ହସପିଟାଲ ବାହାରେ ଧାରଣାରେ ନର୍ସ, ଭିତରେ ଯନ୍ତ୍ରଣାରେ ଛଟପଟ ରୋଗୀ। ନର୍ସଙ୍କ ଆନ୍ଦୋଳନ ଯୋଗୁଁ କେଉଁଠି ଅପରେସନ୍ ହୋଇପାରୁନି ତ ଆଉ କେଉଁଠି ରୋଗୀଙ୍କୁ ଇଞ୍ଜେକସନ୍ ଓ ସାଲାଇନ୍ ଦିଆଯାଇପାରୁନି।
କେବଳ ହିଜବୁଲ୍ଲାର ଶୀର୍ଷ ନେତା ହସନ ନୁହଁନ୍ତି, ଇସ୍ରାଇଲେ କ୍ଷେପଣାସ୍ତ୍ର ଆକ୍ରମଣରେ ହେଜବୁଲ୍ଲାରେ ଆହୁରି ଅନେକ ଆତଙ୍କୀଙ୍କ ମୃତ୍ୟୁ ହୋଇଛି ।
ଓଡ଼ିଶାରେ ୫ ବର୍ଷ ନୁହେଁ, ଅନେକ ବର୍ଷ ଧରି କାର୍ଯ୍ୟ କରିବ ବିଜେପି ସରକାର । ବିଜେଡି ଖତମ୍ ହେଇସାରିଛି । ଦଳର ଆଉ ଦମ ନାହିଁ ।
ଯେଉଁମାନେ ସଂଗଠନ ଦାୟିତ୍ୱରେ ଥିଲେ ସେମାନେ ସମୟ ସମୟରେ ଯାଇ ଜିଲ୍ଲା ସ୍ତରରେ ନୂଆ ନୂଆ ପ୍ରାର୍ଥୀ ସୃଷ୍ଟି କଲେ । ସେଥିପାଇଁ ଆମର ଫଳାଫଳ ଖରାପ ହେଲା ବୋଲି କହିଛନ୍ତି ବରିଷ୍ଠ ନେତା ମଙ୍ଗଳା କିଷାନ ।
ଭୁବନେଶ୍ବର ଓ କଟକରେ ଏକାଧିକ ସୁନା ଚେନ୍ ଲୁଟ୍ ମାମଲାରେ ସଂପୃକ୍ତ ଥିବା ଗ୍ୟାଙ୍ଗକୁ ପୋଲିସ୍ ଧରିଛି । ୭ ଜଣ ସାବାଳକ ଓ ଜଣେ ନାବାଳକଙ୍କୁ କାବୁ କରାଯାଇଛି ।
କୋଡ଼ିଏ ବର୍ଷ ତଳେ ଉପନ୍ୟାସଟି ପୁସ୍ତକ ଆକାରରେ ପ୍ରକାଶ ପାଇବା ପୂର୍ବରୁ ‘କାଦମ୍ବିନୀ’ ପତ୍ରିକାରେ ପ୍ରଥମେ ପ୍ରକାଶ ପାଇ ପାଠକୀୟ ଶ୍ରଦ୍ଧା ହାସଲ କରିଥିଲା ।
ନିର୍ବାଚନରେ ପଞ୍ଚାୟତ, ବ୍ଲକ ସଭାପତିଙ୍କୁ ସାଂଗଠନିକ ଦାୟିତ୍ୱ ଦିଆଗଲାନି । ଦାୟିତ୍ୱ ଓ ଗୁରୁତ୍ୱ ଦିଆ ନଯିବାରୁ ଦଳର ପରାଜୟ ହେଲା ବୋଲି କହିଛନ୍ତି ପୂର୍ବତନ ବିଧାୟକ ମହୀଧର ରଣା ।
ପୋଲିସ୍ର ସୂଚନା ଅନୁସାରେ ଅଭିଯୁକ୍ତମାନେ ସେପ୍ଟେମ୍ବର ୬ରେ ବଳି ଦେବାକୁ ଯୋଜନା କରିଥିଲେ । କିନ୍ତୁ କୌଣସି କାରଣରୁ ଏଥିରେ ସେମାନେ ବିଫଳ ହୋଇଥିଲେ ।
କେଉଁ ଦିନ ମିଳିବ ସୁଭଦ୍ରା ସହାୟତା ଆଜି ଆସିପାରେ ତାରିଖ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ତାରିଖ ଘୋଷଣା କରିପାରନ୍ତି ।
ମହିଳା ଟି-୨୦ ବିଶ୍ୱକପ୍ରେ ଅକ୍ଟୋବର ୬ରେ ଖେଳାଯିବ ମହାମୁକାବିଲା । ଏହି ଦିନ ମୁହାଁମୁହିଁ ହେବେ ଦୁଇ ପାରମ୍ପାରିକ ପ୍ରତିଦ୍ୱନ୍ଦୀ ଭାରତ-ପାକିସ୍ତାନ ।
ରୋଷ ଘରକୁ ଯାଉଥିବା ସାମଗ୍ରୀ ଓ ବାହାରୁଥିବା ଅବଢ଼ାର ମାନ ଯାଞ୍ଚ ହେବ ବୋଲି କହିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।
ଜଣେ ସିଟିଂ ବିଧାୟକ ଓ ତତ୍କାଳୀନ ବିରୋଧୀ ଦଳ ମୁଖ୍ୟ ସଚେତକଙ୍କୁ ଏଭଳି ବ୍ୟବହାର ଆଦୌ ଗ୍ରହଣୀୟ ନୁହେଁ । ତେଣୁ ସମସ୍ତ ଜିଲ୍ଲାପାଳଙ୍କୁ ଜିଲ୍ଲାରେ ଥିବା ଦପ୍ତର ବୁଲିବା ସହ ଅନିୟମିତତା ହେଉଥିଲେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।
ଗଣମାଧ୍ୟମ, ସୋସିଆଲ ମିଡିଆରେ ଆସୁଥିବା ଅଭିଯୋଗ ବାବଦରେ ଅନୁଧ୍ୟାନ କରି କାର୍ଯ୍ୟାନୁଷ୍ଠାନ ନେବାକୁ ବି ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
କିଛି ବର୍ଷ ପୂର୍ବେ ଚାଷୀମାନେ କମ୍ ଉତ୍ପାଦନ ଓ ଅଭାବୀ ବିକ୍ରି ପାଇଁ କ୍ଷୁଦ୍ର ଶସ୍ୟ ଚାଷ ପ୍ରତି ମୁହଁ ଫେରାଇ ନେଇଥିଲେ । ଏହାର ଉପାଦେୟତା ଓ ପୁଷ୍ଟିକୁ ଦୃଷ୍ଟିରେ ରଖି ୨୦୧୭ ମସିହାରେ ଓଡ଼ିଶା ସରକାର ମିଲେଟ ମିଶନ ଆରମ୍ଭ କରିଥିଲେ ।
ଭରତପୁର ଥାନା ଘଟଣାକୁ ନେଇ ସାରା ଦେଶରେ ଚର୍ଚ୍ଚା। ସେନା ଅଫିସର ଓ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଅଭିଯୋଗକୁ ନେଇ ହଇଚଇ ବେଳେ ବହୁ କୋଟି ଟଙ୍କାରେ ଆଧୁନିକୀକରଣ ପରେ ଏ ଥାନାରେ ବି ସିସିଟିଭି ନଥିବା ଘଟଣା ପୋଲିସ ବିଭାଗର ସାଂଘାତିକ ଦୋଷତ୍ରୁଟିକୁ ପଦାରେ ପକାଇଛି।
ଭରତପୁର କଳଙ୍କର ପ୍ରମାଣ ଯୋଗାଡ଼ରେ ଲାଗିଛି କ୍ରାଇମବ୍ରାଞ୍ଚ। ଆଜି ଶେଷ ହୋଇଛି ସିନ୍ ରିକ୍ରିଏସନ୍।
ଇସ୍ରାଏଲ ଏବଂ ଲେବାନନ ମଧ୍ୟ ବିବାଦ ଆଜିର ନୁହେଁ । ଉଭୟଙ୍କ ଭିତରେ ଛକାପଞ୍ଝା ଗତ ୪୦ ବର୍ଷ ହେଲା ଲାଗି ରହିଛି । ୧୯୮୦ ମସିହାରେ ଇସ୍ରାଏଲ ଲେବାନନରେ ଆକ୍ରମଣ କରିଥିଲା ।
କିଏ ନାକରେ ହାତ ଦେଇ ଯାଉଛି ତ' ଆଉ କିଏ ମୁହଁରେ କପଡ଼ା ଘୋଡେଇ । ୩ ଦିନ ହେଲା କ୍ୟାପିଟାଲ ହସ୍ପିଟାଲରେ ସଫେଇ ବନ୍ଦ ଥିବାରୁ ମେଡ଼ିକାଲର ବର୍ଜ୍ୟ ଓ ଅଳିଆ ଯୋଗୁଁ ଉପୁଜିଛି ଦୁର୍ଗନ୍ଧମୟ ସ୍ଥିତି ।
କ୍ୟାଲସିୟମ ଏବଂ ଭିଟାମିନ୍ D3 ସପ୍ଲିମେଣ୍ଟସ୍, ଆଣ୍ଟି-ଡାଇବେଟିସ୍ ବଟିକା ଏବଂ ଉଚ୍ଚ ରକ୍ତଚାପ ଔଷଧ ସମେତ ୫୦ରୁ ଅଧିକ ମେଡିସିନ୍ ଭାରତର ଔଷଧ ନିୟନ୍ତ୍ରକ ଦ୍ୱାରା ହୋଇଥିବା ଗୁଣାତ୍ମକ ପରୀକ୍ଷଣରେ ବିଫଳ ହୋଇଛି ।
ଗତ ୫ ଦିନ ହେଲା ସ୍କୁଲକୁ କବଜା କରି ରଖିଛି ଯୁବକ । ହାତରେ ଧନୁତୀର ଓ ବାଟୁଳି ସହ ଅନ୍ୟ ମାରଣାସ୍ତ୍ର ରଖିଥିବା ସୂଚନା ମଳିଛି । ଗତକାଲି IICଙ୍କୁ ସେ ତୀର ମାଡ଼ କରିଥିଲା ।