• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

Santosh Kumar Sahoo

Editor

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ...more

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।

less

Posts by Santosh Kumar Sahoo

ପୋଲିସ୍‌ ସ୍ୱାମୀର ବର୍ବରକାଣ୍ଡ
Police Unravel Shocking Murder Plot: ପୋଲିସ୍ ସ୍ବାମୀର ଜଘନ୍ୟକାଣ୍ଡ; ସ୍ତ୍ରୀକୁ ପଥରରେ ଛେଚୁଥିଲେ, ମାରିଦେବାକୁ ପିଟୁଥିଲେ

ଦିନେ ଯେଉଁ ମଥାରେ ସିନ୍ଦୂର ପିନ୍ଧି ସ୍ବାମୀ ପାଇଁ ବନିଥିଲେ ସାତ ଜନ୍ମର ସାଥୀ, ରକ୍ତପାତ ପରଠୁ ଯନ୍ତ୍ରଣାରେ ଥରୁଛି ସେହି ମଥା । ଦିନେ ଯେଉଁ ଓଠରେ ସ୍ବାମୀକୁ ପ୍ରେମର ଭାଷା କହୁଥିଲେ ଆଜି ସେହି ଓଠ ମାଗୁଛି ହତ୍ୟା ଉଦ୍ୟମର କୈଫିୟତ୍ ।

ଜେଲରୁ ଫେରିଲେ Sorry କହିଲେ
Allu Arjun Returns Home: ଜେଲରେ ଗୋଟିଏ ରାତି କାଟିଲେ ଅଲ୍ଲୁ, ଘରକୁ ଫେରି ମୃତ ମହିଳାଙ୍କ ପରିବାରକୁ କହିଲେ Sorry

ହାଇଦ୍ରାବାଦର ଚଞ୍ଚଲଗୁଡ଼ା ସେଣ୍ଟ୍ରାଲ ଜେଲରେ ଅପ୍ରତ୍ୟାଶିତ ଭାବେ ଗୋଟିଏ ରାତି କାଟିବା ପରେ ଆଜି ନିଜ ବାସଭବନରେ ଧନ୍ୟବାଦ ମୁଦ୍ରାରେ ସମସ୍ତଙ୍କ ଉଦ୍ଦେଶ୍ୟରେ କୃତଜ୍ଞତା ଜଣାଇଛନ୍ତି ସାଉଥ ସେନସେସନ୍ ଅଲ୍ଲୁ ଅର୍ଜୁନ ।

CBI ସ୍କାନରରେ ବିଷ୍ଣୁପଦ
IAS Bishnupada Sethi: CBI ସ୍କାନରରେ IAS ବିଷ୍ଣୁପଦ ସେଠୀ, ୩ ଡ୍ରାଇଭରଙ୍କୁ ଜେରା ସହ ବାବୁଙ୍କୁ ହାଜର ପାଇଁ ସମନ୍

ଭୁବନେଶ୍ୱରରୁ ୧୦ ଲକ୍ଷ ଲାଞ୍ଚ ଜବତ ଘଟଣାରେ ଲିଙ୍କର ଚେର ଖୋଜି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ବିଷ୍ଣୁପଦଙ୍କ ପାଖରେ ପହଞ୍ଚିବା ପରେ ପାୱାର କରିଡରରେ ହଇଚଇ ।

ଡାକ୍ତର ହୋଇ ବି ମୁଁ ବୋକା
Video: ଡାକ୍ତର ହୋଇ ବି ମୁଁ ବୋକା

ଡାକ୍ତର ବାବୁଙ୍କୁ ଚୂନ ମାରିଦେଲେ ଅଦୃଶ୍ୟ ଲୁଟେରା। ସାହାଯ୍ୟ କରିବା ପଡିଗଲା ମହଙ୍ଗା। ଆକାଉଣ୍ଟରୁ ଖାଲି ହୋଇଗଲା ୭୫ ହଜାର। ଏବେ ନିଜକୁ ବୋକା କହି କାନମୁଣ୍ଡା ଆଉଁସୁଛନ୍ତି ଡାକ୍ତର ବାବୁ ।

Panchang
Panchang Today 13th December 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ଶୁକ୍ରବାର । ଚନ୍ଦ୍ର-ମେଷ ଦିବା ୦୧.୧୯ ଗତେ ବୃଷ । ତିଥି-୧୩ଶୀ ରାତ୍ରି ୦୭.୪୦ ଗତେ ୧୪ଶୀ।

Panchang
Panchang Today 12th December 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୨ ଶୀ ରାତ୍ରି ୧୦ .୨୬ ଗତେ ୧୩ଶୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର ।

ହଲମାର୍କ ଲୋଗୋ ସୁନା ନକଲି
Video: ବଜାରରେ ମିଳୁଛି ନକଲି ସୁନା

ରାଜ୍ୟରେ ୫ଟି ଅଳଙ୍କାର ଦୋକାନୀ ବିକୁଥିଲେ ନକଲି ସୁନା । ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

ଶ୍ରୀମନ୍ଦିର ପାଇଁ ନୂଆ ବାଟାଲିୟନ୍‌
Video: ଶ୍ରୀମନ୍ଦିର ପାଇଁ ନୂଆ ବାଟାଲିୟନ୍‌

ଭିଡ଼ ନିୟନ୍ତଣ ହେଉ କି ଶୃଙ୍ଖଳିତ ଦର୍ଶନ । ଆତଙ୍କବାଦୀ ଆକ୍ରମଣଠୁ ଅଗ୍ନିକାଣ୍ଡ ପରି ଅଘଟଣ । ଶ୍ରୀମନ୍ଦିରରେ ଏସବୁ ମୁକାବିଲା ପାଇଁ ନିୟୋଜିତ ହେବେ ସ୍ବତନ୍ତ୍ର ବାଟାଲିୟନ ।

Minor Girl Chopped
Video: ଜଙ୍ଗଲରେ ହାତ-ଗୋଡ଼, ନଦୀରେ କଟା ମୁଣ୍ଡ

ଜଙ୍ଗଲରେ ହାତ-ଗୋଡ଼.. ବସ୍ତା ଭିତରେ ମୃତଦେହ.. ନଦୀରେ କଟା ମୁଣ୍ଡ । ଅଭିଯୁକ୍ତ ପ୍ରେମିକର ନରକୀୟ କାଣ୍ଡ! ନାବାଳିକାକୁ ଖଣ୍ଡ ଖଣ୍ଡ କରିଦେଲା ପିଶାଚ ପ୍ରେମିକ ।

Bengaluru AI Engineer
Video: ଦେଶବ୍ୟାପୀ ଚର୍ଚ୍ଚାରେ IT ଇଂଜିନିୟର ଅତୁଲ ସୁଭାଷ ମୃତ୍ୟୁ ଘଟଣା

ବେଙ୍ଗଳୁରୁରେ ଅତୁଲଙ୍କ ପତ୍ନୀଙ୍କ ସମେତ ୪ ଜଣଙ୍କ ନାଁରେ ରୁଜୁ ହୋଇଛି ମାମଲା । ଏଭିତରେ ମହିଳାଙ୍କ ଦ୍ୱାରା ଆଇନର ଦୁରୁପଯୋଗ ବଢ଼ିଚାଲିଥିବା ନେଇ ଉଦବେଗ ପ୍ରକାଶ କରିଛନ୍ତି ସୁପ୍ରିମକୋର୍ଟ ।

ରାଜ୍ୟସଭାରୁ ପୁଣି ପଡ଼ିବ ବିଜେଡି ୱିକେଟ୍‌ !
Video: ରାଜ୍ୟସଭାରୁ ପଡ଼ିପାରେ ବିଜେଡିର ଆହୁରି ୱିକେଟ୍

ମମତା ଏବଂ ସୁଜିତଙ୍କ ପରେ ଚର୍ଚ୍ଚାରେ ଶୁଭାଶିଷ ଓ ନିରଞ୍ଜନଙ୍କ ନାଁ । ଖୁବ୍ ଶୀଘ୍ର ପଡ଼ିପାରେ ବିଜେଡିର ଆଉ ଏକ ୱିକେଟ୍ । ମମତା ଓ ସୁଜିତଙ୍କ ରାସ୍ତାରେ ଯାଇପାରନ୍ତି ଦଳର ଆଉ କିଛି ସାଂସଦ ।

ଶ୍ରୀମନ୍ଦିର ପାଇଁ ନୂଆ ବାଟାଲିୟନ୍‌
Security Battalion for Srimandir: ଶ୍ରୀମନ୍ଦିର ପାଇଁ ନୂଆ ବାଟାଲିୟନ୍‌; ହେବନି ସିଧା ନିଯୁକ୍ତି, OSAPରୁ ଡେପୁଟେସନରେ ଆସିବେ ପୋଲିସ୍

ଭିଡ଼ ନିୟନ୍ତଣ ହେଉ କି ଶୃଙ୍ଖଳିତ ଦର୍ଶନ । ଆତଙ୍କବାଦୀ ଆକ୍ରମଣଠୁ ଅଗ୍ନିକାଣ୍ଡ ପରି ଅଘଟଣ । ଶ୍ରୀମନ୍ଦିରରେ ଏସବୁ ମୁକାବିଲା ପାଇଁ ନିୟୋଜିତ ହେବେ ସ୍ବତନ୍ତ୍ର ବାଟାଲିୟନ ।

ହଲମାର୍କ ଲୋଗୋ ସୁନା ନକଲି
Fake Gold in Market: ସାବଧାନ ! ହଲମାର୍କ ନାଁରେ ବଜାରରେ ବିକ୍ରି ହେଉଛି ନକଲି ସୁନା

ରାଜ୍ୟରେ ୫ଟି ଅଳଙ୍କାର ଦୋକାନୀ ବିକୁଥିଲେ ନକଲି ସୁନା । ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

ରାଜ୍ୟସଭାରୁ ପୁଣି ପଡ଼ିବ ବିଜେଡି ୱିକେଟ୍‌ !
Rajya Sabha: ମମତା ଓ ସୁଜିତଙ୍କ ପରେ କିଏ ? ରାଜ୍ୟସଭାରୁ ପଡ଼ିପାରେ ବିଜେଡିର ଆହୁରି ୱିକେଟ୍

ମମତା ଏବଂ ସୁଜିତଙ୍କ ପରେ ଚର୍ଚ୍ଚାରେ ଶୁଭାଶିଷ ଓ ନିରଞ୍ଜନଙ୍କ ନାଁ । ଖୁବ୍ ଶୀଘ୍ର ପଡ଼ିପାରେ ବିଜେଡିର ଆଉ ଏକ ୱିକେଟ୍ । ମମତା ଓ ସୁଜିତଙ୍କ ରାସ୍ତାରେ ଯାଇପାରନ୍ତି ଦଳର ଆଉ କିଛି ସାଂସଦ ।

Man Dies By Suicide
Video: ଜୀବନ ହାରିବା ଆଗରୁ ଯନ୍ତ୍ରଣାଭରା ବାର୍ତ୍ତା

ମୋ ମରଶରୀରକୁ ପତ୍ନୀଙ୍କୁ ଛୁଇଁବାକୁ ଦେବନି । କୋର୍ଟ ବାହାର ନାଳରେ ଭସାଇଦେବ ମୋ ଅସ୍ଥି । ଜୀବନ ହାରିବା ପୂର୍ବରୁ ବେଙ୍ଗାଳୁରୁର AI ଇଞ୍ଜିନିୟର ୩୮ ବର୍ଷୀୟ ଅତୁଲ ସୁଭାଷ ଛାଡିଯାଇଛନ୍ତି ୨୪ ପୃଷ୍ଠାର ସୁସାଇଡ୍ ନୋଟ୍ ।

ଏବେ କାଉଣ୍ଟଡାଉନ୍‌, ଆସିବେ ୧୦ ହଜାର ଅତିଥି
Video: ପ୍ରବାସୀ ଭାରତୀୟ ଦିବସ ପାଇଁ କାଉଣ୍ଟଡାଉନ୍

ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ କାଉଣ୍ଟଡାଉନ୍ । ଓଡ଼ିଶା ପ୍ରଥମ ଥର ଆୟୋଜନ କରୁଛି ଏହି ମେଗା ଇଭେଣ୍ଟ । ହାତରେ ପାଖାପାଖି ମାସେ ସମୟ ରହିଲା। ଏଥିପାଇଁ ପ୍ରସ୍ତୁତି ଜୋରଦାର ହୋଇଛି ।

Mission Shakti
Video: ମିଶନ ଶକ୍ତି ସଦସ୍ୟାଙ୍କ ଧାରଣା, ତେଜିଲା ପଲିଟିକ୍ସ

୯ ମାସର ବକେୟା ଦରମାକୁ ନେଇ ଗାନ୍ଧି ମାର୍ଗରେ ଗର୍ଜୁଛନ୍ତି ମିଶନ ଶକ୍ତି ମହିଳା । ରାଜ୍ୟ ସରକାରଙ୍କୁ ଘେରିବା ସହ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି ୬ଟି ସଙ୍ଘକୁ ନେଇ ଗଠନ ହୋଇଥିବା ଅଲ୍ ଓଡ଼ିଶା GPLF ବା ଗ୍ରାମ ପଂଚାୟତ ଲେଭେଲ୍ ଫେଡେରସନ୍ ।

ପୂରା ହେବ ରିଂ ରୋଡ୍ ସ୍ୱପ୍ନ !
Video: କ୍ୟାପିଟାଲ ସିଟିକୁ ଘେରି ରହିବ ରିଂ ରୋଡ୍

ଭୁବନେଶ୍ବର ସହରରେ କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ସହ ତାଳ ଦେଇ ଯେଉଁଭଳି ଯାନବାହନ ସଂଖ୍ୟା ବଢ଼ି ଚାଲିଛି, ସେଥିରେ ଲୋକେ କଲବଲ ହେଉଛନ୍ତି । ତେଣୁ ଟ୍ରାଫିକ ବ୍ୟବସ୍ଥାକୁ ଉପଯୋଗୀ ଓ ସହଜ କରିବା ଉପରେ ଗୁରୁତ୍ବାରୋପ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଲାଞ୍ଚ ଯିଏ ନବ, ସିଏ ଯିବ
Video: ମାତ୍ର ୪ ବର୍ଷର ଚାକିରି, କିନ୍ତୁ ଗ୍ରାସିଥିଲା ଲାଞ୍ଚ ମୋହ

ଖଣ୍ଡଗିରି ସବରେଜିଷ୍ଟ୍ରାର୍ ଅଫିସ୍‌ର କନିଷ୍ଠ କିରାଣି ଦେବଯାନୀ କର । ଯାହାଙ୍କ ଚାକିରି କାଳକୁ ପୂରିଛି ମାତ୍ର ୪ ବର୍ଷ । ଅଥଚ ଗ୍ରାସିଥିଲା ଲାଞ୍ଚର ମୋହ ।

ଲାଞ୍ଚ ଯିଏ ନବ, ସିଏ ଯିବ
Suresh Pujari: ବାହାରେ ଛକିଛି ଭିଜିଲାନ୍ସ, ଯିଏ ଲାଞ୍ଚ ନେବ...ସିଏ ଯିବ

ଖଣ୍ଡଗିରି ସବରେଜିଷ୍ଟ୍ରାର୍ ଅଫିସ୍‌ର କନିଷ୍ଠ କିରାଣି ଦେବଯାନୀ କର । ଯାହାଙ୍କ ଚାକିରି କାଳକୁ ପୂରିଛି ମାତ୍ର ୪ ବର୍ଷ । ଅଥଚ ଗ୍ରାସିଥିଲା ଲାଞ୍ଚର ମୋହ ।

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।