କିଏ ବଡ଼ଦାଣ୍ଡରେ ପିଲାଛୁଆ ଧରି ଶୀତ କାକରରେ ରାତି ବିତାଉଛି ତ ପୁଣି କିଏ ବ୍ୟାରିକେଡ୍ ଭିତରେ ମଶା ଡାଆଁଶଙ୍କ ଦାଉରେ ଶୋଇବା ଚେଷ୍ଟା କରୁଛି। ପୁଣି କାହା ପାଇଁ ସାହାରା ପାଲଟୁଛି ଦୋକାନ ପିଣ୍ଢା ।
ଯିଏ ନଅ ତାଲା ବିଲଡିଂ ତିଆରି କରି ଆଜିକୁ ୪୦ ବର୍ଷରୁ ଅଧିକ ସମୟ ଧରି ବକେୟା ଟଙ୍କା ପାଇଁ ଦୌଡୁଥିଲେ କୋର୍ଟ କଚେରୀ। ଶେଷରେ ଲୋକହସା ହେବା ପରେ ରାଜ୍ୟ ସରକାର ମୂଳ ୬ ଲକ୍ଷ ଏବଂ ସୁଧ ପ୍ରାୟ ୧୨ ଲକ୍ଷକୁ ମିଶାଇ ୧୮ ଲକ୍ଷରୁ...
ଛତିଶଗଡରେ ଆଜି ଦ୍ୱିତୀୟ ତଥା ଅନ୍ତିମ ପର୍ଯ୍ୟାୟ ଭୋଟିଂ ହୋଇଛି। ପୂର୍ବରୁ ୨୦ଟି ଆସନରେ ଭୋଟ ଗ୍ରହଣ ହୋଇଥିବାବେଳେ ଆଜି ବାକି ୭୦ଟି ଆସନରେ ମତଦାନ ହୋଇଛି ।
୧୯୭୪ରେ ନଅ ତାଲା ନିର୍ମାଣ କରିଥିବା ଠିକାସଂସ୍ଥା କଷ୍ଟ୍ରକସନ ଇଣ୍ଡିଆର ୬ ଲକ୍ଷ ଟଙ୍କା ବାକି ରଖିଥିଲେ ରାଜ୍ୟ ସରକାର। ବାରମ୍ବାର ବକେୟା ଟଙ୍କା ମାଗିବା ସତ୍ତ୍ୱେ ନ ଦେବାରୁ ୧୯୮୨ରେ ଭୁବନେଶ୍ୱର ସିଭିଲ୍ ଜଜ୍ ସିନିୟର ଡିଭିଜନ କୋର୍ଟରେ କେସ୍ କରିଥିଲେ ଠିକା ସଂସ୍ଥାର ତତ୍କାଳୀନ ମୁଖ୍ୟ...
କ୍ୟାବିନେଟ ଅନୁମୋଦନ ପରେ ମାତ୍ର ୪୮ ଘଣ୍ଟା ଭିତରେ ଲାଗିଲା ରୋକ୍। ଉଠିଲା ସରକାରୀ ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ। ତେବେ ଆଦିବାସୀ ଜମିଜମା ସଂଶୋଧନ ପ୍ରସ୍ତାବକୁ କ୍ୟାବନେଟ୍ ମୋହର ପରେ କାହିଁକି ସରକାର ସ୍ଥଗିତ କଲେ।
ଚଳିତ ବିଶ୍ୱକପ୍ରେ ପ୍ରତିଶୋଧ ନେବା ମୁଡ୍ରେ ରହିଛି ଭାରତ। ପ୍ରଥମେ ନ୍ୟୁଜିଲାଣ୍ଡଠାରୁ ୨୦୧୯ ସେମି ଫାଇନାଲ ହାରିବାର ପ୍ରତିଶୋଧ ନେବା ପରେ ଏବେ ଅଷ୍ଟ୍ରେଲିଆକୁ ଫାଇନାଲରେ ପରାସ୍ତ କରି ୨୦୦୩ର ବଦଲା ନେବା ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବ ଭାରତ।
ଦ୍ୱିତୀୟ ଦଳ ଭାବେ ବିଶ୍ୱକପ୍ ଫାଇନାଲ୍ରେ ପହଞ୍ଚିଲା ଅଷ୍ଟ୍ରେଲିଆ। ଏକ ଲୋ ସ୍କୋରିଂ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକାକୁ ୩ ୱିକେଟରେ ହରାଇ ହାତେଇଲା ଫାଇନାଲ୍ ଟିକେଟ୍।
ସଂଘୀୟ ବ୍ୟବସ୍ଥାର ପରିପନ୍ଥୀ କି ରାଜ୍ୟ ସରକାର? ପ୍ରଥମେ କେନ୍ଦ୍ର ସରକାରଙ୍କ ଫ୍ଳାଗସିପ୍ ସ୍ବାସ୍ଥ୍ୟ ବୀମା ଯୋଜନା ଆୟୁଷ୍ମାନ ଭାରତକୁ ଲାଗୁ କଲେନି। ଆଉ ଏବେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ବାରମ୍ୱାର ଚିଠି ପରେ ବି ଶିକ୍ଷା ଭିତ୍ତିଭୂମି ସଜାଡିବାକୁ ପିଏମ୍ଶ୍ରୀ ଯୋଜନା ନେଇ ନୀତି ସ୍ପଷ୍ଟ କରୁନି ରାଜ୍ୟ।...
ଟିମ୍ ଇଣ୍ଡିଆ ହାତ ପାହାନ୍ତାରେ ୱାଲର୍ଡ କପ୍ ଟ୍ରଫି। ୧୨ ବର୍ଷ ପରେ ପୁଣି କ୍ରିକେଟ ବିଶ୍ୱକପ ଫାଇନାଲରେ ପ୍ରବେଶ କରିଛି ଭାରତ। ଟୁର୍ଣ୍ଣାମେଣ୍ଟ ଆରମ୍ଭରୁ ଜବରଦସ୍ତ ଫର୍ମରେ ଥିବା ଭାରତୀୟ ଟିମ୍ ସେମିଫାଇନାଲରେ ନ୍ୟୁଜିଲାଣ୍ଡକୁ ମାତ୍ ଦେବା ସହ ୨୦୧୯ ପରାଜୟର ବଦଲା ନେଇଛି ।
ରାଜସ୍ବ ବଢୁଛି, ନା ଖର୍ଚ୍ଚ କରୁ ନାହାନ୍ତି ସରକାର ? ରାଜସ୍ବ ବଳକା ରାଜ୍ୟରେ ଓଡିଶା ୧ ନମ୍ବର ହେବା ପରେ ସମସ୍ତଙ୍କ ମନରେ ଏବେ ଏମିତି ପ୍ରଶ୍ନ। କାହିଁକିନା, ସରକାରଙ୍କ ବିରୋଧରେ ଅସନ୍ତୋଷ ଜଳ ଜଳ।
ଜଣେ ଯୁବ ଡାକ୍ତର ବ୍ରାଉନ ସୁଗାର କାରବାରରେ ଗିରଫ ହେବା ଘଟଣା ସାରା ଯାଜପୁରବାସୀଙ୍କୁ ଚକିତ କରିଛି। ତେଣେ ଗିରଫ ଡେଣ୍ଟିଷ୍ଟଙ୍କ କ୍ଲିନିକ୍ ପଂଜୀକୃତ ହୋଇନଥିବା ଜଣାପଡ଼ିବା ପରେ ତାକୁ ବନ୍ଦ କରିଦିଆଯାଇଥିବା କହିଛନ୍ତି ଯାଜପୁର ସିଡିଏମଓ।
ଚାଷ ଜମିକୁ ଜଳଯୋଗାଣ ନାଁରେ ମରଣର ଜାଲ ବିଛାଇଛନ୍ତି କି ରାଜ୍ୟ ସରକାର ? ନଳକୂଅ ଖନନ ବ୍ୟବସ୍ଥା ସାଜିଛି କି ମୃତ୍ୟୁର କୂଅ ?
ଖୋଳତାଡ଼ବେଳେ ମହାବୀର ନଗରରେ ଡେଣ୍ଟାଲ୍ କ୍ଲିନିକ୍ କରିଥିବା ନିଗମାନନ୍ଦ ଖଟୁଆ ନାମକ ଏ ଦାନ୍ତ ଡାକ୍ତର ହିଁ ମୁଖ୍ୟ କାର୍ପଟଦାର ବୋଲି ଜାଣିବାକୁ ପାଇଥିଲା ପୋଲିସ୍। ସେଠୁ ସିଧା ଦାନ୍ତ ଡାକ୍ତର ନିଗମାନନ୍ଦଙ୍କ ପାଖେ ପହଞ୍ଚି ତାଙ୍କୁ ବାନ୍ଧିଥିଲା।
ଚାଷ ଜମିକୁ ଜଳଯୋଗାଣ ନାଁରେ ମରଣର ଜାଲ ବିଛାଇଛନ୍ତି କି ରାଜ୍ୟ ସରକାର ? ନଳକୂଅ ଖନନ ବ୍ୟବସ୍ଥା ସାଜିଛି କି ମୃତ୍ୟୁର କୂଅ ? ତଥ୍ୟ କହୁଛି, ବିଜୁ କୃଷକ ବିକାଶ ଯୋଜନାରେ ଏଭଳି ପ୍ରାୟ ଦେଢ଼ ଲକ୍ଷ ବୋରୱେଲ ଖୋଳାଯାଇଥିବା ବେଳେ ପ୍ରାୟ ୪୫ ହଜାର...
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଆହତ ପରେ ଚୂଡାନ୍ତ ଏକାଦଶରେ ସାମିଲ ହୋଇଥିବା ଶାମି ପୁରା ଟୁର୍ଣ୍ଣାମେଣ୍ଟରେ ଦମଦାର ପ୍ରଦର୍ଶନ ଜାରି ରଖିଛନ୍ତି । ୬ଟି ମ୍ୟାଚରେ ତିନି ତିନି ଥର ୫ ୱିକେଟ୍ ସଫଳତା ପାଇଛନ୍ତି । ଆଉ ୨୩ଟି ୱିକେଟ ସହ ଟୁର୍ଣ୍ଣାମେଣ୍ଟର ସର୍ବାଧିକ ୱିକେଟ ହାସଲକାରୀ ହୋଇଛନ୍ତି...
ଆଜି ଧାରଣରତ କର୍ପୋରେଟରଙ୍କୁ ଭେଟି ଆଲୋଚନା କରିଛନ୍ତି ବିଧାୟକ ମହମ୍ମଦ ମୋକିମ। ଏ ବିବାଦର ଶୀଘ୍ର ସମାଧାନ ନ ହେଲେ କଂଗ୍ରେସ ଆନ୍ଦୋଳନ କରିବ ବୋଲି ସେ କହିଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ଆଜି ସିଏମସି ଅଫିସକୁ ଯାଇ କର୍ପୋରେଟରଙ୍କୁ ଭେଟିଛନ୍ତି ।
ଟଙ୍କା ଫେରାଇବାକୁ କହିବାରୁ ମାତ୍ର ୪ଲକ୍ଷ ଟଙ୍କା ଦେଇଥିବା ବେଳେ, ବଳକା ଟଙ୍କା ଦେଇ ନ ଥିଲା । ଏପରକି ଅଭିଯୋଗକାରୀ ଡାକ୍ତରଙ୍କ ଅନ୍ୟ ସାଙ୍ଗମାନଙ୍କ ଠାରୁ ମଧ୍ୟ ସେ ଠକେଇ କରିଥିବା ଅଭିଯୋଗ ହୋଇଛି ।
ବିଜେପିର ପ୍ରତିବାଦକୁ ସମାଲୋଚନା କରିଛନ୍ତି, ବିଏମସି ମେୟର । ସେ କହିଛନ୍ତି, ବିଜେପି ପାଖରେ କୌଣସି ପ୍ରସଙ୍ଗ ନାହିଁ, ଏଣୁ ତାଙ୍କ ନେତୃମଣ୍ଡଳୀ ଲୋକଙ୍କ ନିକଟତର ହେବାକୁ ଏସବୁ ବାହାନା କରୁଛନ୍ତି ।
ଗୋକୁଳଙ୍କ ଅନ୍ତିମ ସଂସ୍କାର ପରେ ସ୍ତ୍ରୀ ଅନନ୍ଦିତା ସୁବୁଦ୍ଧି ଘରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ରହିଛି । ସ୍ୱାମୀ ମୃତ୍ୟୁରେ ମ୍ରିୟମାଣ ହୋଇ ଅନନ୍ଦିତା ଏଭଳି ଚରମ ପଦକ୍ଷେପ ନେଇଥିବା ସନ୍ଦେହ କରାଯାଉଛି । ଏହାକୁ ନେଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।
ଚୋରି ବେଳର ଚିତ୍ର ସିସିଟିଭିରେ କଏଦ ହୋଇଛି । ଏକାଧିକ ଦୁର୍ବୃତ୍ତ ଏହି ଲୁଟ୍ରେ ସାମିଲ ଥିବା ସିସିଟିଭିରେ କଏଦ ହୋଇଛି । ଏନେଇ ଭରତପୁର ଥାନାରେ ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ ଜାରି ରଖିଛି।