ସ୍ଥାନୀୟ ଲୋକଙ୍କ ସୂଚନା ଅନୁସାରେ ରାଧା ସାନ୍ତା ନାମକ ଜଣେ ମଦ୍ୟପ ବ୍ୟକ୍ତି, ପ୍ରଥମେ ପତ୍ନୀ ସହ ଝଗଡ଼ା କରି ଠେଙ୍ଗାରେ ଆକ୍ରମଣ ଉଦ୍ୟମ କରିଥିଲା। ପତ୍ନୀ ଭୟରେ ଘର ଛାଡ଼ି ଚାଲିଯିବାରୁ ଅଧିକ କ୍ରୋଧାନ୍ୱିତ ହୋଇ ନିଜର ଦୁଇବର୍ଷର ପୁଅକୁ ଛୁରାରେ ବାରମ୍ବାର ଆକ୍ରମଣ କରିଥିଲା।
ଜାନିବିଲି ପାଇପ ଲାଇନରେ ଲିକେଜକୁ ନେଇ ଦେଖାଦେଇଛି ଏଭଳି ପାଣି ସମସ୍ୟା। ସହରକୁ ଜଳ ଯୋଗାଣର ଅନ୍ୟ କୌଣସି ବିକଳ୍ପ ବ୍ୟବସ୍ଥା ନଥିବାରୁ ଅସନ୍ତୋଷ ପ୍ରକାଶ କରିଛନ୍ତି ଲୋକେ।
ଏହି ଭିଡିଓ ଇଣ୍ଟରନେଟ୍ରେ ଏବେ ଆଲୋଡନ ସୃଷ୍ଟି କରିଛି। କାରଣ ଟ୍ରେନରେ ବିବାହକୁ କେହି ଦେଖି ନଥିବେ। ଭାଇରାଲ ହେଉଥିବା ଏହି କ୍ଲିପ୍ରେ ସ୍ପଷ୍ଟ ଭାବରେ ଦେଖିବାକୁ ମିଳୁଛି କି ଟ୍ରେନ୍ରେ ଯୁବକ ପ୍ରଥମେ ଯୁବତୀଙ୍କ ମଥାରେ ସିନ୍ଦୂର ପିନ୍ଧାଉଛନ୍ତି।
ରାଜ୍ୟ ପରିବହନ ବିଭାଗର ଆକ୍ସିଡେଣ୍ଟ ତଥ୍ୟ ବି ଆଖି ତରାଟିଲା ଭଳି। ଗତ ୧୦ ବର୍ଷରେ ସଡ଼କ ଦୁର୍ଘଟଣାରେ ଗଲାଣି ୪୮ ହଜାର ଜୀବନ। ଦୈନିକ ଏ ସଂଖ୍ୟା ୧୩। ଆଶ୍ଚର୍ଯ୍ୟର କଥା ଏପ୍ରିଲରେ ଜିରୋ ଫାଟାଲିଟି ୱିକ୍ ପାଳନ ସତ୍ତ୍ୱେ ବର୍ଷର ପ୍ରଥମ ୯ ମାସରେ ସଡ଼କ...
ଆଜି ଏହି ଜାହାଜରୁ ୨ ଶହ କୋଟି ଟଙ୍କାର କୋକେନକୁ ଜବତ କରିଛି କଷ୍ଟମ୍ ବିଭାଗ। ମିଳିଥିବା ସୂଚନା ଅନୁଯାୟୀ, ପାନାମାରେ ପଞ୍ଜିକୃତ ଏହି ଜାହାଜର ମାଲିକ ହେଉଛନ୍ତି ଭିଏତନାମର।
ହଁ, ସେ କାଳ ଏମିତି ଯେ ଏକାବେଳକେ ନେଇଗଲା ୮ ଜୀବନ। ରାସ୍ତା କଡ଼ରେ ଠିଆ ହୋଇଥିବା ଦୁର୍ଘଟଣାଗ୍ରସ୍ତ ଟୁରିଷ୍ଟ ଭ୍ୟାନର ଏ ସ୍ଥିତି ହିଁ ବୟାନ କରୁଛି କେତେ ଭୟାବହ ଥିଲା ଦୁର୍ଘଟଣା।
ବର୍ତ୍ତମାନ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଭକ୍ତମାନଙ୍କୁ ଦୀର୍ଘ ସମୟ ଧରି ଲାଇନରେ ଛିଡ଼ା ହେବାକୁ ପଡୁଛି। ସେମାନଙ୍କ ସୁବିଧା ପାଇଁ ସ୍ପେଶାଲ କରିଡର ଖୁବ୍ ଶୀଘ୍ର କାର୍ଯ୍ୟକାରୀ ହେବ।
ଏହି ପାର୍କିଂରେ ୫୦୦ କାର ଓ ୫୦୦ ବାଇକ ଏକକାଳୀନ ପାର୍କିଂ ହେବାର କ୍ଷମତା ରହିଛି । ପ୍ରତି ଚାରିଚକିଆ ଯାନକୁ ୪ ଘଣ୍ଟା ପିଛା ୫୦ ଟଙ୍କା ଦେଇ ପାର୍କିଂ କରିପାରିବେ ପୁରୀ ଯାଉଥିବା ତୀର୍ଥଯାତ୍ରୀ । ୪ ଘଣ୍ଟାରୁ ଉର୍ଦ୍ଧ୍ଵ ପ୍ରତି ଘଣ୍ଟା ପିଛା ୧୦...
ନୂଆ ନିୟମ ଅନୁଯାୟୀ ଜଣେ ଗ୍ରାହକ ଗୋଟିଏ ଆଧାର ପରିଚୟ ପତ୍ରରେ ୯ଟି ସିମ କାର୍ଡ କିଣିପାରିବେ । ସିମ କିଣିବା ପାଇଁ କ୍ୟୁଆର କୋର୍ଡ ସ୍କାନ ସହ ଡେମୋଗ୍ରାଫି ତଥ୍ୟ ଦେବାକୁ ପଡିବ ।
ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡଙ୍କ ନେତୃତ୍ୱରେ ଶତାଧିକ ବିଜେପି କର୍ମୀ ଓ ସମର୍ଥକ ଏକ ରାଲି ମାଧ୍ୟମରେ ସହର ପରିକ୍ରମା କରି ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖରେ ପହଂଚିଥିଲେ । ସେଠାରେ ବ୍ଲକ୍ ଘେରାଓ କାର୍ଯ୍ୟକ୍ରମ ଜାରି ରହିଥିବାବେଳେ ହଠାତ୍ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ ।
କାକିନାଡ଼ା ବନ୍ଦରରୁ ମାଛ ଧରିବା ପାଇଁ ଏହି ଡଙ୍ଗାଟି ଯାଇଥିଲା। ରୋଷେଇ କରିବା ସମୟରେ ଗ୍ୟାସ ସିଲିଣ୍ଡର ଫାଟି ଯିବାରୁ ଭୟାବହ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି । ତେବେ ନିକଟରେ ଅନ୍ୟ ଏକ ଡ଼ଙ୍ଗାରେ ଯାଉଥିବା ମତ୍ସ୍ୟଜୀବୀମାନେ ସେମାନଙ୍କୁ ରକ୍ଷା କରିଥିଲେ।
ନିକଟରେ BPSC ବିହାରରେ ଶିକ୍ଷକଙ୍କୁ ନିଯୁକ୍ତି ଦେଇଥିଲା। ଏଥିରେ ଗୌତମ ମଧ୍ୟ ନୂଆ କରି ଶିକ୍ଷକ ଚାକିରି ପାଇଥିଲେ। ଘଟଣା ଦିନ ଗୌତମ ସ୍କୁଲରେ ପହଞ୍ଚିବା ପରେ ତାଙ୍କୁ ଅପହରଣ କରଯାଇଥିଲା।
ମାଟିର ଦୀପ ପ୍ରଜ୍ଜ୍ୱଳନ ସହ ଏହି ଅବସରରେ ଚିତାକର୍ଷକ ଆତସବାଜି ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହୋଇଛି । ଏହାକୁ ଦେଖିବାକୁ ହଜାର ହଜାର ସଂଖ୍ୟାରେ ଲୋକ ଉତ୍ସବରେ ସାମିଲ ହୋଇଛନ୍ତି ।