ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ) ର ପୂର୍ବତନ ଅଧ୍ୟକ୍ଷ ରଜନୀଶ କୁମାର ଅନେକ ସମୟରେ ଗଣମାଧ୍ୟମରେ ଚର୍ଚ୍ଚାରେ ଥାଆନ୍ତି । କାରଣ ଚେୟାରମ୍ୟାନ ଭାବରେ ସେ କେତେ ଦରମା ପାଆନ୍ତି ତାହାକୁ ପ୍ରକାଶ କରିଥିଲେ । ଆଉ ଏବେ ପୁଣି ଥରେ ସେ ଚର୍ଚ୍ଚାରେ । କାରଣ...
ବେଙ୍ଗାଲୁରୁ ସହରରରେ ଗଣେଶ ପୂଜାକୁ ଏଥର ବେଶ୍ ଆକର୍ଷଣୀୟ ଢଙ୍ଗରେ କରାଯ।ଉଛି । ସହରର ଏକ ପୂଜା କମିଟି କେବଳ ନୋଟ୍ ଓ କଏନରେ ମେଢ଼ ସଜାଇଛି । ଯାହାର ଆନୁମାନିକ ମୂଲ୍ୟ ୩ କୋଟି ଟଙ୍କା ହେବ ବୋଲି କୁହାଯାଉଛି।
ଏଇଟା ରାସ୍ତା ନୁହେଁ ଗୋ-ଶାଳା । ସକାଳୁ ସଂଜ ବୁଲା ଗାଈଙ୍କ କବଜାରେ ଢେଙ୍କାନାଳ ମେଡିକାଲ ରାସ୍ତା । ସ୍ଥିତି ଏମିତି ହେଲାଣି ଯେ ଆମ୍ବୁଲାନ୍ସରୁ ହେଲପର ବାହାରି ଗାଈ ସାଇଡ୍ କଲେ ଗାଡି ଆଗକୁ ବଢୁଛି
ବିରୋଧୀ ନୁହେଁ ଶାସକ ଦଳ ନେତା ଖୋଲିଦେଲେ ତହସିଲ ଅଫିସ୍ର ଗୁମର । ସିଧାସିଧା କହିଲେ ତଳିଆଠୁ ଉପର...ବିନା ଲାଞ୍ଚିରେ ଅଫିସ୍ରେ ହଲୁନି ପତ୍ର । ଆଉ ତହସିଲଦାର କହୁଛନ୍ତି ତୁମ କ୍ୟାମେରାକୁ ମୋର ବିଶ୍ୱାସ ନାହିଁ, ସିସିଟିଭି ଦେଖି...
ଝିଅର ଦେହ ଖରାପ, ବାରମ୍ବାର ମେଡିକାଲ ଯିବା ପରେ ବି ଭଲ ହେଲାନି । ଗୁଣିଆର ଆଶ୍ରା ନେଲେ ପରିବାର ଲୋକେ । ବାଜା ବଜାଇ ବୁଲାଇଲେ ଖଟ...ହେଲେ ପୋଲିସ ପହଞ୍ଚି...
ସକାଳୁ ସ୍କୁଲ ଯାଉଛନ୍ତି । ସଂଜ ହେଲେ ଦୋକାନ ଖୋଲୁଛନ୍ତି । ଯେତିକି ଯାହା ରୋଜଗାର ହେଲା ସେତିକିରେ ପରିବାର ଚଳିବା ସହିତ ନିଜ ପଢା ଖର୍ଚ୍ଚ ଉଠାଉଛନ୍ତି ଦୁଇ ଭାଇ । ସୋସିଆଲ ମିଡିଆରେ ଭାଇରାଲ ହେଲା ଭିଡିଓ
ପାନ ଚାଷୀଙ୍କ ଦୁଃଖ କାହାଣୀ । ବାରମ୍ବାର ଦାବି କରିବା ପରେ ବି ଦୁଃଖ ଶୁଣିବାକୁ କାହା ପାଖରେ ସମୟ ନାହିଁ । ଋଣ ଦେବା ନାଁରେ ଲଲିପପ୍ ଦିଆଯିବା ପରି ଆଣିଲେ ସାଙ୍ଘାତିକ ଅଭିଯୋଗ
ଦିନେ ଏଇ ଡାକବଙ୍ଗଳାରେ ରହିବା ବାବୁଙ୍କ ସ୍ନପ୍ନ ଥିଲା । ଛୁଟି ହେବା ମାତ୍ରେ ପୁରା ପରିବାର ସହ ଦୌଡୁଥିଲେ ଏଠାରେ ରହିବାକୁ । ହେଲେ ଏବେ ଏଠାକୁ ଆସିବାକୁ କେହି ରାଜି ହେଉନାହାନ୍ତି । ମଦୁଆ ଘଅ କଲେଣି ଡାକବଙ୍ଗଳାରେ
ଏମିତି ଡାକ୍ତର ଥିଲେ ରୋଗୀଙ୍କର ହେବନି କୌଣସି ଅସୁବିଧା । ବିଷ ଖାଇ ଜଣେ ମେଡିକାଲରେ ପହଞ୍ଚିଲେ...ସାଙ୍ଗରେ ମହିଳାମାନେ ଥିବାରୁ ଟେକିକି ନେବାରେ ଅସୁବିଧା ଥିଲା । ଦୌଡି ଆସିଲେ ଡାକ୍ତର, ନିଜେ ଟେକି ନେଇ ଚିକିତ୍ସା କଲେ । ସୋସିଆଲ ମିଡିଆରେ ଭାଇରାଲ ହେଲା ଭିଡିଓ
ଏ ବୟସରେ ଇଏ ସ୍ୱପ୍ନରେ ଭାବିନଥିବେ କି ବାପା-ମାଆଙ୍କ ମୁହଁରେ ଏକା ସାଙ୍ଗରେ ନିଆଁ ଦେବେ ବୋଲି । ବାପାଙ୍କୁ ଭଲ କରିବାକୁ ମେଡିକାଲ ନେଇଥିଲେ । ହେଲେ ଆମ୍ବୁଲାନ୍ସ ସହ ଧକ୍କା ହେଲା ଗାଡି...ଘଟଣା ସ୍ଥଳରେ ବାପା-ମାଆଙ୍କ ସହ ଆଉ ୨ ଜଣଙ୍କର ବି ଜୀବନ ଗଲା...
ଖଣ୍ଡେ ରାସ୍ତା, ଟୋପେ ପାଣି ଆଉ ଟିକିଏ ବିଜୁଳି ପାଇଁ ବାବୁଙ୍କୁ ଗୁହାରି କରି କରି ଥକିଗଲେଣି । ଦୁଃଖ ଶୁଣିବାକୁ କାହା ପାଖରେ ସମୟ ନାହିଁ । ମୌଳିକ ସୁବିଧାରୁ ଏବେ ବି ବଂଚିତ ଏମାନେ...ଆଉ କେବେ ଶୁଣିବେ ସରକାର?
ଆଖିରୁ ବୋହିଯାଉଛି ବେଦନାର ଲୁହ । ଯନ୍ତ୍ରଣା ଏତେ ଯେ କାହାକୁ ଦେଖି ଦେଲେ କୋହ ସମ୍ଭାଳି ପାରୁନାହାନ୍ତି । ସେଇଥି ଲାଗି ତ ଆଖିରୁ ଅହରହ ଝରାଉଛନ୍ତି ଲୁହ । ଚମ ଧୁଡୁଧୁଡୁ ହେଲାଣି...ଅଣ୍ଟା ମୋଡି ହୋଇଗଲାଣି । ବିନା ସାହାରାରେ ପାଦେ ଚାଲିବା ବି କଷ୍ଟ...
ଫଳକ ମାରିଲେ, ଗଛ ପୋତିଲେ । ଆଶା ଥିଲା ଭଲ ଲିଚୁ ଫଳିବ...ହେଲେ ଚାରା ଲାଗିଥିବା ସ୍ଥାନରେ ଏବେ ଗାଈ ଚରୁଛନ୍ତି । ଚାଷୀଙ୍କ ନାଁରେ ଟଙ୍କା ଆଣି ଖାଇଲେ ବାବୁ, ଜଳକ ହୋଇ ଚାହିଁଲେ ଚାଷୀ । ବାବୁ କହୁଛନ୍ତି, ତଦନ୍ତ ପରେ ହେବ କାର୍ଯ୍ୟାନୁଷ୍ଠାନ
ପରିବାର ମୁହଁରେ ଆହାର ଦେବାକୁ ବେଙ୍ଗାଲୁରୁ ଯାଇଥିଲା ଭେଣ୍ଡିଆ ପୁଅ । କାଠଗଣ୍ଡିରେ ଚାପି ହେବାରୁ ମେଡିକାଲରେ ପଡିପଡି ଆଖି ବୁଜିଲା । ଆଉ ଯେତେବେଳେ ମାଆ ପାଖରେ ପୁଅର ମୃତ୍ୟୁ ଖବର ପହଞ୍ଚିଲା
ବିଜୁଳି ନେଉଛି ଜୀବନ । ଆକାଶରେ ମେଘ ଆସିଲେ ଲୋକେ ଘରୁ ବାହାରିବାକୁ ଡରୁଛନ୍ତି..କାରଣ ପ୍ରତି ମୁହୂର୍ତ୍ତରେ ଜୀବନ ଯିବାର ଭୟ ରହୁଛି । ହେଲେ ଆଉ ଡରନ୍ତୁନି...ବରଂ ଏହି ଗଛ ଲଗାଇଲେ ବଜ୍ରଘାତରୁ ଦେବ ସୁରକ୍ଷା
୯୯ ବାତ୍ୟାରେ ଘର ଭାଙ୍ଗିଲା, ଫନି ମୂଳପୋଛ କରିଦେଲା । ଘର ଖଣ୍ଡିଏ ଲାଗି ଦୌଡି ଦୌଡି ନୟାନ୍ତ ହେଲେଣି କିନ୍ତୁ ଘର ମିଳିଲାନି । ୧୦ ହଜାର ଦେଲେ ଯେ ସେତିକିରେ ଘର ହେବ କେମିତି ? ବାବୁଙ୍କ ପାଖକୁ ଗଲା ବେଳକୁ
ଦିନେ ଏହି ଘାଟି ନା ଶୁଣିଲେ ଲୋକେ ଯିବାକୁ ଡରୁଥିଲେ । ମନରେ ଶଙ୍କା ଥିବାରୁ ନା ହୋଇଥିଲା ‘ସୁଙ୍କି’ । ସମୟ ବଦଳିଛି, ସ୍ଥିତି ବି ବଦଳିଛି । ରାଜ୍ୟର ପ୍ରଥମ ୬ ଥାକିଆ ଟନେଲ ହେଉଛି କୋରାପୁଟ୍ରେ । ଏବେ ସୁଙ୍କି ଦେଇ ଗଲେ ଲୋକେ...
ନୟାଗଡ ରଣପୁର ବ୍ଲକ ଗୋପାଳପୁର ପଞ୍ଚାୟତ ଗମେଣ୍ଟ ହାଇସ୍କୁଲ । ଯେଉଁଠାରେ ଗୋଟିଏ ଶ୍ରେଣୀ ଗୃହରେ ପ୍ରଥମଠାରୁ ଚତୁର୍ଥ ଶ୍ରେଣୀର ପ୍ରାୟ ୭୫ ଜଣ ପିଲା ପାଠ ପଢୁଛନ୍ତି । ଖାଲି ଏତିକି ନୁହେଁ ବରଂ ଗୋଟିଏ କ୍ଲାସ୍ରେ ୪-୪ ଜଣ ଶିକ୍ଷୟିତ୍ରୀ ଦୁଇଟି ବ୍ଲାକବୋର୍ଡରେ ପାଠ ପଢାଉଛନ୍ତି...
ଏମିତି ସ୍ତ୍ରୀ ଭାଗ୍ୟରେ ଥିଲେ ମିଳେ । କ୍ୟାନସର ରୋଗରେ ଘାଣ୍ଟି ହେଉଛନ୍ତି ସ୍ୱାମୀ । ନାକରେ ନଳି ଲଗାଇ ଖାଇବାକୁ ଦେବା ସହିତ ଦିନରାତି ସେବା କରୁଛି ସ୍ତ୍ରୀ । ଚିକିତ୍ସା ପାଇଁ କାନ୍ଦି କାନ୍ଦି ମାଗୁଛି ସାହାଯ୍ୟ
ଆମେ କହୁଛୁ ବାଲେଶ୍ୱରର ସେଇ ବୟସ୍କା ବୃଦ୍ଧାଙ୍କ କଥା । ଯାହାଙ୍କ ପେନସନ ଟଙ୍କା ଆସୁଥିବା ଆକାଉଣ୍ଟକୁ ୟୁକୋ ବ୍ୟାଙ୍କ ଅଚଳ କରିଦେଇଥିଲା । ସ୍ୱାମୀ ବଂଚିଥିବା ବେଳେ ଯାହା ଯେତିକି ରୋଜଗାର କରୁଥିଲେ ସେତିକିରେ ପରିବାର ଚଲୁଥିଲା