• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

Santosh Kumar Sahoo

Editor

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ...more

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।

less

Posts by Santosh Kumar Sahoo

Panchang
Panchang Today 9th July 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୯ ତାରିଖ ମଙ୍ଗଳବାର । ଚନ୍ଦ୍ର- କର୍କଟ ପ୍ରାତଃ ୦୭.୫୩ ଗତେ । ସିଂହ ତିଥି- ୩ୟା (ମଳ) ପ୍ରାତଃ ୦୬.୦୯ ଗତେ ୪ର୍ଥୀ ।

Tiger
ଭଞ୍ଜନଗରରେ ବୁଲୁଛି ବାଘ, ଲୋକେ ଆତଙ୍କିତ

ଗାଁକୁ ଗାଁ ବୁଲୁଛି, ଗାଈ ବାଛୁରୀ ଶିକାର କରି ଖାଉଛି । ଯାହାକୁ ନେଇ ସ୍ଥାନୀୟ ଲୋକ ଏବେ ଆତଙ୍କିତ ଅବସ୍ଥାରେ ରହିଛନ୍ତି । ସେପଟେ ମହାବଳକୁ ଠାବ କରିପାରୁନି ବନ ବିଭାଗର କ୍ୟାମେରା ।

Ratha jatra
ଆରମ୍ଭ ହେଲା ରଥଟଣା, ଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଲା ରଥ

ବଡ଼ଦାଣ୍ଡରେ ଅଟକି ରହିଥିବା ରଥ ଆଜି ପୁଣି ଥରେ ଗଡ଼ିଛି । ପ୍ରଥମେ ଗଡ଼ିଲା ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ବଜ ରଥ । ମରିଚିକୋଟ ଛକରୁ ଗଡ଼ିଲା ପ୍ରଭୁ ବଳଭଦ୍ରଙ୍କ ତାଳଧ୍ବଜ।

President Of India
ମହୋଦଧି କୂଳରେ ପ୍ରାତଃ ଭ୍ରମଣ କଲେ ରାଷ୍ଟ୍ରପତି

ପୁରୀ ରାଜଭବନ ପଛ ପାଖରେ ଥିବା ବ୍ଲୁ ଫ୍ଲାଗ ବିଚରେ ରାଷ୍ଟ୍ରପତି ମର୍ଣ୍ଣିଂ ୱାକ୍ କରିଛନ୍ତି। ସମୁଦ୍ର କୂଳରେ ରାଷ୍ଟ୍ରପତି ଅନେକ ବାଟ ଚାଲିଥିଲେ ।

Ratha Jatra
ରତ୍ନବେଦୀରୁ ଜନ୍ମବେଦୀ, ଅଧାବାଟରେ ଅଟକିଥିବା ୩ ରଥକୁ ଆଜି ଟାଣିବେ ଶ୍ରଦ୍ଧାଳୁ

ଭାଇ-ଭଉଣୀଙ୍କ ସହିତ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ନବଦିନାତ୍ମକ ଯାତ୍ରାରେ ମହାପ୍ରଭୁ ଜଗନ୍ନାଥ । ବଡ଼ଦାଣ୍ଡରେ ଅଟକି ରହିଥିବା ରଥ ଆଜି ପୁଣି ଟଣାଯିବ ।

Sambit Routray
ହାରିବା ପରେ ମୁହଁ ଖୋଲିଲେ ସମ୍ବିତ; କହିଲେ, ‘ନବୀନ ହାରିନାହାନ୍ତି, ତାଙ୍କୁ ହରାଇ ଦିଆଯାଇଛି’

ଗତ ନିର୍ବାଚନରେ ନବୀନ ପଟ୍ଟନାୟକ ହାରି ନାହାନ୍ତି ତାଙ୍କୁ ହରାଯାଇଛି। ସୁଚିନ୍ତିତ ଭାବେ ନବୀନ ପଟ୍ଟନାୟକଙ୍କୁ ହରାଇ ଦିଆଯାଇଛି ବୋଲି ସେ କହିଛନ୍ତି ।

Pahandi Bije
ସମୟ ପୂର୍ବରୁ ଆରମ୍ଭ ହେଲା ପହଣ୍ଡି, ଧାଡ଼ି ପହଣ୍ଡିରେ ଝୁଲି ଝୁଲି ଆସୁଛି କାଳିଆ

ପୂର୍ବ ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହୋଇଛି ପହଣ୍ଡି । ନିର୍ଦ୍ଧାରିତ ସମୟର ପ୍ରାୟ ଦୁଇ ଘଣ୍ଟା ପୂର୍ବରୁ ଆରମ୍ଭ ହୋଇଛି ପହଣ୍ଡି । ଧାଡ଼ି ପହଣ୍ଡିରେ ରଥକୁ ଆସୁଛନ୍ତି ଚତୁର୍ଦ୍ଧାମୂରତି ।

President Of India
ରଥଯାତ୍ରା ଦେଖିବେ ରାଷ୍ଟ୍ରପତି, ପୁରୀ ଅଭିମୁଖେ ବାହାରିଲେ ମହାମହିମ

ଆଜି ବିଶ୍ୱନିୟନ୍ତାଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ପୁରୀ ବାହାରିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।  ରାଜଭବନରୁ ବାହାରି ପୁରୀ ଅଭିମୁଖେ ବାହାରିଲେ ରାଷ୍ଟ୍ରପତି ।

Foreign Devotee
କାଳିଆ ପ୍ରେମରେ ବିଦେଶିନୀ, ରଥାରୂଢ଼ ଶ୍ରୀଜିଉଙ୍କୁ ଦର୍ଶନ ପାଇଁ ଆସିଛନ୍ତି ବିଦେଶୀ ଭକ୍ତ

ରଥାରୂଢ଼ ଶ୍ରୀଜିଉଙ୍କୁ ଦର୍ଶନ ପାଇଁ ସାତ ଦରିଆ ପାର ହୋଇ ଶ୍ରୀକ୍ଷେତ୍ରକୁ ଆସିଛନ୍ତି ବିଦେଶୀ ଭକ୍ତ । ମହାପ୍ରଭୁଙ୍କ ନବଦିନାତ୍ମକ ରଥଯାତ୍ରାରେ ସାମିଲ ହେବାକୁ ପୁରୀ ଆସିଛନ୍ତି ଋଷର ନତାଲିଆ। ।

Ratha Jatra
ଆଜି ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା, ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ଶ୍ରୀଜିଉ

କାଳିଆ ସାଆନ୍ତଙ୍କ ଘୋଷଯାତ୍ରାରେ ସାମିଲ ହେବା ପାଇଁ କାହିଁ କେତେଦୂରରୁ ଧାଇଁ ଆସୁଛନ୍ତି ଭକ୍ତ । କଣ୍ଠରେ ମହାପ୍ରଭୁଙ୍କ ଭଜନ। ହାତରେ ମୃଦଙ୍ଗ ସହ ଝାଞ୍ଜ। ରଥାରୂଢ ଚତୁର୍ଦ୍ଧା ମୂରତିଙ୍କୁ ଦର୍ଶନ ସହ ରଥ ଦଉଡ଼ି ଟାଣି ଜୀବନକୁ ଧନ୍ୟ ମଣିବା ପାଇଁ ମାଇଲ ମାଇଲ ବାଟ ଅତିକ୍ରମ କରି...

kusuma cottage
କୁସୁମା କଟେଜ୍ କେଳେଙ୍କାରୀ ପଛର ସତ କ’ଣ, କିଏ ଓ କେଉଁ ଉଦ୍ଦେଶ୍ୟରେ ଗଢ଼ିଥିଲା ୯ ଆଲିସାନ୍ ବଙ୍ଗଳା

ଯାଜପୁରର କୁସୁମା କଟେଜ୍ କେଳେଙ୍କାରୀ ପଛର ସତ କ’ଣ ? କିଏ, କାହିଁକି ଏବଂ କେଉଁ ସ୍ବାର୍ଥପାଇଁ କୁସୁମା ପ୍ରକଳ୍ପ ଭିତରେ ତିଆରି କରିଥିଲା ୯ଟି ଆଲିସାନ୍ କଟେଜ୍ ।

O-Hub controversy
ଓଡ଼ିଆ ଉଦ୍ୟୋଗୀଙ୍କୁ ଅଣଦେଖା, ଅଣ-ଓଡ଼ିଆ ବହୁରାଷ୍ଟ୍ରୀୟ କମ୍ପାନିକୁ ଅହେତୁକ ଅନୁକମ୍ପା

ଷ୍ଟାଟଅପ୍ ଓଡ଼ିଶା ଅଧ୍ୟକ୍ଷ ପଦରେ ଜଣେ ଅନଭିଜ୍ଞ ଅଣ ଓଡ଼ିଆଙ୍କୁ ବସାଇ କିଭଳି ଓଡିଶାର ଯୁବ ଉ୍ଦ୍ୟୋଗୀଙ୍କୁ ହତାଶ କରାଯାଇଛି, ତା’ର ସାଂଘାତିକ ଚିତ୍ର ଏବେ ସାମ୍ନାକୁ ଆସୁଛି ।

Ind vs Zim
ଜିମ୍ବାୱେର ବଡ଼ ବିଜୟ, ପ୍ରଥମ ମ୍ୟାଚ୍‌ରେ ଭାରତକୁ ୧୩ ରନ୍‌ରେ କଲା ପରାସ୍ତ

ଜିମ୍ବାୱେଠୁ ହାରିଲା ଭାରତ । ଏକ ଲୋ ସ୍କୋରିଂ ମ୍ୟାଚ୍‌ରେ ଭାରତକୁ ୧୩ ରନ୍‌ରେ ପରାସ୍ତ କରିଛି ଜିମ୍ବାୱେ ।

Bus Fare
ରଥଯାତ୍ରା ପାଇଁ କଡ଼ା ନିର୍ଦ୍ଦେଶ, ବସ୍‌ ଯାତ୍ରୀଙ୍କୁ ଅଧିକ ଭଡ଼ା ମାଗିଲେ ହେବ କାର୍ଯ୍ୟାନୁଷ୍ଠାନ

ତେବେ ଚଳିତ ବର୍ଷ ରଥଯାତ୍ରାରେ ଲକ୍ଷାଧିକ ଲୋକଙ୍କ ଜନ ସମାଗମ ହେବ । ଏହାକୁ ଦୃଷ୍ଟିରେ ରଖି ବସ୍‌ ଯାତ୍ରୀମାନଙ୍କ ପାଇଁ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

PM KISAN Scheme
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରାଜ୍ୟରେ ବଢିବ ପିଏମ୍ କିଷାନ ହିତାଧିକାରୀଙ୍କ ସଂଖ୍ୟା

କୃଷି ବିଭାଗ ସମୀକ୍ଷା ପରେ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କାଳିଆରେ ୪୬ ଲକ୍ଷ ଚାଷୀ ସାମିଲ ଥିବା ବେଳେ ପିଏମ କିଷାନରେ ମାତ୍ର ୩୧ ଲକ୍ଷ ଅନ୍ତର୍ଭୁକ୍ତ ଅଛନ୍ତି । ତେଣୁ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

President of India
ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି, ଆସନ୍ତାକାଲି ରଥଯାତ୍ରାରେ ହେବେ ସାମିଲ

ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ମହାମହିମ ରାଷ୍ଟ୍ରପତି ସିଧାସଳଖ ଜୟଦେବ ଭବନ ଅଭିମୁଖେ ଯାଇଛନ୍ତି ।

Union Budget
ଜୁଲାଇ ୨୩ରେ ଉପସ୍ଥାପନ ହେବ କେନ୍ଦ୍ର ବଜେଟ

ଚଳିତ ବଜେଟ୍ ଅଧିବେଶନ ଜୁଲାଇ ୨୨ରୁ ଆରମ୍ଭ ହୋଇ ଅଗଷ୍ଟ ୧୨ ତାରିଖ ଯାଏ ଚାଲିବ। ସଂସଦୀୟ ବ୍ୟାପାର ମନ୍ତ୍ରୀ କିରନ ରିଜିଜୁ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ବଜେଟ୍ ଅଧିବେଶନ ବିଷୟରେ ସୂଚନା ଦେଇଛନ୍ତି ।

Shaurya Chakra
ବୀରତା ପାଇଁ ଓଡ଼ିଆ ପୁଅ ବିମଳ ରଞ୍ଜନ ବେହେରାଙ୍କୁ ଶୌର୍ଯ୍ୟଚକ୍ର ସମ୍ମାନ

ସାହସିକତା ପାଇଁ ଓଡ଼ିଆ ପୁଅ ତଥା ନୌସେନାରେ କାର୍ଯ୍ୟରତ ଲେଫ୍ଟନାଣ୍ଟ ବିମଳ ରଞ୍ଜନ ବେହେରାଙ୍କୁ ପ୍ରଦାନ କରାଯାଇଛି ଶୌର୍ଯ୍ୟଚକ୍ର ସମ୍ମାନ ।

Ratna Bhandar
‘ରତ୍ନଭଣ୍ଡାର ଖୋଲିବା ନେଇ ଜଷ୍ଟିସ୍ ରଥଙ୍କ ବଡ଼ ବୟାନ, ଡୁପ୍ଲିକେଟ୍‌ ଚାବିରେ ନ ଖୋଲିଲେ ଭଙ୍ଗାଯିବ ତାଲା’

ସେ ଆହୁରି କହିଛନ୍ତି ଯେ, ବହୁ ଦଶନ୍ଧି ହେଲାଣି ରତ୍ନଭଣ୍ଡାର ତାଲା ଖୋଲା ଯାଇନାହିଁ । ଯଦି ଡୁପ୍ଲିକେଟ୍‌ ଚାବିରେ ନ ଖୋଲିଲେ ତେବେ ରତ୍ନଭଣ୍ଡାର ତାଲା ଭଙ୍ଗାଯିବ ।

Ratha jatra
ଦିନକ ପରେ ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା, ସଜେଇ ହେଲାଣି ବଡ଼ଦାଣ୍ଡ

ରଥ ଝଟକିଲାଣି... ପଥରେ ଝୋଟି ଫୁଟିଲାଣି... ଜୀବନ୍ତ ଦିଶିଲେଣି ଧଳା, କଳା ଓ ନାଲି ଘୋଡ଼ା । ଏବର୍ଷ ଖୁବ୍ ସ୍ବତନ୍ତ୍ର ହେବାକୁ ଯାଉଛି ମହାପ୍ରଭୁଙ୍କ ରଥଯାତ୍ରା।

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।