• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

Santosh Kumar Sahoo

Editor

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ...more

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।

less

Posts by Santosh Kumar Sahoo

ଯନ୍ତ୍ରୀଙ୍କ ଘରୁ କେଜିଏ ସୁନା
Vigilance Raid In Odisha: ଯନ୍ତ୍ରୀଙ୍କ ଘରୁ ମିଳିଲାଣି ୧ କେଜି ସୁନା, ନଗଦ ୧୩ ଲକ୍ଷ ଟଙ୍କା

ଆଜି ସକାଳୁ ହିଁ ତାଙ୍କ ଡେପୁଟି ଜେନେରାଲ୍ ମ୍ୟାନେଜର୍ ସୁବାସ ଚନ୍ଦ୍ର ପଣ୍ଡାଙ୍କ ୪ଟି ଠିକଣାରେ ରେଡ୍ କରିଥିଲା ଭିଜିଲାନ୍ସ ଟିମ୍ । ଆଉ ଘଣ୍ଟା କେଇଟା ମଧ୍ୟରେ ଯାହା ମିଳିଛି ତାହା ବୋଧେ ଆଗକୁ କେତେ ହେବ ତା’ର ଏକ ଝଲକ ।

ଆମ୍ବୁଲାନ୍ସକୁ ରାସ୍ତା ନଛାଡ଼ିବାରୁ ଅଢ଼େଇ ଲକ୍ଷ ଫାଇନ୍‌
Viral Video: ଆମ୍ବୁଲାନ୍ସକୁ ଦେଲେନି ରାସ୍ତା, ପୋଲିସ୍‌ ପକାଇଲା ଅଢ଼େଇ ଲକ୍ଷର ଫାଇନ୍‌

ସାଇରନ୍‌ ଓ ହର୍ଣ୍ଣ ବଜାଇବା ପରେ ମଧ୍ୟ ଉକ୍ତ କାର ଡ୍ରାଇଭର ଆମ୍ବୁଲାନ୍ସକୁ ସାଇଡ୍‌ ଦେଇନଥିଲେ । ଯାହାଫଳରେ ଉକ୍ତ କାର ମାଲିକ ଉପରେ ଅଢ଼େଇ ଲକ୍ଷ ଟଙ୍କା ଜରିମାନା ଲଗାଇବା ସହ ତାଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରିଛି କେରଳ ପୋଲିସ୍ ।

ଜାନୁଆରୀ ଶେଷ ସୁଦ୍ଧା ସରିବ ଗଣତି ମଣତି
Ratna Bhandar Row: ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ; କହିଲେ, ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତି ମଣତି

କାର୍ତ୍ତିକ ମାସ ପାଇଁ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହୋଇ ନ ଥିଲା । କାର୍ତ୍ତିକ ମାସ ଶେଷ ହୋଇଥିବାରୁ ଏଏସ୍‌ଆଇ ମରାମତି ଆରମ୍ଭ କରିବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି ।

Cuttack Bali Yatra 2024
Video: କଟକ ବାଲିଯାତ୍ରା ପଡିଆରେ ସିନେମା ମଜା

କଟକ ବାଲିଯାତ୍ରା ପଡିଆରେ ସିନେମା ମଜା । କଟକ ଇନ୍ କଟକ ଗ୍ୟାଲେରୀରେ ଓଡ଼ିଆ ଚଳଚ୍ଚିତ୍ରର ସମ୍ଭାର ।

ନିଇତି ବୁଡ଼ି ମରୁଛନ୍ତି ୪ ଜଣ
Video: ପାଣିରେ ବୁଡ଼ି ମୃତ୍ୟୁରେ ନୋ ବ୍ରେକ୍

କେତେବେଳେ ଦୁର୍ଘଟଣାଜନିତ ତ ଆଉ କେତେବେଳେ ଆତ୍ମହତ୍ୟା ଜନିତ। NCRBର ତଥ୍ୟ କହୁଛି ଦେଶରେ ପ୍ରତିବର୍ଷ ଯେତିକି ଅସ୍ବାଭାବିକ ମୃତ୍ୟୁ ଘଟୁଛି ତା ଭିତରୁ କେବଳ ୮.୯ ପ୍ରତିଶତ ହେଉଛି ପାଣିରେ ବୁଡ଼ି ମୃତ୍ୟୁ।

ଓଡ଼ିଶାରେ ଅଛନ୍ତି କେତେ ହାତୀ ?
Video: ଓଡ଼ିଶାରେ କେତେ ହାତୀ ?

ହାତୀର ଗଡ଼ କୁହାଯାଉଥିବା ଆଠଗଡ଼ରେ କେତେ ଅଛନ୍ତି ଗଜରାଜ ? ଆଠଗଡ଼ ବନଖଣ୍ଡ ଅନ୍ତର୍ଗତ ୫ଟି ରେଞ୍ଜରେ ହାତୀଙ୍କ ସଂଖ୍ୟା ବଢ଼ିଛି ନା ହ୍ରାସ ପାଇଛି ?

ଅନାସ୍ଥା ଅସ୍ତ୍ରରେ ବିଜେଡି ଚିତ୍‌ପଟାଙ୍ଗ
Video: ବିଜେପି ଅନାସ୍ଥା ଅସ୍ତ୍ରରେ ପୁଣି ଚିତପଟାଙ୍ଗ ବିଜେଡି

ବିଜେଡି ହାତରୁ ଖସୁଛି ଗୋଟିଏ ପରେ ଗୋଟିଏ ବ୍ଲକ୍ ଅଧ୍ୟକ୍ଷ ଆଉ ପୌରାଧ୍ୟକ୍ଷ । ଆଜି ଢେଙ୍କାନାଳ ସଦର ବ୍ଲକରେ ଅନାସ୍ଥାରେ ମାତ୍ ଖାଇଛି ବିଜେଡି ।

ଭକ୍ତି ନା ଭାଣ୍ଡାମୀ ?
Video: ନାବାଳକର ବେକରେ ଫୁଲ ମାଳ, ପାଦ ତଳେ ତୁଳସୀ

ସୋସିଆଲ୍ ମିଡିଆରେ ବେଶ୍ କିଛି ଦିନ ଜଣେ ନାବାଳକର ପାଦ ତଳେ ତୁଳସୀ ଥିବା ଫଟୋ ଭାଇରାଲ୍ ହେବାରେ ଲାଗିଛି । ଯାହାକୁ ନେଇ ତେଜିଛି ବିବାଦ ।

ଭକ୍ତି ନା ଭାଣ୍ଡାମୀ ?
Controversy At Vaikunthdham Ashram: ଭକ୍ତି ନା ଭାଣ୍ଡାମୀ ? ନାବାଳକର ବେକରେ ଫୁଲ ମାଳ, ପାଦ ତଳେ ତୁଳସୀ

ସୋସିଆଲ୍ ମିଡିଆରେ ବେଶ୍ କିଛି ଦିନ ଜଣେ ନାବାଳକର ପାଦ ତଳେ ତୁଳସୀ ଥିବା ଫଟୋ ଭାଇରାଲ୍ ହେବାରେ ଲାଗିଛି । ଯାହାକୁ ନେଇ ତେଜିଛି ବିବାଦ ।

ଅନାସ୍ଥା ଅସ୍ତ୍ରରେ ବିଜେଡି ଚିତ୍‌ପଟାଙ୍ଗ
BJD Chairperson Loses Confidence Vote: ବିଜେପି ଅନାସ୍ଥା ଅସ୍ତ୍ରରେ ପୁଣି ଚିତପଟାଙ୍ଗ ବିଜେଡି, ହାତରୁ ଗଲା ଢେଙ୍କାନାଳ ସଦର ବ୍ଲକ

ବିଜେଡି ହାତରୁ ଖସୁଛି ଗୋଟିଏ ପରେ ଗୋଟିଏ ବ୍ଲକ୍ ଅଧ୍ୟକ୍ଷ ଆଉ ପୌରାଧ୍ୟକ୍ଷ । ଆଜି ଢେଙ୍କାନାଳ ସଦର ବ୍ଲକରେ ଅନାସ୍ଥାରେ ମାତ୍ ଖାଇଛି ବିଜେଡି ।

ଓଡ଼ିଶାରେ ଅଛନ୍ତି କେତେ ହାତୀ ?
Elephant Census: ଓଡ଼ିଶାରେ କେତେ ହାତୀ ? ୪୮ ବନଖଣ୍ଡରେ ଚାଲିଛି ଗଣନା

ହାତୀର ଗଡ଼ କୁହାଯାଉଥିବା ଆଠଗଡ଼ରେ କେତେ ଅଛନ୍ତି ଗଜରାଜ ? ଆଠଗଡ଼ ବନଖଣ୍ଡ ଅନ୍ତର୍ଗତ ୫ଟି ରେଞ୍ଜରେ ହାତୀଙ୍କ ସଂଖ୍ୟା ବଢ଼ିଛି ନା ହ୍ରାସ ପାଇଛି ?

କାଳ ହେଲା ଆଚାର
Snake Bite Deaths In Odisha: ଆଚାର ଆଣିବାକୁ ଛାତ ଉପରକୁ ଯାଇଥିଲେ, କାମୁଡ଼ି ଦେଲା ସାପ

କବିତା ସନ୍ଧ୍ୟା ସମୟରେ ଖାଦ୍ୟରେ ଆଚାର ଖାଇବାକୁ ମନ ବଳାଇଥିଲେ । ଏଥିପାଇଁ ସେ ଘର ଛାତ ଉପରେ ରହିଥିବା ଆଚାର ଆଣିବା ପାଇଁ ଯାଇଥିଲେ । କିନ୍ତୁ ଅନ୍ଧାରରେ ଏକ ସାପ ତାଙ୍କ ହାତକୁ କାମୁଡି ଦେଇଥିଲା ।

ପ୍ରଧାନମନ୍ତ୍ରୀଙ୍କ ବିମାନରେ ତ୍ରୁଟି
PM Narendra Modi: ପ୍ରଧାନମନ୍ତ୍ରୀଙ୍କ ବିମାନରେ ତ୍ରୁଟି, ଏୟାରପୋର୍ଟରେ ଅଟକି ରହିଲା ବିମାନ

ପ୍ରଧାନମନ୍ତ୍ରୀଙ୍କ ବିମାନରେ ବୈଷୟିକ ତ୍ରୁଟି କାରଣରୁ ଏହି ବିମାନଟି ଦେଓଘର ବିମାନ ବନ୍ଦରରେ କିଛି ସମୟ ଅଟକି ରହିଥିଲା । ଯାହା ଫଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀ ଫେରିବାରେ ସାମାନ୍ୟ ବିଳମ୍ବ ହୋଇଥିଲା ।

‘ପେସା ଆଇନ ପାଇଁ ନିଆଯିବ ଲୋକଙ୍କ ମତ’
Odisha Govt On PESA Act: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପେସା ଆଇନ ଲାଗୁ ପୂର୍ବରୁ ନିଆଯିବ ଲୋକଙ୍କ ମତ

ପେସା ଆଇନ୍‌ ଲାଗୁ କରିବା ପୂର୍ବରୁ ଲୋକଙ୍କ ମତ ନେବା ସହ ସଚେତନତା ସଭା କରିବେ ରାଜ୍ୟ ସରକାର ।

ବାଲିଯାତ୍ରା ପାଇଁ ଟ୍ରାଫିକ୍‌ କଟକଣା
Bali Jatra 2024 Traffic Advisory: ବାଲିଯାତ୍ରା ପାଇଁ ଟ୍ରାଫିକ୍‌ କଟକଣା, ଜାଣନ୍ତୁ କେଉଁଠି କରିବେ ଗାଡ଼ି ପାର୍କିଂ...

କଟକ ବାଲିଯାତ୍ରା ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା ଜାରି କରାଯାଇଛି । ଆସନ୍ତାକାଲିଠାରୁ ୨୨ ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ ।

ପ୍ରଗତିର ମୁଖଶାଳା ପାରାଦୀପ
Paradeep Boita Bandana Utsav 2024: ‘ପାରାଦୀପ ହେଉଛି ପ୍ରଗତିର ମୁଖଶାଳା, ଡବଲ ଇଞ୍ଜିନ ସରକାର ଓଡ଼ିଶାର ବିକାଶକୁ ଦୁଇଗୁଣା କରିବ’: Mohan Majhi

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ଯୋଗୁ ଏହା ଆଜି ଦେଶରେ ଏକ ନମ୍ବର ବନ୍ଦର ହୋଇପାରିଛି । ଆଗକୁ ଅସ୍ତରଙ୍ଗ ସମେତ ଓଡ଼ିଶାର ଅନେକ ସ୍ଥାନରେ ନୂଆ ବନ୍ଦର ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ସଫ୍ଟ ଏନକ୍ଲୋଜରକୁ ଗଲା ଜିନତ୍‌
Similipal Tiger Reserve: ଶିମିଳିପାଳର ସଫ୍ଟ ଏନକ୍ଲୋଜରକୁ ଗଲା ବାଘୁଣୀ 'ଜିନତ୍'

ମହାରାଷ୍ଟ୍ର ତଡ଼ବା ଜଙ୍ଗଲରୁ ବାଘୁଣୀ ଯମୁନା ଆସିବାର ୧୭ ଦିନ ପରେ, ଗତକାଲି ଆସିଛି ଦ୍ବିତୀୟ ବାଘୁଣୀ ଜିନତ୍‌ ।

ଉନ୍ମୋଚନ ହେଲା ବିର୍ସା ମୁଣ୍ଡାଙ୍କ ବିରାଟ ପ୍ରତିମୂର୍ତ୍ତି
Birsa Munda: ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ, ଦିଲ୍ଲୀରେ ବିରାଟ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ କେନ୍ଦ୍ର ଗୃହମନ୍ତ୍ରୀ

ଏହି ଅବସରରରେ ନିଜ ଉଦବୋଧନରେ ବିର୍ସା ମୁଣ୍ଡାଙ୍କୁ ଜଣେ ମହାନ ସ୍ବାଧୀନତା ସଂଗ୍ରାମୀ ବୋଲି କହିଥିଲେ ଅମିତ ଶାହ । ଏଥିସହ ସେ କହିଥିଲେ, ୧୮୭୫ ମସିହାର ମାଧ୍ୟମିକ ଶିକ୍ଷା ଗ୍ରହଣ ବେଳେ ବିର୍ସା ମୁଣ୍ଡା ଧର୍ମାନ୍ତରୀକରଣ ବିରୋଧରେ ସ୍ବର ଉଠାଇଥିଲେ।

ଗୋଟିଏ ଟିମ୍‌ରେ ୪ କ୍ୟାପଟେନ୍‌
IPL 2025: ଗୋଟିଏ ଟିମ୍‌ରେ ୪ କ୍ୟାପଟେନ୍‌; କେହି ନୁହଁନ୍ତି କାହାଠୁ କମ୍‌, ଜାଣନ୍ତୁ କିଏ...କିଏ

ଗତ ସିଜିନ୍‌ ଭଳି ଏହି ସିଜିନ୍‌ରେ ମଧ୍ୟ ମୁମ୍ବାଇ ଇଣ୍ଡିଆନ୍ସ ଚାରି ଜଣ କ୍ୟାପଟେନଙ୍କୁ ନେଇ ଖେଳିବାକୁ ଯାଉଛି ।

ଧୋନିଙ୍କୁ ହାଇକୋର୍ଟରୁ ନୋଟିସ୍‌
MS Dhoni: IPL ୨୦୨୫ ପୂର୍ବରୁ ବଢ଼ିଲା ଧୋନିଙ୍କ ଅଡ଼ୁଆ, ଝାଡ଼ଖଣ୍ଡ ହାଇକୋର୍ଟ ପକ୍ଷରୁ ଆସିଲା ନୋଟିସ୍‌

ଏକ ବ୍ୟବସାୟିକ ଠକେଇ ମାମଲାରେ ଝାଡ଼ଖଣ୍ଡ ହାଇକୋର୍ଟ ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କୁ ନୋଟିସ୍‌ ପଠାଇଛି ।

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।