ରେଜିଷ୍ଟ୍ରେସନ୍ ନ କରି, ନିବେଶ ସମ୍ପର୍କିତ ପରାମର୍ଶ ଦେବା ଓ ସେ ସମ୍ପର୍କିତ ଭିଡିଓ କରି କୋଟି କୋଟି ଟଙ୍କା ଆୟ କରିଥିବା ରବୀନ୍ଦ୍ର ଭାରତୀଙ୍କୁ ମୋଟା ଅଙ୍କର୍ ଫାଇନ୍ ପକାଇଛି SEBI ।
ଜେଲରୁ ବାହାରିବା ପରେ ବ୍ରିଜ୍ ଆଣ୍ଡ୍ ରୁଫ୍ କମ୍ପାନୀର ଗ୍ରୁପ୍ ଜେନରାଲ ମ୍ୟାନେଜର ଚଞ୍ଚଳ ମୁଖାର୍ଜୀଙ୍କ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ, ତାଙ୍କ ସହ ଷଡ଼ଯନ୍ତ୍ର ହୋଇଛି । ସମୟ ଆସିଲେ ସତ ସାମ୍ନାକୁ ଆସିବ ।
ସମ୍ବିଧାନ...ଆମ୍ବେଦକର...ବାକ୍ ଲଢ଼େଇରୁ ଧକ୍କାମୁକ୍କି, ରକ୍ତପାତ...ସଂସଦ ବାହାରେ ଶାସକ ଏନଡିଏ-ବିରୋଧୀ ଇଣ୍ଡି ମେଣ୍ଟ ମଧ୍ୟରେ ଟକରାଟକରିରୁ ସାଂଘାତିକ ସ୍ଥିତି । ଠେଲାପେଲାରୁ ଶିଡ଼ି ପାହାଚରୁ ପଡ଼ି ପୂର୍ବତନ ମନ୍ତ୍ରୀ ତଥା ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ମୁଣ୍ଡରେ ଗଭୀର ଆଘାତ।
ନୂଆବର୍ଷରୁ ଶ୍ରୀମନ୍ଦିରରେ ନୂଆ ଦର୍ଶନ ବ୍ୟବସ୍ଥା । ଜାନୁଆରୀ ପହିଲାରୁ ଲାଗୁ ହେବ ନାଟମଣ୍ଡପରେ ବ୍ୟାରିକେଡ୍ ଓ ରାଂପ୍ ସିଷ୍ଟମ । ସ୍ବତନ୍ତ୍ର ବାରିକେଡ୍ ଯୋଗେ ଶ୍ରୀଜିଉଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ ।
ଜାତୀୟ ଗଣମାଧ୍ୟମର ଏକ ରିପୋର୍ଟରେ କୁହାଯାଇଛି ଯେ ଭାରତୀୟ କ୍ରିକେଟ୍ ଏକ ବଡ଼ ପରିବର୍ତ୍ତନ ଆଡ଼କୁ ଯାଉଛି । କ୍ରିକବଜ୍ ରିପୋର୍ଟ ଅନୁଯାୟୀ, ବହୁ ବରିଷ୍ଠ ଖେଳାଳି ଆସନ୍ତା ବର୍ଷ ଜୁନ୍-ଜୁଲାଇରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଅବସର ନେଇପାରନ୍ତି ।
ଲଘୁଚାପ ପ୍ରଭାବରେ ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି ।
ରାହୁଲ ଗାନ୍ଧି କିଛି ସାଂସଦଙ୍କୁ ଠେଲି ଦେଇଥିଲେ। ଏଥିରେ ସଂସଦର ମକର ଦ୍ବାରର ସିଡି ଉପରରୁ ତଳକୁ ପଡ଼ି ଯାଇଥିଲେ ପ୍ରତାପ। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି, ୫ଟି ଷ୍ଟିଚ୍ ପଡିଛି ।
ଆନନ୍ଦବଜାରରେ ଶୃଙ୍ଖଳା ପ୍ରସଙ୍ଗରେ ମଧ୍ୟ ମୁଖ୍ୟ ପ୍ରଶାସକ ପ୍ରତିକ୍ରିୟା ରଖି କହିଛନ୍ତି- ଏନେଇ ଏକ କମିଟି ଗଠନ ହୋଇଛି। ପୂର୍ବରୁ ଆନନ୍ଦବଜାର ଶୃଙ୍ଖଳା ପାଇଁ ସେନା ନିବୃତ କର୍ମଚାରୀ ଗଠନ କରାଯାଇଛି।
ଏହି ଦୁଇ ଦିନିଆ ଗସ୍ତ ସମୟରେ ଅମିତ ଶାହ ଭୁବନେଶ୍ୱରରେ ବିଧାୟକଙ୍କ ଟ୍ରେନିଂ କାର୍ଯ୍ୟକ୍ରମରେ ଯୋଗ ଦେବେ । ସେହିପରି ସମ୍ବଲପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ।
ଓଡ଼ିଶା ଉପକୂଳରେ ଭୟ ବଢ଼ାଉଛି ଭିଏଚ୍ଏଫ୍ । ବ୍ୟକ୍ତିଗତ ଭାବେ ଘରେ ଘରେ ଲଗାଯାଇଥିବା ଭିଏଚଏଫ୍କୁ ନେଇ ବଢ଼ିଛି ଶଙ୍କା ।
ଦୁନିଆର ସବୁଠୁ ଉଚ୍ଚ ରେଲୱେ ବ୍ରିଜ୍ । ଅଦ୍ଭୁତ...ଅକଳ୍ପନୀୟ...ଅବିଶ୍ୱସନୀୟ । ଆଖି ପାଉନି । ନଦେଖିଲେ ବିଶ୍ୱାସ ହେବନି ।
ନବୀନ ସରକାରରେ ଚାଲିଥିଲା ଏକଛତ୍ରବାଦ । ପାୱାରଲେସ୍ ଥିଲେ ବିଧାୟକ, ସାଂସଦ । କିନ୍ତୁ ମୋହନ ସରକାରରେ ପାୱାରଫୁଲ୍ ହେବେ ଜନପ୍ରତିନିଧି । ସେମାନଙ୍କ ଅଭିଯୋଗ ଆଉ କଥା ଶୁଣିବାକୁ ଖୋଲିବ ସ୍ପେଶାଲ ସେଲ୍ ।
ଥ୍ୟାଙ୍କ୍ ୟୁ ଅଶ୍ୱିନ୍ ... ଏକ ଚମତ୍କାର କ୍ୟାରିଅର୍ ପାଇଁ, ଭାରତକୁ ଏତେ ମ୍ୟାଚ୍ ଜିତାଇବା ପାଇଁ, ସ୍ପିନର ଯାଦୁ ପାଇଁ...ଆଜି ଯେତେବେଳେ ବ୍ରିସବେନ୍ ଟେଷ୍ଟ ଡ୍ର’ ଆଡ଼କୁ ବଢ଼ୁଥିଲା, ସମସ୍ତଙ୍କ ନଜର ଥିଲା ଭାରତୀୟ ଟିମର ଡ୍ରେସିଂ ରୁମ୍ ଉପରେ...
ଦୀର୍ଘ ଦିନ ଧରି ବାଦ ବିବାଦ ପରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ସରକାର । ବିଷ୍ଣୁପଦ ପାଖରୁ ୩ଟି ବିଭାଗ କାଢି ସାଧାରଣ ପ୍ରଶାସନ ବିଭାଗର ଓଏସ୍ଡି ଭାବେ ବସାଇ ଦେଇଛନ୍ତି ।

ପୁରୀ ଟ୍ରେଜେରିରୁ ଚାବି ଆସିଲା .. ଭାରା ବନ୍ଧା ହେଲା । ଆଗେ ଛଡ଼ାଯିବ ଚୂନ ପ୍ଲାଷ୍ଟର । ତାପରେ ଆରମ୍ଭ ହେବ ମରାମତି ।
ସାରା ଦେଶରେ ଏକକାଳୀନ ଲୋକସଭା ଓ ବିଧାନସଭା ନିର୍ବାଚନ କରାଇବାକୁ, ୧୨୯ତମ ସମ୍ବିଧାନ ସଂଶୋଧନ ବିଲ୍-୨୦୨୪ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ଆଇନ ସଂଶୋଧନ ବିଲ୍, ୨୦୨୪ ଉପସ୍ଥାପନ କରିଛନ୍ତି କେନ୍ଦ୍ର ସରକାର।
ଡିସେମ୍ବର ୨ ତାରିଖ । ନଡିଆ ଭାଙ୍ଗି ଦାଦନ ପ୍ରବଣ ବେଲପଡା ବ୍ଳକ ମଣ୍ଡଳ ମଣ୍ଡିରେ ଧାନ କିଣାବିକା ଆରମ୍ଭ କରିଥିଲେ ଜିଲ୍ଳାପାଳ ।