ରାଷ୍ଟ୍ରୀୟ ବିପର୍ଯ୍ୟୟ ମୁକାବିଲା ସମୟରେ ଅତ୍ୟାଧୁନିକ ଯନ୍ତ୍ରପାତି ସହିତ, ସମସ୍ତ ଫ୍ରଣ୍ଟଲାଇନ ସେବା ଗୁଡିକ ସମ୍ପର୍କରେ କର୍ମଚାରୀଙ୍କୁ ଅବଗତ କରାଇବା ପାଇଁ ଏହାର ଆୟୋଜନ କରାଯାଇଥିଲା।
ଏହି ଟ୍ରାନ୍ସଫର୍ମର ଉପରେ ତିନୋଟି ଏଲ୍ ଆଇ ପୋଇନ୍ଟ ନିର୍ଭର ଥିଲା କିନ୍ତୁ ଚାରି ମାସ ହେବ ତାହା ବି ଅଚଳ ହୋଇ ରହିଛି l ଗାଁ ଲୋକେ ଚାଷ ପାଇଁ ପାଣି ବି ପାଇପାରୁନାହାନ୍ତି l ଯାହା ଫଳରେ ଚାଷୀ କୂଳ ଏବେ ହତାଶ ହୋଇ ପଡ଼ିଛନ୍ତି
ଦେଶବାସୀଙ୍କୁ କ୍ଷମା ମାଗିଲେ, ୩ କୃଷି ଆଇନ ପ୍ରତ୍ୟାହାର କଲେ ମୋଦି
ରାତିରେ ସମସ୍ତେ ଶୋଇଥିଲେ। ହଠାତ୍ ଘରେ ଲାଗିଗଲା ନିଆଁ। କେହି କିଛି ଜାଣିବା ଆଗରୁ ଜଳିପୋଡ଼ି ସବୁ ଛାରଖାର୍ ହୋଇଗଲା
୫୫ ବର୍ଷ ବୟସରୁ ସେ ନୋଟ ସଂଗ୍ରହ ଆରମ୍ଭ କରିଥିଲେ। କେବଳ ପ୍ରଧାନମନ୍ତ୍ରୀ ନୁହଁନ୍ତି, ଦେଶର ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ମୁଖ୍ୟ ବିଚାରପତି, ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ ଅଭିନେତା, ଅଭିନେତ୍ର୍ରୀ ଓ ଚର୍ଚ୍ଚିତ ଖେଳାଳିଙ୍କ ଜନ୍ମ ଦିନର ନୋଟ୍ ସଂଗ୍ରହ କରିଛନ୍ତି
JSCA International Stadiumରେ ଆଜି ଖେଳାଯିବ ଦ୍ୱିତୀୟ ଟି-୨୦ ମ୍ୟାଚ
ପ୍ରବଳ ବର୍ଷା ଯୋଗୁଁ ରାସ୍ତାରେ ନଦୀର ଭ୍ରମ ସୃଷ୍ଟି ହୋଇଛି। ବହୁ ତଳିଆ ଅଞ୍ଚଳରେ ଲୋକଙ୍କ ଘରେ ପାଣି ପଶିବା ପରେ ସୁରକ୍ଷତି ସ୍ଥାନକୁ ଯିବାକୁ ସମୟ ପାଇନଥିଲେ ଲୋକେ।
କରୋନା କଟକଣାକୁ ଫୁ' କଲେ, ସାରା ରାଜ୍ୟର ବିଭିନ୍ନ ଜଳାଶୟରେ ଡଙ୍ଗା ଭସାଇଲେ ଶ୍ରଦ୍ଧାଳୁ
ଉତ୍କଳୀୟ ସଂସ୍କୃତି ଓ ପରମ୍ପରାର ଏହି ପର୍ବ ପାଳିବାକୁ ସବୁଠି ଥାଏ ଉତ୍ସାହ । ହେଲେ କରୋନା କଟକଣା ପାଇଁ ଫିକା ପଡିଯାଇଛି ପରମ୍ପରା
ଜଣେ ସ୍ତ୍ରୀର ବିଶ୍ୱାସ ଓ ନିରୋଳା ଭଲପାଇବା ଆଗରେ ହାର ମାନିଛନ୍ତି ମାଓବାଦୀ । ଅପହରଣ କରି ନେବାର ଦୀର୍ଘ ୭ ଦିନ ପରେ ଇଞ୍ଜିନିୟରଙ୍କୁ ମୁକ୍ତ କରିଛନ୍ତି
ମମିତା ମେହେର ହତ୍ୟା ଘଟଣାକୁ ନେଇ ତେଜିବାରେ ଲାଗିଛି ରାଜନୀତି। ଆଜି ଦିବ୍ୟଶଙ୍କର ଉପରେ ପୁଣି ବର୍ଷିଲେ ଲେଖାଶ୍ରୀ
ଦିନକୁ ଦନ ଦେଶରେ ଦୁର୍ଘଟଣା ସଂଖ୍ୟା ବଢୁଛି। ତେଣୁ ଦୁର୍ଘଟଣାକୁ ପ୍ରତିହତ କରିବା ପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାର ବିଭିନ୍ନ ସ୍ଥାନରେ ବ୍ଲାକ୍ସ୍ପଟ୍ ଚିହ୍ନଟ କରିବା ସହ ଟ୍ରାଫିକ୍ କଟକଣାକୁ ଅଧିକ ସୁଦୃଢ କରୁଛନ୍ତି।
ବଡ଼ ରାୟ ଦେଲେ ସୁପ୍ରିମକୋର୍ଟ। କହିଲେ, ଅନଲାଇନ୍ ନୁହେଁ, ଅଫଲାଇନ୍ରେ ହେବ ସିବିଏସ୍ଇର ଟର୍ମ-୧ ବୋର୍ଡ ପରୀକ୍ଷା
ପ୍ରକୃତରେ ଏହା ହେଉଛି ଏକ ଡିଜିଟାଲ୍ କରେନ୍ସି ବା ମୁଦ୍ରା। କିନ୍ତୁ ଏହାର କୌଣସି କାଗଜ ନୋଟ୍ କିମ୍ବା ଧାତବ କଏନ୍ ନାହିଁ । ଏହାର ପ୍ରଚଳନ କେବଳ ଇଣ୍ଟରନେଟ୍ ଦୁନିଆରେ ହୋଇଥାଏ।
କାର୍ତିକ ମାସ ପରି ପୁଣ୍ୟ ମାସରେ ଏପରି ଘଟଣାକୁ ନେଇ ଘରେ ସ୍ୱୟଂ ନାଗଦେବତା ଆବିର୍ଭାବ ହୋଇଥିବା ନେଇ ଆଶା କରି ପୂରା ପରିବାର ପୂଜାର୍ଚନାରେ ଲାଗିଥିଲେ। ଏହି ଖବର ପାଇବା ପରେ ଆଖ ପାଖ ଲୋକଙ୍କ ଭିଡ଼ ଏବେ ଦର୍ଶନ ପାଇଁ ଲାଗିଛି
ଶୀତ ଆସିଲେ ବଦଳିଯାଏ କୋରାପୁଟର ଚିତ୍ର । ବଦଳିଯାଏ ପ୍ରକୃତିରାଣୀର ରୂପ । ଫୁଟି ଉଠେ ଅଳସୀ ଓ ସୋରିଷ ଫୁଲ
ଭଦ୍ରକ ବାସୁଦେବପୁର ବ୍ଲକ ନୂଆଗାଁ ପଞ୍ଚାୟତ ଉହାଡ଼ ଗାଁର ଶନି ଜେନା। ଚମ ଧୁଡୁଧୁଡୁ ହେଲାଣି, ଅଣ୍ଟା ବି ନଇଁଗଲାଣି । ପାଦ ବି ଆଉ ବୋଲ ମାନୁନି କି ଆଖିକୁ ଆଉ ଭଲରେ ଦେଖାଯାଉନି । ହାତରେ ବାଡ଼ି ଧରି ବାଟ ଚାଲୁଥିବା ୭୫ ବର୍ଷର ବିଧବା...
ପୂର୍ବାଞ୍ଚଳ ଏକ୍ସପ୍ରେସେ ଓ୍ୱର ଲୋକାର୍ପଣ ଉତ୍ସବରେ ଆୟୋଜିତ ଏୟାର ଶୋ ବେଳେ ଏକ୍ସପ୍ରେସ୍ ୱେରେ ଲ୍ୟାଣ୍ଡ କରିଛି ଯୁଦ୍ଧ ବିମାନ ମିରାଜ-୨୦୦୦ । ଏହାଛଡ଼ା AN-32 ପରିବହନ ବିମାନ ଯବାନଙ୍କୁ ନେଇ ଲ୍ୟାଣ୍ଡ କରିବା କାର୍ଯ୍ୟକ୍ରମ ରହିଛି
ଶିଶୁଟି ବାକ୍ ଶକ୍ତି ହରାଇବା ସହ ନିଜ ଗୋଡରେ ଛିଡା ହେବାକୁ ଅକ୍ଷମ ହୋଇପଡିଲା । ଆଉ ଏଭଳି ଦୁଃଖ ସମୟରେ ନିଜ ପୁଅକୁ ଛାଡି ଅନ୍ୟ କୁଆଡେ ଚାଲିଗଲା ନିଷ୍ଠୁର ମା’
ରାଜନେତାଙ୍କୁ ଅଣ୍ଡା ମାଡ଼, ପୋଲିସକୁ ଟମାଟୋ ମାଡ଼, ଛାତ୍ର କଂଗ୍ରେସର ନୂଆ ଷ୍ଟାଇଲ୍