• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

Kumar Purnima 2021
ଆଜି କୁମାର ପୂର୍ଣ୍ଣିମା: କାଲିଠୁ ମଣ୍ଡପରେ ପୂଜା ପାଉଛନ୍ତି ମାଆ ଗଜଲକ୍ଷ୍ମୀ

ଆଜି କୁମାର ପୂର୍ଣ୍ଣିମା। ଗତ କାଲିଠାରୁ ଆରମ୍ଭ ହୋଇସାରିଛି ଗଜଲକ୍ଷ୍ମୀ ପୂଜା। କୋଭିଡ୍ କଟକଣା ସହ ମଣ୍ଡପରେ ଚାଲିଛି ମାଆ ଗଜଲକ୍ଷ୍ମୀଙ୍କ ପୂଜାର୍ଚ୍ଚନା। ଢେଙ୍କାନାଳ ସହରରେ ଚଳିତ ବର୍ଷ ମୋଟ ୩୮ଟି ମଣ୍ଡପରେ ପୂଜା ଆୟୋଜନ କରାଯାଇଛି

Puri
ସ୍ୱାମୀଙ୍କୁ ବଂଚାଇବାକୁ ଯାଇ ଗୁଳି ଖାଇଲା ସ୍ତ୍ରୀ

ପୁରୀ ନରେନ୍ଦ୍ର କୋଣ ଅଞ୍ଚଳରେ ଫୁଟିଲା ଗୁଳି। ଗତକାଲି ବିଳମ୍ବିତ ରାତିରେ ଘଟିଛି ଗୁଳିକାଣ୍ଡ। ଏଥିରେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଦାଦାବଟିକୁ ନେଇ ଗୁଳିମାଡ଼ ହୋଇଥିବା ଅଭିଯୋଗ ହୋଇଛି

aryan khan bail
ଆର୍ୟନଙ୍କୁ ଜେଲ୍ ନା ବେଲ୍ ? ଆଜି ଆସିବ ଆର୍ୟନଙ୍କ ଜାମିନ ଆବେଦନର ରାୟ

ମୁମ୍ବାଇ କ୍ରୁଜ୍ ଡ୍ରଗ୍ସ ପାର୍ଟି ମାମଲାରେ ଆର୍ୟନ ଖାନଙ୍କୁ ଜାମିନ ମିଳିବ ନା ଜେଲରେ ତାଙ୍କୁ ରହିବାକୁ ପଡ଼ିବ, ଆଜି ତାହା ସ୍ପଷ୍ଟ ହେବ। ମୁମ୍ବାଇର ସେସନ୍ କୋର୍ଟ ଆଜି ଜାମିନ ଆବେଦନର ରାୟ ଶୁଣାଇବେ । ଗତ ୧୪ ତାରିଖରେ ମୁମ୍ବାଇର ସେସନ୍ କୋର୍ଟ ଜାମିନ ଆବେଦନର...

aryan khan
ଆର୍ୟନ ଗିରଫ ହୋଇ ଜେଲରେ ଥିବାରୁ ଖାଁ ଖାଁ ମନ୍ନତ, ପୁଅ ନଫେରିବା ପର୍ଯ୍ୟନ୍ତ ଘରେ ସ୍ୱାଦିଷ୍ଟ ଖାନା ବି ବନ୍ଦ

ଆର୍ୟନ ଖାନ ଗିରଫ ହୋଇ ଏବେ ଜେଲରେ ଥିବା ବେଳେ ଖାଁ ଖାଁ ମନ୍ନତ। ଉଦାସ ହୋଇ ପୁଅର ଫେରିବା ବାଟକୁ ଚାହିଁ ରହିଛନ୍ତି ମାଆ ଗୌରୀ ଖାନ୍। ପୁଅ ନ ଆସିବା ଯାଏଁ ଘରେ କୌଣସି ସେଲିବ୍ରେସନ ହେବନାହିଁ। ଏପରିକି ଘରେ କୌଣସି ସ୍ୱାଦିଷ୍ଟ ଖାଇବା ମଧ୍ୟ...

Kalahandi
ଶିକ୍ଷୟିତ୍ରୀ ମମିତା ନିଖୋଜ ମାମଲା: ଆଜି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ

ଶିକ୍ଷୟିତ୍ରୀ ମମିତା ନିଖୋଜ ମାମଲାରେ ଆଜି କଳାହାଣ୍ଡି ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ ସଂଧ୍ୟା ୬ଟା ଯାଏଁ କଳାହାଣ୍ଡି ବନ୍ଦ ଡାକରା ଦେଇଛି ବିଜେପି। ମାମଲାରେ କାର୍ଯ୍ୟାନୁଷ୍ଠାନ ସହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି କରିଛି ଜିଲ୍ଲା ବିଜେପି

laxmipuja
ବିନା ଭକ୍ତରେ ଧରାବତରଣ କଲେ ମାଆ ଗଜଲକ୍ଷ୍ମୀ

କୋଭିଡ୍ କଟକଣା ସହ ବିନା ଭକ୍ତରେ ବିରାଜିଲେ ଗଜଲକ୍ଷ୍ମୀ। ଢେଙ୍କାନାଳ ସହରରେ ଚଳିତ ବର୍ଷ ମୋଟ ୩୮ଟି ମଣ୍ଡପରେ ପୂଜା ଆୟୋଜନ କରାଯାଇଛି। ତେବେ କୋଭିଡ୍ କଟକଣା ପାଇଁ ମଣ୍ଡପରେ କେବଳ ରୀତିନୀତି ଛଡ଼ା ଭକ୍ତଙ୍କ ଭିଡ଼ ଜମିନି।

Drone Eye On Sensitive Jails
ଏଣିକି ଜେଲ୍ ଜଗିବ ଡ୍ରୋନ

ଜେଲ୍ ଜଗିବ ଡ୍ରୋନ୍। ରାଜ୍ୟର କେତେକ ସ୍ପର୍ଶ କାତର ଜେଲରେ ଏଣିକି ଡ୍ରୋନ୍ ବ୍ୟବସ୍ଥା କରାଯିବ ବୋଲି ଜଣାପଡ଼ିଛି। ଜେଲରେ ରହୁଥିବା କୁଖ୍ୟାତ ଅପରାଧୀଙ୍କ ଗତିବିଧି, ସନ୍ଦିଗ୍ଧ କାର୍ଯ୍ୟକଳାପ ଉପରେ ଏହା ନଜର ରଖିବ।

Uttarakhand rains
ବର୍ଷା ନେଲାଣି ୨୩ ଜୀବନ

କେରଳ ପରେ ଦେବଭୂମି ଉତ୍ତରାଖଣ୍ଡରେ ବି ଜଳ ପ୍ରଳୟର ଭୟଙ୍କର ଚିତ୍ର ଦେଖିବାକୁ ମିଳିଛି। ଭୟ ବଢ଼ାଉଛି ଉଛୁଳା ନଈ, ବାଦଲଫଟା ବର୍ଷାରେ ତ୍ରାହି ତ୍ରାହି ଡାକୁଛି ମଣିଷ। ଦୁଇ ଦିନର ବର୍ଷାରେ ରାଜ୍ୟରେ ସ୍ଥିତି ଅତି ଦୟନୀୟ ହେଲାଣି

Jaleswar
ନିଶାଦ୍ରବ୍ୟର ବେପାର ଲାଗି ନିର୍ଭୟସ୍ଥଳ ପାଲଟିଲାଣି କି ଓଡ଼ିଶା?

ନିଶାଦ୍ରବ୍ୟର ବେପାର ଲାଗି ନିର୍ଭୟସ୍ଥଳ ପାଲଟିଲାଣିକି ଓଡ଼ିଶା? ବ୍ରାଉନସୁଗାର ହେଉ କି ଗଞ୍ଜେଇ, ରାଜ୍ୟରେ ଏ ମାରାତ୍ମକ ନିଶାଦ୍ରବ୍ୟର ବେଧଡ଼କ ବେପାର ଚାଲିଥିବା ବେଳେ ପୋଲିସ ଓ ଅବକାରୀ ବିଭାଗ ହାତରେ ଲାଗୁଛି ପୁଳା ପୁଳା ମାଲ।

Dibya Shankar Mishra
ମମିତା ମେହେର ନିଖୋଜ ଘଟଣା: ମନ୍ତ୍ରୀଙ୍କ ସରକାରୀ ବାସଭବନକୁ ଅଣ୍ଡାରେ ଗାଧୋଇ ଦେଲା କଂଗ୍ରେସ

ମମିତା ମେହେର ମାମଲାରେ ବଢ଼ିଲା ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଅଡୁଆ। ଘଟଣାର ମୁଖ୍ୟ ଅଭିଯୁକ୍ତ ତଥା ମହାଲିଙ୍ଗ ସନ୍ସାଇନ୍ ସ୍କୁଲର ମାଲିକ ଗୋବିନ୍ଦ ସାହୁ ଆଜି ଧରା ପଡ଼ିବା ପୂର୍ବରୁ ଦୁଇ ଦିନ ତଳେ ପୋଲିସ୍ ବାରାକରୁ ଚଂପଟ୍ ମାରିବା ଓ ମନ୍ତ୍ରୀଙ୍କ ସହ ତାଙ୍କ ନିବିଡ଼ତା ପଦାକୁ...

Lady Teacher Missing Probe
ମହାଲିଙ୍ଗର ମହାପାପର ମହାଖୁଲାସା ! ୧୦ ଫୁଟ୍‌ ତଳେ ମୃତଦେହ ଥିବା ପୋଲିସ ଜାଣିଲା କେମିତି?

କଳାହାଣ୍ଡି ଜିଲ୍ଲା ମହାଲିଙ୍ଗରୁ ଶିକ୍ଷୟିତ୍ରୀ ନିଖୋଜ ମାମଲାର ମହାଖୁଲାସା ହୋଇଛି। ୧୨ ଦିନ ଧରି ଜାରି ଛକାପଞ୍ଝା ଏବଂ ତନାଘନା ଭିତରେ ଶେଷରେ ନିଖୋଜ ଶିକ୍ଷୟିତ୍ରୀ ମମିତା ମେହେରଙ୍କ ସୁନା ଚେନ୍ ସହ ପାଉଁଜି ଜବତ କରିଛି ପୋଲିସ

‘MOST WANTED’ Gobinda Sahu nabbed
ଆଖୁ କିଆରିରୁ ଧରାପଡ଼ିଲା ମୋଷ୍ଟ ୱାଣ୍ଟେଡ୍‌ ଗୋବିନ୍ଦ ସାହୁ

ଧରାପଡ଼ିଲା ମୋଷ୍ଟ ୱାଣ୍ଟେଡ୍ ଗୋବିନ୍ଦ ସାହୁ । ବଙ୍ଗମୁଣ୍ଡା ବ୍ଲକ ଝରିଆଲ ପଞ୍ଚାୟତ ବୁଢ଼ିପଦର ଗାଁରୁ ଧରାପଡ଼ିଲା ଗୋବିନ୍ଦ ସାହୁ । ଏକ ଆଖୁବାଡ଼ିରେ ଲୁଚି ରହିଥିଲା ବେଳେ ଧରିଲା ପୋଲିସ। ବର୍ତ୍ତମାନ ସମୟରେ ଗୋବିନ୍ଦଙ୍କୁ ଗିରଫ କରିଛି ପୋଲିସ ।ଶିକ୍ଷୟିତ୍ରୀ ମମିତା ମେହେର ନିଖୋଜ ଘଟଣାରେ ମୁଖ୍ୟ...

BMC GUIDELINES
ଆସିଲା ପୂଜା ଗାଇଡ଼୍‌ଲାଇନ୍‌: ୪ ଫୁଟ୍‌ ଭିତରେ ରହିବ ମୂର୍ତ୍ତି ଉଚ୍ଚତା

ଅକ୍ଟୋବର-ନଭେମ୍ବର ପାଇଁ ଆସିଲା ନୂଆ ପୂଜା ଗାଇଡଲାଇନ। ଅକ୍ଟୋବର -ନଭେମ୍ବର ମାସର ପୂଜା ବିଶେଷ କରି ଲକ୍ଷ୍ମୀ ପୂଜା, କାଳୀ ପୂଜା, କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଗାଇଡଲାଇନ ଜାରି କରିଛି ବିଏମ୍‌ସି। BMC ଅଧୀନରେ ପୂଜା ପାଇଁ କମିଶନରେଟ ପୋଲିସର ଅନୁମତି ଲୋଡ଼ା। ସେହିପରି ମଣ୍ଡପ/ପେଣ୍ଡାଲରେ ପୂଜା ବେଳେ...

Mamita
ମାଟିତଳୁ ମିଳିଥିବା ଜିନିଷ ମମିତାଙ୍କର !

ମାଟିତଳୁ ମିଳିଥିବା ଜିନିଷ ମମିତାଙ୍କର ମହାଲିଙ୍ଗର ବୋଲି ସୂଚନା ମିଳିଛି। ନିର୍ମାଣାଧୀନ ଷ୍ଟାଡିୟମରୁ ମୃତଦେହ ମିଳିବା ଘଟଣାପରେ ଥମିବାରେ ନା ନେଉନାହିଁ ଚର୍ଚ୍ଚା। ମୃତଦେହ ସହ ମାଟିତଳୁ ମିଳିଥିବା ଜିନିଷ ମମିତାଙ୍କର ବୋଲି ଚିହ୍ନଟ କରିଛନ୍ତି ପରିବାର ଲୋକେ

SALUJA
ମମିତା ମେହେର ନିଖୋଜ ଘଟଣା: ସିବିଆଇ ତଦନ୍ତ ଦାବି କଲା କଂଗ୍ରେସ

ଶିକ୍ଷୟିତ୍ରୀ ମମିତା ମେହେର ନିଖୋଜ ଓ କଳାହାଣ୍ଡି ମହାଲିଙ୍ଗ ଷ୍ଟାଡିୟମରୁ ଏକ ଦଗ୍ଧ ମୃତଦେହ ମିଳିବା ପରେ ଜୋର ଧରିଲା ରାଜନୀତି। ପୂରା ଘଟଣାର CBI ତଦନ୍ତ ଦାବି କଲା କଂଗ୍ରେସ। ମହାଲିଙ୍ଗ ସନସାଇନ୍ ପବ୍ଲିକ ସ୍କୁଲରେ ଦେହ ବ୍ୟବସାୟ ହେଉଥିବା ନେଇ ସଙ୍ଗୀନ ଅଭିଯୋଗ ମଧ୍ୟ ହୋଇଛି

jee advanced
ପ୍ରକାଶ ପାଇଲା ଜେଇଇ ଆଡ୍‌ଭାନସଡ୍‌ ରେଜଲ୍ଟ। ଦିଲ୍ଲୀର ମୃଦୁଳ ଅଗ୍ରୱାଲ ଟପ୍ପର

ପ୍ରକାଶ ପାଇଲା ଜେଇଇ ଆଡଭାନସଡ୍ ରେଜଲ୍ଟ । ଚଳିତବର୍ଷ ୪୧ ହଜାର ୮୬୨ଜଣ କୃତକାର୍ଯ୍ୟ ହୋଇଛନ୍ତି। ଦିଲ୍ଲୀର ମୃଦୁଳ ଅଗ୍ରୱାଲ ଟପ୍ପର ହୋଇଛନ୍ତି। ସେ ୩୪୮ ନମ୍ବର ରଖିଥିବା ନେଇ ସୂଚନା ମିଳିଛି। ଅନ୍ୟପକ୍ଷରେ କାବ୍ୟା ଚୋପ୍ରା ମହିଳା ବିଭାଗରେ ଟପ୍ପର ହୋଇଛନ୍ତି । ଚଳିତବର୍ଷ ଏକ ଲକ୍ଷ...

cm-naveen
କରୋନା ପାଇଁ ଆସନ୍ତାକାଲି ଜନ୍ମଦିନ ପାଳିବେ ନାହିଁ ନବୀନ

କାଲି ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ। ଚଳିତ ବର୍ଷ ଜନ୍ମଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଳନ କରିବେ ନାହିଁ। କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି କାଲି ଜନ୍ମଦିନ ପାଳିବେନି ନବୀନ। ରାଜ୍ୟବାସୀଙ୍କ ଭଲ ପାଇବା, ଶୁଭେଚ୍ଛା, ଆଶୀର୍ବାଦ ପାଇଁ ମୁଁ ଋଣୀ ଥିବା କହିଛନ୍ତି ନବୀନ। ଏହାସହ କୋଭିଡ୍ ଯୋଗୁଁ...

Corona Situation in bhubaneswar
ଦେଶରେ କମୁଛି ସଂକ୍ରମଣ। ୨୪ ଘଂଟାରେ ୧୬ ହଜାର ଆକ୍ରାନ୍ତ ହେଲେ ଚିହ୍ନଟ

ଦେଶରେ କମିବାରେ ଲାଗିଛି ସଂକ୍ରମଣ। ଗତ ୨୪ ଘଂଟାରେ ଦେଶରେ ମୋଟ୍‌ ୧୬,୮୬୨ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୩୭୯ ଜଣଙ୍କ ପ୍ରାଣ ନେଇଛି ମହାମାରୀ। ସେହିପରି, ଆଜିର କରୋନା ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୩,୪୦,୩୭,୫୯୨ରେ ପହଞ୍ଚିଛି ସଂକ୍ରମିତଙ୍କ ସଂଖ୍ୟା

Amul
ଅମୂଲ ନାଁରେ ମେସେଜ ପଠାଇ ଟଙ୍କା ଲୁଟୁଛନ୍ତି ସାଇବର ଠକ

ହ୍ୱାଟସ ଆପରେ ଆସୁଛି କି ଅମୂଲ ମେସେଜ। ଯଦି ନା, ତାହେଲେ ଆସିପାରି ଏହି ମେସେଜ। ଯଦି ହଁ, ତାହେଲେ ହୋଇ ଯାଆନ୍ତୁ ସାବଧାନ। ଟିକେ ଅଣଦେଖା କଲେ ଖାଲି ହୋଇପାରେ ଆପଣଙ୍କ ଆକାଉଣ୍ଟ। ହ୍ୟାକର୍ସମାନେ ଦେଶର ନାମିଦାମୀ କଂପାନୀ ନାଁରେ ଲୁଟିବା ଆରମ୍ଭ କରି ଦେଇଛନ୍ତି

Sameer Wankhede
ଦିନେ ବାପାଙ୍କୁ ପାଣି ପିଆଇଥିଲେ, ଆଜି ପୁଅକୁ ଗିରଫ କଲେ...

ଆର୍ଯ୍ୟନଙ୍କୁ ଗିରଫ କରିବା ପରେ ଚର୍ଚ୍ଚାରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ଜୋନାଲ ଡାଇରେକ୍ଟର ସମୀର ୱାନଖେଡେ। ଗାଁଠୁ ସହର ସବୁଆଡେ ଏହି ଦବଙ୍ଗ ଅଫିସରଙ୍କ ଚର୍ଚ୍ଚା। ନିଜ କାମକୁ ନେଇ ସବୁବେଳେ ଚର୍ଚ୍ଚାରେ ରହୁଥିବା ଏହି ଦବଙ୍ଗ ଅଫିସର ୧୦ ବର୍ଷ ପୂର୍ବରୁ ବି ଚର୍ଚ୍ଚାରେ ଥିଲେ। ସେତେବେଳେ...

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି