'କଂଗ୍ରେସ୍ ସହ ହାତ ମିଳେଇବା, ରାଜ୍ୟରେ ସରକାର କରିବା' । ବିଜେଡି ସାଂସଦ ଦେବାଶିଷ ସାମନ୍ତରାୟଙ୍କ ଦଳୀୟ ସଭାରେ ଏଭଳି ବକ୍ତବ୍ୟ ପରେ ରାଜ୍ୟ ରାଜନୀତିରେ ବଢ଼ିଛି ଚର୍ଚ୍ଚା ।
ପ୍ରବାସୀ ଓଡ଼ିଆଙ୍କୁ ଘାରିଛି ରାସନକାର୍ଡ କେୱାଇସି ଅପଡେଟ୍ ଚିନ୍ତା । ରାଜ୍ୟ ବାହାରେ ପେଟପାଟଣା ପାଇଁ ଖଟୁଥିବା ଲୋକେ ଛୁଟି ନେଇ ଖର୍ଚ୍ଚାନ୍ତ ହୋଇ ଗାଁକୁ ଆସିବା ସମ୍ଭବ ହେଉ ନଥିବା ବେଳେ କିଛି ଡିଲର ସେମାନଙ୍କ ପାଖେ ପହଞ୍ଚି ଶୋଷଣ କରିବା ଆରମ୍ଭ କଲେଣି ।
କେତେବାଟ ଆଗେଇଲା ଭରତପୁର ଥାନା କାଣ୍ଡର ତଦନ୍ତ? ଏଭଳି ସମ୍ବେଦନଶୀଳ ଘଟଣାରେ କେବଳ ପୋଲିସ ଅଧିକାରୀଙ୍କ ନିଲମ୍ବନରେ କାର୍ଯ୍ୟାନୁଷ୍ଠାନ ଅଟକିଯିବ, ନା ଆଗକୁ ବଢ଼ିବ ?
କେତେବାଟ ଆଗେଇଲା ଭରତପୁର ଥାନା କାଣ୍ଡର ତଦନ୍ତ? ଏଭଳି ସମ୍ବେଦନଶୀଳ ଘଟଣାରେ କେବଳ ପୋଲିସ ଅଧିକାରୀଙ୍କ ନିଲମ୍ବନରେ କାର୍ଯ୍ୟାନୁଷ୍ଠାନ ଅଟକିଯିବ, ନା ଆଗକୁ ବଢ଼ିବ ?
ଉଦଘାଟନ ଦିନ ମାଲକାନଗିରି ବିମାନବନ୍ଦରକୁ ନେଇ ଯାହା ଆଶଙ୍କା କରାଯାଉଥିଲା, ତାହା ସତ ପ୍ରମାଣିତ ହୋଇଛି । ମାଲକାନଗିରିରେ ବାସ୍ତବରେ କ’ଣ ଉଦଘାଟନ ହୋଇଥିଲା, ଏୟାରପୋର୍ଟ ନା ଏୟାରଷ୍ଟ୍ରିପ୍ ?
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅତି ନିକଟରେ ପାଇ ପ୍ରବାସୀ ଭାରତୀୟମାନେ ପିଏମଙ୍କ ସହ ସେଲଫି ନେବା ସହ ଖୁସି ପ୍ରକାଶ କରିଛନ୍ତି ।
ବିଜେପି ସରକାରର ଶହେ ଦିନର ପୂର୍ତ୍ତି ଅବସରରେ ୩ ଦିନିଆ କେନ୍ଦୁଝର ଓ ମୟୂରଭଂଜ ଗସ୍ତରେ ଯାଇଥିଲେ ମୁଖ୍ୟମନ୍ତ୍ରୀ । ଆଜି ଶେଷ ଦିନରେ ରାଇସୁଆଁ ଏୟାରଷ୍ଟ୍ରିପରୁ ବାରିପଦା ଅଭିମୁଖେ ବାହାରିବା ବେଳେ ଯାନ୍ତ୍ରିକ ତ୍ରୁଟି ଦେଖାଯାଇଥିଲା ।
କାହିଁକି ଏକପାଖିଆ ଭାଇରାଲ କରାଯାଉଛି ପୀଡ଼ିତାଙ୍କ ଭିଡ଼ିଓ ? କୁଆଡ଼େ ଗଲା ପୀଡ଼ିତା ସୁଟ୍ କରିଥିବା ଥାନା ପରିସରର ଭିଡ଼ିଓ ? ପୀଡ଼ିତାଙ୍କ ଚରିତ୍ର ସଂହାର ସହ ବଦନାମ୍ ପାଇଁ କରାଯାଉଛି କି ଭାଇରାଲ୍ ?
ବାରମ୍ବାର ବିଏମ୍ସି ଅଫିସକୁ ଦୌଡି ନିରାଶ ହେବା ପରେ ଶେଷରେ ଅଫିସ୍ ଚାମ୍ବର ଭିତରେ ପରିସ୍ରା କରି ପ୍ରତିବାଦ ଜଣାଇଛନ୍ତି ୪୫ ନମ୍ବର ୱାର୍ଡର ଶବର ସାହି ବାସିନ୍ଦା ।
ନବୀନ ସରକାର ଉପରେ ଲଗାଇଥିବା ଚାର୍ଜସିଟ୍ ଉପରେ ଆକ୍ସନ କେବେ ? ଶହେ ଦିନର ମୋହନ ସରକାରରେ ପୂରା ହୋଇଛି ବହୁ ପ୍ରତିଶ୍ରୁତି।୧୦୦ ଦିନର ଉପଲବ୍ଧି ଜାଣିଲେ ଲୋକେ, ଏବେ ଆକ୍ସନକୁ ଅପେକ୍ଷା।
ଭରତପୁର ଥାନା ଘଟଣା ଏବେ ରାଜନୀତିର ମୁଖ୍ୟ ମୁଦ୍ଦା। ରାଜ୍ୟଠୁ ଆରମ୍ଭ କରି ଜାତୀୟ ସ୍ତରଯାଏ ସବୁଠି ଏହି ଘଟଣାକୁ ନେଇ ଚର୍ଚ୍ଚା।
ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ସ୍ମୃତିରେ ଓଟିଭି ପକ୍ଷରୁ ଗତ ୩ ବର୍ଷ ଧରି ସ୍କଲାରସିପ୍ ବ୍ୟବସ୍ଥା ଆରମ୍ଭ ହୋଇଛି ।
ଭରତପୁର ଥାନା ଘଟଣା ଏବେ ରାଜନୀତିର ମୁଖ୍ୟ ମୁଦ୍ଦା। ରାଜ୍ୟଠୁ ଆରମ୍ଭ କରି ଜାତୀୟ ସ୍ତରଯାଏ ସବୁଠି ଏହି ଘଟଣାକୁ ନେଇ ଚର୍ଚ୍ଚା।
ବାରମ୍ବାର ବିଏମ୍ସି ଅଫିସକୁ ଦୌଡି ନିରାଶ ହେବା ପରେ ଶେଷରେ ଅଫିସ୍ ଚାମ୍ବର ଭିତରେ ପରିସ୍ରା କରି ପ୍ରତିବାଦ ଜଣାଇଛନ୍ତି ୪୫ ନମ୍ବର ୱାର୍ଡର ଶବର ସାହି ବାସିନ୍ଦା ।
ଦେବାଶିଷ ଆହୁରି ମଧ୍ୟ କହିଛନ୍ତି ଯେ, ହାଇକୋର୍ଟରେ ୭ଟି କେସ୍ ଫାଇଲ ହୋଇଛି। ସେଠି ଯେଉଁ ବାଇ-ଇଲେକ୍ସନ ହେବ, ସେଥିରେ ନବୀନ ବାବୁ କେବଳ ହାତ ହଲେଇଦେଇ ଆସିଗଲେ, ଆମେ ଜିତିଯିବୁ।
ଗିରଫର ପ୍ରାୟ ୪ ଘଣ୍ଟା ମଧ୍ୟରେ ମିଳିଲା ବେଲ୍ । ୧୫ ତାରିଖ ରାତି ୨ଟାରେ ମେଜର ଓ ତାଙ୍କ ବାନ୍ଧବୀ ଫେରୁଥିବା ବେଳେ ଝମେଲା କରିଥିଲେ ୭ ଜଣ ।
ସେନା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସ ନିର୍ଯାତନା ଦେଇଛି। ବାନ୍ଧବୀଙ୍କୁ ଯୌନ ନିର୍ଯାତନା ସହ ସେନାଧିକାରୀଙ୍କୁ ହାଜତରେ ପୂରାଇଛନ୍ତି। ମାମଲାକୁ ଗୁରୁତ୍ବର ସହ ନେଇ ଏଥିରେ ହସ୍ତକ୍ଷେପ କରିବାକୁ ନିବେଦନ କରିଛନ୍ତି ସେନା ଅଧିକାରୀ ।
ଆସନ୍ତା ୨୯ ତାରିଖ ରବିବାର ସନ୍ଧ୍ୟାରେ ସ୍ଥାନୀୟ ଆତିଥ୍ୟ ସମ୍ମିଳନୀ କକ୍ଷରେ ଆୟୋଜିତ ହେବାକୁ ଥିବା ଏକ ମନୋଜ୍ଞ ସାରସ୍ୱତ ସମାବେଶରେ କଥାଶିଳ୍ପୀ ଶିଳ୍ପୀ ପ୍ରଦୋଷ ମିଶ୍ରଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ ।
ସିସିଟିଭି ଆଧାରରେ ୭ ଜଣଙ୍କୁ ଧରିଲା କମିଶନରେଟ ପୋଲିସ । ଧରାପଡ଼ିଥିବା ୭ ଜଣଙ୍କୁ ଚନ୍ଦକା ଥାନାରେ ପଚରାଉଚରା କରୁଛି ।
ଆପଲ୍ ଷ୍ଟୋର ଖୋଲିବା ମାତ୍ରେ ଆଇଫୋନ୍ ୧୬ କିଣିବା ପାଇଁ ଲୋକମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା ।