ରେଡ୍ ବେଳେ ପ୍ରାୟ ୫ ହଜାର ଲିଟର ପୋଚ ନଷ୍ଟ କରଛି ଅବକାରୀ ବିଭାଗ । ମାମଲାରେ ୬ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ।
ରତନ ଟାଟାଙ୍କ ମରଶରୀରକୁ ଏଠାରେ ଶେଷ ଦର୍ଶନ ପାଇଁ ଅପରାହ୍ନ ସାଢ଼େ ୩ଟା ପର୍ଯ୍ୟନ୍ତ ରଖାଯିବ। ଏହାପରେ ଅପରାହ୍ମ ୪ଟାରେ ୱର୍ଲି କ୍ରିମେଟୋରିୟମରେ ରାଷ୍ଟ୍ରୀୟ ମର୍ଯାଦା ସହ ତାଙ୍କର ଅନ୍ତିମ ସଂସ୍କାରର କାର୍ଯ୍ୟକ୍ରମ ରହିଛି ।
୧୯୯୫ ମସିହା ଡିସେମ୍ବର ୩୦ରେ ଗୋପାଳପୁର ଷ୍ଟିଲ ପ୍ରକଳ୍ପ ପାଇଁ ଓଡ଼ିଶା ଆସିଥିଲେ ଟାଟା । ସେତେବେଳେ ଏହି ପ୍ରକଳ୍ପ ଶିଳାନ୍ୟାସ କରିଥିଲେ ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି. ନରସିଂହ ରାଓ ।
ହରିୟାଣାରେ ବିଜେପିର ଐତିହାସିକ ଜିତାପଟ୍ ପରେ, ସରକାର ଗଠନ ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା। ଖୁବଶୀଘ୍ର ବିଧାୟକ ଦଳ ଓ ବିଜେପି ସଂସଦୀୟ ବୋର୍ଡ ନୂଆ ମୁଖ୍ୟମନ୍ତ୍ରୀ ନେଇ ନିଷ୍ପତ୍ତି ନେବାକୁ ଥିବା ବେଳେ, ନାୟବ ସିଂ ସୈନି ପୁଣି ସିଏମ୍ ବନିପାରନ୍ତି ବୋଲି ଚର୍ଚ୍ଚା ହେଉଛି।
ମହାଷଷ୍ଠୀର ଶୁଭ ମୁହୂର୍ତ୍ତରେ ମହିଳାଙ୍କୁ ମିଳିଛି ଦ୍ବିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ବାରିପଦା ସଭାରୁ ପ୍ରାୟ ୩୫ ଲକ୍ଷ ମହିଳାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାଣ୍ଟିଛନ୍ତି ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ସହାୟତା ରାଶି।
ଛାତ ତଳେ ଫସିଥିବା ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଏନଡିଆରଏଫ୍ ଟିମ୍ ଯାଉଥିବା ସୂଚନା ମିଳିଛି ।
ପ୍ରତିଦିନ ବିଳମ୍ବିତ ରାତିରେ ମଦ ପିଇ ପଡ଼ୁଛନ୍ତି ରାସ୍ତାଘାଟରେ । ଆଉ ଏମାନଙ୍କ ପାଇଁ ନାକେଦମ୍ ହେଉଛି ପୋଲିସ ।
ପ୍ରୋଟିନ୍ ସଂରଚନା ପୂର୍ବାନୁମାନ ପାଇଁ ଡେମିସ୍ ହାସାବିସ୍ ଏବଂ ଜନ୍ ଏମ୍. ଜମ୍ପରଙ୍କୁ ମିଳିତ ଭାବେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି ।
ଦୁଇଟି ପର୍ଯ୍ୟାୟରେ ମୋଟ ୬୦ ଲକ୍ଷ ମହିଳାଙ୍କୁ ସହାୟତା ରାଶି ମିଳିଛି । ଖୁବ୍ ଜଲ୍ଦି ତୃତୀୟ ପର୍ଯ୍ୟାୟରେ ବାକି ହିତାଧିକାରୀଙ୍କୁ ଟଙ୍କା ଦେବୁ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।
୨୦୨୮ ଡିସେମ୍ବର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ବୃଦ୍ଧି ନେଇ କେନ୍ଦ୍ର କ୍ୟାବିନେଟର ମଂଜୁରୀ ହୋଇଛି ।
ଏହା ହରିକେନ୍ ‘ମିଲଟନ୍’ ଅସ୍ୱାଭାବିକ ଭାବେ ପଶ୍ଚିମରୁ ପୂର୍ବକୁ ମୁହାଁଇଛି ଏବଂ ଲ୍ୟାଣ୍ଡଫଲ ପୂର୍ବରୁ ଏହାର ତୀବ୍ରତା ସାମାନ୍ୟ ହ୍ରାସ ଘଟିପାରେ ବୋଲି ପୂର୍ବାନୁମାନ କରାଯାଇଛି ।
ଅକ୍ଟୋବର ୯, ବୁଧବାର ଟିମ୍ ଇଣ୍ଡିଆ ୩୦ ମିନିଟ୍ ବ୍ୟବଧାନରେ ଦୁଇଟି ମ୍ୟାଚ୍ ଖେଳିବ ।
ସ୍ବପ୍ନ ମହଲ ଯାତ୍ରା ପାର୍ଟିର ମେଲୋଡି କାର୍ଯ୍ୟକ୍ରମରେ ନିଶା ମହାରଣା ଆଇଟମ ନୃତ୍ୟ ପରିବେଷଣ କରିଥିଲେ । ତେବେ ସେ ଅଶ୍ଳୀଳ ନୃତ୍ୟ ପରିବେଷଣ କରୁଥିବା ଅଭିଯୋଗ କରି ଜଣେ ଦର୍ଶକ ତାଙ୍କ ଉପରକୁ ଚେୟାର ମାଡ କରିଥିଲେ ।
ରାଜ୍ୟରେ ଲଗାତର ଗୋଟିଏ ସରକାର ୨୫ ବର୍ଷ ଶାସନ କରିବା ପରେ କ୍ଷମତାଚ୍ୟୁତ ହୋଇଛି । କିନ୍ତୁ ତଥାପି ସରିଲାନି ଏମାନଙ୍କ ଦୁଃଖ ।
ସାରା ଜୀବନ ଯିଏ ପାଖରେ ଠିଆ ହେଲା, ହାତ ଧରି ବାଟ ଚାଲିଲା, ଆଜି ତା’ର ଏ ଦୁଃଖ ସମୟରେ ତାକୁ ଛାଡ଼ି ଆଉ କୁଆଡ଼େ ଯିବି। ହାତ ଗୋଡ଼ରେ ଆଉ ବଳ ନାହିଁ ସତ, ହେଲେ ତାକୁ ଟେକି ଧରିବାକୁ ଯେତିକି ଶକ୍ତି ଦରକାର, ତାହା ମୁଁ...
୧୪ ମାସର ପୁଅକୁ ହତ୍ୟା ସହ ୧୦ ବର୍ଷର ଝିଅର ଗଳା କାଟିଲା ବାପା ।
ମୃତ୍ୟୁ ତଥା ଅବସରକାଳୀନ ଗ୍ରାଚୁଇଟି-DCRG ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ସେହିପରି ମହିଳା ଭକ୍ତ, ଦିବ୍ୟାଙ୍ଗ, ବୟୋବୃଦ୍ଧ ଓ ଛୋଟ ପିଲାଙ୍କ ପାଇଁ ସ୍ବତନ୍ତ୍ର ଧାଡିର ବ୍ୟବସ୍ଥା କରାଯିବ । ସମସ୍ତ ଭକ୍ତ ସାତପାହାଚ ବାଟରେ ପ୍ରବେଶ କରିବେ ଏବଂ ଦର୍ଶନ କରିବା ପରେ ଘଣ୍ଟି ଦ୍ବାରରେ ପ୍ରସ୍ଥାନ କରିବେ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି ।
ହରିୟାଣା ନିର୍ବାଚନ ଫଳାଫଳ ପରେ ଜଲେବିକୁ ନେଇ ଚର୍ଚ୍ଚା । କୁହାଯାଉଛି- ଜଲେବି ଖାଇଲେ ରାହୁଲ, ହେଲେ ସ୍ୱାଦ ନେଇଗଲା ବିଜେପି । ହରିୟାଣାରେ ବିଜେପିର ଜବରଦସ୍ତ ବିଜୟ ପରେ ସୋସିଆଲ୍ ମିଡିଆରେ ଟ୍ରେଣ୍ଡ କରୁଛି ହାସ୍ ଟ୍ୟାଗ୍ ଜଲେବି ।
ଏହି ବିଜୟ ସହ ଜମ୍ମୁ-କାଶ୍ମୀରର ମୁଖ୍ୟମନ୍ତ୍ରୀ ଚେହେରା ବି ଏକପ୍ରକାର ସ୍ପଷ୍ଟ । ନ୍ୟାସନାଲ କନଫରେନ୍ସ ମୁଖ୍ୟ ଫାରୁକ୍ ଅବଦୁଲ୍ଲା ଘୋଷଣା କରିଛନ୍ତି, ତାଙ୍କ ପୁଅ ଓମାର୍ ଅବଦୁଲ୍ଲା ବନିବେ ନେକ୍ସଟ ସିଏମ୍ ।