• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

Santosh Kumar Sahoo

Editor

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ...more

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।

less

Posts by Santosh Kumar Sahoo

ECI
ଆଜି ବାଜିବ ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ନିର୍ବାଚନୀ ବିଗୁଲ, ଦିନ ୩.୩୦ରେ ଘୋଷଣା ହେବ ତାରିଖ

ଏହି ଦୁଇ ରାଜ୍ୟରେ ଦୁଇରୁ ତିନଟି ପର୍ଯ୍ୟାୟରେ ମତଦାନ ହୋଇପାରେ । ମହାରାଷ୍ଟ୍ରରେ ୨୮୮ଟି ବିଧାନସଭା ଆସନ ଥିବାବେଳେ ଝାଡ଼ଖଣ୍ଡର ୮୧ଟି ବିଧାନସଭା ଆସନରେ ନିର୍ବାଚନ ହେବାକୁ ଯାଉଛି।

Air India
ଟଳିଗଲା ମଝି ଆକାଶରେ ଆତଙ୍କ, ନିରାପଦ ଅବତରଣ କଲା ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନ

ଏହି ଘଟଣାରେ ଏୟାର ଇଣ୍ଡିଆ ଏକ୍ସପ୍ରେସ ପକ୍ଷରୁ ସ୍ପଷ୍ଟୀକରଣ ରଖାଯାଇଛି । କୁହାଯାଇଛି- ବିମାନ କ୍ରୁ ପକ୍ଷରୁ କୌଣସି ଏମର୍ଜେନ୍ସି ଘୋଷଣା କରାଯାଇନଥିଲା ।

Durga Puja
ରାଜଧାନୀରେ ମଣ୍ଡପ ବୁଲିଲେ ମୁଖ୍ୟମନ୍ତ୍ରୀ

ଏବର୍ଷ ଦୁର୍ଗା ପୂଜା ପେଣ୍ଡାଲରେ ନୂଆ ଦୃଶ୍ୟ। ରାଜଧାନୀରେ ବିଭିନ୍ନ ପେଣ୍ଡାଲ ବୁଲି ମାଆଙ୍କ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସବୁଠି ତାଙ୍କୁ ମିଳିଛି ସମ୍ବର୍ଦ୍ଧନା।

Durga Puja
ଟ୍ୱିନ୍‌ସିଟିରେ ଏଥର ପୂଜା ବଜେଟ୍ ୬ ଶହ କୋଟି ପାର୍

ଲକ୍ଷେ କି କୋଟିଏ ନୁହେଁ। ମା’ଜଗତଜନନୀଙ୍କ ଆରାଧନା ପାଇଁ ପୂଜା କମିଟି ଗୁଡ଼ିକ ଶହ ଶହ କୋଟି ଖର୍ଚ୍ଚ କରୁଛନ୍ତି। ମେଢ ହେଉ କି ତୋରଣ, ରାବଣପୋଡ଼ି ହେଉ କି ଭସାଣ। ଟ୍ବିନସିଟିରେ ସତେଯେମିତି ଚାଲିଛି ବ୍ୟୟବହୁଳ ପୂଜା ଆୟୋଜନ ପାଇଁ ପ୍ରତିଯୋଗିତା।

Paddy Procurement
ଧାନ କିଣା ବେଳେ ଆଉ ହୋଇପାରିବନି କଟନି ଛଟନି

ଆଉ ହେବନି କଟନି ଛଟନି। ଚଳିତ ଖରିଫ ଋତୁରେ ଧାନ କିଣା ବେଳେ ମଣ୍ଡି ଏବଂ ଲ୍ୟାମ୍ପସରେ ଲାଗିବ କ୍ବାଲିଟି ଆନାଲାଇଜର ମେସିନ୍। କ୍ବିଣ୍ଟାଲ ପିଛା 31 ଶହ ଟଙ୍କାରେ ଚାଷୀଙ୍କଠୁ ଧାନ କିଣିବାକୁ ସ୍ଥିର କରିବା ପରେ ନିର୍ଧାରିତ ମାନର ଧାନ ସଂଗ୍ରହ ପାଇଁ ନୂଆ ବ୍ୟବସ୍ଥା...

membership campaign
ବିଜେପି ପ୍ରତି ବଢୁଛି ଯୁବ-ଛାତ୍ରଙ୍କ ସମର୍ଥନ

ଛିଡୁଛନ୍ତି ବିରୋଧୀ, ବଢୁଛି ଶାସକ ବିଜେପି। କ୍ଷମତା ଯିବା ପରେ ନେତା ତ ଛାଡୁଛନ୍ତି, ଯୁବ-ଛାତ୍ର ଗୋଷ୍ଠୀ ବି ବିଜେଡିଠୁ ମୁହଁ ଫେରାଇଲେଣି। କଂଗ୍ରେସରେ ବି ସମାନ ଦଶା।

Train Accident
ତାମିଲନାଡ଼ୁରେ ବଡ଼ ଟ୍ରେନ୍ ଦୁର୍ଘଟଣା, ମାଲବାହୀ ଟ୍ରେନ୍‌କୁ ଧକ୍କା ଦେଲା ମହୀଶୁର-ଦରଭଙ୍ଗା ଏକ୍ସପ୍ରେସ୍

ଟ୍ରାକରେ ଛିଡ଼ା ହୋଇଥିବା ମାଲବାହୀ ଟ୍ରେନ୍‌କୁ ଧକ୍କା ଦେଇଛି ଯାତ୍ରୀବାହୀ ଏକ୍ସପ୍ରେସ । ଏଥିରେ ଟ୍ରେନର ୫ରୁ ଅଧିକ ବଗି ଲାଇନଚ୍ୟୁତ ହେବା ସହିତ ସେଥିରେ ନିଆଁ ଲାଗି ଯାଇଥିବା ସୂଚନା ମିଳିଛି।

Noel Tata
ଟାଟା ଟ୍ରଷ୍ଟକୁ ମିଳିଲା ନୂଆ ଅଧ୍ୟକ୍ଷ

ଟାଟା ଟ୍ରଷ୍ଟସ୍ ର ଗୁରୁଦାୟିତ୍ୱ ହାତକୁ ଆସିବା ପରେ, ନୋଏଲ 'ଟାଟା ଗ୍ରୁପ୍' ଭଳି ବିଶାଳ ସାମ୍ରାଜ୍ୟର ଭବିଷ୍ୟତ ନିର୍ଦ୍ଧାରଣରେ ବି ପ୍ରମୁଖ ଭୂମିକା ଗ୍ରହଣ କରିବେ ବୋଲି କୁହାଯାଉଛି । କାରଣ ଟାଟା ଗ୍ରୁପ୍ ର ହୋଲ୍ଡିଂ କଂପାନୀ ଟାଟା ସନ୍ସର ୬୬ ପ୍ରତିଶତ ଅଂଶଧନ, ଟାଟା...

Paddy Procurement
ଧାନ କିଣା ବେଳେ ଆଉ ହୋଇପାରିବନି କଟନି ଛଟନି, ଲାଗିବ କ୍ବାଲିଟି ଆନାଲାଇଜର ମେସନ୍

ଆଉ ହେବନି କଟନି ଛଟନି। ଚଳିତ ଖରିଫ ଋତୁରେ ଧାନ କିଣା ବେଳେ ମଣ୍ଡି ଏବଂ ଲ୍ୟାମ୍ପସରେ ଲାଗିବ କ୍ବାଲିଟି ଆନାଲାଇଜର ମେସିନ୍। କ୍ବିଣ୍ଟାଲ ପିଛା 31 ଶହ ଟଙ୍କାରେ ଚାଷୀଙ୍କଠୁ ଧାନ କିଣିବାକୁ ସ୍ଥିର କରିବା ପରେ ନିର୍ଧାରିତ ମାନର ଧାନ ସଂଗ୍ରହ ପାଇଁ ନୂଆ ବ୍ୟବସ୍ଥା...

Durga Puja
ରାଜଧାନୀର ପୂଜା ମଣ୍ଡପରେ ନୂଆ ଦୃଶ୍ୟ, ସପତ୍ନୀକ ଆସି ଦୁର୍ଗା ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଏବର୍ଷ ଦୁର୍ଗା ପୂଜା ପେଣ୍ଡାଲରେ ନୂଆ ଦୃଶ୍ୟ। ରାଜଧାନୀରେ ବିଭିନ୍ନ ପେଣ୍ଡାଲ ବୁଲି ମାଆଙ୍କ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସବୁଠି ତାଙ୍କୁ ମିଳିଛି ସମ୍ବର୍ଦ୍ଧନା।

Durga Puja
ବ୍ୟୟବହୁଳ ହେଉଛି ଶାରଦୀୟ ଦୂର୍ଗାପୂଜା, ଟ୍ୱିନ୍‌ସିଟିରେ ଏଥର ପୂଜା ବଜେଟ୍ ୬ ଶହ କୋଟି ପାର୍

ଲକ୍ଷେ କି କୋଟିଏ ନୁହେଁ। ମା’ଜଗତଜନନୀଙ୍କ ଆରାଧନା ପାଇଁ ପୂଜା କମିଟି ଗୁଡ଼ିକ ଶହ ଶହ କୋଟି ଖର୍ଚ୍ଚ କରୁଛନ୍ତି। ମେଢ ହେଉ କି ତୋରଣ, ରାବଣପୋଡ଼ି ହେଉ କି ଭସାଣ। ଟ୍ବିନସିଟିରେ ସତେଯେମିତି ଚାଲିଛି ବ୍ୟୟବହୁଳ ପୂଜା ଆୟୋଜନ ପାଇଁ ପ୍ରତିଯୋଗିତା।

Air India
ଏୟାର ଇଣ୍ଡିଆ ବିମାନରେ ହାଇଡ୍ରୋଲିକ୍ ତ୍ରୁଟି ! ଲ୍ୟାଣ୍ଡିଂ ବେଳେ ସୃଷ୍ଟି ହୋଇପାରେ ସମସ୍ୟା

କେତେବେଳେ ବି ଏହା ତ୍ରିଚି ଏୟାରପୋର୍ଟରେ ଏମର୍ଜେନ୍ସିଂ ଲ୍ୟାଣ୍ଡିଂ କରିପାରେ । ଇନ୍ଧନ କମ୍ କରିବାକୁ ଆକାଶରେ ବାରମ୍ବାର ଚକ୍କର କାଟୁଛି ବିମାନ ।

Sambit Routray
ବିଜେଡି କନ୍ଦଳ ନିଆଁରେ ଘିଅ ଢାଳିଲେ ସମ୍ବିତ; କହିଲେ, ସ୍ବାର୍ଥ ପାଇଁ ଦଳ ଛାଡୁଛନ୍ତି ଆମଦାନୀ ନେତା

ବିପର୍ଯ୍ୟୟ ବେଳେ ଭୀରୁମାନେ ହିଁ ଡଙ୍ଗାରୁ ଡେଇଁପଡ଼ନ୍ତି ବୋଲି ସମ୍ବିତ କହିଛନ୍ତି ।

murder case
ଓଡ଼ିଶାରେ କରିଥିଲା ହତ୍ୟା, ସୁରତରୁ ଅଭିଯୁକ୍ତକୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଗତ ୨୦୨୪ ମାର୍ଚ୍ଚ ୨୯ ତାରିଖରେ ହୋଇଥିବା ହତ୍ୟାକାଣ୍ଡ ମାମଲାରେ ନାରାୟଣର ସଂପୃକ୍ତି ଥିଲା । ନାରାୟଣ ଓ ତା’ର ଅନ୍ୟ ସହଯୋଗୀ ମିଶି ଜଣେ ଯୁବକଙ୍କୁ ହତ୍ୟା କରିଥିଲେ ।

Prakash Behera
ବିଜେଡି ଛାଡ଼ିଲେ ପ୍ରକାଶ ବେହେରା, ନବୀନଙ୍କୁ ପଠାଇଲେ ଇସ୍ତଫା ପତ୍ର

ଗତ ସାଧାରଣ ନିର୍ବାଚନରେ କଟକ ବାରବାଟୀରୁ ବିଜେଡି ବିଧାୟକ ପ୍ରାର୍ଥୀ ଭାବେ ପ୍ରକାଶ ବେହେରା ନିର୍ବାଚନ ଲଢ଼ିଥିଲେ ।

Ratan Tata
ଶେଷଯାତ୍ରାରେ ରତନ ଟାଟା, ୱର୍ଲି ଅଭିମୁଖେ ମରଶରୀର

NCPA ଗ୍ରାଉଣ୍ଡରେ ଶେଷ ଦର୍ଶନ ପରେ ୱର୍ଲି ଅଭିମୁଖେ ରତନ ଟାଟାଙ୍କ ମରଶରୀର । ତେବେ ଆଉ କିଛି ସମୟ ପରେ ୱାର୍ଲିରେ ଟାଟାଙ୍କ ଅନ୍ତିମ ସଂସ୍କାର ହେବ ।

Ratan Tata
ରତନ ଟାଟାଙ୍କୁ ଭାରତ ରତ୍ନ ସମ୍ମାନ ଦେବାକୁ ଦାବି, ମହାରାଷ୍ଟ୍ର କ୍ୟାବିନେଟରେ ପାସ୍ ହେଲା ପ୍ରସ୍ତାବ

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ନେତୃତ୍ବରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ ମିଳିଛି ।

New Ration Card
କେନ୍ଦ୍ର ପରେ ରାଜ୍ୟ ବି ବଢ଼ାଇବ ମାଗଣା ଚାଉଳ ଅବଧି: ଖାଦ୍ୟ ଯୋଗାଣ ମନ୍ତ୍ରୀ

ରାଜ୍ୟରେ ରାସନ କାର୍ଡର E-KYC ଚାଲିଛି । ପାଖାପାଖି ୨ କୋଟି ୩୦ ଲକ୍ଷ E-KYC ସରିଥିବା କହିଛନ୍ତି କୃଷ୍ଣଚନ୍ଦ୍ର ପାତ୍ର ।

Shantanu Naidu
ରତନ ଟାଟାଙ୍କ ମୃତ୍ୟୁ ପରେ ଭାବପୂର୍ଣ୍ଣ ବିଦାୟ ଦେଲେ ଘନିଷ୍ଠ ସହଯୋଗୀ ଶାନ୍ତନୁ, ଲେଖିଲେ….

ଭାରତର ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ମୃତ୍ୟୁ ପରେ ତାଙ୍କ ଘନିଷ୍ଠ ସହଯୋଗୀ ତଥା ରତନ ଟାଟାଙ୍କ କାର୍ଯ୍ୟାଳୟର ଜେନେରାଲ ମ୍ୟାନେଜର ଶାନ୍ତନୁ ନାଇଡୁ ସୋସିଆଲ ମିଡିଆରେ ଏକ ଭାବପୂର୍ଣ୍ଣ ପୋଷ୍ଟ କରି ସମବେଦନା ଜଣାଇଛନ୍ତି ।

Kasatandi Flower
ଖିଲିଖିଲି ହସୁଛି କାଶତଣ୍ଡି, ଆସୁଛନ୍ତି ମା’ ଜଗତ୍‌ଜନନୀ

କାକର ଭିଜା ସରୁ ଓଢଣୀ ଟାଣି ହସୁଛି କାଶତଣ୍ତୀ ଫୁଲ । ସକାଳ ସୁରୁଜର ପହିଲି ଛୁଆଁରେ ଯେମିତି ଫୁଲେଇ ହେଉଛି । ହାଲକା ପବନରେ ନବ ବିବାହିତା ବୋହୂଟିଏ ପରି କେତେବେଳେ ନଇଁପଡ଼ୁଛି ତ ପୁଣି କେତେବେଳେ ମୁଣ୍ଡଟେକି ମୁରୁକି ହସି ଦେଉଛି ।