ଖେଳୁଥିବା ସମୟରେ ଶିଶୁଟି ବୋରୱେଲରେ ଖସିପଡ଼ିଛି। ଶିଶୁଟିକୁ ସୁରକ୍ଷିତ ଉଦ୍ଧାର କରିବାକୁ ଯୁଦ୍ଧାକାଳୀନ ଭିତ୍ତିରେ ପ୍ରୟାସ କରାଯାଉଛି ।
୪ ହଜାର ବ୍ୟକ୍ତି ଗୋଟିଏ ସାଙ୍ଗରେ ୧୦୮ଟି ସ୍ଥାନରେ ସୂର୍ଯ୍ୟ ନମସ୍କାର ପ୍ରଦର୍ଶନ କରିଛନ୍ତି ।
ଚୋରମାନେ ଅତି ଚତୁରତାର ସହ ଗ୍ୟାସ୍ ସିଲିଣ୍ଡରରୁ ଗ୍ୟାସ୍ ଖଲାସ କରିବାରେ ଲାଗିଥିଲେ। ତେବେ ସବୁଠୁ ବଡ଼ କଥା ହେଉଛି, ସେମାନେ ଗ୍ୟାସ୍ ଚୋରି କରିବା ବେଳେ ସିଲ୍ର କୌଣସି କ୍ଷତି ହେଉନଥିଲା।
ଏହି ଠକମାନେ କହିଥିଲେ, ଯଦି ସେମାନେ ମହିଳାମାନଙ୍କୁ ଗର୍ଭବତୀ କରନ୍ତି ତେବେ ସେମାନଙ୍କୁ ୧୩ ଲକ୍ଷ ଟଙ୍କା ମିଳିବ। କିନ୍ତୁ ଯଦି ସେମାନେ ଗର୍ଭବତୀ ନ କରିପାରନ୍ତି ତେବେ ସେମାନଙ୍କୁ ସାନ୍ତ୍ୱନା ମୂଳକ ଭାବରେ ୫ ଲକ୍ଷ ଟଙ୍କା ପ୍ରଦାନ କରାଯିବ।
ଆସନ୍ତା ୪ ବର୍ଷ ଭିତରେ ଏହି ମେଟ୍ରୋ ପ୍ରକଳ୍ପ କାମ ସରିବ ଓ ଆଗାମୀ ଦିନରେ ଖୋର୍ଦ୍ଧା, ପୁରୀକୁ ସଂପ୍ରସାରଣ ହେବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।
ଭୂକମ୍ପ ପରେ ଜାପାନ ସହରକୁ ପ୍ରାୟ ୧.୨ ମିଟରର ଉଚ୍ଚ ସମୁଦ୍ର ଜୁଆର ମାଡ଼ି ଆସିଛି।
ଭୂକମ୍ପ ପରେ ଜାପାନ ପାଣିପାଗ ବିଭାଗ ଉପକୂଳବର୍ତ୍ତୀ ଅଞ୍ଚଳରେ ସୁନାମି ସତର୍କ ସୂଚନା ଜାରି କରିଛି।
ଦାମ ରାଉତଙ୍କ ଉପରୁ ବହିଷ୍କାର ହଟାଯିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ତାଙ୍କ ପୁଅ ସମ୍ବିତ ରାଉତରାୟ ।
ଓଡ଼ିଶା ଦେଇ ଗଡ଼ିଲା 'ଅମୃତ ଭାରତ'। ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଯୋଧ୍ୟାରୁ ଭର୍ଚୁଆଲ୍ ମୋଡରେ ଶୁଭାରମ୍ଭ କରିବା ପରେ, ଓଡ଼ିଶା ଦେଇ ଚାଲିଛି ମାଲଦା ଟାଉନ୍-ବେଙ୍ଗଲୁରୁ ଅମୃତ ଭାରତ ଟ୍ରେନ୍।
ବଦଳିଯିବ ବ୍ୟବସ୍ଥା, ବଦଳିଯିବ ନିୟମ। ଶ୍ରୀମନ୍ଦିରରୁ ଲିଙ୍ଗରାଜ ମନ୍ଦିର ସବୁଠି ନୂଆବର୍ଷରୁ ଲାଗୁ ହେଉଛି ନୂଆ କଟକଣା। ଶ୍ରୀମନ୍ଦିରରେ ଶାଳିନତାପୂର୍ଣ୍ଣ ପୋଷାକ ପରିଧାନ ସାଙ୍ଗକୁ କାଲିଠୁ ବ୍ୟାନ ହେବ ପାନଗୁଟଖା।
ଶିମିଳିପାଳର ସୁରକ୍ଷା ଲାଗି ନିକଟରେ ୧୪ଟି କଷ୍ଟମାଇଜଡ୍ ଭେଇକିଲ ଯୋଗାଇ ଦେଇଛନ୍ତି ରାଜ୍ୟ ସରକାର। ହେଲେ ଶିମିଳିପାଳ ଅଭୟାରଣ୍ୟରେ ଅଧା କର୍ମଚାରୀ ପଦବୀ ଫାଙ୍କା ଥିବା ଏସବୁ ଗାଡ଼ିରେ କିଏ ଓ କେମିତି ସୁରକ୍ଷା ଯୋଗାଇବ ତା’କୁ ନେଇ ଉଠିଛି ପ୍ରଶ୍ନ।
ଭୁବନେଶ୍ୱରରେ ଚାଲିଥିବା ରାଜ୍ୟ ପଦାଧିକାରୀ ବୈଠକରେ ୨୪ ସାଧାରଣ ନିର୍ବାଚନ ଲାଗି ଦଳ ଏଭଳି ରଣନୀତି ପ୍ରସ୍ତୁତ ନେଇ ଆଲୋଚନା ହୋଇଛି।
ରାଜ୍ୟ ସରକାରଙ୍କ ଏଭଳି ଯୋଜନାକୁ ନେଇ ତେଜିଛି ରାଜନୀତି। ଭକ୍ତଙ୍କ ଭାବାବେଗକୁ କୁଠାରଘାତ ସହ ଜଗନ୍ନାଥ ସଂସ୍କୃତିର ଅବକ୍ଷୟ ହେଉଥିବା ବେଳେ ଏବେ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର କଥା କାହିଁକି ମନେ ପଡ଼ିଲା ବୋଲି ପ୍ରଶ୍ନ ଉଠାଇଛି ବିଜେପି।
ଭୁବନେଶ୍ୱରରେ ଚାଲିଥିବା ବିଜେପିର ୩ ଦିନିଆ ମାନସ ମନ୍ଥନ ଶେଷ ହୋଇଛି । ପ୍ରଥମ ଦିନ ରାଷ୍ଟ୍ରୀୟ ସଙ୍ଗଠନ ମହାମନ୍ତ୍ରୀ ବିଏଲ ସନ୍ତୋଷ ସମନ୍ୱୟ ବୈଠକରେ ଯୋଗ ଦେଇଥିବା ବେଳେ, ଶନିବାର ରାଜ୍ୟ ପଦାଧିକାରୀ ଓ ଜିଲ୍ଲା ସଭାପତି ବୈଠକରେ କର୍ମୀଙ୍କ ମନ୍ତ୍ର ଦେଇଥିଲେ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ...
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରଚାର ପ୍ରସାର ନାଁରେ ବିଜେଡି କରୁଛି କି ଭୋଟ୍ ରାଜନୀତି? ରାମ ମନ୍ଦିର ମୁଦ୍ଦାକୁ କାଉଣ୍ଟର ପାଇଁ ତିଆରି କରିଛି କି ଷ୍ଟ୍ରାଟେଜି? ରାଜ୍ୟରେ ବିଜେଡି ଖେଳୁନି ତ ସଫ୍ଟ ହିନ୍ଦୁତ୍ୱ କାର୍ଡ?
ହକି ବିଶ୍ୱକପ୍ ଥିବାରୁ ସହରର ସୌନ୍ଦର୍ଯ୍ୟ ବଢାଇବା ଲାଗି ହୋଇଥିଲା ନୋ ହୋଡିଂ ଜୋନ ନିୟମ, ଆଉ ହକି ବିଶ୍ୱକପ ସରିବା ପରେ ଯେଶା କୁ ତେଶା। ଆସୁଛି ନୂଆ ବର୍ଷ ଆଉ ନୂଆ ବର୍ଷରେ ଲୋକଙ୍କୁ ଶୁଭେଚ୍ଛା ଜଣାଇବା ଲାଗି ଆରମ୍ଭ ହୋଇଗଲାଣି ହୋଡିଂ ୱାର ।...
ଭାରତ ସରକାର ଏକ ନୋଟିଫିକେସନ୍ ଜାରି କରି ତେହରିକ୍-ଏ-ହୁରିୟତ ସଂଗଠନ ବିଷୟରେ କହିଛନ୍ତି କି, ଏହି ସଂଗଠନ ଜାମ୍ମୁ କାଶ୍ମୀରରେ ବିଚ୍ଛିନ୍ନତାବାଦୀ ଚିନ୍ତାଧାରା ବିସ୍ତାର କରୁଛି। ଏହି ସଂଗଠନର ଲୋକମାନେ ଆତଙ୍କବାଦୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି ଏବଂ ପଥର ଫିଙ୍ଗିବାକୁ ଉତ୍ସାହିତ କରୁଛନ୍ତି।
ନୂଆବର୍ଷରେ ମନ୍ଦିର ସବୁଦିନ ଭଳି ସକାଳ ୫ଟାରେ ଖୋଲିବା ସହ ନିୟମିତ ନୀତିକାନ୍ତି ଚାଲିବ। ଅନ୍ୟପକ୍ଷରେ ଲିଙ୍ଗରାଜ ମନ୍ଦିର ସେବାୟତଙ୍କ ପାଇଁ ପ୍ରସ୍ତୁତ ହେବ ପରିଚୟ ପତ୍ର।
ବଗିଟି ସମ୍ପୂର୍ଣ୍ଣ ଅଚଳ ହୋଇଯିବା ପରେ ଏହାକୁ କବାଡ଼ି ଆକାରରେ ଚାଲାଣ କରାଯାଉଥିଲା । ହେଲେ ଭାଗଲପୁର ସହରର ଉଲଟା ପୋଲ ଛକ ନିକଟରେ ଦୁର୍ଘଟଣା ଘଟିଛି।
ଅନ୍ୟପକ୍ଷରେ ଆସନ୍ତାକାଲିଠୁ ନୂଆ ଏସି ବ୍ୟାରିକେଡ୍ ଦେଇ ଶ୍ରୀମନ୍ଦିର ଭିତରକୁ ଯିବେ ଶ୍ରଦ୍ଧାଳୁ । ଆଜି ପରୀକ୍ଷାମୂଳକ ଭାବେ ଏହି ନୂଆ ବ୍ୟାରିକେଡ୍ ଦେଇ ଶ୍ରଦ୍ଧାଳୁଙ୍କୁ ଛଡ଼ା ଯାଇଛି ।