• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

Santosh Kumar Sahoo

Editor

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ...more

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।

less

Posts by Santosh Kumar Sahoo

Maneka Gandhi
ଓଡ଼ିଶା ବନ ବିଭାଗ ପୂରା ଫେଲ୍ , କିଛି କରୁନି: ମାନେକା ଗାନ୍ଧୀ

ଓଡ଼ିଶା ବନ ବିଭାଗ ପୂରା ଫେଲ୍ , କିଛି କରୁନି । ନା ହାତୀ ପାଇଁ ନା ସାପ ପାଇଁ, ବନ ବିଭାଗ କିଛି କରୁନି ବୋଲି ସେ ଅଭିଯୋଗ ଆଣିଛନ୍ତି । ତେବେ ମେନକାଙ୍କ ଅଭିଯୋଗ ଉପରେ ବନ ବିଭାଗର ପ୍ରତିକ୍ରିୟା ମିଳିପାରିନାହିଁ ।

Tulasi in jail
କଏଦୀଙ୍କ ମାନସିକତାରେ ପରିବର୍ତ୍ତନ ଆଣୁଛି ଜଗନ୍ନାଥଙ୍କ ତୁଳସୀ

କଥାରେ ଅଛି ସ୍ୱଚ୍ଛ ଏବଂ ସୁନ୍ଦର ପରିବେଶ ଜଣେ ବ୍ୟକ୍ତିର ମାନସିକତାରେ ପରିବର୍ତ୍ତନ ଆଣିବା ପାଇଁ ସହାୟକ ହୋଇଥାଏ । ସୁନ୍ଦର ପରିବେଶ ଭିତରେ ରହିଲେ ମଣିଷ ମନରେ ସକରାତ୍ମକ ଭାବନା ଆସିଥାଏ।

Range Rover Accident
ଭୁବନେଶ୍ୱରରେ ରେଂଜରୋଭର ଦୁର୍ଘଟଣା: ଗୁରୁତର ଯୁବତୀଙ୍କ ମୃତ୍ୟୁ

ଦୁର୍ଘଟଣାରେ ଗୁରୁତର ଆହତ ହେବା ପରେ ଯବାନଙ୍କ ଚିକିତ୍ସା ଭୁବନେଶ୍ୱର ଓ ଯୁବତୀଙ୍କ ଚିକିତ୍ସା କଟକରେ ଚାଲିଥିଲା। ଦାମୀ ରେଂଜରୋଭର ଗାଡ଼ିକୁ ନେଇ ମଧ୍ୟ ପ୍ରଶ୍ନବାଚୀ ଉଠିଥିଲା।

Elvis Yadav
ରେଭ୍‌ ପାର୍ଟିରେ ସାପ ବିଷ ମାମଲା, ଗିରଫ ହୋଇପାରନ୍ତି ବିଗ୍ ବସ୍‌ ବିଜେତା ଏଲ୍‌ଭିସ୍‌ ଯାଦବ

ମେନକା ଗାନ୍ଧୀଙ୍କ ସହ ଜଡିତ ଏକ ସଂଗଠନ PFA (ପିପୁଲ୍ ଫର୍ ଆନିମଲ୍) ସୂଚନା ପାଇଥିଲା ଯେ ଏଲ୍‌ଭିସ୍‌ ଯାଦବ NCRରେ ଥିବା ଫାର୍ମ ହାଉସର ରେଭ୍‌ ପାର୍ଟିରେ ଜୀବନ୍ତ ସାପଙ୍କ ସହ ଭିଡିଓ ସୁଟିଂ କରୁଛନ୍ତି । ଏହା ପରେ ସେ ପୋଲିସକୁ ସୂଚନା ଦେଇଥିଲେ ଏବଂ...

Suicide
ମୋବାଇଲ ନେଇଗଲେ ପ୍ରିନ୍ସିପାଲ, ଗଛରେ ଝୁଲି ପଡ଼ିଲେ ଛାତ୍ର !

ମୃତ ଛାତ୍ର ଜଣଙ୍କ ଗଜପତି ଜିଲ୍ଲାର ଦଶମ ଶ୍ରେଣୀର ଛାତ୍ର। ଷଷ୍ଠ ଶ୍ରେଣୀରୁ ଗଜପତିରୁ ଆସି ହଷ୍ଟେଲରେ ରହି ପାଠ ପଢୁଥିଲେ। ତେବେ ଗତକାଲି ରାତିରେ ସେହି ଛାତ୍ର ଜଣଙ୍କ ମୋବାଇଲକୁ ପ୍ରିନ୍ସିପାଲ ନେଇଯାଇଥିଲେ। ଯାହାପରେ ଛାତ୍ର ଜଣଙ୍କ ସ୍କୁଲ ପରିସରରେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।

Srimandira Heritage Corridor
ଜାନୁଆରୀ ୧୭ରେ ପ୍ରତିଷ୍ଠା ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ହେବା ପୂର୍ବରୁ ଆଜି ପରିକ୍ରମା ପ୍ରକଳ୍ପ, ଜଗନ୍ନାଥ ବଲ୍ଲଭ ଓ ଶ୍ରୀସେତୁର ନିର୍ମାଣ କାର୍ଯ୍ୟର ଅନୁଧ୍ୟାନ କରିଥିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ ।

panchanga
Panchang Today 3rd Nov 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ରାତ୍ରି ୦୧. ୨୪ ଗତେ କର୍କଟ ତିଥି- ୬ଷ୍ଠୀ ରାତ୍ରି ୧୧.୦୭ ଗତେ ୭ମୀ ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୨୪ ପର୍ଯ୍ୟନ୍ତ ଘାତ ବାର। ଜାଣନ୍ତୁ ଆଜି କେଉଁ...

Onion Price
ହାଣ୍ଡିଶାଳରୁ ହୋଟେଲ୍ ମେନ୍ୟୁ, ଟେନସନ୍ ଦେଉଛି ମହଙ୍ଗା ପିଆଜ

ପିଆଜ ଦରକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। କମ୍ ଦରରେ ଲୋକଙ୍କୁ ପିଆଜ ବିକ୍ରି କଲେଣି ରାଜନେତା। ଏ ଦୃଶ୍ୟ ହେଉଛି ଜୟପୁରର। ଯେଉଁଛି କଂଗ୍ରେସ ନେତ୍ରୀ ମୀନାକ୍ଷୀ ବାହିନୀପତି ଜିଲା କଂଗ୍ରେସ କାର୍ଯ୍ୟାଳୟ ଆଗରେ ୩୦ ଟଙ୍କା ଦରରେ ଲୋକଙ୍କୁ ପିଆଜ ବିକ୍ରି କରୁଛନ୍ତି।

Sanjay Das Burma
ବଦଳୁଛି ବିଜେଡିର ସାଂଗଠନିକ ଷ୍ଟ୍ରାଟେଜି, ଦୀର୍ଘଦିନ ଧରି କୋଣଠେସା ସଂଜୟଙ୍କ ସଂଗଠନକୁ ଇନ୍

ସଂଗଠନକୁ ସଞ୍ଜୟ ଇନ୍ । ଭଦ୍ରକ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦେଲା ଦଳ। ସେପଟେ ବିବାଦୀୟ ନେତା ପ୍ରତାପ ଜେନାଙ୍କୁ ଭଦ୍ରକରୁ କାଢି କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ଦାୟିତ୍ୱ। ଦୀର୍ଘଦିନ ପରେ ସଞ୍ଜୟ ଦାସବର୍ମା ପୁଣି ଦଳୀୟ ଦାୟିତ୍ୱ ନେଇଥିବାରୁ ଏବେ ଚର୍ଚ୍ଚା ଜୋର।

Kerala Blast
କେରଳ ବିସ୍ଫୋରଣ: ଆତ୍ମସମର୍ପଣକାରୀଙ୍କ ଖୁଲାସା, ସଙ୍ଗଠନ କାର୍ଯ୍ୟରେ ଅତିଷ୍ଠ ହୋଇ ବ୍ଲାଷ୍ଟ କରିଥିବା ସ୍ୱୀକାର

ସେହିଭଳି ପ୍ରାର୍ଥନାସଭା ଆୟୋଜନକାରୀ ସମ୍ପ୍ରଦାୟ ଛୋଟ ଛୋଟ ପିଲାଙ୍କୁ ଜାତୀୟ ସଙ୍ଗୀତ ଗାଇବାକୁ ବାରଣ କରିଛନ୍ତି। ଏଥି ସହିତ ଭୋଟ ନଦେବା, ସରକାରୀ ଚାକିରି ନକରିବା ଏବଂ ସେନାରେ ୟଯୋଗ ନଦେବାକୁ ମଧ୍ୟ ଶିକ୍ଷା ଦେଉଛନ୍ତି।

England
ଇଂଲଣ୍ଡକୁ ଡବଲ ଝଟକା, ୨୦୨୫ ଚାମ୍ପିଅନ୍ସ ଟ୍ରଫି ପାଇଁ କ୍ୱାଲିଫାଏ କରିପାରିବନି ଇଂଲଣ୍ଡ !

୨୦୨୫ରେ ପୁଣି ଫେରୁଛି ଆଇସିସି ଚାମ୍ପିଅନ୍ସ ଟ୍ରଫି। ଏହାକୁ ଆୟୋଜିତ କରିବାର ଅଧିକାର ମିଳିଛି ପାକିସ୍ତାନକୁ। ତେବେ ଏହି ଚାମ୍ପିଅନ୍ସ ଟ୍ରଫି କ୍ୱାଲିଫାଏକୁ ନେଇ ଏବେ ବେଶ୍ ଚର୍ଚ୍ଚା ହେଉଛି।

BRS MP
ପ୍ରଚାର ବେଳେ ବିଆରଏସ ସାଂସଦଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ନିର୍ବାଚନ ପାଇଁ ପ୍ରଚାର ଅଭିଯାନରେ ଯାଇଥିବା ଭାରତ ରାଷ୍ଟ୍ର ସମିତି (ବିଆରଏସ)ସାଂସଦ କୋଥା ପ୍ରଭାକର ରେଡ୍ଡୀଙ୍କୁ ଛୁରାମାଡ଼ କରିଛି ଜଣେ ଦୁର୍ବୃତ୍ତ।

Maratha Reservation
ଘରେ ଥିଲେ ବିଧାୟକ, ବାହାରୁ ନିଆଁ ଲଗାଇଦେଲେ ଆନ୍ଦୋଳନକାରୀ

ବିଧାୟକ କହିଛନ୍ତି, ‘ଯେତେବେଳେ ଏହି ଆକ୍ରମଣ ହୋଇଥିଲା ସେତେବେଳେ ମୁଁ ମୋ ଘର ଭିତରେ ଥିଲି। ସୌଭାଗ୍ୟ ବଶତଃ ଆନ୍ଦୋଳନକାରୀଙ୍କ ଆକ୍ରମଣରେ ମୋର ପରିବାର ସଦସ୍ୟ କିମ୍ବା କର୍ମଚାରୀ କେହି ଆହତ ହୋଇନାହାଁନ୍ତି ।

Manoj Mishra
'ମାଇଣ୍ଡ ଗେମ୍‌କୁ ସାରା ଓଡ଼ିଶାରେ ରିଲିଜ୍ କରାନ୍ତୁ, ତା’ପରେ ଆମେ ବସି ସମାଧାନ କରିବା': ମନୋଜ ମିଶ୍ର

ଟୁଟୁ ନାୟକ ଏକା ନୁହନ୍ତି, ସଂଘର ସହମତିରେ ମନୋଜ ମିଶ୍ରଙ୍କୁ ବ୍ୟାନ କରାଯାଇଛି। ବର୍ତ୍ତମାନ ସମୟରେ ମନୋଜ ମିଶ୍ରଙ୍କ ବ୍ୟାନ ଉଠିବ ନାହିଁ ବୋଲି କହିଛନ୍ତି ପ୍ରଯୋଜକ ଜ୍ୟୋତିରଞ୍ଜନ ମହାନ୍ତି।

UNGA
UNରେ କିପରି ହୁଏ ଭୋଟିଂ, ପ୍ରସ୍ତାବ ପାରିତ ହେଲେ ହୁଏ କ’ଣ ?

ଜାତିସଂଘ ସାଧାରଣ ସଭାରେ ଯେକୌଣସି ଦେଶ ପ୍ରସ୍ତାବ ଉପସ୍ଥାପନ କରିପାରିବେ। ତେବେ ଏହି ପ୍ରସ୍ତାବ ଉପରେ ଭୋଟିଂ ହେବ କି ନାହିଁ ତାହା ଅଧ୍ୟକ୍ଷ ନିଷ୍ପତ୍ତି ନେବେ। ଭୋଟ୍ ଦେବା ପରେ, ଏହି ପ୍ରସ୍ତାବ ପାରିତ ହେବାକୁ ଦୁଇ-ତୃତୀୟାଂଶ ସଂଖ୍ୟା ଗରିଷ୍ଠତା ଆବଶ୍ୟକ।

Fire In Bus Depot
ବେଙ୍ଗାଲୁରୁରେ ଭୟାବହ ଅଗ୍ନିକାଣ୍ଡ, ହୁତ୍ ହୁତ୍ ହେଇ ଜଳିଗଲା ଏକାଧିକ ବସ୍

ପରିସ୍ଥିତି ଏମିତି ହୋଇଛି କି ବହୁ ଦୂର ଯାଏଁ ଏହାର ପ୍ରଭାବ ଅନୁଭୂତ ହୋଇଛି । ବେଙ୍ଗାଲୁରୁ ବସ୍‌ ଡିପୋରେ ଲାଗିଥିବା ଏହି ନିଆଁକୁ ଆୟତ୍ତ କରିବା ପାଇଁ ଲାଗିଛି ୫ରୁ ଅଧିକ ଅଗ୍ନିଶମ ବାହିନୀର ଗାଡ଼ି।

Bharat on Google Maps
ଗୁଗୁଲ୍ ମ୍ୟାପ୍‌ରେ ବଦଳିଲା ଦେଶର ନାଁ, ସର୍ଚ୍ଚ କଲେ ତ୍ରିରଙ୍ଗା ସହ ଆସୁଛି ‘ଭାରତ’

ଆପଣ ଗୁଗୁଲ୍ ମ୍ୟାପ୍‌ରେ ହିନ୍ଦୀ କିମ୍ବା ଇଂରାଜୀ ଭାଷାରେ ଲେଖନ୍ତୁ ଏଥିରେ କିଛି ଫରକ ପଡ଼ିବ ନାହିଁ। ଯଦି ଆପଣ ଭାରତକୁ ହିନ୍ଦୀ କିମ୍ବା ଇଂରାଜୀରେ ଲେଖନ୍ତି, ତେବେ ଗୁଗୁଲ ଆପଣଙ୍କୁ କେବଳ ‘ଇଣ୍ଡିଆ’ ଦେଖାଇବ। ଗୁଗୁଲ୍ ମ୍ୟାପ୍ସ ଉଭୟ ‘ଇଣ୍ଡିଆ’ ଏବଂ ଭାରତକୁ 'ଦକ୍ଷିଣ ଏସିଆର ଏକ...

Monkey Snatches 3 Year Old Girl
୩ ବର୍ଷର ଝିଅକୁ ଉଠାଇନେଲା ମାଙ୍କଡ଼, ଫୋପାଡ଼ିଲା ପାହାଡ଼ ଉପରେ

ଝିଅଟିକୁ ଖୋଜିବା ପାଇଁ ପରିବାର ଲୋକଙ୍କୁ ପୋଲିସର ସାହାଯ୍ୟ ନେବାକୁ ପଡିଥିଲା। ପାହାଡ଼ିଆ ରାସ୍ତାରେ ପୋଲିସ ବହୁ ଖୋଜାଖୋଜି କରିଥିଲା। ବହୁ ଖୋଜାଖୋଜି ପରେ ଝିଅଟିକୁ ପାଇଥିଲା ପୋଲିସ। ମାଙ୍କଡ ଝିଅକୁ ନେଇ ଏକ ପାହାଡ଼ ଉପରେ ଫୋପାଡ଼ି ଦେଇଥିଲା।

demand reopening of all gates of Srimandi
କେବେ ଖୋଲିବ ଶ୍ରୀମନ୍ଦିର ଚାରିଦ୍ୱାର ?

ଧର୍ମ ମାସ କାର୍ତ୍ତିକରେ ମହାପ୍ରଭୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ତ୍ରାହି ତ୍ରାହି ଡାକିଲେଣି ଭକ୍ତ। ଶ୍ରୀମନ୍ଦିର ସେବାୟତ ବି ସରକାରଙ୍କ ଉପରେ ଝାଡ଼ିଲେଣି ଖୋଲା ଖୋଲି ଅସନ୍ତୋଷ। ଏହାରି ଭିତରେ ଚାରିଦ୍ୱାର ଖୋଲିବାକୁ ଦାବି ଏବେ ରାଜନୈତିକ ପ୍ରସଙ୍ଗ ପାଲଟିଲାଣି ।

Brain Stroke
ଦିନକୁ ଦିନ ଘାତକ ହେଉଛି ବ୍ରେନ ଷ୍ଟ୍ରୋକ୍

ଘାତକ ସାଜିଛି ବ୍ରେନ ଷ୍ଟୋକ୍ । କ୍ଷଣିକରେ ନେଇ ଯାଉଛି ଜୀବନ। ନ ହେଲେ ସାରା ଜୀବନ ପାଇଁ କରିଦେଉଛି ଅଚଳ। ହେଲେ ସଠିକ୍ ସମୟରେ ସଠିକ୍ ଚିକିତ୍ସା କିଛି ମାତ୍ରାରେ ରୋଗକୁ ପ୍ରତିହତ କରିପାରୁଛି।

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।