• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

Santosh Kumar Sahoo

Editor

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ...more

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।

less

Posts by Santosh Kumar Sahoo

Aparajita Bill
ପଶ୍ଚିମବଙ୍ଗ ବିଧାନସଭାରେ ପାରିତ ହେଲା ‘ଅପରାଜିତା’ ବିଲ୍‌, ଦୁଷ୍କର୍ମକାରୀଙ୍କୁ ମିଳିବ କଡ଼ାଦଣ୍ଡ

ପଶ୍ଚିମବଙ୍ଗ ବିଧାନସଭାରେ ଏହି ବିଲ୍ ଉପରେ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ବିଲ୍‌କୁ ଐତିହାସିକ ବୋଲି କହିଛନ୍ତି ।

Arun Bothra
ପାର୍ସଲ ବୋମା ବିସ୍ଫୋରଣ ଘଟଣା: ସାକ୍ଷୀ ଦେଲେ ଅରୁଣ ବୋଥ୍ରା

୬୦ ନମ୍ବର ସାକ୍ଷୀ ଭାବରେ ଆଜି ଅରୁଣ ବୋଥ୍ରା ସାକ୍ଷ୍ୟ ପ୍ରଦାନ କରିଛନ୍ତି ।

Encounter
ଛତିଶଗଡ଼ରେ ବଡ଼ ଧରଣର ଏନକାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ୯ ମାଓବାଦୀ ନିହତ

ଗତକାଲି ସଂପୃକ୍ତ ଅଞ୍ଚଳରେ ମାଓବାଦୀମାନେ ଡେରା ପକାଇଥିବା ନେଇ ଗୁଇନ୍ଦା ବିଭାଗକୁ ଖବର ଥିଲା । ଦନ୍ତେୱାଡା ଅଞ୍ଚଳରେ ମାଓବାଦୀମାନେ ଥିବା ସ୍ପଷ୍ଟ ହେବା ପରେ ଆରମ୍ଭ ହୋଇଥିଲା ଏହି ସର୍ଚ୍ଚ ଅପରେସନ ।

Bird Flu
ବାର୍ଡ ଫ୍ଲୁ ଚିହ୍ନଟ ପରେ ଚାଲିଛି କୁକୁଡା କଲିଂ, ଆଖି ଆଗରେ କୁକୁଡ଼ା ମରା ଦେଖି ହତାଶ ଚାଷୀ

କିଏ ୨୫ ଲକ୍ଷ ଋଣ କରିଥିଲା ତ କିଏ କୋଟିଏରୁ ଅଧିକ। କୁକୁଡା ଚାଷ ପାଇଁ ବ୍ୟାଙ୍କରୁ ଋଣ ଆଣି ଦିନ ରାତି ଖଟୁଥିଲା ଫାର୍ମରେ। କୁକୁଡାଙ୍କୁ ବିକ୍ରି କରି ଟଙ୍କା ପାଉଥିଲା ସତ, ହେଲେ ସେମାନେ ଥିଲେ ତାର ପରିବାର।

Subhadra Yojana
ଆରମ୍ଭ ହେଲା ‘ସୁଭଦ୍ରା’ ଯୋଜନା ଆବେଦନ, ଫର୍ମ ପାଇଁ ଅଙ୍ଗନବାଡ଼ି କେନ୍ଦ୍ରରେ ଲମ୍ବା ଲାଇନ୍

ବହୁ ପ୍ରତୀକ୍ଷିତ, ସୁଭଦ୍ରା ଯୋଜନା ପାଇଁ ଆଜିଠାରୁ ଆରମ୍ଭ ହେଲା ଆବେଦନ । ଏଥିପାଇଁ ଅଙ୍ଗନବାଡି କେନ୍ଦ୍ରକୁ ଯାଇ ଆପଣ ଫର୍ମ ଆଣିପାରିବେ, ନଚେତ୍ ଆଙ୍ଗନବାଡି ଦିଦିମାନେ ବି ଘରକୁ ଘର ଯାଇ ଫର୍ମ ଯୋଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି।

West Bengal
ପଶ୍ଚିମବଙ୍ଗରେ ପୁଣି ଲଜ୍ଜା, ସରକାରୀ ମେଡିକାଲରେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ

କୋଲକାତା ଆରିଜି କର ମେଡକାଲ କଲେଜର ଜୁନିୟର ଡାକ୍ତରଙ୍କୁ ଦୁଷ୍କର୍ମ ସହ ହତ୍ୟା ଘଟଣା ମନରୁ ନ ଲିଭୁଣୁ ପୁଣି ଏଭଳି ଅସଦାଚରଣ ନେଇ କ୍ଷୋଭ ପ୍ରକାଶ ପାଇଛି।

Fake Police
ଅସଲି ପୋଲିସ ହାତରେ ନକଲି ପୋଲିସ, ମିଛ ପରିଚୟ ଦେଇ ଯୁବତୀଙ୍କୁ କରୁଥିଲା ବିବାହ

ଫେସବୁକରେ ନିଜକୁ ଇନ୍ସପେକ୍ଟର ଭାବେ ପରିଚୟ ଦେଇ ଜଣେ ଯୁବତୀଙ୍କୁ ପ୍ରେମ ନିବେଦନ କରିଥିଲେ ।

Flood
ଆନ୍ଧ୍ର ଓ ତେଲେଙ୍ଗାନାରେ ବନ୍ୟା ବିତ୍ପାତ; ଦବିଲା ରାସ୍ତା, ବୁଡ଼ିଲା ଘର

ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାର ବନ୍ୟାର କରୁଣ ଦୃଶ୍ୟ ଛାତି ଦୋହଲାଇ ଦେଇଛି । ଆନ୍ଧ୍ରପ୍ରଦେଶ ମେହେବୁବାବାଦ ଜିଲ୍ଲାରେ ରେଳ ଚଳାଚଳରେ ବ୍ୟାପକ ସମସ୍ୟା ଦେଖା ଦେଇଛି ।

Bird Flu
କେନ୍ଦ୍ରାପଡ଼ାରେ ବାର୍ଡ ଫ୍ଲୁ ସନ୍ଦେହ, ରାସ୍ତା କଡ଼ରୁ ୪ ବସ୍ତା ମୃତ କୁକୁଡ଼ା ଠାବ

କିଏ ଓ କାହିଁକି ମୃତ କୁକୁଡ଼ା ଫିଙ୍ଗିଛି ତାହା ସ୍ପଷ୍ଟ ହୋଇନି । ପୁରୀ ଜିଲ୍ଲାରେ ବାର୍ଡ ଫ୍ଲୁ ଚିହ୍ନଟ ହୋଇଥିବାରୁ ସ୍ଥାନୀୟ ଅଞ୍ଚଳରେ ତାହା ବ୍ୟାପିଥିବା ଆଶଙ୍କା ବଢ଼ିଛି ।

Bomb Threat
ଇଣ୍ଡିଗୋ ବିମାନରେ ବୋମା ଆତଙ୍କ, ନାଗପୁରରେ କଲା ଜରୁରୀ ଅବତରଣ

ମଧ୍ୟପ୍ରଦେଶର ଜବଲପୁରରୁ ତେଲେଙ୍ଗାନାର ହାଇଦ୍ରାବାଦ ଅଭିମୁଖେ ଯାଉଥିବା ଇଣ୍ଡିଗୋର ଏକ ବିମାନରେ ବୋମା ଥିବା ଖବର ସାମ୍ନାକୁ ଆସିବା ପରେ ଏହାକୁ ନାଗପୁରକୁ ଡାଇର୍ଭଟ କରିଦିଆଯାଇଛି ।

Health Checkup
ମେୟରଙ୍କ ବିପି ମାପିଲେ ମନ୍ତ୍ରୀ, ସ୍ବାସ୍ଥ୍ୟ ପରୀକ୍ଷା କରି ଦେଲେ ଟିପ୍ସ

ଏହି ସ୍ୱାସ୍ଥ୍ୟ ପରୀକ୍ଷା ଶିବିରରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସ୍ୱାସ୍ଥ୍ୟ ଉପସ୍ଥିତ ଡାକ୍ତର ପରୀକ୍ଷା କରିଥିଲେ। ପରେ ପରେ ମନ୍ତ୍ରୀ ମେୟର ସୁଲୋଚନା ଦାସ, ବିଧାୟକ ବାବୁ ସିଂ, ବିଜେପି ବରିଷ୍ଠ ନେତା ସମୀର ମହାନ୍ତିଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ ।

DJ Ban
ଦୁର୍ଗାପୂଜା ଭସାଣିରେ ବାଜିବନି DJ, ଜୋର ଜବରଦସ୍ତ ଚାନ୍ଦା ମାଗିଲେ ହେବ ଏତଲା

ଅକ୍ଟୋବର ୧୪ରେ ଭସାଣି ଅନୁଷ୍ଠିତ ହେବ । ଭସାଣି ଶୋଭାଯାତ୍ରାରେ ୬ଟି ବକ୍ସ ବଜାଇପାରିବେ ପୋଲିସ କମିଶନର ସଞ୍ଜୀବ ପଣ୍ଡା କହିଛନ୍ତି ।

Subhadra Yojana
ଆସନ୍ତାକାଲିଠୁ ଆରମ୍ଭ ହେବ ‘ସୁଭଦ୍ରା’ ପଞ୍ଜିକରଣ, ଜାଣନ୍ତୁ କେମିତି କରିବେ ଆବେଦନ...

‘ସୁଭଦ୍ରା’ ଯୋଜନାରେ ଆବେଦନ କରିବା ନିମନ୍ତେ ହିତାଧିକାରୀଙ୍କ ପାଖରେ ନିଜ ନାଁରେ ଆଧାର କାର୍ଡ କିମ୍ବା ନମ୍ବର ଥିବା ଏକାନ୍ତ ଆବଶ୍ୟକ ।

Ravenshaw University
ବଦଳିବା ଦରକାର କି ରେଭେନ୍ସା ୟୁନିଭର୍ସିଟି ନାଁ ?

ତେଜିଲା ରେଭେନ୍ସା ନାମକରଣ ବିବାଦ। ଓଡ଼ିଆ ଅସ୍ମିତା ପାଇଁ ରେଭେନ୍ସା ବିଶ୍ବବିଦ୍ୟାଳୟ ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମତ ରଖିବା ପରେ, ଏହାକୁ ନେଇ ଆରମ୍ଭ ହୋଇଛି ବିତର୍କ।

New Excise Policy
ନୂଆ ଅବକାରୀ ନୀତିରେ ନିଶା ନିୟନ୍ତ୍ରଣକୁ ଗୁରୁତ୍ବ

ନିଶା ନିବାରଣ ପାଇଁ ଆରମ୍ଭ ହେଲା ନିୟନ୍ତ୍ରଣ। ମୋହନ ସରକାରର ପ୍ରଥମ ଅବକାରୀ ନୀତିରେ ନିଶା ନିୟନ୍ତ୍ରଣକୁ ଦିଆଯାଇଛି ଗୁରୁତ୍ବ।

Chatua
ବିଧାନସଭାରେ ଛତୁଆ ତାତି

ଛତୁଆକୁ ନେଇ ବିଧାନସଭାରେ ଗଭୀର ଉଦବେଗ। ସାରା ରାଜ୍ୟରେ ବର୍ଷ ବର୍ଷ ଧରି ଛତୁଆ ମହାଦୁର୍ନୀତି ବରଗଛ ଚେର ଭଳି ମାଡ଼ି ରହିଥିବା ବେଳେ ଆଜି ଗୃହରେ ଉଠିଛି ଏ ପ୍ରସଙ୍ଗ।

Baijayant Panda
ହରିଦାସପୁର-ପାରାଦୀପ ଦ୍ବିତୀୟ ରେଳ ଲାଇନ ପାଇଁ ଜାଗିଲା ଆଶା

ହରିଦାସପୁର-ପାରାଦୀପ ଦ୍ବିତୀୟ ରେଳ ଲାଇନ୍ ନେଇ ଜାଗିଲା ଆଶା। ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଚିଠି ଲେଖି, ଏଥିଲାଗି ପ୍ରସ୍ତାବ ଦେଇଛନ୍ତି କେନ୍ଦ୍ରାପଡ଼ା ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା।

Alert as Bird Flu
ପୁରୀ ଜିଲ୍ଲାରେ ମାଡ଼ି ଚାଲିଛି ବାର୍ଡ ଫ୍ଲୁ

କିଏ କହିଲେଣି ଅଣ୍ଡା ଖାଇବାକୁ ଡର ଲାଗୁଛି ତ ଆଉ କିଏ ପରାମର୍ଶ ଦେଲେଣି, କିଛି ଦିନ ପାଇଁ ଚିକେନ୍ ଛାଡ଼ି ଦେବାକୁ। ଆମିଷ ପ୍ରେମୀ ଚିନ୍ତାରେ, ବ୍ୟବସାୟୀ ବି ଘାଟାରେ।

Pahandi Mishap
ଆଡ଼ପ ପହଣ୍ଡି ମହାବିଭ୍ରାଟର ହେବ ପ୍ରତିକାର ପୂଜା

ଅଘଟଣର ଦେଢ଼ମାସ ପରେ ଆଡ଼ପ ପହଣ୍ଡି ଅଘଟଣର ପ୍ରତିକାର ପୂଜା ହେବା ନେଇ ଆଜି ସୂଚନା ଦେଇଛନ୍ତି ଆଇମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। କହିଛନ୍ତି ପ୍ରତିକାର ପୂଜା ଲାଗି ମୁକ୍ତିମଣ୍ଡପ ପଣ୍ଡିତ ସଭା ସହ ସହ କଥାବାର୍ତ୍ତା ହୋଇଛି।

Chatua
ବିଧାନସଭାରେ ଛତୁଆ ତାତି, ପୁଷ୍ଟିକର ଖାଦ୍ୟ ନାଁରେ ଅଖାଦ୍ୟ ଯୋଗାଣ ଅଭିଯୋଗ

ଛତୁଆକୁ ନେଇ ବିଧାନସଭାରେ ଗଭୀର ଉଦବେଗ। ସାରା ରାଜ୍ୟରେ ବର୍ଷ ବର୍ଷ ଧରି ଛତୁଆ ମହାଦୁର୍ନୀତି ବରଗଛ ଚେର ଭଳି ମାଡ଼ି ରହିଥିବା ବେଳେ ଆଜି ଗୃହରେ ଉଠିଛି ଏ ପ୍ରସଙ୍ଗ।

ବିଜେବି କଲେଜରୁ ସାମ୍ବାଦିକତାରେ ସ୍ନାତକୋତ୍ତର ଡିଗ୍ରୀ । ପରେ ବଡ଼ ଖବରରେ ସାମ୍ବାଦିକ ଭାବେ କାର୍ଯ୍ୟାରମ୍ଭ କଲି । ଏହାର ଭିତରେ ଡିଜିଟାଲ ମିଡିଆରେ କାମ କରିବାର ସୁଯୋଗ ଜୁଟିଲା। ନନ୍ଦିଘୋଷ ଟିଭି ଡିଜିଟାଲ ବିଭାଗରେ ୨ ବର୍ଷ କାର୍ଯ୍ୟ କରିବା ପରେ ଏବେ ଓଟିଭିରେ କାର୍ଯ୍ୟରତ । ଦେଶବିଦେଶ ଓ ଖେଳ ଖବର ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ରୁଚି ରହିଛି।