• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

MGNREGA works
କିଛି ଜାଣିପାରୁନାହାନ୍ତି ବଡ଼ ବାବୁ : ମଣିଷ ବଦଳରେ ମେସିନ୍‌ କରୁଛି କାମ

ସମସ୍ତଙ୍କ ନଜର ହଟାଇବା ପାଇଁ ନୂଆ କୌଶଳ ଆପଣାଉଛନ୍ତି କାର୍ଯ୍ୟାଦେଶ ନେଇ କାମ କରୁଥିବା ଠିକାଦାର ଓ ଅଧିକାରୀ । ସରକାରୀ ଛୁଟି ଦିନରେ ମେସିନ ସାହାଯ୍ୟରେ କାର୍ଯ୍ୟ ହେଉଥିବା ବେଳେ ଅନେକ କ୍ଷେତ୍ରରେ ରାତିରେ ମେସିନ ସାହାଯ୍ୟରେ କାମ ହେଉନଥିବା ଅଭିଯୋଗ ହୋଇଛି ।

Accident
ରାମନବମୀ ଯାତ୍ରା ହେଲା ଶେଷ ଯାତ୍ରା : ଦୁର୍ଘଟଣାରେ ଚାଲିଗଲେ ୩ ସାଙ୍ଗ

କାଳ ହେଲା ରାମନବମୀ ଯାତ୍ରା ଦେଖିବା...ବିଳମ୍ବିତ ରାତିରେ ଯାତ୍ରା ଦେଖି ଫେରିବା ବେଳେ ଦୁର୍ଘଟଣାର ଶିକାର ହେଲେ ୩ ଯୁବକ । ଖାଲି ଦୁର୍ଘଟଣାର ଶିକାର ହେଲେ ତାହା ନୁହେଁ ବରଂ ୩ ଜଣଙ୍କର ଚାଲିଗଲା ଜୀବନ । ଗଛରେ ଗାଡ଼ି ଏମିତି ପିଟି ହେଲା ଯେ ତିନି...

relationship exposed
ସବୁ ସାରିଦେଲା ଫୋନ୍‌...ସ୍ତ୍ରୀକୁ ହାଣିଲା , ନିଜେ ବିଷ ପିଇଦେଲା

ପାରିବାରିକ କଳହର କରୁଣ ପରିଣତି । ସ୍ତ୍ରୀକୁ ଭୁଜାଲିରେ ହାଣିବା ପରେ ସ୍ୱାମୀ ପିଇଲା ବିଷ । ଝାଡ଼କଟା ଗାଁର ପର୍ଶୁରାମ ନିଜ କାମରେ ଘରୁ ବାହାରକୁ ଯାଇଥିଲେ । ଆସିଲା ବେଳକୁ ଦେଖିଥିଲେ ସ୍ତ୍ରୀ କାହା ସହ ଫୋନରେ କଥାହେଉଛନ୍ତି । ଏହାକୁ ବିରୋଧ କରିବା ସହିତ...

Man-eater tiger
ଛକି ଛକି ବୁଲୁଥିଲା : କ୍ୟାମେରାରେ କଏଦ ହେଲା ମଣିଷଖିଆ ବାଘ

ଗତ କିଛିଦିନ ଧରି ନୂଆପଡା ଜିଲ୍ଲାରେ ଆତଙ୍କ ଖେଳାଇ ଥିବା ବାଘର ଫଟୋ କ୍ୟାମେରାରେ କଏଦ ହୋଇଛି । ସୁନାବେଡା ଅଭୟାରଣ୍ୟର ଜଳମଡେଇ ଗାଁରେ ଜଣେ ବୃଦ୍ଧାଙ୍କୁ ବାଘ ମାରି ଖାଇବା ପରେ ଗାଁରେ ୧୩ଟି ଟ୍ରାକ୍ କ୍ୟାମେରା ଲଗା ଯାଇଥିଲା । ଟ୍ରାକ୍ କ୍ୟାମେରାରେ ବାଘର ଫଟୋ...

Villagers scale mountain
ଭତ୍ତା କି ଜରୁରୀକାଳୀନ ସେବା..ପାଇବ ତ ପାହାଡ଼ ଚଢ଼

ଦୁଃଖ ଓ ପରିତାପର ବିଷୟ ହେଲା ଅଞ୍ଚଳରେ ନେଟୱର୍କ ସୁବିଧା ନ ଥିବାରୁ ନିଇତି ଛଣବଣିଆ ଗାଁ ଠାରୁ ଏକ କିମି ପାହାଡ ଚଢ଼ି ସକାଳ ୬ ଟା ରୁ ସନ୍ଧ୍ୟା ୬ ଟା ଯାଏଁ ଲୋକଙ୍କୁ ସେବା ଯୋଗାଉଛନ୍ତି । ଗଛରେ ମିଶନ ଶକ୍ତିର ବ୍ୟାନର ବନ୍ଧା...

Girl cries for justice
ଝିଅକୁ ମାରିଲେ, ମାଆକୁ ଦୁଷ୍କର୍ମ କଲେ...ନ୍ୟାୟ ମାଗୁଛି ବଡ଼ ଝିଅ

ମସିହା ୨୦୧୮, ସ୍ଥାନ- ଭଦ୍ରକର ଛେଡାକ ଗାଁ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗାଁର ତିନିଜଣ ଯୁବକ ଦେବେନ୍ଦ୍ର ଦାସଙ୍କ ସାନ ଝିଅକୁ ପେଟ୍ରୋଲ ଢ଼ାଳି ମାରି ଦେଇଥିଲେ । ଆଖି ସାମ୍ନାରେ ଝିଅର ମୃତ୍ୟୁକୁ ବିରୋଧ କରିବା ସହିତ ଥାନାରେ ଏନେଇ କେସ୍‌ କରିଥିଲେ ମାଆ...

WaterBill
ବାଃ ବାଃରେ ବ୍ୟବସ୍ଥା : ପାଣି ଆସୁନି, ମାସ ଶେଷକୁ ମୋଟା ବିଲ୍‌ ଆସୁଛି

ଆଜି ବି ଜଣେ ମହିଳା ବସୁଧା ଯୋଜନାରେ ପାଣି ନପାଇ ସରପଞ୍ଚଙ୍କୁ ଗୁହାରି କରିବାକୁ ଆସିଛନ୍ତି। ପଂଚାୟତର ଦକ୍ଷିଣ କୁଅଁରପୁର ଗ୍ରାମର ରମାମଣି ବେହେରାଙ୍କ ଅବିଯୋଗ ଶୁଣିଲେ ଆପଣ ବି ବ୍ୟସ୍ତ  ହୋଇପଡ଼ିବେ । କାରଣ ତାଙ୍କ ଗାଁକୁ ବସୁଧା ଯୋଜନାରେ ଘରକୁ ଟ୍ୟାପ ସଂଯୋଗ ଥାଇ ବି...

'Jaga Chakara Sangha'
"ଜଗାଚାକର ସଙ୍ଘ" ପକ୍ଷରୁ ବିରାଟ କାର୍ଯ୍ୟକ୍ରମ : ରଥଯାତ୍ରାରେ ଭକ୍ତଙ୍କୁ ଦିଆଯିବ ସ୍ୱତନ୍ତ୍ର ସେବା

ଏହି ଉତ୍ସବରେ ବିମଣ୍ଡିତ କାର୍ଯ୍ୟଧାରାକୁ ସମସ୍ତ ସାଧୁ ସନ୍ଥ ଓ ସମାଜ ସେବୀ ଏବଂ ସମାଜ ଶୁଦ୍ଧାରକ ଭୂରି ଭୂରି ପ୍ରଶଂସା କରିଥିଲେ ଓ ଆଶୀବାଣୀର ସ୍ରୋତ, ବେଦ ପାଠରେ କମ୍ପିଥିଲା ପୂରା ଏରିଆ

Instagram Reporter
ଇନଷ୍ଟାଗ୍ରାମ୍‌ରେ ଖବର ଦେବାକୁ...ଟ୍ରେନ୍‌ ଆକ୍ସିଡେଣ୍ଟ ଏରିଆକୁ ଧାଇଁଲେ କୁନି ରିପୋର୍ଟର

ଆଙ୍କର ହୋଇଥିବା କୁନି ଝିଅ ସ୍ଥାନୀୟ ଅଂଚଳର ଗୀତାଞ୍ଜଳି ବିଶ୍ୱାଳ ହୋଇଥିବା ବେଳେ ରିପୋର୍ଟର ହୋଇଥିବା ପୁଅ ଜଣକ ହେଉଛନ୍ତି ଜଗନ୍ନାଥ ବେହେରା । ଗତକାଲି ପୁରୀରେ ଟ୍ରେନ୍‌ ଲାଇନଚ୍ୟୁତ୍‌ ହେବା ପରେ ଏଇ ଦୁଇ ଜଣ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚିଥିଲେ । ଆଉ ଆରମ୍ଭ...

Andhra Pradesh
ଆନ୍ଧ୍ରରୁ ସବୁ ପାଉଛୁ, ଓଡ଼ିଶାରୁ କିଛି ପାଉନୁ...

ବର୍ଷବର୍ଷ ଧରି ପାହାଡି ଅଞ୍ଚଳରେ ୧୧ଟି ଆଦିବାସୀ ପରିବାର ବସବାସ କରି ଆସୁଛନ୍ତି । ରାଇପାଡ଼ ଗାଁ ଓଡ଼ିଶାରେ ରହିଥିଲେ ମଧ୍ୟ ବିଦ୍ୟୁତ, ପାଣି ଓ ଶିକ୍ଷା ଆଦି ସବୁ ସୁବିଧା ଆନ୍ଧ୍ର ସରକାର ଯୋଗାଇ ଦେଇ ଆସୁଛନ୍ତି । ଗାଁରେ ଆନ୍ଧ୍ର ସରକାର ଲୋକଙ୍କୁ ବିଦ୍ୟୁତ ସେବା, ପାନୀୟ...

SHG
ନିରକ୍ଷରତା ପାଇଁ ଜାଣିପାରିଲେନି... ଠକାମୀର ଶିକାର ହେଲେ

ଗ୍ରାମପତି ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ଏହି ଅଂଚଳରେ ଉଭୟ ଖରିଫ ଓ ରବି ରୁତରେ ଚାଷୀଙ୍କଠାରୁ ଧାନ କ୍ରୟ କରାଯାଉଛି । ଗୋଷ୍ଠୀର ସଦସ୍ୟମାନେ ଅଶିକ୍ଷିତ ହୋଇଥିବାରୁ ସେମାନଙ୍କଠାରୁ ବିଭିନ୍ନ ସମୟରେ ଠକି ଦସ୍ତଖତ ନେଇଯାଇ ଆଖାପାଖର ୫୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ ହୋଇଛି।

Odisha Police
ଫେଲ୍‌ ମାରିଛି କି ମୋ ସରକାର? ଥାନାକୁ ଲୋକେ ଆସୁଛନ୍ତି, ହେଲେ ନ୍ୟାୟ ପାଉନାହାନ୍ତି...

ବୌଦ୍ଧ ଜିଲ୍ଲାରେ ଦିନକୁ ଦିନ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ଭାବେ ଭୁଶୁଡ଼ି ପଡ଼ିଛି । ଗାଁ ଗହଳିରୁ ଲୋକେ ନ୍ୟାୟ ପାଇବାକୁ ଆସୁଛନ୍ତି । ହେଲେ ଥାନାରେ ବଡ଼ ବାବୁ ରହୁନାହାନ୍ତି କି ବଡ଼ ଅଫିସର ରହୁନଥିବା ନେଇ ଅନେକ ଅଭିଯୋଗ ଆସିଛି ।

Vanik
ବାଣିକ୍‌ ଇନଷ୍ଟିଚ୍ୟୁଟ୍‌ରେ ଜିଏସଟି ରେଡ଼୍‌

ବାଣିକ ଇନଷ୍ଟିଚ୍ୟୁଟ୍‌ରେ ଜିଏସଟି ରେଡ୍ । ରାଜଧାନୀର ଜଣାଶୁଣା କୋଚିଂ ଇନଷ୍ଟିଚ୍ୟୁଟରେ ଜିଏସଟି ପକ୍ଷରୁ ରେଡ୍ ହୋଇଥିବା ସୂଚନା ମିଳିଛି । କୋଚିଂ ଇନଷ୍ଟିଚ୍ୟୁଟରେ ସେଣ୍ଟ୍ରାଲ ଜିଏସଟି ଟିମ୍‌ ଚଢାଉ କରିଛି

Apartment
ଆପାର୍ଟମେଣ୍ଟ ପଞ୍ଜିକରଣର ନୂଆ ନିୟମକୁ ନେଇ ଏବେ ବି ଦ୍ୱନ୍ଦ୍ୱରେ ବିଲ୍ଡର-ଗ୍ରାହକ

ରାଜ୍ୟରେ ଖୁବଶୀଘ୍ର ଲାଗୁ ହେବାକୁ ଯାଉଛି ନୂଆ ଆପାର୍ଟମେଣ୍ଟ ଆଇନ । ଦୀର୍ଘ ବର୍ଷ ଧରି ଆପାର୍ଟମେଣ୍ଟ ପଞ୍ଜୀକରଣ କାର୍ଯ୍ୟ ଠପ୍ ହୋଇଯାଇଥିବାରୁ ପାଖପାଖି ୫ ହଜାର କୋଟି ଟଙ୍କାର ରିୟଲ ଇଷ୍ଟେଟ କାରବାର ପୁଣି ସଚଳ ହେବା ଆଶା କରାଯାଉଛି । ତେବେ ବିଧାନସଭାରେ ଆଗତ ଆପାର୍ଟମେଣ୍ଟ...

Students caught driving without license
ଗାଡ଼ି ଚଢ଼ିବାକୁ ମନ, ହେଲେ ନିୟମ ମାନିବାକୁ ନାରାଜ; ଫସିଲେ ଛାତ୍ରଛାତ୍ରୀ

ବିନା ଲାଇସେନ୍ସରେ ଗାଡ଼ି ଚଲାଇ ଫସିଲେ ସ୍କୁଲ୍ ଓ କଲେଜ ଛାତ୍ରଛାତ୍ରୀ। ୧୮ ବର୍ଷରୁ କମ୍ ପୁଅଝିଅମାନେ ବିନା ହେଲ୍‌ମେଟ୍‌ ଓ ଡିଏଲ୍‌ରେ ଗାଡ଼ି ଚଲାଇବାରୁ ଆଜି ସାରା ରାଜ୍ୟରେ ହଜାର ହଜାର ଟଙ୍କା ତଣ୍ଡ ଗଣିଛନ୍ତି ଅଭିଭାବକ। ଆଗକୁ ଜିରୋ ଫାଟାଲିଟି ଉଇକ୍ ପାଳନ ହେଉଥିଲା ବେଳେ...

Plus 2 Exam
+୨ ପରୀକ୍ଷା ପରିଚାଳନାରେ ସାଙ୍ଘାତିକ ତ୍ରୁଟି, ୧୨ ଛାତ୍ରୀଙ୍କ ଖାତା ମିଳୁନି !

ଯୁକ୍ତ ଦୁଇ ପରୀକ୍ଷା ପରିଚାଳନାରେ ସାଙ୍ଘାତିକ ତ୍ରୁଟି । ହଜିଗଲା ପିଲାଙ୍କ ପରୀକ୍ଷା ଖାତା । ଯୁକ୍ତ ଦୁଇ ପରୀକ୍ଷା ପରିଚାଳନାରେ ଖାମଖିଆଲ ମନୋଭାବ ଯୋଗୁଁ ୧୨ଜଣ ଛାତ୍ରୀଙ୍କ ସାହିତ୍ୟ ଖାତା ଗାଏବ । ଭାଲୁଏସନ୍ ସେଣ୍ଟରରୁ ସଂପୃକ୍ତ କଲେଜକୁ ଏନେଇ ଚିଠି ଲେଖା ଯାଇଥିବା ବେଳେ ଅନିଶ୍ଚିତତା...

A growing web of fake certificates 6 names came
ମେଲୁଛି ଜାଲି ସାର୍ଟିଫିକେଟ୍‌ର ଜାଲ; ୬ ଜଣଙ୍କ ନାଁରେ ଏତଲା

ବଲାଙ୍ଗିର, କେନ୍ଦ୍ରାପଡ଼ା ପରେ ଏବେ କନ୍ଧମାଳରେ ବି ଦେଖିବାକୁ ମିଳିଛି ଜାଲି ସାର୍ଟିଫିକେଟ୍‌ର ଜାଲ। ନକଲି ସାର୍ଟିଫିକେଟ୍‌ ଦେଇ ଡାକ ବିଭାଗରେ ଚାକିରି ପାଇଁ ଆବେଦନ କରିଥିବା ୬ ଜଣଙ୍କ ନାଁରେ ଆଜି ଥାନାରେ ଏତଲା ଦେଇଛନ୍ତି ଫୁଲବାଣୀ ଡାକମଣ୍ଡଳର ଅଧୀକ୍ଷକ।

Odisha Politics
ବିଜେପିକୁ କାଉଣ୍ଟର ପାଇଁ ବିଜେଡି ଖେଳୁଛି କି ଧର୍ମ କାର୍ଡ ? ‘ଶଙ୍ଖ ମୋ ଗର୍ବ’ ପରେ ‘ଜୟ ଜଗନ୍ନାଥ’ ନାରା

ଶଙ୍ଖ ମୋ ଗର୍ବ' ପରେ ବିଜେଡିର ସୋସିଆଲ୍ ମିଡିଆରେ ନୂଆ କ୍ୟାମ୍ପେନ୍ ‘ଜୟ ଜଗନ୍ନାଥ’କୁ ନେଇ ଚର୍ଚ୍ଚା । ତେବେ ହଠାତ୍ ସ୍ଲୋଗାନ ବଦଳିବା ପଛର କାରଣ କଣ ? ବିରୋଧୀ କଂଗ୍ରେସ୍ କହିଛି, ଲୋକେ ଶଙ୍ଖ ମୋ ଗର୍ବ ନାରା ଗ୍ରହଣ ନକରିବାରୁ ବିଜେଡି ନିଜ ସ୍ୱର...

Awas yojana
୬ ଫୁଟିଆ ଘରେ ୩ ଜଣ...ଆବାସ ଘର ଲାଗି ଏମାନେ କାଳେ ଯୋଗ୍ୟ ନୁହଁନ୍ତି ?

ମଣିଷ ଯୋଉଠି ବସୁଛି, କୁକୁର ବି ସେଇଠି ଶୋଉଛି । ଘର ଭିତରେ ଦିକିଦିକି ଚୁଲି ଜଳୁଛି । କେତେବେଳେ ଭାତ ଗଣ୍ଡାକ ହେବ ତାକୁ ସତେ ଯେମିତି ଅପେକ୍ଷା କରି ରହିଛି ବୁଢୀ ମାଉସୀ । ବୟସ ବି କିଛି କମ୍‌ ନୁହେଁ । ୭୩ ପାର୍‌...

Woman seeks financial assistance
ମୋ ସ୍ୱାମୀର ତ କାମ ହେଉନି...ତୁମ ବିଜୁ ସ୍ୱାସ୍ଥ୍ୟକାର୍ଡ଼ ମୁଁ କରିବି କଣ ?

ଗଜପତି ମୋହନା ଟେଡ଼ାମା ଗାଁର ଦୁଃଖୀ ମଲ୍ଲିକ । ୫ ବର୍ଷ ପୂର୍ବରୁ ଦୁଃଖୀଙ୍କ ସ୍ୱାମୀ କୃଷ୍ଣଙ୍କୁ ଏମିତି ରୋଗ ମାଡ଼ିବସିଲା ଯେ ଉଠିବା ବସିବା ବି ତାଙ୍କ ପାଖରେ କଷ୍ଟସାଧ୍ୟ ହେଲା । ସ୍ୱାମୀ ବିଛଣାରେ ପଡ଼ିବା ପରେ ପୂରା ପରିବାରର ବୋଝ ଏବେ ଦୁଃଖୀଙ୍କ ଉପରେ...

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି