• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

Bar
ରଙ୍ଗଶାଳାର ରଙ୍ଗ ଛାଡ଼ିଗଲା, ବାରରେ ଝୁଲିଲା ତାଲା

ଚାଲିଥିଲା ନାଚଗୀତ। ଖୁଲମଖୁଲା ହେଉଥିଲା ବେପାର। ମସଗୁଲ ହୋଇ ମଦ ପିଉଥିଲେ ମଦ୍ୟପ। ହଠାତ ରଙ୍ଗଶାଳାର ଝକିମିକି ଲାଇଟ ଲିଭିଗଲା। କେହି କିଛି ବୁଝିବା ପୂର୍ବରୁ ଆରମ୍ଭ ହୋଇଗଲା ଚଢାଉ। ମନୀଷ ହତ୍ୟାକାଣ୍ଡ ପରେ ସ୍କାନରରେ ବାର। ରାଜଧାନୀ ଭୁବନେଶ୍ୱରରେ ଘନ ଘନ ହେଉଛି ଚଢାଉ। କେତେବେଳେ ପୋଲିସ...

Similipal National Park
ନଭେମ୍ବର ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ

ପର୍ଯ୍ୟଟକ ମାନଙ୍କ ପାଇଁ ଖୁସିର ଖବର । ଆସନ୍ତା ଏକ ତାରିଖରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ । ପ୍ରତିବର୍ଷ ବର୍ଷା ଋତୁରେ ରାସ୍ତା ଖରାପ ହୋଇ ଯାଉଥିବା ଯୋଗୁଁ ପର୍ଯ୍ୟଟନ ପାଇଁ ବନ୍ଦ କରା ଯାଉଥିବା ଶିମିଳିପାଳ ଅଭୟାରଣ୍ୟକୁ ନଭେମ୍ବର ଏକ ତାରିଖରୁ ପର୍ଯ୍ୟଟକ ମାନଙ୍କୁ ଅନୁମତି ଦିଆଯିବ।

India-Pakistan Match
ମହଙ୍ଗା ପଡ଼ିଲା ପାକିସ୍ତାନ ପ୍ରେମ, ପାକ୍‌କୁ ସମର୍ଥନ କରି କଲେଜ୍‌ରୁ ତଡା ଖାଇଲେ ଛାତ୍ର

ମ୍ୟାଚ ସରିଲା କିନ୍ତୁ ସରୁନି ବିବାଦ। ଭାରତ-ପାକିସ୍ତାନ ମଧ୍ୟରେ ଗତ ରବିବାର ଦିନ ହୋଇଥିବା ଟି-୨୦ ମ୍ୟାଚ୍‌ରେ ପରାଜୟ ସ୍ୱୀକାର କରିଛି ଭାରତ। ଯାହାକୁ ନେଇ କ୍ରିକେଟ୍‌ ପ୍ରେମୀ ମାନେ ବେଶ୍‌ ନିରାଶ ହୋଇଥିଲେ। ହେଲେ ପାକିସ୍ତାନ ବିଜୟୀ ହେବାରୁ ଜାମ୍ମୁର ଜଣେ ଛାତ୍ର ଖୁସି ମନାଇଥିଲେ। ଯେଉଁଥି...

Naveen Patnaik
ମମିତା ମେହେର ହତ୍ୟାକାଣ୍ଡ ସମ୍ପର୍କରେ କିଛି ଜାଣିନାହାନ୍ତି ମୁଖ୍ୟମନ୍ତ୍ରୀ : ସମୀର ମହାନ୍ତି

ମମିତା ମେହେର ହତ୍ୟା ଘଟଣାକୁ ନେଇ ଉଠୁଛି ପଡ଼ୁଛି ରାଜ୍ୟ ରାଜ୍ୟନୀତି। ଗୋଟିଏ ପଟେ ନିତିଦିନ ବିରୋଧୀ ଆନ୍ଦୋଳନ କରୁଛନ୍ତି, ଅନ୍ୟ ପଟେ ଆଜି ପୁଣି ଥରେ ନବୀନଙ୍କ ଉପରେ ବର୍ଷିଛନ୍ତି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି।

Loan
ଆପଣ ବି ଚାହିଁଲେ କିଣିପାରିବେ ବିମାନ, ଏହି ବ୍ୟାଙ୍କ ଦେଉଛି ଲୋନ୍‌

ଏଣିକି ଆକାଶରେ ଉଡ଼ିବା ସାଧାରଣ ଲୋକଙ୍କ ପାଇଁ ସହଜ ହେବ। କାରଣ ଏଣିକି ଲୋନ୍‌ରେ ମିଳିବ ଉଡ଼ାଜାହାଜ। ଆଉ ବ୍ୟାଙ୍କ୍ ଦେବ ଲୋନ୍‌। ହୁଏତ ଏହି ଖବର ଶୁଣିବା ପରେ ଆପଣ ଆଶ୍ଚର୍ଯ୍ୟ ହେବେ ଏବଂ କହିବେ ଆଜିକା ଦିନରେ ବାଇକ୍‌ କିଣିବା କଷ୍ଟ ହେଉଛି ଆଉ ସେହି...

Supreme Court
ପୁଣି ଫେରିଲା ପେଗାସସ୍ ଝଡ଼, ଅଭିଯୋଗର ତଦନ୍ତ କରି ୮ ସପ୍ତାହ ମଧ୍ୟରେ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ

ସୁପ୍ରିମକୋର୍ଟଙ୍କ ତତ୍ୱାବଧାନରେ ହେବ ପେଗାସସ୍ ସ୍ପାଏେୱର ମାମଲାର ତଦନ୍ତ । ଏଥିପାଇଁ ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍ ଆର.ଭି. ରବୀନ୍ଦ୍ରନଙ୍କ ଅଧ୍ୟକ୍ଷତାରେ ୩ ଜଣିଆ କମିଟି ଗଠନ କରିଛନ୍ତି ସୁପ୍ରିମକୋର୍ଟ। ଏହି କମିଟି ସୁପ୍ରିମରକୋର୍ଟଙ୍କ ତତ୍ୱାବଧାନରେ କାର୍ଯ୍ୟ କରିବ । କମିଟିରେ ଥିବା ଅନ୍ୟ ଦୁଇ ସଦସ୍ୟ ହେଲେ...

New Traffic Rules
ଛୋଟ ପିଲାଙ୍କୁ ବାଇକ୍‌ରେ ନେଲେ ମାନିବାକୁ ହେବ ଏହି ନିୟମ, ନଚେତ୍

ଛୋଟ ପିଲାଙ୍କୁ ଗାଡ଼ି ବସାଇ ଯାଉଛନ୍ତି କି? ସାବଧାନ୍‌ ! କାରଣ ୯ ମାସରୁ ୪ବର୍ଷର ପିଲାଙ୍କ ପାଇଁ ସରକାର ଯେଉଁ ନିୟମ ଜାରି କରିଛନ୍ତି ତାହା ଆପଣଙ୍କ ପାଇଁ ଜାଣିବା ନିତ୍ୟାନ୍ତ ଜରୁରୀ

Delhi's Matka Man
ଦିଲ୍ଲୀର ମଟ୍‌କା ମ୍ୟାନ୍‌, ଘରକୁ ଘର ବୁଲି ଯୋଗାଉଛନ୍ତି ପିଇବା ପାଣି

କଥାରେ ଅଛି, ମାନବ ସେବା ହିଁ ମାଧବ ସେବା । ବହୁ ବଦାନ୍ୟ, ସହୃଦୟ ବ୍ୟକ୍ତି ନିଜ ନିଜ ଉପାୟରେ ଜାରି ରଖିଛନ୍ତି ଜନସେବା । ସେଥିପାଇଁ ତ କୁହାଯାଉଛି ଯେ, ଆଜିର ଦୁନିଆ ଯେତେ ସ୍ୱାର୍ଥପର ହେଲେ ବି, ଏଠି ଏବେବି ମଣିଷପଣିଆ ବଞ୍ଚିଛି । ପରିଣତ...

'Hypersonic' Boost
ହାଇପର୍‌ସୋନିକ୍‌ ରେସ୍‌ରେ ଭାରତ

ଯୁଦ୍ଧର ପରିଭାଷା ବଦଳୁଥିବା ବେଳେ ଡ୍ରୋନ୍ ଓ ୟୁଏଭି ଭଳି ଇଲେକ୍ଟ୍ରୋନିକ୍ ଓ୍ୱାର୍ଫେୟାର କଥା ଚର୍ଚ୍ଚା ହେଉଥିଲା । ମାତ୍ର ଏବେ ହାଇପର୍ସୋନିକ୍ କ୍ଷେପଣାସ୍ତ୍ରର ଦୌଡ଼। ଏହି ଜ୍ଞାନକୌଶଳ ହାସଲ କ୍ଷେତ୍ରରେ ଅଳ୍ପ କେତୋଟି ଦେଶ ଆଗଧାଡ଼ିରେ ଥିବା ବେଳେ, ଭାରତ ବି ପଛରେ ପଡିନାହିଁ

Supreme Court
ଲଖିମପୁର ଖେରୀ ହିଂସା : ୟୁପି ସରକାରଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ବହୁ ଚର୍ଚ୍ଚିତ ଲଖିମପୁର ଖେରୀ ହିଂସା ମାମଲାରେ ଆଜି ପୁଣି ଉତ୍ତରପ୍ରଦେଶ ସରକାରଙ୍କ ଉପରେ ବର୍ଷିଛନ୍ତି ସୁପ୍ରିମକୋର୍ଟ। ଆଜି ଏହି ମାମଲାର ଏକ ନିରପେକ୍ଷ ତଦନ୍ତ ପାଇଁ ହୋଇଥିବା ଆବେଦନ ଉପରେ ଶୁଣାଣି ହୋଇଥିଲା

Soumya Ranjan Patnaik
ଶାସକ ଦଳର କେତେ ବିଧାୟକଙ୍କ ପାଖରେ ଅଛି ଆୟ ବହିର୍ଭୁତ ସଂପତ୍ତି?

ପୁଣି ଥରେ ନିଜ ସଂପାଦକୀୟ ଲେଖାରେ ବିଜେଡି ଓ ରାଜ୍ୟ ସରକାରକୁ ନିଶାନା କରିଛନ୍ତି ବରିଷ୍ଠ ବିଜେଡି ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ। ଗୁରୁତ୍ୱପୂର୍ଣ୍ଣ କଥା ହେଲା, ମୁଖ୍ୟମନ୍ତ୍ରୀଙ୍କ ସ୍ୱଚ୍ଛ ଶାସନ ପଦ୍ଧତିକୁ ନେଇ ଏଥର ପ୍ରଶ୍ନ ଉଠାଇଛନ୍ତି ସୌମ୍ୟ

India-Pakistan
ପାକିସ୍ତାନକୁ ସମର୍ଥନ କଲେ, ଏବେ ଚାକିରିରୁ ବରଖାସ୍ତ ହେଲେ

ଭାରତ ହାରିଲା, ସାରା ଦେଶରେ ପ୍ରତିକ୍ରିୟା ପ୍ରକାଶ ପାଇଲା। ଆଉ ପାକିସ୍ତାନ ଜିତିବାରୁ ଖୁସି ମନାଇଥିଲେ ସ୍କୁଲ। ଆଉ ଏବେ ଚାକିରିରୁ ବରଖାସ୍ତ ହେଲା। ରାଜସ୍ଥାନର ଜୟପୁରରୁ ଏପରି ଚିତ୍ର ସାମ୍ନାକୁ ଆସିଛି। ଯାହାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି।

Fish
ମାଛ କରିଦେଲା କୋଟିପତି, ଦାମ୍‌ ଜାଣିଲେ ଉଡ଼ିଯିବ ହୋସ୍

ମାଛର ଦାମ୍‌ କୋଟିଏ ଟଙ୍କା। ହୁଏତ ଏହି କଥା ଶୁଣିବା ପରେ ଆପଣ ବିଶ୍ୱାସ କରିବେ ନାହିଁ କିନ୍ତୁ ଏହା ପୂରା ସତ। ବାହାର ନୁହେଁ ବରଂ ଆମ ରାଜ୍ୟ ଓଡ଼ିଶାରେ ଏହି ମାଛ ଧରାପଡ଼ିଛି। ବାଲେଶ୍ୱରର ଜଳେଶ୍ୱର ନିକଟରେ ଏହି ମାଛକୁ ଧରାଯାଇଥିବା ନେଇ ସୂଚନା ମିଳିଛି।...

Naveen Patnaik
ନବୀନଙ୍କ ବଡ଼ ନିଷ୍ପତ୍ତି: ପ୍ରତି ପୋଲିସ୍‌ ଜିଲ୍ଲାରେ ଶିଶୁଙ୍କ ପାଇଁ ରହିବ ସ୍ୱତନ୍ତ୍ର ଥାନା

ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି। ଏଣିକି ଶିଶୁଙ୍କ ପାଇଁ ରହିବ ସ୍ୱତନ୍ତ୍ର ଥାନା। ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ (Child Friendly Police Station) ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି।

Pradeep with Tara
ପ୍ରଦୀପ କଂଗ୍ରେସ ଦଳ ଛାଡ଼ିବା ପରେ ମାଲକାନଗିରି ପ୍ରଜାମେଳି କଲେ ତାରା

ପ୍ରଦୀପ ମାଝି ଦଳ ଛାଡିବା ପରେ ମାଲକାନଗିରିରେ କଂଗ୍ରେସର ମେଳି। ମାଲକାନଗିରି କଂଗ୍ରେସ କାର୍ଯ୍ୟାଳୟରେ ହୋଇଛି ଏହି ମହା ମେଳି। ପ୍ରଦୀପ ମାଝି ଦଳ ଛାଡିଥିଲେ ମଧ୍ୟ କଂଗ୍ରେସ ଉପରେ ଏହା କୌଣସି ପ୍ରଭାବ ପକାଇବ ନାହିଁ

Dibya Shankar Mishra's
ମନ୍ତ୍ରୀଙ୍କ ମୁହଁରେ ତାଲା, ଆଇନ୍‌କାନୁନ୍‌ର ଧଜିଆ ଉଡ଼ୁଛି ଖୁଲମଖୁଲା

ମମିତା ହତ୍ୟା ମାମଲାକୁ ନେଇ ସାରା ରାଜ୍ୟ ହୁଲସ୍ତୁଲ ହେଉଥିବା ବେଳେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁର ଘନିଷ୍ଠ କୁହାଯାଉଥିବା ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କିନ୍ତୁ ପୁରା ଚୁପ୍। ଘଟଣା ପ୍ରଘଟର ସପ୍ତାହେ ବିତି ଗଲାଣି, ତଥାପି ଅସମ୍ଭବ ନିରବତା ଅବଲମ୍ବଲନ କରୁଛନ୍ତି ମନ୍ତ୍ରୀ । ଦିବ୍ୟଶଙ୍କରଙ୍କ...

CORONA TEST
ଜେଲ୍‌ ଚାରିକାନ୍ଥ ଭିତରେ ଗୋବିନ୍ଦ, ପୋଲିସ୍‌ ଓ ମେଡ଼ିକାଲ କର୍ମଚାରୀଙ୍କ ଭୂମିକାକୁ ନେଇ ବଢିଲା ସନ୍ଦେହ

୫ ଦିନିଆ ରିମାଣ୍ଡ ଶେଷ ପରେ ଜେଲ ହାଜତକୁ ଗଲା ଶିକ୍ଷୟିତ୍ରୀ ମମିତା ହତ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ। ବଲାଙ୍ଗିର ପୋଲିସ ଆଜି ସକାଳେ ଗୋବିନ୍ଦକୁ ବଙ୍ଗୋମୁଣ୍ଡା JMFC କୋର୍ଟରେ ହାଜର କରିବା ପରେ କୋର୍ଟ ତାକୁ ବିଚାର ବିଭାଗୀୟ ହଜାତକୁ ଯିବାକୁ ନିର୍ଦ୍ଦେଶ...

JioPhone Next
ଜିଓ ଉନ୍ମୋଚନ କଲା ‘ମେକିଂ ଅଫ୍ ଜିଓଫୋନ୍ ନେକ୍ସଟ୍‌’ , ଜାଣନ୍ତୁ କଣ ରହିଛି ବିଶେଷତ୍ୱ…

ଜିଓ ଉନ୍ମୋଚନ କଲା ‘ମେକିଂ ଅଫ୍ ଜିଓଫୋନ୍ ନେକ୍ସଟ୍‌’ ଭିଡିଓ । ପ୍ରତ୍ୟେକ ଭାରତୀୟଙ୍କୁ ଡିଜିଟାଲ ସଂଯୋଗ ଯୋଗାଇବାକୁ ନିଜର ସୁଦୁର ପ୍ରସାରୀ ଲକ୍ଷ୍ୟକୁ ଦୋହରାଇଲା ଜିଓ। ଜିଓଫୋନ ନେକ୍ସଟ୍ ପ୍ରସ୍ତୁତ କରିବାକୁ ସହଭାଗୀ ଗୁଗଲ ଏବଂ କ୍ୱାଲକମ୍ ସହିତ ନିଜର ଦୂରଦୃଷ୍ଟି ଓ ମିଳିତ ପ୍ରୟାସ ସମ୍ପର୍କରେ...

Nayagarh
ଭୀମସେନଙ୍କ ନିହାଣ ମୁନରେ ଜୀବନ୍ତ ହୋଇ ଉଠୁଛି କାଠ ଓ ପଥର ମୂର୍ତ୍ତି

କାଠରେ ନିଖୁଣ କାରିଗରୀର ପ୍ରତିଛବି ଦେଇ ଚର୍ଚ୍ଚାରେ ନୟାଗଡ଼ ଭାପୁରର ଭୀମସେନ ଖୁଣ୍ଟିଆ l ନିଜର କାଉଁରୀ ଛୁଆଁରେ ନିର୍ଜୀବ କାଠରେ ଏମିତି ରୂପ ଆଙ୍କୁଛନ୍ତି, ଯାହାକୁ ଦେଖିଲେ ପୂରାପୂରି ଜୀବନ୍ତ ଲାଗୁଛି। ଦିନେ ନିଜର କାମ ପାଇଁ ରାଜ୍ୟ ସରକାର ପ୍ରଶଂସା ମଧ୍ୟ କରିଥିଲେ।

Jajpur
ଆମେ ବି କାହାଠୁ କମ୍‌ ନୁହେଁ, ଭାରିଯାନ ଚଳାଇବା ପାଇଁ ଅଂଟା ଭିଡ଼ିଛନ୍ତି ଦୁଇ ଭଉଣୀ

ମହିଳା ମାନେ ପୁରୁଷଙ୍କ ଠାରୁ କିଛି ଗୁଣରେ କମ ନୁହଁନ୍ତି । ମହିଳା ସଶକ୍ତିକରଣ ପାଇଁ ସରକାରୀ ସ୍ତରରେ ଅନେକ ଯୋଜନା କାର୍ଯ୍ୟକାରୀ ହେଉଛି । ଯାହା ଫଳରେ ଆଜିର ମହିଳା ଘରୁ ଗୋଡ କାଢ଼ି ସରକାରୀ ଓ ବେସରକାରୀ ଅନୁଷ୍ଠାନରେ କାର୍ଯ୍ୟକରିବା ସହିତ ଆକାଶରେ ଉଡିପାରୁଛି ।...

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି