ବିନା ଦୋଷରେ ଜେଲ୍ ଦଣ୍ଡ ଭୋଗିବା ପରେ ଅମିତଙ୍କ ମନୋବଳ ଭାଙ୍ଗିନଥିଲା। ଦୁଇ ବର୍ଷ ଜେଲ୍ରେ ରହିବା ପରେ ୨୦୧୩ରେ ଜାମିନରେ ଆସିଥିଲେ ଅମିତ୍। ଜାମିନ୍ରେ ଆସି ସେ ବିଏ ଏଲ୍ଏଲ୍ବି ଓ ଏଲ୍ଏଲ୍ଏମ୍ ପଢ଼ିଥିଲେ ।
୫୯ ବର୍ଷୀୟ ବିଷ୍ଣୁ ଦେଓ ବିଜେପିର ବରିଷ୍ଠ ନେତା। କୁନକୁରୀ ବିଧାନସଭାରୁ ନିର୍ବାଚିତ ହୋଇଛନ୍ତି। କୁନକୁରୀ ସୀମା ଓଡ଼ିଶାର ସୁନ୍ଦରଗଡ ଜିଲ୍ଲାକୁ ଲାଗିଛି। ବିଜେପିର ଆଦିବାସୀ ଚେହେରା ବିଷ୍ଣୁଦେଓ ।
ବିଷ୍ଣୁଦେଓ ସାଏ ହେବେ ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ। ବିଷ୍ଣୁଦେଓ ସାଏଙ୍କ ନାଁରେ ମୋହର ମାରିଲେ ହାଇକମାଣ୍ଡ। ୮ ଦିନ ପରେ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା କଲା ବିଜେପି।
ଆଇଟି ରେଡ୍କୁ ନେଇ ଧୀରଜ ସାହୁଙ୍କ ନାଁ ଚର୍ଚ୍ଚା ଆସିବା ପରେ କଂଗ୍ରେସର ଜୟରାମ ରମେଶ କହିଛନ୍ତି, ଧୀରଜଙ୍କ ବ୍ୟବସାୟ ସହିତ କଂଗ୍ରେସର କୌଣସି ଯାଏ ଆସେ ନାହିଁ । କେବଳ ସେ ହିଁ କହିପାରିବେ, କିପରି ତାଙ୍କ ଅଫିସ ଓ ମଦ ଭାଟିରୁ ଏତେ ଟଙ୍କା ବାହାରିଛି...
ମାୟାବତୀଙ୍କ ପୁତୁରା ଆକାଶ ଲଣ୍ଡନରୁ ଏମବିଏ ଡିଗ୍ରୀ ହାସଲ କରିଛନ୍ତି। ୨୦୧୭ ମସିହାରେ ମାୟାବତୀଙ୍କ ଦ୍ୱାରା ଏକ ରାଲିରେ ଆକାଶଙ୍କ ପଲଟିକାଲ ଲଞ୍ଚ ହୋଇଥିଲା।
ଏହାରି ମଧ୍ୟରେ ସବୁଠାରୁ ବଡ଼ ପ୍ରଶ୍ନ ହେଉଛି ଟି-୨୦ ବିଶ୍ୱକପ୍ରେ ଭାରତୀୟ ଦଳର ଅଧିନାୟକ କିଏ ହେବେ। ତାହାକୁ ନେଇ ଏବେ ଚିତ୍ର ସ୍ପଷ୍ଟ ହୋଇନାହିଁ । ଯଦିଓ ରୋହିତ ଶର୍ମା ତିନୋଟି ଫର୍ମାଟରେ ଅଧିନାୟକ ଅଛନ୍ତି, କିନ୍ତୁ ବିଗତ ଏକ ବର୍ଷ ମଧ୍ୟରେ ସେ ଗୋଟିଏ ବି...
ଅସ୍ତିତ୍ୱ ତାଙ୍କ ପ୍ରେମିକା ଆସ୍ଥାଙ୍କୁ ବିବାହ କରିଛନ୍ତି। ଯିଏକି ତାଙ୍କ ଭଉଣୀଙ୍କ ସାଙ୍ଗ। ଏହି ଲିଙ୍ଗ ପରିବର୍ତ୍ତନ ବିଷୟରେ ଆସ୍ଥା ଆରମ୍ଭରୁ ଜାଣିଥିଲେ। ଅଳକାରୁ ଅସ୍ତିତ୍ୱ ହେବାର ସମଗ୍ର ପ୍ରକ୍ରିୟା ବିଷୟରେ ତାଙ୍କୁ କୁହାଯାଇଥିଲା।
ଏହି ଘଟଣାରେ ଅନ୍ୟ ଯୁବକଙ୍କର ସମ୍ପୃକ୍ତି ରହିଥିବା ମଧ୍ୟ ପୋଲିସ ସନ୍ଦେହ କରୁଛି । ଏକ ପ୍ରେମ ଘଟଣାକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା କରାଯାଇଥିବା ପୋଲିସ ସୂଚନା ପାଇଛି ।
ମଦ ଟଙ୍କା ଗଣି ଗଣି କେବଳ କର୍ମଚାରୀ ନୁହନ୍ତି, ଟଙ୍କା ଗଣତି ମେସିନ ବି ହାଲିଆ। ଗତକାଲି ସୁଦ୍ଧା ୧୦୬ ବ୍ୟାଗର ପ୍ରାୟ ୧୪୦ କୋଟି ଟଙ୍କା ଗଣତି ସରିଛି । ବାକି ଅଛି ଆହୁରି ୭୦ଟି ବ୍ୟାଗ୍ ।
ଛତିଶଗଡ଼ ରାଜ୍ୟ ବିଜେପି ମୁଖ୍ୟ ଅରୁଣ ରାଓଙ୍କ ସମେତ ନବ ନିର୍ବାଚିତ ବିଜେପି ବିଧାୟକଙ୍କ ସହିତ ପର୍ଯ୍ୟବେକ୍ଷକଙ୍କ ବୈଠକ ଚାଲିଛି। ପର୍ଯ୍ୟବେକ୍ଷକ ଟିମ୍ ସମସ୍ତଙ୍କ ମତାମତ ନେବେ। ତା ପରେ ସବୁ ଦିଗରୁ ବିଚାର କରି ନିଷ୍ପତ୍ତି ବିଧାୟକ ଦଳ ନେତା ବଛାଯିବ।
ଚୋରି ଜିନିଷ ଲୋକଙ୍କୁ ଫେରାଉଛି ପୋଲିସ। ଆଉ ନିଜ ଜିନିଷ ଫେରି ପାରିବା ପରେ ଖୁସି କହିଲେ ନ ସରେ। କାହାର ୬ ମାସ ପୂର୍ବରୁ ଘରୁ ମୋବାଇଲ ଚୋରି ହୋଇଯାଇଥିଲା ତ ଆଉ କିଏ ଦଶହରା ବୁଲିବାକୁ ଯାଇ ଲୁଟର ଶିକାର ହୋଇଥିଲା।
ଏହି ଲାଇଭଷ୍ଟ୍ରିମ୍ ISSର ୨୫ ତମ ବାର୍ଷିକୀ ଅବସରରେ ଅନୁଷ୍ଠିତ ହୋଇଥିଲା। ତେବେ ୮ ମାସ ପରେ ମିଳିଥିବା ଏହି ଟମାଟୋ କେଉଁଠାରେ ଏବଂ କେଉଁ ଅବସ୍ଥାରେ ମିଳିଲା ସେ ନେଇ କୌଣସି ସୂଚନା ଏପର୍ଯ୍ୟନ୍ତ ମିଳିପାରିନାହିଁ।
ମୃତ ଦେହର ଆଖିକୁ ମୂଷାମାନେ ଖାଇ ଯାଇଥିଲେ। ଶବ ବ୍ୟବଚ୍ଛେଦ ଗୃହର ଝରକାରେ କୌଣସି ଜାଲି ନଥିଲା। ଯେଉଁଥିପାଇଁ ମୂଷାମାନେ ଭିତରକୁ ସହଜରେ ପ୍ରବେଶ କରିଥିଲେ।
ଓଡ଼ିଶାରେ ଗଦା ଗଦା ଟଙ୍କା ଠାବକୁ ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ମାତ୍ର ନବୀନ ବାବୁ ଚୁପ୍ କାହିଁକି। କଳା ଟଙ୍କା ନେଇ କେନ୍ଦ୍ର ସରକାର ଜାଣି ପାରୁଛନ୍ତି କିନ୍ତୁ ରାଜ୍ୟ ସରକାର କେମିତି ଜାଣି ନାହାନ୍ତି।
HALକୁ ୧୮୦ ଟି ବିମାନ ଅର୍ଡର ମିଳିଛି। ୨୦୨୧ ଫେବ୍ରୁଆରୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ ୮୩ଟି ତେଜସ ମାର୍କ 1A ଅର୍ଡର ଦେଇଥିଲା। ଏହାର ଦୁଇ ବର୍ଷ ପରେ ୩୦ ନଭେମ୍ବର ୨୦୨୩ରେ ପ୍ରତିରକ୍ଷା ମନ୍ତ୍ରଣାଳୟ ଅତିରିକ୍ତ ୯୭ଟି ତେଜସ୍ ମାର୍କ 1A ଅର୍ଡର ଦିଆଯାଇଥିଲା।
ଆଜି ପ୍ରଥମ ଥର ପାଇଁ ସାମ୍ନାକୁ ଆସିଛି ରାମମନ୍ଦିର ଗର୍ଭଗୃହ ଫଟୋ । ସୋସିଆଲ ମିଡିଆ ‘ଏକ୍ସ’ରେ ଗର୍ଭଗୃହର ୨ଟି ଫଟୋ ଜାରି କରିଛନ୍ତି ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ରର ସାଧାରଣ ସମ୍ପାଦକ ଚମ୍ପତ ରାୟ।
୨୦୧୫ ଓ ୨୦୧୬ରେ ପଞ୍ଜାବ ଦଳର ମୁଖ୍ୟ କୋଚ୍ ରହିବା ପରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରରେ ଯୋଗ ଦେଇଥିଲେ। ସେ ବ୍ୟାଟିଂ ପ୍ରଶିକ୍ଷକ ଭାବେ ଆରସିବି ସହ ଯୋଡ଼ି ହୋଇଥିଲେ। ଏହା ପରେ ଦୁଇ ବର୍ଷ ପାଇଁ ସେ ଆରସିବିର ମୁଖ୍ୟ କୋଚ୍ ଭାବେ ଦାୟିତ୍ୱ ତୁଲାଇଥିଲେ।
ଯେତେବେଳେ ବିଦ୍ୟୁତ୍ ବିଭାଗ ଟିମ୍ ଉପଭୋକ୍ତାଙ୍କୁ ବକେୟା ବିଲ୍ ଜମା କରିବାକୁ ଅନୁରୋଧ କରିଥିଲେ ସେ ସମୟରେ ବିଲ୍ ଜମା କରିବାକୁ ସିଧା ସିଧା ମନା କରିଦେଇଥିଲେ ଉପଭୋକ୍ତାଙ୍କ ପୁଅ । ଏପରିକି ବିଦ୍ୟୁତ୍ ବିଭାଗ ଟିମ୍କୁ ଆକ୍ରମଣ ପାଇଁ ତାଙ୍କ ଘରେ ଥିବା ପୋଶା କୁକୁରକୁ ଲଗାଇ...
ଇଶରାତଙ୍କ ଦେହରେ ଗୁଳି ବାଜିବା ପରେ ତାଙ୍କୁ ତୁରନ୍ତ ହସ୍ପିଟାଲ ନିଆଯାଇଛି। ଯେଉଁଠାରେ ତାଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି। ତେବେ ଏହି ଘଟଣା ପରଠାରୁ ଉକ୍ତ ପୋଲିସ୍ ଅଫିସର ଫେରାର୍ ଅଛନ୍ତି।
ଭୁବନେଶ୍ୱର ଏୟାରପୋର୍ଟରୁ ପୁରୀ ଓ କଟକ ଏବଂ କେନ୍ଦୁଝର ଓ ବ୍ରହ୍ମପୁର ରୁଟ୍ରେ ବସ ଚଳାଚଳ ଯୋଜନାର ପ୍ରତିବାଦ କରିଛି ସଂଘ । ସଂଘ ଅଭିଯୋଗ କରିଛି, ବିଭିନ୍ନ ରୁଟର ମୋ ବସ୍ ଓ ଲକ୍ଷ୍ମୀ ବସ୍ ଚଳାଚଳ ଯୋଗୁ ଘରୋଇ ବସ୍ ମାଲିକଙ୍କୁ କ୍ଷତି ପହଞ୍ଚାଇବ ।