• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

Santosh Kumar Sahoo

Editor

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ...more

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।

less

Posts by Santosh Kumar Sahoo

Spacewalk
ଭୂପୃଷ୍ଠରୁ ୭୩୭ କିଲୋମିଟର ଉପରେ ସ୍ପେସ୍‌ ୱାକ୍‌ କଲେ ୨ ମହାକାଶଚାରୀ

ସ୍ପେସ୍-ଏକ୍ସର ଏହି ମିଶନର ନାଁ ପୋଲାରିସ୍ ଡନ୍ ରଖାଯାଇଛି । ଏହି ମିଶନରେ ୪ ଜଣ ଯାତ୍ରୀ ମହାକାଶ ଯାନର କ୍ୟାପସୁଲ ଖୋଲି ଅନ୍ତରୀକ୍ଷରେ ପାଦ ରଖିଛନ୍ତି ।

 Divyang
ତୃତୀୟ ଶ୍ରେଣୀର ଝିଅ ଉଠାଉଛି ଦିବ୍ୟାଙ୍ଗ ବାପାର ବୋଝ

ସକାଳ ହେଲେ ଦୃଷ୍ଟିହୀନ ବାପାଙ୍କ ହାତ ଧରି ବଜାରରୁ ପାଉଁରୁଟି କିଣି ଗାଁ ଗାଁ ବୁଲି ବିକ୍ରି କରୁଛି । ସେଥିରୁ ଯାହା ରୋଜଗାର ହେଉଛି, ସେତିକିରେ ଚଳି ଯାଉଛି ପରିବାର ।

Low Pressure
ଆସୁଛି ଆଉ ଏକ ଲଘୁଚାପ, ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ

ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ୧୫ ତାରିଖ ପର୍ଯ୍ୟନ୍ତ ୩ ଦିନ ବର୍ଷା ସମ୍ଭାବନା ରହିଛି ।

Ajit Doval
ପୁଟିନଙ୍କୁ ଭେଟିଲେ NSA ଅଜିତ ଡୋଭାଲ୍

ସେଣ୍ଟ ପିଟର୍ସବର୍ଗରେ ଭ୍ଲାଦିମିର ପୁଟିନ୍ ଓ ଅଜିତ ଡୋଭାଲ ୱାନ୍ ଟୁ ୱାନ୍ ବୈଠକରେ ଆଲୋଚନା କରିଛନ୍ତି ।

Gold Shop
ସୁନା କିଣୁଥିଲେ ସାବଧାନ, ଗ୍ରାହକଙ୍କୁ ଲୁଟୁଛନ୍ତି ସୁନା ଦୋକାନୀ

ଖୋର୍ଦ୍ଧା, କଟକ ଓ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ଠକେଇ ହୋଇଛି । ଗତବର୍ଷ ମଧ୍ୟ ୪୯୫ ସୁନା ବ୍ୟବସାୟୀ ଗ୍ରାହକଙ୍କୁ ଠକିଥିଲେ ।

Truck Accident
କେନାଲକୁ ଖସିଲା ଟ୍ରକ୍‌, ଚାଲିଗଲା ୭ ଜୀବନ

ଟ୍ରକ୍‌ ଡ୍ରାଇଭର ରାସ୍ତାରେ ଥିବା ଏକ ଖାଲରୁ ବର୍ତ୍ତିବାକୁ ଚେଷ୍ଟା କରୁଥିବାବେଳେ ନିୟନ୍ତ୍ରଣ ହରାଇ ଗାଡ଼ିଟି କେନାଲ ଭିତରେ ଖସି ପଡ଼ିଥିଲା । ଏହି ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

Capital Hospital
କ୍ୟାପିଟାଲ ହସ୍ପିଟାଲରେ ଡାକ୍ତର ମରୁଡ଼ି ! ଚିକିତ୍ସା ନପାଇ ରୋଗୀ ହନ୍ତସନ୍ତ

କ୍ୟାପିଟାଲ ହସ୍ପିଟାଲରେ ରହିବା କଥା ୧୭୫ ଜଣ ଡାକ୍ତର । ହେଲେ ଏବେ ୬୪ ପଦବୀ ଅର୍ଥାତ୍ ୩୭ ପ୍ରତିଶତ ଡାକ୍ତର ପଦ ଖାଲି ପଡ଼ିଛି ।

Berhampur
ଚୋରି କରିବାକୁ ଆସି ବେକ କାଟି ଦେଲା ଚୋର

ରକ୍ତାକ୍ତ ଅବସ୍ଥାରେ ଉଭୟ ସ୍ବାମୀ-ସ୍ତ୍ରୀଙ୍କୁ MKCG ମେଡିକାଲରେ ଭର୍ତ୍ତି କରାଯାଇଛି । ପୂରା ମାମଲାରେ ଏବେ ପୋଲିସ୍ ତଦନ୍ତ କରୁଛି ।

Special Story
ପରପୁରୁଷ ସହ ଚାଲିଗଲା ମାଆ, ସାପ କାମୁଡ଼ାରେ ଆଖିବୁଜିଲେ ବାପା...କେମିତି ଚଳିବ କୁନି ଝିଅ...

ଯମୁନା ଏବେ ତୃତୀୟ ଶ୍ରେଣୀରେ ପାଠ ପଢ଼ୁଛି । ଘରେ ରୋଜଗାରିଆ କେହି ନଥିବାରୁ ବୃଦ୍ଧ ଜେଜେ ମାଆ ଓ ଜେଜେ ବାପା ମୂଲ ଲାଗିବା ସହ ଛେଳି ଚାଷ କରି ପରିବାର ଚଳାଉଛନ୍ତି ।

Vigilance Raid
ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୮ଟି ସ୍ଥାନରେ ଚାଲିଛି ଚଢ଼ାଉ

ବ୍ରହ୍ମପୁର ତୁଳସୀନଗରର ୪ ମହଲା ବିଶିଷ୍ଟ ବିଲଡିଂ, ଭଞ୍ଜନଗର ଏନଏସିରେ ଥିବା ନିର୍ମାଣାଧୀନ ଏକ ଦୁଇ ମହଲା ଘର ଓ ଏକ ତିନି ମହଲା ଘରେ ଚାଲିଛି ରେଡ୍ ।

Ganesh Puja
ଡାକ୍ତର ବେଶରେ ଶ୍ରୀଗଣେଶ, କଲେ ମୂଷିକର ଚିକିତ୍ସା

ଏହି ନିଆରା ପୂଜା ମଣ୍ଡପ ବନାଇ ଚର୍ଚ୍ଚାରେ କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁରର ଯୁବଗୋଷ୍ଠୀ । ଏହି ପୂଜା ମାଧ୍ୟମରେ ସେମାନେ ବାର୍ତ୍ତା ଦେଇଛନ୍ତି ଯେ ଡାକ୍ତର ହେଉଛନ୍ତି ଚଳନ୍ତି ଭଗବାନ ।

9/11 Attack
୯/୧୧ ଆକ୍ରମଣକୁ ପୁରିଲା ୨୩ ବର୍ଷ, ଚାଲିଯାଇଥିଲା ୩ ହଜାରରୁ ଅଧିକ ଲୋକଙ୍କ ଜୀବନ

ଏହି ଆକ୍ରମଣ ପଛର ମୁଖ୍ୟ ଖଳନାୟକ ଥିଲା ଅଲ କାଏଦା ମୁଖ୍ୟ ଓସାମା ବିନ୍ ଲାଡେନ୍ । ଏହି ଭୟଙ୍କର ଆତଙ୍କୀ ଆକ୍ରମଣର ପୁରା ପ୍ଲାନ କରିଥିଲା ଲାଡେନ୍ ।

Ganesh Puja
ଡିଜେ କଲା ବାଇଆ, ଗଣେଶଙ୍କୁ ଏକୁଟିଆ ଛାଡି ଭକ୍ତ ଫେରାର

ତମାଣ୍ଡୋ ଥାନା ଅଞ୍ଚଳ ଭଗବାନପୁର ମା’ ମଙ୍ଗଳା କ୍ଳବ ପକ୍ଷରୁ ପ୍ରଭୁ ଗଣନାଥଙ୍କ ପୂଜା ପାଇଁ ଆୟୋଜନ ହୋଇଥିଲା। ପୂର୍ବରୁ ଡିଜେ ପାଇଁ ବରାଦ୍ ବି ଦିଆ ସରିଥିଲା। ହେଲେ ଠିକ୍ ସମୟକୁ କମିଶନରେଟ୍ ପୁଲିସ୍ ଡିଜେ ବ୍ୟାନ କଲା ।

Forester
୧୦ ଘଣ୍ଟା ପରେ ଫେରିଲା ଫରେଷ୍ଟରଙ୍କ ଚେତା, ଭୁଲରେ ବାଜିଥିଲା ଟ୍ରାଙ୍କୁଲାଇଜ୍‌ ଇଞ୍ଜେକସନ୍‌

ଢେଙ୍କାନାଳ ହସ୍ପିଟାଲରେ ଗତକାଲି ଦୁଇ ଘଣ୍ଟାର ଚିକିତ୍ସା ପରେ ଆଇସିୟୁର ସୁବିଧା ନଥିବା ହେତୁ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ସୁଧାର ଆସିପାରିନଥିଲା । ଫଳରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା ।

Semicon India -2024
ଆଜି ସେମିକନ୍ ଇଣ୍ଡିଆ-୨୦୨୪କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ଚଳିତ ବର୍ଷର ବିଷୟବସ୍ତୁ ‘ସାପିଂ ଦ ସେମିକଣ୍ଡକ୍ଟର୍ ଫ୍ୟୁଚର୍ ’କୁ ନେଇ ସେପ୍ଟେମ୍ବର ୧୩ ଯାଏ ତିନି ଦିନିଆ ସମ୍ମିଳନୀ ଆୟୋଜିତ ହେବ ।

Ganesh idol
ଗୁଡ଼ରେ ତିଆରି ହୋଇଛି ୭୫ ଫୁଟର ଗଣେଶ, ଦେଖିବାକୁ ଭକ୍ତଙ୍କ ପ୍ରବଳ ଭିଡ଼

ବିଶାଖାପାଟଣା ସହରରେ କେବେ ଚାଉଳରେ, କେବେ ଚୁଡ଼ିରେ, କେବେ ନଡ଼ିଆରେ ସୁଉଚ ଗଣେଶ ମୂର୍ତ୍ତି ନିର୍ମାଣ କରାଯାଇଥାଏ । କିନ୍ତୁ ଚଳିତ ବର୍ଷ ସହରର ଗାଜୁୱାକା ନିକଟରେ ଲମ୍ବୋଦର ଚାରିଟେବୁଲ ଟ୍ରଷ୍ଟ ଦ୍ୱାରା ନିର୍ମାଣ ହୋଇଛି ୭୫ ଫୁଟର ଗଣେଶ । ଯାହା ଖାଇବା ଗୁଡରେ ତିଆରି ହୋଇଛି।

Arindam Sil
ସୁଟିଂ ସେଟ୍‌ରେ ମାନିଲେନି ନିର୍ଦ୍ଦେଶକ, ଅଭିନେତ୍ରୀଙ୍କୁ କୋଳରେ ବସାଇ କଲେ ଏମିତି...

ନିକଟରେ ଜଣେ ଅଭିନେତ୍ରୀ ନିର୍ଦ୍ଦେଶକ ଅରିନ୍ଦମ ସିଲଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି । ଅଭିନେତ୍ରୀ ଅଭିଯୋଗ କରିଛନ୍ତି ଯେ ଏକ ଫିଲ୍ମର ସୁଟିଂ ସମୟରେ ନିର୍ଦ୍ଦେଶକ ତାଙ୍କୁ ବିନା ଅନୁମତିରେ ସର୍ବସାଧାରଣରେ କିସ୍‌ କରିଥିଲେ ।

Doctor Protest
କୋଲକାତା ଲଜ୍ଜା: ଡାକ୍ତରଙ୍କୁ ସୁପ୍ରିମକୋର୍ଟଙ୍କ ଡେଡ୍‌ଲାଇନ୍‌, କାଲି ସନ୍ଧ୍ୟା ସୁଦ୍ଧା କାର୍ଯ୍ୟରେ ଯୋଗ ଦିଅ

ଆସନ୍ତାକାଲି ସନ୍ଧ୍ୟା ୫ଟା ସୁଦ୍ଧା ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲ ଡାକ୍ତରଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ଅନୁରୋଧ କରିଛନ୍ତି ସୁପ୍ରିମକୋର୍ଟ ।

SRC
‘ରାଜ୍ୟରେ ନାହିଁ ବନ୍ୟା ସ୍ଥିତି, ଲଗାଣ ବର୍ଷା ଯୋଗୁଁ ଫୋକସରେ ମାଲକାନଗିରି’

ଲଗାଣ ବର୍ଷା ଯୋଗୁଁ ଫୋକସରେ ମାଲକାନଗିରି ଜିଲ୍ଲା ରହିଛି । ମାଲକାନଗିରି ଓ କାଲିମେଳା ବ୍ଲକ ଅଧିକ ପ୍ରଭାବିତ ହୋଇଛି ।

Deep Depression
ଓଡ଼ିଶା ଉପକୂଳ ଅତିକ୍ରମ କଲା ଗଭୀର ଅବପାତ, ଅତି ଭୀଷଣ ବର୍ଷା ନେଇ ୧୦ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଗଭୀର ଅବପାତ ପ୍ରଭାବରେ ଆଜି ସାରା ରାଜ୍ୟରେ ଭୀଷଣ ବର୍ଷା ହେବ। ଅତି ଭୀଷଣ ବର୍ଷା ସମ୍ଭାବନା ଥିବା ୧୦ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।