• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

Santosh Kumar Sahoo

Editor

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ...more

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।

less

Posts by Santosh Kumar Sahoo

Cuttack Fire
ପାର୍ବଣ ଭିଡ଼ ଆଗରୁ କଟକରେ ଭୟଙ୍କର ଅଗ୍ନିକାଣ୍ଡ, ନାକେଦମ କଲା ଚୌଧୁରୀ ବଜାରର ନିଆଁ

ଆଗକୁ ପାର୍ବଣ ପାଇଁ ସୋରୁମରେ ଭରା ମାଲ ରଖିଥିଲେ ମାଲିକ। ସୋ ରୁମର ପ୍ରଥମ ଓ ଦ୍ବିତୀୟ ମହଲାରେ ଶାଢୀ ଓ ଡ୍ରେସ୍ ମ୍ୟାଟେରିଆଲ ଥିବା ବେଳେ ତୃତୀୟ ମହଲା କପଡ଼ା ଓ ଅନ୍ୟାନ୍ୟ ସାମଗ୍ରୀ ଭରି ରହିଥିଲା। ଆଉ ଏପଟେ ବିଜୁଳି ବେଗରେ ନିଆଁ ଲାଗିବାରୁ ସାମଗ୍ରୀ...

Ratna Bhandar
ରତ୍ନଭଣ୍ଡାର ପ୍ରସଙ୍ଗରେ ହାଇକୋର୍ଟଙ୍କ ବଡ଼ ରାୟ, ଖୁବ୍‌ଶୀଘ୍ର ଗଠନ ହୋଇପାରେ ଉଚ୍ଚସ୍ତରୀୟ କମିଟି

ରତ୍ନଭଣ୍ଡାରର ଦୁର୍ବଳ ସ୍ଥିତି ଓ ଅଳଙ୍କାର ସୁରକ୍ଷା ନେଇ ଏଏସଆଇ ଓ ଶ୍ରୀମନ୍ଦିର ସେବାୟତ ଏବଂ ଭକ୍ତ ସମସ୍ତେ ଚିନ୍ତା ପ୍ରକଟ କରିଆସୁଛନ୍ତି। ୨୦୧୮ ଏପ୍ରିଲ ମାସରେ ଶେଷ ଥର ପାଇଁ ରତ୍ନଭଣ୍ଡାର ଅନୁଧ୍ୟାନ ପାଇଁ ୧୭ ଜଣିଆ ହାଇଲେବଲ୍ ଟିମ୍ ଯାଇ ଭିତର ଭଣ୍ଡାର ଚାବି ନଥିବାରୁ...

Naveen Patnaik
ବଦଳିଲେଣି, ମୌକା ଦେଖି ବିରୋଧୀଙ୍କୁ ବି ଧୋଇଲେଣି...ନବୀନଙ୍କ ବଦଳୁଥିବା ଆଭିମୁଖ୍ୟକୁ ନେଇ ଚର୍ଚ୍ଚା...

ରାଜ୍ୟ ରାଜନୀତିକୁ ପୁଣି ଫେରିଛି ୧୨ ବର୍ଷ ତଳର ଡାଲି ଦୁର୍ନୀତି ପ୍ରସଙ୍ଗ। ସେତେବେଳେ ଡାଲି ଦୁର୍ନୀତିରେ ଛନ୍ଦି ହୋଇ ମନ୍ତ୍ରୀ ପଦରୁ ବିଦା ହୋଇଥିଲେ ତତ୍କାଳୀନ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରମିଳା ମଲ୍ଲିକ। ଏବେ ସେ ବାଚସ୍ପତି। ତେଣୁ ସାଙ୍କେତିକ ଭାବେ ବାଚସ୍ପଚିଙ୍କ ଉପରକୁ...

Womens Reservation Bill
ରାଷ୍ଟ୍ରପତିଙ୍କ ମଞ୍ଜୁରି ପରେ ଆଇନ୍‌ରେ ପରିଣତ ହେଲା ମହିଳା ସଂରକ୍ଷଣ ବିଲ୍

ରାଷ୍ଟ୍ରପତିଙ୍କ ମଞ୍ଜୁରି ପରେ ଆଇନ୍‌ରେ ପରିଣତ ହୋଇଛି ଏହି ବିଲ୍। ଏହି ବିଲ ଆଇନରେ ପରିଣତ ହେବା ପରେ ଲୋକସଭା ଓ ବିଧାନସଭାରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣ ନିଶ୍ଚିତ ହେବ।

Menaka Gandhi
ମେନକା ଗାନ୍ଧିଙ୍କ ନାଁରେ ୧୦୦ କୋଟିର ମାନହାନୀ ନୋଟିସ୍‌ ପଠାଇଲା ଇସ୍କନ୍

ମେନକା ଗାନ୍ଧିଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଇସ୍କନ୍‌ ଗାଈମାନଙ୍କୁ କଂସେଇଙ୍କୁ ବିକ୍ରି କରୁଥିବା ଭଳି ସଂଗୀନ ଅଭିଯୋଗ କରିଥିଲେ । ଭିଡିଓରେ ସେ କହିଥିଲେ କି ଏବେ ଦେଶର ସବୁଠୁ ବଡ଼ ଠକ ସଂସ୍ଥା ହେଉଛି ଇସ୍କନ୍ । ଗୋ ଶାଳ ପ୍ରତିଷ୍ଠା...

Sushmita Minj
ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ୍ ମୃତ୍ୟୁ ମାମଲା, ପ୍ରଶାସନିକ ଅଧିକାରୀଙ୍କ ସଂପୃକ୍ତି ନେଇ ଅଭିଯୋଗ ଆଣିଲେ ଜର୍ଜ ତିର୍କୀ

ସୁସ୍ମିତାଙ୍କ ଭାଇ ସିବିଆଇ ତଦନ୍ତ ଦାବି କରିଆସୁଥିଲେ । ମାତ୍ର ଡିଏସପି ପାହ୍ୟାର ଅଫିସରଙ୍କୁ ତଦନ୍ତ ଦାୟିତ୍ୱ ଦେଇଥିବାରୁ ଘଟଣାର ସତ୍ୟାସତ୍ୟ ସାମନାକୁ ଆସିବନି ବୋଲି ପରିବାର ଲୋକ ଅଭିଯୋଗ କରିଛନ୍ତି । ସେପଟେ ଆସନ୍ତା ୬ ତାରିଖରେ ଜିଲ୍ଲାପାଳ ଅଫିସ ଘେରିବାକୁ ଚେତାବନୀ ଦେଇଛନ୍ତି ଆଦିବାସୀ ନେତା...

Pakistan Blast
ପାକିସ୍ତାନରେ ବଡ଼ ଧରଣର ବିସ୍ଫୋରଣ, ୫୨ ମୃତ

ବିସ୍ଫୋରଣରେ ମୃତ୍ୟୁବରଣ କରିଥିବା ପୋଲିସ୍ ଅଫିସର ହେଉଛନ୍ତି ଡିଏସ୍‌ପି ନୱାଜ ଗଶ୍‌କୋରି। ଅନ୍ୟପକ୍ଷରେ ଏହି ବିସ୍ଫୋରଣରେ ଆହତ ହୋଇଥିବା ଲୋକମାନଙ୍କୁ ନିକଟରେ ଥିବା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।