ମଣପୁରମ୍ ଫାଇନାନ୍ସ କମ୍ପାନୀରେ ସଶସ୍ତ୍ର ଡକାୟତି। ଡକାୟତ ବୋହିନେଲେ ୨୦ କୋଟିର ୩୦ କେଜି ସୁନା । ସୁନା ସହ ନଗଦ ୩ ଲକ୍ଷ ଟଙ୍କା ନେଇ ସଂସ୍ଥାରେ ବୁଲାଇଦେଲେ କଳାକନା ।
ନବୀନଙ୍କ ବିଲ ବୁଲାବେଳେ ହୋଇଥିଲା କି ଡ୍ରାମା ? ସାଲେପୁରରେ ପ୍ରାୟୋଜିତ ଟୁର୍ କରାଇଥିଲେ କି ସେଠିକାର ବିଜେଡି ନେତା ? ଚାଷୀଙ୍କୁ ଶୁଆ ଭଳି ପାଠ ପଢ଼ାଇ ସୃଷ୍ଟି କରିଥିଲେ କି ଇମୋସନାଲ୍ ନାଟକ ?
ସର୍ବସ୍ବାନ୍ତ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ପ୍ରାକୃତିକ ବିପର୍ଯ୍ୟୟ ଭାବେ ବିବେଚିତ ହେବ ଅଦିନିଆ ବର୍ଷା । ସେଇ ଆଧାରରେ ଅନ୍ନଦାତାଙ୍କୁ ଦିଆଯିବ କ୍ଷତିପୂରଣ ।
ସର୍ବସ୍ବାନ୍ତ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ପ୍ରାକୃତିକ ବିପର୍ଯ୍ୟୟ ଭାବେ ବିବେଚିତ ହେବ ଅଦିନିଆ ବର୍ଷା । ସେଇ ଆଧାରରେ ଅନ୍ନଦାତାଙ୍କୁ ଦିଆଯିବ କ୍ଷତିପୂରଣ ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ବିଭିନ୍ନ ବିଭାଗର ୯ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମୋହର ମିଳିଛି । ତା’ମଧ୍ୟରୁ କୃଷି ଉଦ୍ୟୋଗୀଙ୍କୁ ଆସନ୍ତା ୫ ବର୍ଷ ପାଇଁ ରୋଜଗାର ଏବଂ ୠଣ ଦେବା ପାଇଁ ୮୭୪.୧୪ କୋଟି ଟଙ୍କାର ଖର୍ଚ୍ଚ ଅଟକଳକୁ ଅନୁମୋଦନ...
ମଣପୁରମ୍ ଫାଇନାନ୍ସ କମ୍ପାନୀରେ ସଶସ୍ତ୍ର ଡକାୟତି। ଡକାୟତ ବୋହିନେଲେ ୨୦ କୋଟିର ୩୦ କେଜି ସୁନା । ସୁନା ସହ ନଗଦ ୩ ଲକ୍ଷ ଟଙ୍କା ନେଇ ସଂସ୍ଥାରେ ବୁଲାଇଦେଲେ କଳାକନା ।
କିଏ ଧରିବେ ରାଜ୍ୟ ବିଜେପିର ମଙ୍ଗ? କିଏ ହେବେ କଂଗ୍ରେସର ନୂଆ ମଙ୍ଗୁଆଳ? ବିଜେଡି ସୁପ୍ରିମୋ ଯଦିଓ ନବୀନ, ହେଲେ ସେନାପତି କିଏ ହେବେ?
ଚା ଦୋକାନର ଏକ ଫଟୋ ଏବେ ଭାଇରାଲ୍ ହେବାରେ ଲାଗିଛି। ଯେଉଁଥିରେ ଅଛନ୍ତି ଦାଦନ ସର୍ଦ୍ଦାର ଶ୍ରୀଧର କୁମ୍ଭାର, ସୁଶାନ୍ତ ପାତ୍ର ଓ ଖୋଦ୍ ପାଟଣାଗଡ଼ ଆଇଆଇସି ହରିବନ୍ଧୁ ଗଡ଼ତିଆ।ପୋଲିସ ବାବୁ ଏଠି କଣ କରୁଛନ୍ତି, କେଉଁ ବିଷୟରେ କଥା ହେଉଛନ୍ତି?
ସମୟ କମ୍, ଆୟୋଜନ ବେଶୀ । ଅତିଥି ସତ୍କାରରେ କେମିତି ବିଶ୍ବରେ ଉଦାହରଣ ସାଜିବ ଓଡିଶା । ସେଥିପାଇଁ ଏ ବିଶାଳ ତୟାରି, ପ୍ରଥମ ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ଭୁବନେଶ୍ବର ଜନତା ମଇଦାନରେ ରାତି ଦିନ ଚାଲିଛି ଟେଣ୍ଟ ବନ୍ଧା ଓ ମଣ୍ଡପ ସଜ୍ଜା କାମ ।
ମାଳ ମାଳ ପ୍ରେସକ୍ରିପସନ୍ ଝମେଲାରୁ ମିଳିବ ମୁକ୍ତି । ଗୋଟିଏ କାର୍ଡରେ ରହିବ ରୋଗୀଙ୍କ ସମସ୍ତ ତଥ୍ୟ । ରାଜ୍ୟ ସରକାର ଲାଗୁ କରିବାକୁ ଯାଉଛନ୍ତି ଆଭା କାର୍ଡ ବ୍ୟବସ୍ଥା ।
ବିଲରେ କଟା ହୋଇ ପଡିଛି ପାଚିଲା ଧାନ। ଅମଳ ଫସଲ ଖଳାକୁ ନେବାକୁ ଚାଷୀ ତରତର। ହେଲେ ନିଦ ହଜାଇଛନ୍ତି ହାତୀ ପଲ। ଜମିରେ ପଶି ଉଜାଡି ଦେଉଛନ୍ତି ଚାଷୀର ବର୍ଷକର ପରିଶ୍ରମ।

ସମୟ କମ୍, ଆୟୋଜନ ବେଶୀ । ଅତିଥି ସତ୍କାରରେ କେମିତି ବିଶ୍ବରେ ଉଦାହରଣ ସାଜିବ ଓଡିଶା । ସେଥିପାଇଁ ଏ ବିଶାଳ ତୟାରି, ପ୍ରଥମ ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ଭୁବନେଶ୍ବର ଜନତା ମଇଦାନରେ ରାତି ଦିନ ଚାଲିଛି ଟେଣ୍ଟ ବନ୍ଧା ଓ ମଣ୍ଡପ ସଜ୍ଜା କାମ ।...
ସାହିତ୍ୟ, ବିଜ୍ଞାନ, ଭୂଗୋଳ ପରି ବିଶେଷ ଭାବେ ଗଣିତର ସମସ୍ତ ପ୍ରଶ୍ନର ଉତ୍ତର ତାଙ୍କ ମୁହଁରେ । କେବଳ ପାଠରେ ନୁହେଁ, ଉପସ୍ଥିତ ବୁଦ୍ଧି, ସାଧାରଣ ଜ୍ଞାନ, ଆଇକ୍ୟୁ ଏବଂ ଅନ୍ୟ ସମସ୍ତ ଏକାଡେମୀକ୍ ଏକ୍ଟିଭିଟିରେ ସେ ନିଜ ବୟସର ପିଲା ମାନଙ୍କୁ ବେଶ ପଛରେ ଛାଡିଯାଇଛନ୍ତି।
ଉପମା, ସୁଜି, ପାଉଁରୁଟି, ଫଳମୂଳ ଅଣ୍ଡା ଯାହା ଦେଖିବ ଏଠି ସବୁ କିଛି ପିଲାଙ୍କୁ ମିଳୁଛି । ହେଲେ କାଗଜ କଲମରେ ଛୁଆଙ୍କୁ ଯାହା ମିଳୁଛି ବାସ୍ତବରେ ତା’ର ଚିତ୍ର ପୂରା ଭିନ୍ନ ।
ନୂଆବର୍ଷ ଅବସରରେ ଆଜି ସକାଳୁ ସକାଳୁ ଶ୍ରୀଜିଉଙ୍କୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିତରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା । ଜନସମୁଦ୍ର ପାଲଟିଥିଲା ବଡ଼ଦାଣ୍ଡ ।
ହୋଟେଲ ଶରଣଜୀତରେ ଅର୍ଶଦ ନାମକ ଜଣେ ଯୁବକ ତାଙ୍କ ମା’ ଏବଂ ଚାରି ଭଉଣୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛି । ପ୍ରାଥମିକ ସୂଚନାରୁ ଏହି ହତ୍ୟାକାଣ୍ଡ ପାରିବାରିକ କଳହରୁ ହୋଇଥାଇପାରେ ବୋଲି କୁହାଯାଉଛି ।
ଜିରୋ ନାଇଟ୍ରେ ଏମିତି ଏକ ସାଂଘାତିକ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅନ୍ତର୍ଗତ ଗଣ୍ଡପାଲ୍ଲୀ ଓଡ଼ିଆରପି କଲୋନୀରେ ।
ଚଳିତ ଜାନୁଆରୀରେ ଇସ୍ରୋର ବାହୁବଳୀ ରକେଟ୍ GSLV ମାର୍କ-ଥ୍ରୀ ସହାୟତାରେ ଏହି ଉତକ୍ଷେପଣ ହେବ । GSLV-F15ରେ ମହାକାଶକୁ ଯିବ ନାଭିଗେସନ୍ ସାଟେଲାଇଟ୍ NVS-02 / IRNSS-1K ।