ବ୍ୟାଟିଂ ଆରମ୍ଭରୁ ହିଁ ବ୍ୟାକଫୁଟ୍ରେ ରହିଥିଲା ଦକ୍ଷିଣ ଆଫ୍ରିକା। ଦ୍ୱିତୀୟ ଓଭରରେ ଲଗାତର ଦୁଇଟି ୱିକେଟ ନେଇ ଘରୋଇ ଦଳକୁ ବ୍ୟାକଫୁଟ୍କୁ ଠେଲି ଦେଇଥିଲା ଭାରତ ।
ଏକ ଜାତୀୟ ଗଣମାଧ୍ୟମରେ ସାକ୍ଷାତକାର ଦେବା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ କରାଯାଇଥିଲା କି ଆଜିକାଲି ଆପଣ ଯେଉଁଆଡେ ଯାଉଛନ୍ତି ସେଠାରେ ଏକ ନାରା ଲାଗୁଛି କି ‘ଅବକୀ ବାର୍ ୪୦୦ ପାର୍’। କ’ଣ ସତରେ ଆପଣଙ୍କ ପାର୍ଟି ଏମିତି କିଛି କରିବାକୁ ଲକ୍ଷ୍ୟ ରଖିଛି।
ଏନେଇ ଡିଲରଙ୍କ ବଡ଼ ଭାଇ କଟକ ଜିଲ୍ଲାପାଳଙ୍କୁ ଅଭିଯୋଗ କରିବା ପରେ ତଦନ୍ତ ହୋଇଛି। କାର୍ଯ୍ୟନୁଷ୍ଠାନ ପାଇଁ ଉପଜିଲ୍ଲାପାଳଙ୍କୁ ରିପୋର୍ଟ ପଠାଯାଇଥିବା ସ୍ଥାନୀୟ ବିଡିଓ କହିଛନ୍ତି ।
MRI / CT ସ୍କାନ୍ ପାଇଁ ଲେଖା ଯାଇଥିବା ସମସ୍ତ ପ୍ରେସ୍କ୍ରିପସନ୍ ରେଫେରାଲର ଯାଞ୍ଚ କରାଯିବ। ସମ୍ପୃକ୍ତ ଡାକ୍ତରଙ୍କ ଦସ୍ତଖତ ସମେତ ତାରିଖ ରହିଥିବା ଆବଶ୍ୟକ।
ଅଟୋକୁ ଧକ୍କା ଦେଲା ହାଇୱା। ଘଟଣାସ୍ଥଳରେ ୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨ ଜଣ ଗୁରୁତରଙ୍କୁ ସୁନ୍ଦରଗଡ଼ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ଭାରତରେ ଅନୁପ୍ରବେଶ କରିବା ଅପେକ୍ଷାରେ ଏବେ ୨୫୦-୩୦୦ ପାକିସ୍ତାନୀ ଆତଙ୍କବାଦୀ ।
ତାଙ୍କର ଦୁଇଟି ଯାକ ଗୋଡ଼ ଅଚଳ, ତାଙ୍କୁ ଜଣେ ସମ୍ପର୍କୀୟ ପ୍ରତି ମାସରେ ପିଠିରେ ଲଦି ୮ କିଲୋମିଟର ଦୂର ବ୍ଲକ କାର୍ଯ୍ୟାଳୟକୁ ନେଉଛନ୍ତି ଆଉ ସେଠୁ ଭତ୍ତା ଓ ଚାଉଳ ଧରି ବଡ଼ କଷ୍ଟରେ ଗାଁକୁ ଫେରୁଛନ୍ତି ।
ଆସନ୍ତା କିଛି ମାସ ମଧ୍ୟରେ ସାଧାରଣ ନିର୍ବାଚନ। ଏହାରି ଭିତରେ ଦଳର ହାଇକମାଣ୍ଡଙ୍କୁ ବିଜେପି ବିଧାୟକ, ସାଂସଦ ଭେଟିବା ରାଜନୈତିକ ମାହୋଲକୁ ସରଗରମ କରିଛି ।
ଆସନ୍ତା ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଅନୁଷ୍ଠିତ ହେବ। ଚଳିତ ବର୍ଷ ୨ ହଜାର ୯ ଶହ ୯୧ କେନ୍ଦ୍ରରେ ୫ ଲକ୍ଷ ୫୧ ହଜାର ୬୧୧ ପରୀକ୍ଷାର୍ଥୀ ପରୀକ୍ଷା ଦେବେ।
ଚଳିତ ସପ୍ତାହରେ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟ ପନ୍ତଙ୍କ ଫିଟ୍ନେସ୍କୁ ନେଇ ଏକ ଅପଡେଟ୍ ଦେଇଥିଲେ। ଫ୍ରାଞ୍ଚାଇଜ୍ ପକ୍ଷରୁ କୁହାଯାଇଥିଲା କି ଋଷଭ ପନ୍ତ ଏବେ ବେଙ୍ଗାଲୁରୁ ସ୍ଥିତ ନ୍ୟାସନାଲ କ୍ରିକେଟ ଏକାଡେମୀରେ ଅଛନ୍ତି।
ଅଭିଯୁକ୍ତ ହିମାଂଶୁ ୧୩ ଡିସେମ୍ବରରେ ତା’ର ମାଙ୍କୁ ଖର୍ଚ୍ଚ ପାଇଁ କିଛି ଟଙ୍କା ମାଗିଥିଲା। କିନ୍ତୁ ଟଙ୍କା ଦେବାକୁ ପ୍ରତିଭା ଦେବୀ ମନା କରିଦେଇଥିଲେ। ଏହା ପରେ ଦୁଇ ଜଣଙ୍କ ମଧ୍ୟରେ ଟଙ୍କାକୁ ନେଇ ପାଟିତୁଣ୍ଡ ହୋଇଥିଲା।
ପଚରାଉଚରା ବେଳେ ଏହା ମଧ୍ୟ ଜଣାପଡିଛି ଯେ, କଲ୍ କରୁଥିବା ବ୍ୟକ୍ତି ସିଜୋଫ୍ରେନିଆରେ ପୀଡିତ ଥିଲେ। ସେ କାହାକୁ ନ ଜଣାଇ ଘରୁ ଫୋନ୍ ଆଣି ଚାଲିଆସିଥିଲେ।
ସନ୍ଦିଗ୍ଧ ଯୁବକ କେତେବେଳେ ନିଜକୁ ନ୍ୟୁରୋ ସ୍ପେଶାଲିଷ୍ଟ ଡାକ୍ତର କହୁଥିଲା ତ କେତେବେଳେ ପିଏମ୍ଓ ଅଫିସର ଅଧିକାରୀ ବୋଲି କହୁଥିଲା। ତାସହ ଉଚ୍ଚପଦସ୍ଥ ଏନଆଇଏ ଅଧିକାରୀଙ୍କ ସହ ତା’ର ସଂପର୍କ ଥିବା ବି ସେ କହୁଥିଲା।
ରେଭେନ୍ସାଙ୍କ ନାଁରେ ଅନୁଷ୍ଠାନ କଥା କହିଲା ବେଳେ ଇଙ୍ଗିତ କଲେ ଭର୍ତ୍ତୃହରି। କେବଳ ଅନୁମତି ପାଇବାକୁ ଇଂରେଜଙ୍କ ନାଁରେ ଅନୁଷ୍ଠାନ କରାଯାଉଥିଲା। ଆଜି ବି ଆମ ସମାଜରେ ଏମିତି କିଛି ଶାସକ ବର୍ଗ ଅଛନ୍ତି ଯିଏ ଚାହାଁନ୍ତି ସବୁ କିଛି ତାଙ୍କ ନାଁରେ ହେଉ।
ଅନେକ ରାଜ୍ୟର ଅବକାରୀ ନିୟମକୁ ନିଜ ଢଙ୍ଗରେ ଚଳାଉଥିଲେ ଧିରଜ, ଗାନ୍ଧି ପରିବାର ସହ ଫଟୋ ଉଠାଇ ବେପାର କରୁଥିଲେ ଧିରଜ। ଏମିତିକି ଗାନ୍ଧି ପରିବାରର ବେଶ୍ ନିକଟତର ଥିଲେ।
ସବୁଠାରୁ ବଡ଼ କଥା ହେଉଛି ଗତ ଶୁକ୍ରବାର ସନ୍ଧ୍ୟାରେ ଏହି ଖବର ଆସିବା ପରେ MIଙ୍କ ଫ୍ୟାନ୍ସ ମାନଙ୍କ ମଧ୍ୟରେ ଦେଖିବାକୁ ମିଳିଛି ତୀବ୍ର ପ୍ରତିକ୍ରିୟା। ବିଶେଷ କରି ସୋସିଆଲ ମିଡିଆରେ ଫ୍ୟାନ୍ସମାନେ ତାଙ୍କ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।
ବୌଦ୍ଧ ଡିଷ୍ଟିଲାରୀ ପ୍ରାଇଭେଟ୍ ଲିମିଟେଡ୍ ଲିଙ୍କରେ ଏହି ଚଢ଼ାଉ କରାଯାଇଥିବାର ସୂଚନା ମିଳିଛି। ଶକ୍ତି ମଲ୍ଟିଏୟାର ଏଣ୍ଡ ଲିମୋନେଡ଼ କମ୍ପାନୀ ୨୦୧୨ ମେ’ରୁ ଆଲକହଲ ଓ ନନ୍ ଆଲକହଲ ପାନୀୟ ପ୍ରସ୍ତୁତ କାର୍ଯ୍ୟ କରି ଆସୁଛି।
ଓଡ଼ିଶା ସମେତ ସାରା ଦେଶରେ ଗରିବୀ କମିଛି। ଲୋକଙ୍କ ପାଖକୁ କେନ୍ଦ୍ର ସରକାର ସମସ୍ତ ପ୍ରକାର ସହାୟତା ପଠାଇଛନ୍ତି। ତେଣୁ ଓଡ଼ିଶାରେ ଓ ଦେଶରେ ଲୋକଙ୍କ ମନରେ ପ୍ରଧାନମନ୍ତ୍ରୀ ମୋଦି ଅଛନ୍ତି।
ବୟସ ବଢିଗଲାଣି ବୋଲି ସିନା କାନକୁ ଶୁଣାଯାଉନି। ହେଲେ ସାଇକେଲ ପ୍ୟାଡେଲରେ ଏବେ ବି ଧାଇଁ ଧାଇଁ ଚାଲୁଛି ଗୋଡ଼। ତୀକ୍ଷ୍ମ ଦୃଷ୍ଟି, ଅମାପ ଜ୍ଞାନ, ଆଉ ଧୈର୍ଯ୍ୟ ଏତେ ଯେ ସାମ୍ନାରେ କୌଣସି ଯୁବକ ବି ଫେଲ୍ ମାରିବେ। ଚାଷ ଠାରୁ ବଇଦ ପାଠ। ସବୁଥିରେ ସେ...
ମୋ ପରିବାର ଶହେ ବର୍ଷ ହେବ ମଦ ପ୍ରସ୍ତୁତି ଓ ବ୍ୟବସାୟରେ ସମ୍ପୃକ୍ତ ରହିଛି। ମଦ ବ୍ୟବସାୟରେ ସବୁ ନେଣଦେଣ ନଗଦ ଟଙ୍କା ବା କ୍ୟାଶ୍ ଆକାରରେ ହୋଇଥାଏ । ତେଣୁ ଏସବୁ ସେହି ଟଙ୍କା ।