ପୁରୀ କୃଷ୍ଣପ୍ରସାଦ ନିର୍ବାଚନୀ ସଭାମଞ୍ଚରୁ ଓଡ଼ିଶା ପାଇଁ ବ୍ୟାପକ ଉନ୍ନୟନମୂଳକ କାର୍ଯ୍ୟର ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ। ଗଡ଼କରୀ କହିଛନ୍ତି- ପାରାଦୀପରେ ନିର୍ମାଣ ହେବ ଏୟାରପୋର୍ଟ ।
ବିଜେଡି ହେଭିୱେଟ୍ A.U. ସିଂଦେଓଙ୍କ ସାନବୋହୂ ତଥା ଅର୍କେଶଙ୍କ ପତ୍ନୀ ଅଦ୍ରିଜା ମଂଜରୀ ପୁଣି ଥରେ ଶ୍ୱଶୂର ଘର ନିର୍ଯାତନା ପ୍ରସଙ୍ଗରେ ବର୍ଷିବା ସହ, ଏକଥା ଜାଣିବା ସତ୍ତ୍ୱେ କଳିକେଶଙ୍କୁ କିପରି ଟିକେଟ୍ ଦିଆଗଲା ବୋଲି, ବିଜେଡି ସୁପ୍ରିମୋ ନବୀନଙ୍କୁ କ୍ଷୋଭର ସହ ପଚାରିଛନ୍ତି ।
ଆଗାମୀ ନିର୍ବାଚନ ପାର୍ ହେବା ପାଇଁ ଇସ୍ତାହରରେ ବଡ଼ ବଡ଼ ପ୍ରତିଶ୍ରୁତି ଦେଇଛି ବିଜେଡି । ବିଶେଷ କରି ଯୁବ ଭୋଟର ଓ ମଧ୍ୟବିତ୍ତ ବର୍ଗର ଲୋକଙ୍କୁ ଫୋକସ୍ରେ ରଖିଛି ଦଳ ।
ପୁରୀ କୃଷ୍ଣପ୍ରସାଦ ନିର୍ବାଚନୀ ସଭାମଞ୍ଚରୁ ଓଡ଼ିଶା ପାଇଁ ବ୍ୟାପକ ଉନ୍ନୟନମୂଳକ କାର୍ଯ୍ୟର ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ। ଗଡ଼କରୀ କହିଛନ୍ତି- ପାରାଦୀପରେ ନିର୍ମାଣ ହେବ ଏୟାରପୋର୍ଟ ।
ବ୍ରହ୍ମପୁର ଓ ନବରଙ୍ଗପୁର ଗସ୍ତର ୩ ଦିନ ପରେ ପୁଣି ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପିଏମ୍ ମୋଦି। ସଂଧ୍ୟାରେ ଭୁବନେଶ୍ୱରରେ ବିଶାଳ ରୋଡ୍ ଶୋ କରିବେ ପ୍ରଧାନମନ୍ତ୍ରୀ।
ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିଲେ, ସଭା ମଞ୍ଚରୁ ନବୀନ ଓ ପାଣ୍ଡିଆନକୁ ବି କଡ଼ା ସମାଲୋଚନା କଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ।
କମ୍ପୁଛି ନିର୍ବାଚନୀ ମଇଦାନଳ, ପ୍ରଚାରକୁ ଜୋର କରିଛନ୍ତି ପ୍ରାର୍ଥୀ । କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀରେ ଏଥର ଦେଖିବାକୁ ମିଳିବ ଜୋରଦାର ଟକ୍କର ।
ଲୋକମାନେ ନିଜ କାରରେ ଥିବାବେଳେ କ୍ୟାନ୍ସର୍ ଭଳି ମାରତ୍ମକ ରୋଗ ସୃଷ୍ଟି କରୁଥିବା ରାସାୟନିକ ପଦାର୍ଥରେ ନିଶ୍ୱାସ ନେଉଛନ୍ତି ।
ଆଖିରେ ଅନେକ ସ୍ୱପ୍ନ, ମନରେ ଜନତାଙ୍କ ପାଇଁ ବହୁତ କିଛି କରିବାର ଦୂର୍ବାର ଇଚ୍ଛା । ଆଉ ସେହି ସ୍ୱପ୍ନ ଓ ଇଚ୍ଛାକୁ ସାକାର ପାଇଁ ରାଜନୀତି ଭଳି ଦୁର୍ଗମ ବାଟକୁ ବାଛିଛନ୍ତି ଉଚ୍ଚଶିକ୍ଷିତା ସୋଫିଆ ଫିର୍ଦ୍ଦୋସ ।
ଚର୍ଚ୍ଚାରେ ଚାନ୍ଦବାଲି ପଲିଟିକ୍ସ। ବିଜେପିରେ ଯୋଗ ଦେବା ପୂର୍ବରୁ ଜିଲ୍ଲା ପରିଷଦ ସଦସ୍ୟ ରଞ୍ଜନ ସାହୁଙ୍କ ମିଳୁନି ଖୋଜ୍ ଖବର।
୨୪ ମହାସମର ପାଇଁ ରାଜନୀତିର ରଙ୍ଗରେ ରଙ୍ଗିନ୍ ହୋଇଥିବା ଭାରତରେ ଏବେ ବର୍ଣ୍ଣ ବୈଷମ୍ୟ ଟିପ୍ପଣି ତାତି ।
ଏହି ୩ ଆତଙ୍କୀ ମଧ୍ୟରୁ ଜଣେ ପାକିସ୍ତାନ ସେନାର ପୂର୍ବତନ କମାଣ୍ଡୋ ଓ ଜଣେ ଆତଙ୍କବାଦୀ ସଂଗଠନ ଲସ୍କର-ଇ-ତୈବାର କମାଣ୍ଡର ଥିବା ଜଣାପଡ଼ିଛି ।
ଜବତ ହୋଇଥିବା ସୁନାର ମୂଲ୍ୟ ପ୍ରାୟ ୨ କୋଟି ୭୯ ଲକ୍ଷ ଟଙ୍କା ହୋଇଥିବା ସୂଚନା ମିଳିଛି । ଦୁବାଇରୁ ଭୁବନେଶ୍ୱର ଆସୁଥିବା ୪ ଯାତ୍ରୀଙ୍କ ଠାରୁ ଏହି ସୁନା ଜବତ କରାଯାଇଛି ।
ଆୟୁଷ୍ମାନ ଭାରତ ଯୋଜନା ପ୍ରସଙ୍ଗ ଉଠାଇ ରାଜ୍ୟ ସରକାରକୁ ଟାର୍ଗେଟ କରିଛନ୍ତି ରାଜନାଥ ସିଂ । ‘ରାଜ୍ୟରେ ବିଜେପି ସରକାର ଆସିଲେ ଆୟୁଷ୍ମାନ ସୁବିଧା ମିଳିବ। ସମସ୍ତଙ୍କୁ ୫ ଲକ୍ଷ ଟଙ୍କାର ମାଗଣା ଚିକିତ୍ସା ମିଳିବ।
ତେବେ ବିଜେଡିରେ ସମସ୍ତେ ତ କ୍ରୀତଦାସ ନୁହଁନ୍ତି, ଅନେକ ଏକନାଥ ସିନ୍ଦେ ବି ଅଛନ୍ତି, ସେମାନେ ଆମ ସହ ସମ୍ପର୍କରେ ଅଛନ୍ତି।
ପ୍ରଚାରରେ କମ୍ପୁଛି ଜଟଣୀ ମଇଦାନ। ସମର୍ଥକଙ୍କୁ ଧରି ଚଳାଇଛନ୍ତି କ୍ୟାମ୍ପେନ୍ । ଶକ୍ତି ପ୍ରଦର୍ଶନ କରୁଛନ୍ତି ଜାତୀୟ ଓ ଆଞ୍ଚଳିକ ଦଳର ପ୍ରାର୍ଥୀ । କିନ୍ତୁ ଦୌଡ଼ର ପଛରେ ପଡ଼ି ନାହାଁନ୍ତି ସ୍ୱାଧୀନ ପ୍ରାର୍ଥୀ ।
ଏଥର ରୋଚକ ହେବ ଜଟଣୀ ପଲିଟିକ୍ସ । ତିନି ପ୍ରମୁଖ ରାଜନୈତିକ ଦଳଙ୍କୁ ଟକ୍କର ଦେବାକୁ ସ୍ବାଧୀନ ପ୍ରାର୍ଥୀଙ୍କ ଜୋରଦାର ପ୍ରୟାସ ।
ଫେବ୍ରୁଆରୀ ୨୨ରେ ରାଜନାଥଙ୍କ ଡବଲ ଇଂଜିନ ସରକାର ଗଠନର ଦମ୍ଭୋକ୍ତି। ଗତ ୨୮ରେ ବିଜେଡି ସରକାରକୁ ଜେ.ପି. ନଡ୍ଡାଙ୍କ ସିଧା ନିଶାନା। ଆଉ ଆଜି ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶାରେ ସରକାର ବଦଳାଇବାର ହୁଙ୍କାର। ବ୍ରହ୍ମପୁର ମାଟିରୁ ତିନି ତିନି ଜଣ ବିଜେପି ହେଭିୱେଟ୍ଙ୍କ ଆକ୍ରମଣାତ୍ମକ ନିର୍ବାଚନୀ ସଭାକୁ ନେଇ ଚର୍ଚ୍ଚା।
ବିଜେପି ଇସ୍ତାହାରରେ ପୁରୀକୁ ପ୍ରାଧାନ୍ୟ । ସରକାରକୁ ଆସିଲେ ଖୋଲିବ ରତ୍ନ ଭଣ୍ଡାର। ମହାପ୍ରଭୁଙ୍କ ଆଭୁଷଣର ପ୍ରସ୍ତୁତ ହେବ ତାଲିକା। ଗଣତି ମଣତି କରାଯାଇ ତାଲିକାକୁ ସାର୍ବଜନୀନ ହେବ।
୪ ଜୁନ୍- ବିଜେଡି ସରକାରର ଏକ୍ସପାଏରୀ ଡେଟ୍। ୬ ଜୁନ୍- ବିଜେପିର ମୁଖ୍ୟମନ୍ତ୍ରୀ ଚୟନ। ୧୦ ଜୁନ୍- ଭୁବନେଶ୍ୱରରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ। ଆଜି ବ୍ରହ୍ମପୁର ସଭାରେ ସମର୍ଥକଙ୍କୁ ଏମିତି କିଛି କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି।