• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

Satyabhama
ଯୋଜନା କାହା ପାଇଁ? ୫ ଫୁଟିଆ ପାଇଖାନାରେ ରହୁଛି ମଣିଷ...

ବାଲେଶ୍ଵର ନୀଳଗିରି ପିଠାହତା ପଂଚାୟତର ଦରଖୋଳି ଗାଁର ସତ୍ୟଭାମା ନାୟକ। ବିବାହ କରିନାହାନ୍ତି...ବାପା-ମାଆ କି ଭାଇ କେହି ନାହାନ୍ତି। ସେଇଥି ପାଇଁ ଆଜିକା ସମୟରେ ଏମିତି ଦୟନୀୟ ଜୀବନ ଜିଉଁଛନ୍ତି ସତ୍ୟଭାମା। ବାପା ଥିବା ବେଳେ ଘର ଖଣ୍ଡିକ କରିଥିଲେ ହେଲେ ସେ ଯିବା ପରେ ରକ୍ଷଣାବେକ୍ଷଣ ଅଭାବରୁ...

Turkey-Syria earthquakes
ତୁର୍କୀରେ ପ୍ରକୃତିର ତାଣ୍ଡବ ! ମାଟିରେ ମିଶିଯାଇଛି କୋଠାବାଡ଼ି, ଚାପି ହୋଇ ରହିଛି ଶହ ଶହ ଜୀବନ

ତୁର୍କୀର ମହାବିପତ୍ତି ବେଳେ, ସହଯୋଗର ହାତ ବଢ଼ାଇଛି ଭାରତ । ତୁର୍କୀକୁ ୨ଟି C-17 ଗ୍ଲୋବମାଷ୍ଟର ବିମାନରେ ୧୦୦ ଏନ୍‌ଡିଆରଏଫ୍ ଯବାନ, ସ୍ୱତନ୍ତ୍ର ପ୍ରଶିକ୍ଷିତ ଡଗ୍ ସ୍କ୍ବାଡ୍, ଡ୍ରିଲିଂ ମେସିନ, ରିଲିଫ ସାମଗ୍ରୀ, ଔଷଧ ଓ ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଓ ଉପକରଣ ପଠାଯାଇଛି । ଅନ୍ୟପକ୍ଷରେ ଭାରତକୁ...

Kerala's trangender
ଝିଅରୁ ହୋଇଥିଲେ ପୁଅ; ଏବେ ଜନ୍ମ ଦେଲେ ସନ୍ତାନ

ପୁତ୍ର ସନ୍ତାନକୁ ଜନ୍ମଦେଲେ ପୁରୁଷ । କେରଳର କୋଝିକୋଡରେ ରହୁଥିବା ଟ୍ରାନ୍ସଜେଣ୍ଡର କପଲ୍‌ ଜିୟା ଓ ଜହାଦଙ୍କ ଘରକୁ ନୂଆ ଅତିଥି ଆସିଛି । ସେମାନଙ୍କର ଏକ ପୁତ୍ର ସନ୍ତାନ ହୋଇଥିବା ଜଣାପଡ଼ିଛି । ପୂର୍ବରୁ ଉଭୟ ସୋସିଆଲ୍‌ ମିଡିଆ ଜରିଆରେ ବାପା-ମା’ ହେବାକୁ ଯାଉଛନ୍ତି ବୋଲି ସୂଚନା...

President Murmu to visit Odisha, security tightened
ଆସୁଛନ୍ତି ମାଡାମ୍ ପ୍ରେସିଡେଣ୍ଟ: ଗତଥର ପଚାରିଥିଲେ ଚୁନି କୋଉଠି, ଏଥର ଭେଟିବେ

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମାଡାମ୍ ପ୍ରେସିଡେଣ୍ଟ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସହ ଶେଷ ହୋଇଛି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ ପ୍ରକ୍ରିୟା। ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ କମିଶନରେଟ ପୋଲିସ ପକ୍ଷରୁ କରାଯାଇଛି ଫୁଲପ୍ରୁଫ ରିହର୍ସାଲ। ଆସନ୍ତାକାଲି ମଧ୍ୟାହ୍ନରେ ରାଷ୍ଟ୍ରପତି ଆସି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ସିଧାସଳଖ...

Naba Das
ଶ୍ରଦ୍ଧାଞ୍ଜଳୀ ସଭାରେ ଯୋଗ ଦେଲେ, ହେଲେ କିଛି କହିଲେନି ନବୀନ

ନବଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି...କାନ୍ଦୁଛି ପୂରା ପରିବାର। ଯେବେ ବାପା-ମାଆଙ୍କ ଆଖି ସାମ୍ନାରେ ପୁଅ ଚାଲିଯାଏ, ସେତେବେଳେ ବାପା-ମାଆଙ୍କୁ କେତେ କଷ୍ଟ ହୁଏ? ତାହାକୁ କହିବା ଶବ୍ଦ ଆମ ପାଖରେ ନାହିଁ। ସେପଟେ ନବଙ୍କ ସଭାରେ ପାୱାର ସୋ' ଦେଖାଇଛି ବିଜେଡି ବୋଲି ଅଭିଯୋଗ କରିଛନ୍ତି ବିରୋଧୀ

Naba Das Assassination
କେମିତି ହୁଏ ନାର୍କୋ ଟେଷ୍ଟ ?

ମନ୍ତ୍ରୀ ନବ ଦାସଙ୍କୁ କାହିଁକି ମାରିଲା ଗୋପାଳକୃଷ୍ଣ ଦାସ ? ହତ୍ୟାକାଣ୍ଡ ପାଇଁ କିଏ ସୁପାରୀ ଦେଇଥିଲେ କି ? ହତ୍ୟା ପୂର୍ବରୁ କାହା ସହ ଆଲୋଚନା କରିଥିଲା ଗୋପାଳ ? ଏମିତି କେଉଁ ଘଟଣା ବିବ୍ରତ କଲା ଯେ, ହତ୍ୟା ଯାଏଁ କଥା ଗଲା ? କାହା...

Liver
ଏସସିବିରେ ଲିଭର ପ୍ରତିରୋପଣ ପାଇଁ ଆଉ କେତେ ବର୍ଷ ?

ବଡ଼ ବଡ଼ କୋଠା, ବଡ଼ ଡାକ୍ତରଖାନା, ବଡ଼ ଆଶା। ସେଥିରେ ପୁଣି କଟକ ଏସସିବିକୁ ବିଶ୍ୱସ୍ତରୀୟ କରିବାର ସ୍ବପ୍ନ। ହେଲେ ୧୦ ବର୍ଷ ତଳୁ ୨୨ କୋଟିର ବ୍ୟୟ ବରାଦ, କୋଟି କୋଟି ଟଙ୍କାର ଯନ୍ତ୍ରାଂଶ କିଣା ଏବଂ ଦୁଇ ଦୁଇ ଥର ଶୁଭାରମ୍ଭ ସତ୍ତ୍ବେ କଟକ ବଡ଼...

Bothra
ସରକାରଙ୍କ ପାଇଁ ବୋଥ୍ରାଙ୍କ ଛବି ଅଡୁଆ?

ଏଯାଏଁ ମନ୍ତ୍ରୀଙ୍କ ହତ୍ୟାର କାରଣ ଜଣାପଡିନଥିବାରୁ ରାଜନୈତିକ ମହଲରେ ଝଡ ସୃଷ୍ଟି ହେଲାଣି। ଗୁଳି କିଏ ମାରିଛି ତାହା କାହାକୁ ଅଛପା ନୁହେଁ । ବନ୍ଧୁକ ବି ଜବତ ହୋଇସାରିଛି। ହେଲେ ହତ୍ୟାକାଣ୍ଡର ମୋଟିଭ୍ ଖୋଜି ପାଉନି କ୍ରାଇମବ୍ରାଂଚ। ୭ ଦିନ ଧରି ଗୋପାଳକୁ ମାରଥନ୍ ଜେରା ପରେ...

SHG
ମାଟିରେ ତିଆରି କରୁଛନ୍ତି ଚା’ କପ୍, ଗାଁ ମହିଳାଙ୍କୁ ମିଳୁଛି ରୋଜଗାରର ବାଟ

ବର୍ତ୍ତମାନ ସମୟରେ ଆମେ ସମସ୍ତେ ଚା’ ପିଉଛନ୍ତି ପ୍ଲାଷ୍ଟିକ୍‌ କପ୍‌ରେ। ଯଦି ଆପଣଙ୍କ ଭିତରୁ କେହି କେବେ ମାଟି କପ୍‌ରେ ଚା ପିଉଥିବେ ତେବେ ତାହାର ମହତ ନିଶ୍ଚୟ ଜାଣିଥିବେ। ସେଇଥି ପାଇଁ ତ ମହିଳାମାନେ ମାଟିରେ କପ୍‌ ତିଆରି କରି ରେଳ ବିଭାଗକୁ ଯୋଗାଉଛନ୍ତି, ଆଉ ସେଥିରୁ ଯେତିକି...

Talcher
ଖଣିରେ ବାଲି ଭର୍ତ୍ତି ହେଉନି, କେବଳ ଚିଠିରେ ଚାଲିଛି ଖେଳ...ବିପଦରେ ତାଳଚେର

ତାଳଚେର ଅନୁଗୁଳ-ମେରାମଣ୍ଡଳି ଉନ୍ନୟନ କର୍ତ୍ତୃପକ୍ଷ (ତାମଡ଼ା) ଓ ଏମ୍ସିଏଲ୍ ମଧ୍ୟରେ ଭୁଗର୍ଭ କୋଇଲା ଖଣିରେ ବାଲି ଭର୍ତ୍ତି କରିବାକୁ ନେଇ ଚିଠିରେ ଖେଳ ଚାଲିଛି । ଆଉ ସହରବାସୀଙ୍କ ଉପରେ ଘନେଇବାରେ ଲାଗିଛି ବିପଦ।

Dibyanga Need Help
“ସରକାର ସାହାଯ୍ୟ କଲେ ମୁଁ ବଡ ଦୋକାନ କରିବି, ଭଲରେ ଚଳିବି”

ମେଂଟ୍ରା ଯେତେବେଳେ ଛୋଟ ଥିଲେ ସେହି ସମୟରେ ବାପା କାଳୁ ମଲ୍ଲିକ ଚାଲିଯିବା ପରେ ମାଆ ଛୋଟରୁ ବହୁ କଷ୍ଟରେ ପାଳି ପୋଷି ବଡ଼ କରିଛନ୍ତି। ଆଉ ମାଆର କଷ୍ଟକୁ ଠିକ୍‌ରେ ବୁଝିପାରିଛନ୍ତି ମେଂଟ୍ରା। ତେଣୁ ଦୋକାନ ଖଣ୍ଡିଏ କରି ମେଂଟାଉଛନ୍ତି ନିଜର ଗୁଜୁରାଣ। ସବୁଠୁ ଆଶ୍ଚର୍ଯ୍ୟର କଥା ମେଣ୍ଟ୍ରା...

Social Media
ସୋସିଆଲ ମିଡିଆରେ ଚର୍ଚ୍ଚା: ମହାଡ୍ରାମାରେ ଗୋପାଳ ହିରୋ !

ନବ ଦାସ ସଂପର୍କିତ ଖବରର ଅପଡେଟ୍ ଭିଡିଓ କିମ୍ବା ଫଟୋ ପୋଷ୍ଟ କଲେ, ସେଥିରେ ସୋସିଆଲ୍ ମିଡିଆ ବ୍ୟବହାରକାରୀ ନିଜ ମତ ଦେବାର ମୌକା ଛାଡୁନାହାଁନ୍ତି। ଯେମିତି ଓଟିଭିର ଫେସବୁକ୍, ଟ୍ୱିଟର ଓ ୟୁଟ୍ୟୁବରେ ପୋଷ୍ଟ ହୋଇଥିବା, ଗୋପାଳ କ୍ରାଇମ୍ ସିନ୍ ରିକ୍ରିଏସନର କିଛି ଫଟୋରେ ଲୋକେ ଦେଇଛନ୍ତି ଏମିତି...

Brother Sister Need Help
ବାପା-ମାଆ ଆରପାରିରେ, କୁନି ଭଉଣୀ କାନ୍ଧରେ ଭାଇର ଭବିଷ୍ୟତ

ଘରର ଦାଣ୍ଡ ଦୁଆରେ ବହିରେ ଆଙ୍ଗୁଳି ଧରି ଭାଇକୁ ପାଠ ପଢାଇବା ସହ ନିଜେ ବି ପଢୁଛି କୁନି ଝିଅ। ଦୁଃଖ ଏତିକିରେ ସରିନି। ବାପା-ମାଆ ଯିବା ପରେ ଅନାଥ ହୋଇଯାଇଥିବା ଏଇ ଦୁଇ କଅଁଳ ପିଲାଙ୍କ ଆଖିରେ ପୂଳାପୂଳା ସ୍ୱପ୍ନ ଭର୍ତ୍ତି ହୋଇ ରହିଛି। ହେଲେ ତାକୁ...

Kendrapada Sarapancha
ଅଫିସ୍‌ରେ ସରପଂଚ...ବାହାରେ ଦିନ ମଜୁରିଆ

ପ୍ରତିଦିନ ପଂଚାୟତରେ ଲୋକଙ୍କ କାମ କରିବା ପରେ ଶ୍ରମିକ ଭାବରେ କାମ କରୁଛନ୍ତି ବିଭୂତି। ଆଉ ପଂଚାୟତର ପ୍ରତିଟି ଲୋକ ତାଙ୍କୁ ପ୍ରଂଶସା କରିବା ସହିତ ତାଙ୍କର ଏମିତି ପ୍ରୟାସକୁ ତାରିଫ ବି କରୁଛନ୍ତି। ଉଚ୍ଚ ଶିକ୍ଷିତା ହେବା ପରେ ବି ଚାକିରି ମିଳିଲା ନାହିଁ। ତେଣୁ ବୃଦ୍ଧା ମାଆ,...

Cow
ଦୃଦୟ ବିଦାରକ ଭିଡିଓ...ବାଛୁରୀର ଚିକିତ୍ସା କରୁଥିବା ଡାକ୍ତରଙ୍କୁ ଚାଟିଲା ଗାଈ

ଭାଇରାଲ ହେଉଥିବା ଭିଡିଓ ଏତେ ହୃଦୟ ବିଦାରକ ଯେ, ଦେଖିବା ବେଳକୁ ସମସ୍ତଙ୍କ ଆଖିରେ ଆସୁଛି ପାଣି । କାରଣ ସେ ଦୃଶ୍ୟକୁ କେଉଁ ଶବ୍ଦରେ ବୁଝାଇବୁ, କେମିତି ବର୍ଣ୍ଣନା କରିବୁ ତାହା ଚିନ୍ତା କରିହେଉନି

Bana Sir
ଅବସରର ୨୪ ବର୍ଷ ପରେ...ସ୍କୁଲ ଯାଉଛନ୍ତି, ମାଗଣାରେ ପାଠ ପଢାଉଛନ୍ତି

କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ କଖାରୁଣୀ ଗାଁର ବନବିହାରୀ ଦାସ। ବୟସ ୮୫ ଡେଇଁଲାଣି। ହେଲେ ଏ ବୟସରେ ବି ପିଲାଙ୍କୁ ପାଠ ପଢାଇବାକୁ ସେ ପାଗଳ ପ୍ରାୟ। ୧୯୬୦ ମସିହାରୁ ଶିକ୍ଷକତା ଆରମ୍ଭ କରିଥିବା ବନ ସାର୍‌ ଏହାରି ମଧ୍ୟରେ ୨୪ ବର୍ଷ ହେଲାଣି ଚାକିରିରୁ ଅବସର ନେଲେନି

turkey earthquake triggers panic in talcher
ତୁର୍କୀରେ ଛାତିଥରା ଭୂମିକଂପ, ହେଲେ ତାଳଚେରରେ ଛନକା

ତୁର୍କୀରେ ଛାତିଥରା ଭୂମିକଂପ। ହେଲେ ତାଳଚେରରେ ଛନକା, କାରଣ ବି ଆପଣଙ୍କ ସାମ୍ନାରେ। କାହା ଶୋଇବା ଘର ମଝିରେ ଗାତ, ତ କାହା ଘର ଅଗଣାରେ ଗଭୀର ଖାତ। ପୁଣି କେଉଁଠି ଘର କାନ୍ଥ ଫାଟିଛି, ତ କେଉଁଠି ଲୋକଙ୍କ ନିତିଦିନିଆ ଯାଆସ ରାସ୍ତାରେ ନିଶ୍ଚିତ ମୃତ୍ୟୁକୁ ଅପେକ୍ଷା...

Naba Das murder investigation
ନାର୍କୋ ଟେଷ୍ଟ ପାଇଁ ଗୋପାଳକୁ ନିଆଯିବ ଗୁଜରାଟ; ହତ୍ୟାକାଣ୍ଡର ୧୧ ଦିନରେ କ୍ରାଇମ ସ୍ପଟ୍ ଗଲେ ଡିଜିପି

ରାଜ୍ୟ ପୋଲିସ ମୁଖିଆଙ୍କ କାର୍ଯ୍ୟକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା । କ୍ୟାବିନେଟ୍ ମନ୍ତ୍ରୀ ନବ ଦାସଙ୍କ ହତ୍ୟାର ୬ ଦିନରେ ଯାଇ ମୁହଁ ଖୋଲି ଥିଲେ ରାଜ୍ୟ ପୋଲିସ ମୁଖିଆ । ୧୦ ଦିନ ପରେ ଆଜି ନବଙ୍କ ଏକାଦଶାହରେ ପ୍ରଥମଥର ପାଇଁ କ୍ରାଇମ୍ ସ୍ପଟ୍ ଭିଜିଟ୍...

Odisha records country’s highest forest fires in a week
ନିଆଁ ଆଁରେ ଓଡ଼ିଶା ଜଙ୍ଗଲ

ନିଆଁ ଆଁରେ ଓଡ଼ିଶା ଜଙ୍ଗଲ। ବାରମ୍ବାର ସଚେତନତା ପରେ ବି ଲାଗୁଛି ନିଆଁ, ଜଳିପୋଡି ପାଉଁଶ ହେଉଛି ମୂଲ୍ୟବାନ ସଂପତ୍ତି

BJP leader Pradip Purohits exclusive statement
ମୁଖ୍ୟମନ୍ତ୍ରୀ ପଦ ଲାଳସା ପାଇଁ ନବଙ୍କୁ ହତ୍ୟା କରାଗଲା: ପ୍ରଦୀପ ପୁରୋହିତ

ମନ୍ତ୍ରୀ ନବ ଦାସଙ୍କୁ କାହିଁକି ହତ୍ୟା କଲା ଗୋପାଳ ଦାସ, ସେନେଇ ବିଭିନ୍ନ କଥା ସାମ୍ନାକୁ ଆସୁଥିବା ବେଳେ ଓଟିଭିକୁ ସାଂଘାତିକ ତଥ୍ୟ ଦେଇଛନ୍ତି ବିଜେପି ନେତା ପ୍ରଦୀପ ପୁରୋହିତ। ମୁଖ୍ୟମନ୍ତ୍ରୀ ପଦ ଲାଳସା ପାଇଁ ନବଙ୍କୁ ହତ୍ୟା କରାଗଲା ବୋଲି କହିଛନ୍ତି ପ୍ରଦୀପ ପୁରୋହିତ ।

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି