ଆଜି ସକାଳେ ହଠାତ୍ ଭୁବନେଶ୍ୱର ନୀଳାଦ୍ରି ବିହାରସ୍ଥିତ ଇସାନେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଥିବା ଏକ ବଉଳ ଗଛ ଉପରୁ ଗୋଟେ ପରେ ଗୋଟେ ସାପ ଛୁଆ ତଳକୁ ପଡ଼ିବାରେ ଲାଗିଲା । ହଠାତ୍ ଏତେ ମାତ୍ରାରେ ସାପ ମନ୍ଦିରକୁ କେମିତି ଆସିଲେ ତାହାକୁ ନେଇ ଚହଳ ପଡ଼ିଗଲା ।...
ପାଖେଇ ଆସୁଛି ଗଣେଷ ପୂଜା । ଗାଁ ଗାଁରେ, ଛକ ଛକରେ ପୂଜାକୁ ଜାକ ଯମକରେ କରିବାକୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଂଚିଲାଣି । ହେଲେ ଏଥର ପ୍ଲାଷ୍ଟର ଅଫ୍ ଫ୍ୟାରିସ କି କସମେଟିକ୍ ରଙ୍ଗରେ ନୁହେଁ ବରଂ ମାଟିରେ ଏବଂ ପ୍ରାକୃତିକ ରଙ୍ଗରେ ମୂର୍ତ୍ତି ତିଆରି କରିବାକୁ...
ସୁବର୍ଣ୍ଣପୁର ଡୁଙ୍ଗୁରିପାଲି ବ୍ଲକ ଚେରୁପାଲି ପଚାଂୟତ ବଡ ନୁଆଁପାଲି ଗାଁରେ ଏବେ କାରିଗରଙ୍କ ସମସ୍ୟା କହିନେ ନସରେ । ଏଠାରେ ସୁକ୍ଷ୍ମ ସୂତାର ନିଖୁଣ କାରିଗରୀରେ ସମ୍ବଲପୁରୀ ଶାଢୀ ଓ ଡ୍ରେସ କପଡା ତିଆରି କରୁଛନ୍ତି ହରିଜନ ସମ୍ପ୍ରଦାୟର ଲୋକେ
ସପ୍ତାହେରୁ ଅଧିକ ସମୟ ହେଲାଣି ନିଜ ଦାବି ପୂରଣ ଲାଗି ଆନ୍ଦୋଳନରେ ବସିଛନ୍ତି ଶିକ୍ଷକ-ଶିକ୍ଷୟିତ୍ରୀ । ତେଣୁ କେଉଁଠି ସ୍କୁଲରେ ପାଠପଢାରେ ବ୍ୟାଘାତ ସୃଷ୍ଟି ହେଉଛି ତ କେଉଁଠି ପାଠପଢା ପୂରା ଠପ୍ ହୋଇଗଲାଣି । କେମିତି ପିଲାମାନେ ଭଲରେ ପାଠ ପଢିବେ ସେନେଇ ଖୋଦ୍ ଗଣଶିକ୍ଷା ମନ୍ତ୍ରୀଙ୍କ...
ସପ୍ତମ ଶ୍ରେଣୀର ପିଲାଙ୍କୁ ପାଠ ପଢାଉଛନ୍ତି ଅଷ୍ଟମ ଶ୍ରେଣୀର ଛାତ୍ରୀ । କଥାଟା ଶୁଣିବାକୁ ଟିକିଏ ଅବାସ୍ତବ ଲାଗୁଥିଲେ ବି ଏମିତି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ବାସୁଦେବପୁର ଶିକ୍ଷା ସର୍କଲ ଅଧିନ ପାରାପୋଖରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ
ଓଡ଼ିଶାର ପିଲା, ଓଡ଼ିଆ ସ୍କୁଲରେ ପଢିବେ...ହେଲେ ଇଏ ଏମିତି ସ୍କୁଲ ଯେଉଁଠି ଘର ନାହିଁ ଶିକ୍ଷକ ଶିକ୍ଷୟିତ୍ରୀ ବି ନାହାନ୍ତି । ପାଠ ପଢିବାକୁ ହେଲେ ପଡୋଶୀ ଝାଡଖଣ୍ଡ ଯାଉଛନ୍ତି ଶହଶହ ପିଲା
ସେ ଦିବ୍ୟାଙ୍ଗ ହେଲେ ବି ସକ୍ଷମ । କହିପାରୁନାହାନ୍ତି କି ଶୁଣି ପାରୁନାହାନ୍ତି...ହାର୍ ମାନିନାହାନ୍ତି ବରଂ ନିଜେ ରୋଜଗାର କରି ବଞ୍ଚିବାର କଳା ଜାଣିଛନ୍ତି । ସେଇଥି ଲାଗି ତ ଲୋନ୍ କରି ଛେଳି ଚାଷ କଲେ ଏବେ ରୋଜଗାର ବଢିଆ
ପାଖେଇ ଆସୁଛି ବିଘ୍ନ ବିନାଶକ ପ୍ରଭୁ ଶ୍ରୀ ଗଣେଶ ଚତୁର୍ଥୀ । ପୂଜା ଲାଗି ଚଳଚଂଚଳ ହେଲାଣି ଗାଁଠୁ ସହର । ନିଜ ନିଜ ପୂଜା ମଣ୍ଡପକୁ ଆକର୍ଷଣୀୟ ଢଙ୍ଗରେ ସଜେଇବାକୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଗଲାଣି । ହେଲେ ବ୍ରହ୍ମପୁର ସାନକୁଶସ୍ଥଳୀ ଗାଁର ପୂଜାକୁ ନେଇ ଏବେ...
ନୀଳଗିରି ବ୍ଲକ୍ ପୋଡାଶୂଳ ଗାଁର ସୁଲୋଚନା ବେହେରା । ବୟସ ୯୦ ପାର ହେଲାଣି । ସ୍ୱାମୀ ସରକାରୀ ଚାକିରି କରିଥିଲେ...ମାସକୁ ଦରମା ଟଙ୍କାରେ ଏମାନେ ବେଶ୍ ଭଲରେ ଚଳୁଥିଲେ । ସ୍ୱାମୀଙ୍କ ଅବର୍ତ୍ତମାନରେ ନିୟମ ଅନୁସାରେ ସୁଲୋଚନାଙ୍କୁ ପେନସନ ମିଳୁଥିଲା
ସ୍ୱାମୀ ପର ଘରେ ମଜୁରୀ ଖଟିଲେଏ ଘରେ ଚୁଲି ଜଳିବ । ସେଇଠି ନୂଆ ଘର କଥା ପଚାରେ ବା କିଏ ? ସେଇଥି ଲାଗି ତ ପଲିଥିନ୍ ତଳେ ବିତୁଛି ଜୀବନ । ପୂରା ଜୀବନଟା ସେହି ଘରେ କଟିଗଲାଣି । ଭାବିଥିଲେ ବୟସର ଅପରାହ୍ନରେ ପହଞ୍ଚିବା...
ଜମିବ ଗଣେଶ ପୂଜା । ମାସେ ଯାଏଁ ପୂଜା ପାଇବେ ବୁଢା ଗଣେଶ । ଚାନ୍ଦିର ତାରକସି କାମରେ ଚିକମିକ କରିବ ପୂଜା ପେଣ୍ଡାଲ । ଆଉ ଭସାଣୀରେ ତ ପୂରା ବୋବାଲିଆ ଡ୍ୟାନ୍ସ ହେବ
ସ୍ୱିଗି କି ଜୋମାଟୋ ନୁହେଁ...ଘରେ ତିଆରି ହେଉଥିବା ସ୍ୱାଦିଷ୍ଟ ଖାଦ୍ୟ ପିଲାଙ୍କୁ ଦେବେ ମାଆ । ଅନଲାଇନ୍ କି ଅଫ୍ ଲାଇନ୍ରେ ବି ଅର୍ଡର କରିବାକୁ ମନା କଲେ କୋର୍ଟ । ଜାଣନ୍ତୁ ଏମିତି ରାୟ କାହିଁକି ଦେଇଛନ୍ତି କୋର୍ଟ
ଲୋକଙ୍କ ସୁବିଧା ଲାଗି ତିଆରି ହେଲା ରେଲୱେ ଭୂତଳ ପୋଲ । ହେଲେ ଘଂଟାଏ ବର୍ଷା ହେଲା ଜମୁଛି ଅଂଟାଏ ଲେଖାଏଁ ପାଣି । ଟିକିଏ ଅସାବଧାନ ହେଲେ ବୁଡ଼ିଯିବାର ବି ଭୟ ରହିଛି
ନୁଆଣିଆ ଭଙ୍ଗା ଘର । ଆଉ ତା’ରି ଭିତରେ ଯନ୍ତ୍ରଣାରେ ଛଟପଟ ହେଉଛି ଜୀବନ । ଗୋଟିଏ କି ଦୁଇଟି ନୁହେଁ ବରଂ ତିନି ତିନୋଟି ପରିବାର ରହୁଛନ୍ତି ଏହି ଘରେ । ସେଇଠି ଖାଇବା ପୁଣି ସେଇଠି ଶୋଇବା । ଏହି ଘରେ ପାଦେ ପାଦେ ବିପଦ...
ବାସ୍ତବରେ ସମଗ୍ର ଓଡ଼ିଶାରେ ଏହାର ମୂଳ ନାଁ ସପ୍ତପୁରୀ ଅମାବାସ୍ୟା । ବାର ମାସରେ ତେର ପର୍ବ ଆଧାରରେ ଏହା ମଧ୍ୟ ଗୋଟିଏ ପର୍ବ । ଭାଦ୍ରବ ଅମାବାସ୍ୟା ଯାହା ଉପକୂଳ ଓଡିଶାରେ ସପ୍ତପୁରୀ ଅମାବାସ୍ୟା ରୁପେ ପରିଚିତ । ଏହି ଦିନ ଆମ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନିକଟରେ...
ଦୁର୍ଘଟଣା ପରେ ୩ ଥର ଅପରେସନ୍ ହେଲାଣି । ସରକାରୀ ମେଡିକାଲରେ ବାପା ଆଣି ପକାଇ ଦେଇଛନ୍ତି...ଚିକିତ୍ସା ମିଳୁନି କି କେହି ପାଖକୁ ଆସୁନାହାନ୍ତି । ବିଛଣାରେ ଝାଡା ପରିସ୍ରା କରୁଛନ୍ତି , ଚିକିତ୍ସା ପାଇଁ କରୁଛନ୍ତି ନିବେଦନ
ଆମ୍ବୁଲାନ୍ସ କି ଦମକଳ..ଫୋନ୍ କରି ଗାଁ ନା କହିଲା ମାତ୍ରେ ଆସିବାକୁ ଅରାଜି ହେଉଛନ୍ତି । ଯଦି ଆସୁଛନ୍ତି ଫେରିବା କଷ୍ଟକର । ରାସ୍ତା ତ ନୁହେଁ ବିଲଠୁ ହୀନ । ଭୋଟ୍ ବେଳେ ଆସୁଛନ୍ତି, ନିର୍ବାଚନ ପରେ ମୁହଁ ମୋଡୁଛନ୍ତି
ପିଲାଙ୍କ ପଢିବା ଲାଗି ଜୋତା, ଡ୍ରେସ୍ ସହ ଚାଉଳ ଦେଇଥିଲେ ସରକାର । ଛାତ୍ରଛାତ୍ରୀଙ୍କୁ ତ ଦେଲେନି ବରଂ ନିଜେ ଖାଇଦେଲେ ପ୍ରଧାନ ଶିକ୍ଷକ । ଅଭିଯୋଗ ହେବା ପରେ ଏବେ କାର୍ଯ୍ୟାନୁଷ୍ଠାନ କଥା କହୁଛନ୍ତି ବାବୁ
ଜିଲ୍ଲାୱାରି ଗସ୍ତ କରିଥିଲେ ପାଣ୍ଡିଆନ୍ । ସେବାୟତଙ୍କ ଦାବି ନେଇ ସପ୍ତାହେ ମଧ୍ୟରେ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ । ୭ ଦିନ ବଦଳରେ ମାସେ ଗଡିଲାଣି ହେଲେ ଦାବି ପୂରଣ ହେଲାନି । ସେବାୟତ କହିଲେଣି ସଚିବ ଆମକୁ ଠକିଦେଲେ
ଥିଲା ଥିଲା....ରାସ୍ତାରେ ନାଲି ୱାଇନ୍ ବର୍ଷା ହେଲା । ହଠାତ୍ ଏତେ ମାତ୍ରାରେ ମଦ ଆସିଲା କେଉଁଠୁ ? ଭାଇରାଲ ହେଲା ଭିଡିଓ