ମଧ୍ୟପ୍ରଦେଶ ଭୋପାଳର ସୁନା ଝିଅ ତନିଷ୍କା । ଏମିତିକି ତାଙ୍କୁ ପ୍ରଶଂସା କରି ମୋଦି ଇନ୍ଦୋରର ସାଂସଦ ଶଙ୍କର ଲାଲବାନୀଙ୍କୁ କହିଲେ, ‘ତନିଷ୍କା ଇନ୍ଦୋରର ଗର୍ବ । ତେଣୁ ତାଙ୍କର ଧ୍ୟାନ ରଖନ୍ତୁ, ଆଗକୁ ବଢିବାରେ ସହଯୋଗ କରନ୍ତୁ । ମାତ୍ର ୧୧ ବର୍ଷରେ ଦଶମ ବୋର୍ଡ ପରୀକ୍ଷା...
ଅଧ ରାତିରେ ସମୁଦ୍ରରେ କେମିତି ବୁଡ଼ିଥିଲା ବିଶ୍ୱର ସବୁଠୁ ବଡ଼ ଜାହାଜ ଟାଇଟେନିକ୍ ? ବାରମ୍ବାର କ୍ୟାପଟେନ୍ଙ୍କୁ ସୂଚନା ଦିଆଯିବା ପରେ କାହିଁକି ଗତି ପରିବର୍ତ୍ତନ କରିନଥିଲେ ? ଏତେ ବଡ଼ ଜାହାଜରେ କାହିଁକି ନଥିଲା ଅଧିକ ଲାଇଫ୍ବୋଟ୍ ?
ବିଭାଗୀୟ ତଥ୍ୟ ଅନୁସାରେ କୋରାପୁଟ ଜିଲ୍ଲାରେ ୧୮ ଟି, ନବରଙ୍ଗପୁର ଜିଲ୍ଲାରେ ୧୬ ଟି, ରାୟଗଡ଼ା ଜିଲ୍ଲାରେ ୧୪ ଓ ମାଲକାନଗିରି ଜିଲ୍ଲାରେ ୮ ଟି ଚିକିତ୍ସାଳୟ ରହିଛି । ଅନ୍ୟପକ୍ଷରେ କୋରାପୁଟ ଜିଲ୍ଲାରେ ଥିବା ଦୁଇଟି ଡିସ୍ପେନସରୀକୁ ଦେଖିଲେ ଜାଣିହେବ କି ଅଞ୍ଚଳବାସୀ ହୋମିଓପାଥି ଚିକିତ୍ସା ସେବା ପାଇବାରୁ ବଞ୍ଚିତ...
ଏମିତିରେ ଧାରକରଜ କରି ଚାଷ କରୁଥିବା ଚାଷୀଙ୍କ ଦୁର୍ଦ୍ଦଶା ବଢିଯାଇଛି । ଅଦିନିଆ ବର୍ଷା ମାଡ଼ରେ ଜମିରେ ବଳିପଡ଼ିଥିବା ଟମାଟୋ, ଗୁଆଁର ତୋଳିବାକୁ ଲାଗିଛି ଚାଷୀ । ରାୟଗଡା ଜିଲ୍ଲା ଗୁଣପୁରର ଭାରସିଂ ଅଞ୍ଚଳରେ ଏବେ ଚାଷୀ ଆଖିରେ ଲୁହ ଆଣି ଦେଇଛି ଅଦିନିଆ ବର୍ଷା ।
ଅନୁଗୁଳ ଜରପଡ଼ା ରେଂଜ୍ରେ ରେଞ୍ଜ ଅଧିକାରୀ ମାଧବ ଚନ୍ଦ୍ର ନାୟକଙ୍କ ନେତୃତ୍ୱରେ ପ୍ରାୟ ୫୦ ଜଣ ସମାଜସେବୀ ଓ ବନ କର୍ମଚାରୀ ପାହାଡ଼ ଉପରକୁ ଚଢ଼ିଥିଲେ । ଗ୍ରାମବାସୀ, ଛାତ୍ରଛାତ୍ରୀ ଓ ମହିଳା ମାନେ ବି ଏହି ଯାତ୍ରାରେ ସାମିଲ ଥିଲେ । ସମସ୍ତଙ୍କ ହାତରେ ପାଣି ଠେକି ବି ଥିଲା । ପ୍ରାୟ ୨...
କାଠକୁ କାଠ ସହିତ ଯୋଡ଼ିବାର ବ୍ୟସ୍ତ ଥିଲେ ମହିଳା । ଗୋଟିଏ କି ଦୁଇଟି ନୁହେଁ ଶତାଧିକ କାଠ ଖଣ୍ଡକୁ କଂଟା ସାହାଯ୍ୟରେ ଯୋଡ଼ି ବାକ୍ସ ତିଆରି କରିବାରେ ଲାଗି ପଡ଼ନ୍ତି ମହିଳାମାନେ । ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଳକ ହରିଶଙ୍କରପୁର ଗ୍ରାମର ସୁମିତ୍ରା ମହାରଣାଙ୍କ ମହୁ ଚାଷକୁ...
ରଥଯାତ୍ରା ଆଗରୁ ସରିବ ତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ: ଅଧାଖୋଳା ଡ୍ରେନ୍ ଓ ଅଧପନ୍ତରିଆ କାମକୁ ଦେଖି ଚିନ୍ତାରେ ସେବାୟତ ଓ ପୁରୀ ସହରବାସୀ
୨୪ ବୈତରଣୀ ପାଇଁ ବିଜେଡିର ନୂଆ ଷ୍ଟ୍ରାଟେଜି : ମନ୍ଦିର, ମସଜିଦ୍ ପରେ ଏବେ ଓବିସିଙ୍କ ଉପରେ ଫୋକସ୍
ନକଲି ସାର୍ଟିଫିକେଟର ଅସଲି ସତ ସବୁ ଜାଣିଥିଲେ ସରକାର ! ଆଜି ନୁହେଁ ୨୦୧୯ ମସିହାରୁ ବ୍ୟବସ୍ଥା ପାଖେ ଖବର ଥିଲା, ତା ସତ୍ତ୍ୱେ କଟିବା ଅପେକ୍ଷା ରାଜ୍ୟ ବ୍ୟାପୀ ମଜଭୁତ ହୋଇ ଚାଲିଥିଲା ନକଲି ଚେର । ଓଟିଭି ହାତରେ ଲାଗିଛି ଶିକ୍ଷା ବିଭାଗର ତିନିଟି ଏକ୍ସକ୍ଲୁସିଭ୍...
ଦେଶର ତୃତୀୟ ଧନୀ ମୁଖ୍ୟମନ୍ତ୍ରୀ ହେଉଛନ୍ତି ନବୀନ ପଟ୍ଟନାୟକ। ମୋଟ ସଂପତ୍ତି ହେଉଛି ୬୩ କୋଟି ୮୭ ଲକ୍ଷ । ଆସୋସିଏସନ୍ ଫର ଡେମୋକ୍ରାଟିକ ରିଫର୍ମସ ବା ଏଡିଆର୍ ରିପୋର୍ଟରୁ ମିଳିଛି ଏହି ତଥ୍ୟ । ନବୀନଙ୍କ ପାଖରେ ୨୩ ଲକ୍ଷ ୨୬ ହଜାର ୫୫୫ ଟଙ୍କାର ଅସ୍ଥାବର...
କାହା ମୁଣ୍ଡରେ ଓଦା କପଡା ତ କାହା ମୁଣ୍ଡରେ ଛତା । କଳା ଚଷମା ଓ ରୁମାଲଟିଏ ନବାନ୍ଧିଲେ ଖରାରେ ମୁହଁ କାଢିବା ମୁସ୍କିଲ । ଡହ ଡହ ଖରାରେ କାନ ମୁଣ୍ଡ ଝାଇଁ ମାରିଯାଉଛି । ଝାରସୁଗୁଡାରେ ଦିନ ୧୧ଟା ନହେଉଣୁ କଲବଲ କରିଛି ତାତି ।...
ଆଗୁଆ ଜାଣି ହେବ ଶରୀର ରୋଗ ବଇରାଗ... ଚିକିତ୍ସା ବିଜ୍ଞାନରେ ବୈପ୍ଳବିକ ପରିବର୍ତ୍ତନ ଆଣିବ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ
କେନ୍ଦୁଝର ତେଲକୋଇ ବ୍ଲକରେ ପ୍ରାୟ ୩ ହଜାର ହେକ୍ଟର ଜମିରେ ଚାଷ ହେଉଛି ଆମ୍ବ । ଏଠାକାର ଆମ୍ବ ଏତେ ସ୍ୱାଦ ଯେ ଯିଏ ଖାଇଛି ସିଏ ହିଁ ଜାଣିଛି । କଲମୀ ଆମ୍ବ ଲାଗି ତେଲକୋଇକୁ ନେଇ ସବୁବେଳେ ଚର୍ଚ୍ଚା ହୁଏ । ପ୍ରତିବର୍ଷ ଟନ୍ଟନ୍ ଆମ୍ବ...
ଭଦ୍ରକ ବାସୁଦେବପୁର ବ୍ଲକ ନାୟକାଣୀଡିହି ଗ୍ରାମ ପଞ୍ଚାୟତର ମଲ୍ଲିକାଦେଇପୁରର ଗାଁ ଲୋକେ ଆଣିଛନ୍ତି ସଙ୍ଗୀନ ଅଭିଯୋଗ । ନୂଆ ବହି ଦେବେ କହି ଲୋକଙ୍କଠାରୁ ରାସନ ବହି ନେଇଗଲେ ଡିଲର। କିନ୍ତୁ ନୂଆ ବହି ଦେବା ବେଳକୁ ଡିସେମ୍ବର ମାସର ଚାଉଳ ଆମକୁ ନଦେଇ ଆମ ଖାତାରେ ଡିସେମ୍ବର...
ଲିଫ୍ଟରୁ ମାଆ ଓ ଛୁଆ ଉଭୟ ବାହାରିବା ପରେ ହଠାତ୍ ସିଢି ପାଖରେ ନିଜ ଭାରସ୍ୟାମ ହରାଇ ପଡ଼ିଯାଉଛି କୁନି ପିଲାଟି । ବାସ୍ ଏ ଦୃଶ୍ୟ ଦେଖିବା ପରେ ସାଙ୍ଗେ ସାଙ୍ଗେ ପିଲାଟିକୁ ଉଦ୍ଧାର କରିବାକୁ ଚେଷ୍ଟା କରୁଛି ମାଆ । ଖାଲି ଚେଷ୍ଟା କରୁଛି ତାହା...
ପାରିବାରିକ କଳହ କାରଣରୁ ୬ ମାସ ହେଲା ଠାକୁର ପ୍ରସାଦଙ୍କ ମାଆ ଶାଶୂଘର ଆଉ ପୁଅକୁ ଛାଡି ନିଜ ବାପା ଘରକୁ ଚାଲି ଯାଇଛନ୍ତି । ମାଆ ଚାଲିଯିବା ପରେ ଅନେକ ଅସୁବିଧାର ସାମ୍ନା କରୁଛନ୍ତି ଠାକୁରପ୍ରସାଦ । ତେଣୁ ମାଆଙ୍କୁ ଫେରାଇ ଆଣିବା ଲାଗି ଏମିତି ଦଣ୍ଡୁଆ...
ତିଗିରିଆ ବ୍ଲକ ଗଦାଧରପୁର ଗାଁରେ ୫୦ ବର୍ଷ ତଳେ ଲାଗିଥିଲା ଭୟାନକ ନିଆଁ । ନିଆଁ ଏତେ ଭୟଙ୍କର ଥିଲା ଯେ ପୋଡ଼ିଜଳି ଅନେକ ଘର ନଷ୍ଟ ହୋଇଥିଲା । ପରେ ଗାଁ ଲୋକେ ଚିନ୍ତା କଲେ ଶ୍ରୀରାମଙ୍କ ମନ୍ଦିରଟିଏ ତୋଳିବେ । ଖାଲି ଚିନ୍ତା କଲେ ତାହା...
ପରିବାର ପଚାରିଲାନି...ପରିଣତ ବୟସରେ ପର କରିଦେଲେ । ହେଲେ ଆପଣାର କରିନେଲା ବନ୍ଧୁ । ଖାଲି ଆପଣାର କଲା ତାହା ନୁହେଁ ବରଂ ଜୀବନ ଦାନ ବି ଦେଲା । ପୁରୀରୁ ଆସିଥିବା ଏଇ ଘଟଣାକୁ ନେଇ ସ୍ଥାନୀୟ ଅଂଚଳରେ ଭାରି ଚର୍ଚ୍ଚା । ଶ୍ରୀକ୍ଷେତ୍ରରେ ରହୁଥିବା ଏଇ ଦୁଇ...
କ୍ଷୀରରୁ ଛେନା ପ୍ରସ୍ତୁତି ପରେ ଏଥିରେ ଅନ୍ୟାନ୍ୟ ଦ୍ରବ୍ୟ ମିଶାଇ ପ୍ରସ୍ତୁତ ହୋଇଥାଏ ସୁଆଦିଆ ଛେନାପୋଡ଼ l ଭାଗ ମାପରେ ବ୍ୟତିକ୍ରମ ହେଲେ ସ୍ୱାଦ ବି ବଦଳିଯାଏ l ନୟାଗଡ଼ ଜିଲ୍ଲାରୁ ପ୍ରତିଦିନ କୁଇଣ୍ଟାଲ କୁଇଣ୍ଟାଲ ଛେନାପୋଡ଼ ରାଜ୍ୟ ଏବଂ ଅନ୍ୟ ରାଜ୍ୟର ବିଭିନ୍ନ ସ୍ଥାନକୁ ପଠାଯାଇଥାଏ l...
ଗତ ୨୦୨୧/୨୨ ବର୍ଷରେ ବନ୍ୟା ଯୋଗୁଁ ଧର୍ମଶାଳା ତହସିଲର ଅଭୟପୁର, ବମ୍ଫୁ, ଦକ୍ଷିଣଶାସନ,ସଂଖାରୀଢିହ, ମଙ୍ଗରାଜପୁର,ଚକ୍ରୋଡ଼ା, ପାଟପୁର ଆଦି ମୌଜାରେ ହେକ୍ଟର ହେକ୍ଟର ଜମିରେ ଧାନ ଫସଲ ନଷ୍ଟ ହୋଇଥିଲା । କ୍ଷୟକ୍ଷତି ଆକଳନ କରାଯାଇ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ କ୍ଷତିପୁରଣ ପ୍ରଦାନ ନିମନ୍ତେ ରାଜସ୍ୱ ବିଭାଗ ପକ୍ଷରୁ...