ପଞ୍ଜାବରେ କଂଗ୍ରେସର ମୁଖ୍ୟମନ୍ତ୍ରୀଙ୍କ ମୁହଁକୁ ନେଇ ସନ୍ଦେହ ଘେରକୁ ଆସିଛି। ଏହି ସମୟରେ ରାଜ୍ୟ କଂଗ୍ରେସ ସଭାପତି ନବଜୋତ ସିଂ ସିଦ୍ଧୁ ଦଳର ପ୍ରତ୍ୟେକ ନିଷ୍ପତ୍ତିକୁ ମାନିବେ ବୋଲି ସ୍ପଷ୍ଟ କରିଛନ୍ତି।
ହାତ ଟେକି ଦେଲେ ସରକାର, କହିଲେ- ଆଳୁ, ଟମାଟର ଏବଂ ପିଆଜ ଦାମ ପାଣିପାଗ ଉପରେ ନିର୍ଭର କରେ
କରୋନା ଟିକା ନେଲେ ୧୦% ଶସ୍ତାରେ ମିଳିବ ବିମାନ ଟିକେଟ, ଏହି ଏୟାରଲାଇନ୍ସ ଦେଲା ଅଫର
ଏବେ ନୁହେଁ ୫୫ ବର୍ଷ ହେଲାଣି ଗୋଟିଏ ପରିବାର ହାତରେ ରହିଛି ପଂଚାୟତ କ୍ଷମତା। ବାରମ୍ବାର ନିର୍ବାଚନରେ ବିଜୟ ହୋଇ ରାଜଗାଦିରେ ବସୁଛନ୍ତି ନାୟକ ପରିବାର...ଏବେ ପୁଣି ୬୬ ବର୍ଷୀୟ ଅରୁଣ ନାୟକ। କହୁଛନ୍ତି ନବୀନ ବାବୁ ଏତେ ବୟସରେ ରାଜନୀତି କରୁଛନ୍ତି ମୁଁ କାହିଁକି କରିପାରିବିନି…
ମହାନତା ଦେଖାଇଲା କୁନି ଝିଅ। ନିଜେ ଲଣ୍ଡା ହୋଇ କ୍ୟାନସର ରୋଗୀଙ୍କୁ ଦେଲା ନିଜର ଚୁଟି...କହିଲା, ଜୀବନ ତ ଦେଇପାରିବିନି, ଦେଇ ଦେଲି ନିଜର ଚୁଟି। ସାରା ଜିଲ୍ଲାରୁ ଛୁଟୁଛି ପ୍ରଶଂସାର ସୁଅ
ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୋଟିଏ ୫୪ ଲକ୍ଷ ଟଙ୍କାର ସମ୍ପତ୍ତି ସହ ଦୁଇଟି ବନ୍ଧୁକ ଥିବା ସତ୍ୟପାଠରେ ଦର୍ଶାଇଛନ୍ତି। ତାଙ୍କର କୌଣସି ଜମିବାଡ଼ି ନଥିବା, ତାଙ୍କ ନାରେ ଅପରାଧିକ ମାମଲା ନଥିବା ଏବଂ କୌଣସି ଲୋନ୍ ନଥିବା ସତ୍ୟପାଠରେ ଦର୍ଶାଇଛନ୍ତି।
ଖଣ୍ଡାରେ ହାଣି ସାରିବା ପରେ ଗେଟ ବାହାରକୁ ଘୋଷାଡ଼ି ନେଇ ସଂଘବଦ୍ଧ ଭାବେ ଆକ୍ରମଣର ଫୁଟେଜ ବି ସାମ୍ନାକୁ ଆସିଛି...
ସାଧାରଣ ନିର୍ବାଚନର ୩ ବର୍ଷ ପରେ ଆସିଛି ପଞ୍ଚାୟତ ଭୋଟ। ଚାଲିଛି ଘମାଘୋଟ ପ୍ରଚାର। କ୍ୟାମ୍ପେନରେ କମ୍ପୁଛି ଗାଁ ଦାଣ୍ଡ। ଆଉ ସେହି ନିର୍ବାଚନୀ ମୋହରେ ଭିଟାମାଟି ମୁହାଁ, ସୁରତରେ ରହୁଥିବା ଗଞ୍ଜାମ ବାସିନ୍ଦା ଦକ୍ଷିଣ ଓଡ଼ିଶାର ପ୍ରମୁଖ ରେଲେଓ୍ବ ଷ୍ଟେସନ୍ ବ୍ରହ୍ମପୁରରେ ନିଇତି ଭିଡ଼, ନିଇତି ଫେରୁଛନ୍ତି...
ସେମିତି ଭୋଟରଙ୍କ ଘରେ ପଖାଳ ଖାଇ କାନ୍ଦି ପକାଉଥିବାର ଦୃଶ୍ୟକୁ ନେଇ ଗତ କିଛି ଦିନ ହେଲା ସୋସିଆଲ୍ ମିଡ଼ିଆରେ ଭାରି ଟ୍ରୋଲ୍ ହେଉଥିବା ଦୃଶ୍ୟ ବି ଭାରି ଚର୍ଚ୍ଚାରେ ରହିଛି।
ଖୁବ ଚର୍ଚ୍ଚା। ପ୍ରଚାର ପାଇଁ ସୁଟିଂ କରିଥିବା ଏହି ଭିଡ଼ିଓରେ ସେ ତଳେ ବସି ଜଣେ ମାଉସୀଙ୍କ ହାତରୁ ପଖାଳ ଖାଉଛନ୍ତି, ଆଉ ଭୋ ଭୋ ହୋଇ କାନ୍ଦୁଛନ୍ତି। ତେବେ ଏ ସମ୍ପର୍କରେ ତାଙ୍କ ପ୍ରତିକ୍ରିୟା ଆମର ହସ୍ତଗତ ହୋଇନାହିଁ
ଖଣ୍ଡିଏ ଘର ପାଇଁ ସରପଂଚଙ୍କ ପାଖକୁ ୧୦ ବର୍ଷ ଦୌଡ଼ି ଦୌଡ଼ି ହତାସ ହେଲେ। କିନ୍ତୁ ଘର ଖଣ୍ଡିଏ ପାଇଲେନି....ଆଉ ସେହି ଜିଦ୍ରେ ଏବେ ନିଜେ ପଂଚାୟତ ନିର୍ବାଚନ ମୈଦାନକୁ ଓହ୍ଲାଇଛନ୍ତି ଦେବଶ୍ରୀ। କହୁଛନ୍ତି, ମୁଁ ସରପଂଚ ହେବି...ଲୋକଙ୍କ ସମସ୍ୟା ଦୂର କରିବି
କେନ୍ଦ୍ର ସରକାରଙ୍କ ମନମୁଖୀ ପଦକ୍ଷେପକୁ ନେଇ ଉଦବେଗ ପ୍ରକାଶ କରିବା ସହିତ ଓଡ଼ିଶାରୁ ବଳକା ଉଷୁନା ଚାଉଳ ତୁରନ୍ତ ଉଠାଇବାକୁ ପଦକ୍ଷେପ ନିଆଯାଉ ବୋଲି ଦାବି କରିଛନ୍ତି ବିଜେଡି ସାଂସଦମାନେ
ବର୍ଷା ହେବା ଯୋଗୁଁ ରାସ୍ତା ଉପରକୁ ଭାସି ଆସିଛି ନବଜାତଙ୍କ ମୃତଦେହ । ଆଉ ବୁଲା କୁକୁର ଏହାକୁ ଝୁଣୁଛନ୍ତି ।
ଗୁପ୍ତଧନ ଅନୁମାନରେ ଏମାର ମଠର ନିର୍ଦ୍ଦିଷ୍ଟ କେତେକ ସ୍ଥାନକୁ ଖୋଳା ଚାଲିଥିଲା... ହେଲେ ପୂର୍ବଥର ଭଳି ଏଥର ରୂପା ନୁହେଁ ମାତ୍ର ଖଣ୍ଡେ ଲୁହା ମିଳିଛି
ଆସନ୍ତା ଜୁନରେ ବାରବାଟୀରେ ଖେଳାଯିବ ଟି-ଟ୍ୱେଣ୍ଟି ମ୍ୟାଚ। ବାରବାଟୀରେ ଦକ୍ଷିଣ ଆଫ୍ରିକାକୁ ଭେଟିବ ଟିମ୍ ଇଣ୍ଡିଆ। ଟି-ଟ୍ବେଣ୍ଟି ମ୍ୟାଚ୍ ନେଇ OCA ସମ୍ପାଦକ ସଞ୍ଜୟ ବେହେରା ସୂଚନା ଦେଇଛନ୍ତି
ରାଜଧାନୀର ଛାତି ଉପରୁ ଅପହରଣ ମାମଲାରେ ଟୁଇଷ୍ଟ। ୩୦ ଲକ୍ଷ ପାଇଁ ମୁଣ୍ଡ ଜାମିନ୍ର ସତ ଆସିଲା ସାମ୍ନାକୁ। ବନ୍ଧୁ ହିଁ ସାଜିଲା ବଇରୀ। ସାଙ୍ଗ ହିଁ ରଚିଥିଲା ଷଡ଼ଯନ୍ତ୍ର। ନିଜ ସାଙ୍ଗ ହିଁ ଈଷାନଙ୍କୁ ଅପହରଣ କରିଥିଲା ୩୬ ଘଣ୍ଟା ଧରି
ରେଲୱେ କ୍ଷେତ୍ରରେ ରାଜ୍ୟକୁ ରେକର୍ଡ ଅନୁଦାନ ଏଥର ମିଳିଛି। ଯେତିକି ଅନୁଦାନ ମାଗିଥିଲେ, ମିଳିଛି ତାଠାରୁ ଯଥେଷ୍ଟ ଅଧିକ ଟଙ୍କା। ରାଜ୍ୟ ସରକାର ୭ହଜାର ୬ଶହ କୋଟି ଅନୁଦାନ ଦାବି କରିଥିବା ବେଳେ କେନ୍ଦ୍ର ଦେଇଛି ୯, ୭୩୪ କୋଟି ଟଙ୍କା
ଆସନ୍ତା ୭ ତାରିଖରୁ ରାଜ୍ୟରେ ଖୋଲିବ ସ୍କୁଲ। କେବଳ ସ୍କୁଲ ନୁହେଁ ବରଂ କଲେଜ୍, ୟୁନିଭର୍ସିଟି ଖୋଲିବା ନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର। କରୋନା ସଂକ୍ରମଣ ବଢୁଥିବାରୁ ରାଜ୍ୟ ସରକାର ସ୍କୁଲ ଓ କଲେଜ୍ ସହ ବିଭିନ୍ନ ଶିକ୍ଷାନୁଷ୍ଠାନ ବନ୍ଦ କରିବାକୁ ନିର୍ଦ୍ଦେଶ...
ଏ କେମିତିକା ବାପା? ଘରେ ଖାଇବାକୁ ନଥିବାରୁ ଝିଅକୁ ବିକ୍ରି କରିଦେଲା ବାପା
କାହିଁକି ପଢିପାରୁନାହାଁନ୍ତି ପିଲା ସେ ଦାୟିତ୍ୱ ନେବେ ଶିକ୍ଷକ...