ଟିକେଟ୍ ବ୍ଲାକ୍ ହେଉଥିବା ଜାଣି ମୁମ୍ବାଇ ପୋଲିସ ଚଢ଼ାଉ କରି ବ୍ଲାକ୍ କରୁଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ୨ଟି ଟିକେଟ ଜବତ କରିଛି । ଏହି ସୂଚନା ଦେଇଛନ୍ତି ମୁମ୍ବାଇ ଜୋନ୍-୧ର ଡିସିପି ପ୍ରବୀଣ ମୁଣ୍ଡେ ।
ଖୁବଶୀଘ୍ର AIIMS ଟ୍ରାଭେଲ ହେଲ୍ଥ କ୍ଲିନିକ୍ ଅନଲାଇନ ଜରିଆରେ ମଧ୍ୟ ସ୍ୱାସ୍ଥ୍ୟ ପରାମର୍ଶ ପ୍ରଦାନ କରିବ। ଏମିତିକି ଆଗକୁ ଏନେଇ ଟ୍ରାଭେଲ୍ ହେଲ୍ଥ ଆପ୍ ମଧ୍ୟ ପ୍ରଚଳନ କରିବ AIIMS ଭୁବନେଶ୍ୱର।
ଉତ୍ତରକାଶୀର ଯମୁନେତ୍ରୀ ଜାତୀୟ ରାଜପଥର ଇଏ ହେଉଛି ସେଇ ନିର୍ମାଣାଧୀନ ଟନେଲ୍ ଯେଉଁଠି ଘଟିଛି ବଡ଼ ଅଘଟଣ। ହଠାତ୍ ମାଟି ଧସିବାରୁ ପାଖାପାଖି ୩୬ ଘଣ୍ଟା ଧରି ଫସିଛନ୍ତି ୪୦ ଶ୍ରମିକ।
ବିଜେଡିରେ ଥିବା ନେତା ଓ ମନ୍ତ୍ରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଥିଲେ ବି କାହିଁକି କାର୍ଯ୍ୟାନୁଷ୍ଠାନ ହେଉନି ବୋଲି ପ୍ରଶ୍ନ ଉଠାଇଛନ୍ତି ପ୍ରଦୀପ ପାଣିଗ୍ରାହୀ । ଏସବୁ ଅଭିଯୋଗର ଜବାବ ରଖିଛି ବିଜେଡି।
ରାଜଧାନୀର ଯୁବ ଲେଖିକା ବନସ୍ମିତା ପତିଙ୍କ ସହ ଆର୍ଥିକ କାରବାରକୁ ନେଇ ଉପୁଜିଥିବା ବିବାଦରେ ଗିରଫ ହୋଇଛନ୍ତି ମୌସୁମୀ। IPC ଧାରା ୩୮୫-ଦାଦାବଟି ଆଦାୟ କରିବା, ୨୯୪-ଗାଳିଗୁଲଜ କରିବା, ୫୦୬-ଅପରାଧିକ ଧମକ ଏବଂ ୫୦୭- ଧମକ ଚମକ ଭଳି ସଂଗୀନ ଦଫା ଲଗାଇ ମୌସୁମୀଙ୍କୁ ଗିରଫ ପରେ...
ଦୀପାବଳି ରାତି ଗୋଟାଏରେ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ଅଞ୍ଚଳରେ PM10 ମାତ୍ରା ୯୯୯ ଛୁଇଁଥିବା ବେଳେ ପଟିଆରେ ୬୭୬ ଓ କଟକରେ ୮୮୨ ରହିଥିଲା। ଏମିତିକି ଆଜି ବି ରାଜ୍ୟର ଅନେକ ସହରରେ ବାୟୁ ପ୍ରଦୂଷଣ ମାତ୍ରା ଅତି ଖରାପ ବା ଖରାପ ସ୍ତରରେ ରହିଛି।
ସିନେମା ଚାଲିଥିବା ବେଳେ ହଲ୍ ଭିତରେ ଭାଇଜାନ୍ ଫ୍ୟାନଙ୍କ ବାଚାଳାମୀ। ମହାରାଷ୍ଟ୍ର ମାଲେଗାଁଓରେ ଟାଇଗର ଥ୍ରୀ ଫିଲ୍ମର ନାଇଟ୍ ସୋ ହଠାତ୍ ନନଷ୍ଟପ୍ ବାଣ ଫୁଟାଇଥିଲେ ଫ୍ୟାନ୍। ଅବଶ୍ୟ ଏଭଳି ନକରିବାକୁ ସଲମାନ୍ ନିଜେ ଅପିଲ୍ କରିଛନ୍ତି।
ବିଜେପି କର୍ପୋରେଟର ସିଏମସିରେ ହୋଇଥିବା ଜମି ଜାଲିଆତି ପ୍ରସଙ୍ଗ ଉଠାଇ ମେୟରଙ୍କୁ ଜବାବ ମାଗିଥିଲେ। ସେହିପରି ବାଲିଯାତ୍ରାରେ ପ୍ରତିବର୍ଷ ଅସ୍ଥାୟୀ ଶୌଚାଳୟ ସ୍ଥାପନରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ହେଉଥିବା ବେଳେ ପୁଣି ଚଳିତବର୍ଷ ୨୪ ଲକ୍ଷ ଟଙ୍କା ଖର୍ଚ୍ଚକରି ହେଉଥିବା ଶୌଚାଳୟ ସ୍ଥାପନକୁ ବିରୋଧ କରି ପ୍ରବଳ...
ରାଜଧାନୀରେ ଅଭାବନୀୟ ଘଟଣା। ପୟାଶ୍ରାଦ୍ଧ ପାଇଁ ଗଂଜାମରୁ ଲିଙ୍ଗରାଜ ମନ୍ଦିର ଆସିଥିବା ବେଳେ ଗତକାଲି ସନ୍ଧ୍ୟାରେ ଦମ୍ପତ୍ତିଙ୍କୁ ଧକ୍କା ଦେଇଥିଲା କାର୍। ଏଥିରେ ପତ୍ନୀ ପ୍ରାଣ ହରାଇଛନ୍ତି ଏବଂ ସ୍ବାମୀ ଗୁରୁତର ଆହତ ହୋଇଛନ୍ତି।
ସିନେମା ଚାଲିଥିବା ବେଳେ ହଲ୍ ଭିତରେ ଭାଇଜାନ୍ ଫ୍ୟାନଙ୍କ ବାଚାଳାମୀ। ମହାରାଷ୍ଟ୍ର ମାଲେଗାଁଓରେ ଟାଇଗର ଥ୍ରୀ ଫିଲ୍ମର ନାଇଟ୍ ସୋ ହଠାତ୍ ନନଷ୍ଟପ୍ ବାଣ ଫୁଟାଇଥିଲେ ଫ୍ୟାନ୍। ଅବଶ୍ୟ ଏଭଳି ନକରିବାକୁ ସଲମାନ୍ ନିଜେ ଅପିଲ୍ କରିଛନ୍ତି।
ଟନେଲ୍ ଭିତରେ ଫସିଥିବା ୪୦ ଜଣଙ୍କ ଭିତରେ ଅଛନ୍ତି ୫ ଓଡ଼ିଆ। ସେମାନେ ହେଲେ ମୟୂରଭଂଜ ଜିଲ୍ଲା ବାଙ୍ଗିରିପୋଷିର ଧିରେନ୍ ନାୟକ ଓ ବିଶ୍ୱେଶ୍ୱର ନାୟକ, ବହଳଦାର ରାଜୁ ନାୟକ, ନବରଙ୍ଗପୁରର ଭଗବାନ ଭତ୍ରା ଓ ଶଙ୍କର୍ଷଣପୁରର ତପନ ମଣ୍ଡଳ।
ଏହାସତ୍ତ୍ୱେ ରାଜ୍ୟ ସରକାର ଶ୍ରୀମନ୍ଦିର ଚାରିଦ୍ୱାର ଏବଂ ରତ୍ନଭଣ୍ଡାର ଖୋଲିବା ନେଇ ଯଦି କୌଣସି ପଦକ୍ଷେପ ନ ନିଅନ୍ତି, ତେବେ ଆଗାମୀ ଦିନରେ ତୀବ୍ର ଆନ୍ଦୋଳନ ହେବ। ସେପଟେ ବିଜେଡି ଏହାର ଜବାବ ରଖିଛି।
ଅକ୍ଟୋବର ୧୬ ଇନଫୋସିଟି ଥାନା ନିକଟ ରାଜବାଟିକା ଆପାର୍ଟମେଣ୍ଟରେ ବଡ଼ ଧରଣର ଚୋରି। ଆପାର୍ଟମେଣ୍ଟର ୪ଟି ଫ୍ଲାଟରୁ ପାଖାପାଖି କୋଟିଏରୁ ଅଧିକ ଟଙ୍କାର ସୁନା ଗହଣା ଓ ଟଙ୍କା ନେଇ ଚଂପଟ୍ ମାରିଲେ ଚୋର।
ସାଂସଦ ଓ ବିଧାୟକ ବିରୁଦ୍ଧରେ ଥିବା ଅପରାଧ ମାମଲାରେ ଶୀଘ୍ର ଶୁଣାଣି କରି ଦଣ୍ଡ ଦିଅ। ଏଥିପାଇଁ ସ୍ୱତନ୍ତ୍ର ବେଞ୍ଚ ଗଠନ ସହ ଅନ୍ୟ ଆନୁସଙ୍ଗିକ ବ୍ୟବସ୍ଥା କରିବାକୁ ଜନସ୍ୱାର୍ଥ ଆବେଦନର ଶୁଣାଣି କରି ସମସ୍ତ ହାଇକୋର୍ଟ ଓ ଜିଲ୍ଲା କୋର୍ଟଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ ।
ନାଁ ଯେମିତି କାମ ବି ସେମିତି। ୬୫ ବର୍ଷୀୟ ବନବାସିନୀଙ୍କ ଦୁଇ ଝିଅ। ଜମି ବାଡି ନାହିଁ, ସମ୍ପତ୍ତି କହିଲେ ଏଇ ଯାହା ଘର ଖଣ୍ଡିଏ ଥିଲା। ଯାହାକୁ ମୃତ୍ୟୁ ପରେ ଦୁଇ ଝିଅ ଭାଗ କରି ନେଇଥାନ୍ତେ। ହେଲେ ଯେତେବେଳେ ମା’ ମନସ୍ଥ କଲେ ଘର ଦାନ...
ସଂକୀର୍ତ୍ତନ ମାଧ୍ୟମରେ ପ୍ରତିବାଦ। ଜୋର ଧରିଲାଶ୍ରୀମନ୍ଦିର ରତ୍ନଭଣ୍ଡାର ସହ ଚାରି ଦ୍ୱାର ଖୋଲା ପ୍ରସଙ୍ଗ। କଂଗ୍ରେସ ଆଜି ରାଜ୍ୟବ୍ୟାପୀ ସଂକୀର୍ତ୍ତନ ସତ୍ୟାଗ୍ରହ କରି ସରକାରଙ୍କୁ ଚେତାବନୀ ଦେଇଛି।
ସୁପ୍ରିମକୋର୍ଟଙ୍କ ବାଣ କଟକଣା ରାୟ ପରଠୁ ଦ୍ବନ୍ଦ୍ବରେ ଗ୍ରାହକ ଓ ବାଣ ବ୍ୟବସାୟୀ। କାରଣ ସୁପ୍ରିମକୋର୍ଟଙ୍କ ରାୟ ସତ୍ତ୍ବେ ସରକାର ନା ନିର୍ଦ୍ଦିଷ୍ଟ ଗାଇଡଲାଇନ୍ ଜାରି କରୁଛନ୍ତି, ନା ଲୋକଙ୍କୁ ସଚେତନ କରୁଛନ୍ତି।
ଗତ ଶନିବାର ରାତିରେ ଭରତପୁର ଥାନା ଶ୍ରୀକ୍ଷେତ୍ର ଆପାର୍ଟମେଣ୍ଟର ୩ଟି ଫ୍ଲାଟରୁ ପାଖାପାଖି ୫୦ ଲକ୍ଷରୁ ଅଧିକ ଟଙ୍କାର ସୁନା ଗହଣା ସହ କ୍ୟାସ୍ ଚୋରେଇ ନେଇଗଲେ ଦୁବୃର୍ତ୍ତ।
ନାଁ ଯେମିତି କାମ ବି ସେମିତି। ୬୫ ବର୍ଷୀୟ ବନବାସିନୀଙ୍କ ଦୁଇ ଝିଅ। ଜମି ବାଡି ନାହିଁ, ସମ୍ପତ୍ତି କହିଲେ ଏଇ ଯାହା ଘର ଖଣ୍ଡିଏ ଥିଲା। ଯାହାକୁ ମୃତ୍ୟୁ ପରେ ଦୁଇ ଝିଅ ଭାଗ କରି ନେଇଥାନ୍ତେ। ହେଲେ ଯେତେବେଳେ ମା’ ମନସ୍ଥ କଲେ ଘର ଦାନ...
କ’ଣ ସେହି ଗ୍ରୀନ୍ କ୍ରାକର୍ସ ? କେଉଁ ବାଣ ଗ୍ରୀନ୍ କ୍ରାକର୍ସ ଅନ୍ତର୍ଭୁକ୍ତ ? ତାକୁ ନେଇ ଲାଗିରହିଛି ନାନା ଦ୍ୱନ୍ଦ୍ୱ। ଏହାରି ଭିତରେ ବେଆଇନ୍ ବାଣ ବ୍ୟବସାୟୀଙ୍କୁ ପୋଲିସ ନାଲି ଆଖି ଦେଖାଉଥିବାରୁ ବାଣ ଆଣି ଥାକ ମାରିଥିବା ବ୍ୟବସାୟୀ ଏବେ ଅକଳରେ।