• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

Coronavirus
ଦେଶରେ କମୁଛି ସଂକ୍ରମଣ, ୨୪ ଘଂଟାରେ ୧୫ ହଜାର ଆକ୍ରାନ୍ତ ଚିହ୍ନଟ

ଦେଶରେ କମିଲା ସଂକ୍ରମଣ। ଗତ ୨୪ ଘଂଟା ମଧ୍ୟରେ ଦେଶରେ ୧୫ ହଜାର ୮୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨୬ ଜଣଙ୍କ ପ୍ରାଣ ନେଇଛି ମହାମାରୀ। ସେହିପରି ଭାବରେ ଆଜିର ସଂକ୍ରମଣକୁ ମିଶାଇ ଦେଶରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା ୩,୪୦,୦୧,୭୪୩ରେ ପହଞ୍ଚିଛି

India China Border Fight Update
ବଦଳୁନାହିଁ ଡ୍ରାଗନ, ନିଜ ଜିଦ୍‌ରେ ରହୁଛି ଅଟଳ

ଏଲ୍ଏସି ହେଉ କି ତାଇଓ୍ୱାନ୍ ସବୁଠି ଉଗ୍ର ଆଭିମୁଖ୍ୟ ଆପଣେଇଛି ଚୀନ୍ । ନିୟନ୍ତ୍ରଣ ରେଖାରୁ ସୈନ୍ୟ ପ୍ରତ୍ୟାହାର ନେଇ ତ୍ରୟୋଦଶ ପର୍ଯ୍ୟାୟ ସମାରିକସ୍ତରୀୟ କଥାବାର୍ତ୍ତା ଅନୁଷ୍ଠିତ ହୋଇଥିଲେ ମଧ୍ୟ ଭାରତର ଦାବିକୁ ଗ୍ରହଣ କରିବାକୁ ସିଧା ସିଧା ମନା କରିଦେଇଛି ପିଏଲ୍ଏ

Terrorist killed in encounter
ବୁଲେଟ୍‌ର ଜବାବ ବୁଲେଟ୍‌ରେ ଦେଲା ସେନା

କାଶ୍ମୀରରେ ସେନା ନେଲା ବଦଲା। ଆତଙ୍କୀଙ୍କ ଗୁଳିରେ ୫ ଯବାନ ସହିଦ ହେବା ପରେ ସେନା ପକ୍ଷରୁ ଆରମ୍ଭ ହୋଇଛି ଜବାବୀ କାର୍ଯ୍ୟାନୁଷ୍ଠାନ। ଗଲା ୨୪ ଘଣ୍ଟାରେ ୪ ଆତଙ୍କୀ ନିହତ ହୋଇଛନ୍ତି

world Arthritis
କାହିଁକି ପାଳନ କରାଯାଏ “ବିଶ୍ୱ ଗଣ୍ଠିବାତ ଦିବସ ”?

ଆର୍ଥ୍ରାଇଟିସ୍‌ ବା ଗଣ୍ଠିବାତ ରୋଗ ଦୀର୍ଘ ସ୍ଥାୟୀ ରୋଗ ବୋଲି ଆମେ ସମସ୍ତେ ଜାଣନ୍ତି। ଛୋଟପିଲାଠାରୁ ଆରମ୍ଭ କରି ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ଯେ କୌଣସି ବୟସରେ ଏହା ଦେଖାଯାଇପାରେ। ଠିକ୍‌ ସମୟରେ ଚିକିତ୍ସା ଆରମ୍ଭ ନକଲେ ଏହା ଅଧିକ ଯନ୍ତ୍ରଣାଦାୟକ ହୋଇଥାଏ ଓ ବିକଳାଙ୍ଗତା ବା ଅକର୍ମଣ୍ୟତା ସୃଷ୍ଟିକରେ

ISRO
ମହାକାଶ ଯୁଗ ଆଡ଼କୁ ବ୍ୟଗ୍ର ଭାବରେ ମାଡ଼ି ଚାଲିଛି ଭାରତ

ମହାକାଶଯୁଗ ମୁହାଁ ଭାରତ। ଭାରତୀୟ ମହାକାଶ ବିଜ୍ଞାନ କ୍ଷେତ୍ରରେ ଷ୍ଟାର୍ଟଅପ୍ ଏବଂ ନୂତନ ଚିନ୍ତାଧାରା ରଖୁଥିବା ଶିଳ୍ପଗୁଡିକୁ ଯାହା ସୁବିଧା ଆବଶ୍ୟକ ସମସ୍ତ ସହଯୋଗ ମିଳିବ

Electric
ଚୀନ୍ ଭଳି ଭାରତରେ ସୃଷ୍ଟି ହେବ କି ବିଜୁଳି ସଂକଟ?

ଚୀନ୍ ଭଳି ଭାରତରେ ସୃଷ୍ଟି ହେବ କି ବିଜୁଳି ସଂକଟ? କୋଇଲା ଯୋଗାଣରେ ବାଧାକୁ ସୃଷ୍ଟି ହୋଇଛି ଏଭଳି ଆଶଙ୍କା। ପ୍ରବଳ ବର୍ଷା ଯୋଗୁଁ ଦେଶରେ କୋଇଲା ଉତ୍ତୋଳନ ଓ ପରିବହନ ବାଧାପ୍ରାପ୍ତ ହୋଇଥିବା ବେଳେ ଶକ୍ତି ଚାହିଦା ବଢିବା କାରଣରୁ ଅନ୍ତର୍ଜାତୀୟ ବଜାରରେ କୋଇଲାର ଦର ହଠାତ୍...

jammu-and-kashmir-
ଘାଟିରେ ଅଶାନ୍ତି, ସୁରକ୍ଷା ବାହିନୀଙ୍କୁ ବାରମ୍ବାର ଟାର୍ଗେଟ୍‌ କରୁଛନ୍ତି ଆତଙ୍କୀ

ଘାଟିରେ ପୁଣି ବଡ଼ ଧରଣର ଆତଙ୍କୀ ହମଲା। ଏଥିରେ ୪ ଆତଙ୍କବାଦୀ ନିହତ ହୋଇଛନ୍ତି। ଜମ୍ମୁ-କଶ୍ମୀରରେ ବଢିବାରେ ଲାଗିଛି ଆତଙ୍କୀ ହମଲା। ହେଲେ ଏବେବି ଆତଙ୍କୀମାନେ ସେଠାରେ ଲୁଚି ରହିଥିବା ନେଇ ଖବର ସରବରାହ ସଂସ୍ଥା ଏଏନଆଇ ପକ୍ଷରୁ ସୂଚନା ମିଳିଛି।

No restriction on domestic flight
ଏଣିକି ବିନା ବାଧାରେ ଉଡ଼ିବ ଯାତ୍ରୀବାହୀ ବିମାନ

ଅକ୍ଟୋବର ୧୮ରୁ ସବୁ ଯାତ୍ରୀବାହୀ ବିମାନ ଚଳାଚଳ କରିବା ନେଇ ନିଷ୍ପତ୍ତି ହୋଇଛି । ଦେଶ ମଧ୍ୟରେ ସିଡ୍ୟୁଲ ସମସ୍ତ ବିମାନ ଚଳାଚଳ କରିବାକୁ ଅନୁମତି ମିଳିଛି । ସବୁ ବିମାନ ଚଳାଚଳ ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଅନୁମତି ଦିଆଯାଇଛି । କୌଣସି ସିଟିଂ...

Bhubaneswar
ରାଜଧାନୀରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି

ରାଜଧାନୀରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ରାଜଧାନୀରେ ପୁଣି ଥରେ ଆତଙ୍କରାଜ କରିଛନ୍ତି ଦୁର୍ବୃତ୍ତ। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍ ଛକରେ ଆଜି ଜଣେ ବାଇକ୍ ଆରୋହୀଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ବାଇକ୍ ଆରୋହୀଙ୍କୁ ୧୦ରୁ ଉର୍ଦ୍ଧ୍ୱ ଯୁବକ ଘେରି ଯାଇ ମରଣାନ୍ତକ ଆକ୍ରମଣ କରିଛନ୍ତି। ଆହତ ଯୁବକଙ୍କୁ କ୍ୟାପିଟାଲ...

Durga Puja
କରୋନା ପାଇଁ ଫିକା ଫିକା ପୂଜା, ଆଜିଠୁ ଷଷ୍ଠୀ ପୂଜା ଆରମ୍ଭ

ଚାଲିଛି ମନ୍ତ୍ର ଉଚ୍ଚାରଣ, ମା ଜଗଜ୍ଜନନୀଙ୍କୁ ଧରାପୃଷ୍ଠକୁ କରାଯାଉଛି ଆବାହନ। ଶାରଦୀୟ ଦୁର୍ଗାପୂଜାର ମହାଷଷ୍ଠୀ ଅବସରରେ ମାଆଙ୍କୁ ବିଲ୍ୱ ବରଣ କରାଯାଇ ମଣ୍ଡପରେ ଆରମ୍ଭ ହୋଇଛି ମହାମାୟାଙ୍କ ପୂଜାର୍ଚ୍ଚନା। ବେଲ ଗଛ ମୂଳେ ବିଧି ଅନୁଯାୟୀ ପୂଜାର୍ଚ୍ଚନା ପରେ ମଣ୍ଡପରେ ଚାଲିଛି ମାଆ ଦୁର୍ଗାଙ୍କ ଷଷ୍ଠୀ ପୂଜା।

ATM LOOT
୪୦ ମିନିଟ୍‌ର ବାଗୁଡ଼ି ଖେଳ ପରେ ଧରାପଡ଼ିଲେ ଲୁଟେରା

ଲୁଟେରାଙ୍କୁ ଫିଲ୍ମ ଷ୍ଟାଇଲରେ ଗୋଡ଼େଇ ଗୋଡ଼େଇ ଧରିଲା ପୋଲିସ। ପ୍ରାୟ ୪୦ ମିନିଟରେ ଚେଷ୍ଟା ପରେ ୩ ଜଣଙ୍କୁ କାବୁ ସହ କୋଟିଏରୁ ଅଧିକ ଟଙ୍କା ବି ଉଦ୍ଧାର କଲା। ଆଜି କଟକ ଆଠଗଡ଼ରୁ ତିଗିରିଆ ଯାଉଥିବା ଏକ ଏଟିଏମ୍ ଟଙ୍କା ବୋଝେଇ ସିଏମ୍ଏସ୍ ଭ୍ୟାନକୁ ୪ ଡକାୟତ...

Journalist Navin Das
"ଭୋଜି ପାଇଁ ଡାକି ନେଇ ସାଙ୍ଗ କରିଛନ୍ତି ହତ୍ୟା"

ସାଙ୍ଗମାନେ ଭୋଜି କରିବାକୁ ଡାକି ନେଇ ମୋ ପୁଅକୁ ହତ୍ୟା କରିଛନ୍ତି। ଗତକାଲି ଭୁବନେଶ୍ୱର ପାତ୍ରପଡ଼ା ଅଞ୍ଚଳରୁ ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷଙ୍କ ମୃତଦେହ ଉଦ୍ଧାର ପରେ ଆଜି ସୋସିଆଲ ମିଡିଆରେ ଏପରି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି ବାପା ନବୀନ ଦାସ

Corona
"ଭିଡ଼ ଜମାଇଲେ, ବଢିବ କରୋନା"

ଜୀବନ ଆଗ, ପାର୍ବଣ ପଛ। ରାଜ୍ୟର ମୋଟ୍ ଦୈନିକ ସଂକ୍ରମଣରୁ ପ୍ରାୟ ୪୦ ପ୍ରତିଶତ କେବଳ ଭୁବନେଶ୍ୱରରୁ ଚିହ୍ନଟ ହେବା ପରେ ରାଜଧାନୀବାସୀଙ୍କୁ ଏଭଳି ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ। ତାସହ ବଜାର-ଘାଟରେ ଯଥାସମ୍ଭବ ଭିଡ଼ ଏଡ଼ାଇବା ସହ କୋଭିଡ୍ ନିୟମ ମାନିବାକୁ କହିଛି।

TRUCK DRIVER
ବାପା ଟ୍ରକ୍‌ ଚଲାଉଥିଲେ, ପୁଅ OAS ପାଇଲେ

ବାପା ଟ୍ରକ୍‌ ଡ୍ରାଇଭର, ପୁଅ ପାଇଲା ଓଏଏସ୍‌ ଚାକିରି। ଏଭଳି ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ଦାନଗଦୀ ବ୍ଲକ୍‌ ଅନ୍ତର୍ଗତ ଚିତ୍ରୀ ଗ୍ରାମରେ। ଏହି ଗ୍ରାମର ସ୍ୱର୍ଗତ ରବୀନ୍ଦ୍ର ସାହୁଙ୍କ ଏକମାତ୍ର ପୁଅ ବିଶ୍ୱଜିତ ସାହୁ।

Post Office
ମାସକୁ ୧୫୦୦ ଟଙ୍କା ଜମା କଲେ ପାଇବେ ୩୫,୦୦,୦୦୦... ଏହି ସ୍କିମ୍ କ’ଣ ଜାଣନ୍ତୁ...

ଦିନକୁ ଦିଅନ୍ତୁ ମାତ୍ର ୫୦ ଟଙ୍କା। ମାସକୁ ୧୫ ଶହ ଟଙ୍କା ଜମା କରି ପାଆନ୍ତୁ ୩୫ ଲକ୍ଷ ଟଙ୍କା। ଆପଣଙ୍କ ଘର ପାଖରେ ଥିବା ପୋଷ୍ଟ ଅଫିସ ଦେଉଛି ଏମିତି ସୁଯୋଗ। ନିଜ କଷ୍ଟ ଅର୍ଜିତ ଧନକୁ ନିବେଶ କରି ଆପଣ ଭଲ ଆୟ କରିବାକୁ ଚାହୁଁଥିଲେ...

Economics Nobel
ଅର୍ଥନୀତିରେ ଘୋଷଣା ହେଲା ନୋବେଲ, ଜାଣନ୍ତୁ କାହାକୁ ମିଳିବ ପୁରସ୍କାର?

ଅର୍ଥନୀତିରେ ନୋବେଲ ପୁରସ୍କାର ଘୋଷଣା ହୋଇଛି। ୩ ଅର୍ଥନୀତିଜ୍ଞ ମିଳିତ ଭାବେ ପାଇବେ ନୋବେଲ ପୁରସ୍କାର ପାଇବେ ବୋଲି ଜଣାପଡ଼ିଛି। ଡେଭିଡ଼ କାର୍ଡ, ଜୋସୁଆ ଡି. ଆଙ୍ଗ୍ରିଷ୍ଟ, ଗାଇଡୋ ଡବ୍ଲୁ. ଇମ୍ବେନ୍ସ ଏହି ସମ୍ମାଜନକ ପୁରସ୍କାର ପାଇବେ

corona
୨୪ ଘଣ୍ଟାରେ ୧୯୩ ଜଣଙ୍କ ପ୍ରାଣ ନେଲା ମହାମାରୀ

ଦେଶରେ ଗତକାଲି ଯେତିକି ସଂକ୍ରମଣ ଥିଲା ଆଜି ବି ସେତିକି ପରିମାଣରେ ରହିଛି। ଅର୍ଥାତ୍‌ ଆଜି ବି ଦେଶରେ ୧୮ ହଜାର ପାଖାପାଖି ସଂକ୍ରମଣ ରହିଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଟ୍ୱିଟ୍‌ ଅନୁସାରେ, ଗତ ୨୪ ଘଂଟାରେ ଦେଶରେ ମୋଟ୍‌ ୧୮, ୧୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।...

ATM LOOT
ଲୁଟ୍‌ କରି ପଳାଉଥିଲେ, ଅଧା ରାସ୍ତାରେ ମାଡ଼ି ବସି କୋଟିଏରୁ ଉର୍ଦ୍ଧ୍ୱ ଟଙ୍କା ଉଦ୍ଧାର କଲା ପୋଲିସ

ATM ଭ୍ୟାନ୍ ଲୁଟ୍ ଉଦ୍ୟମ ବେଳେ ୩ ଦୁର୍ବୃତ୍ତ କାବୁ ହୋଇଛନ୍ତି। ATM ଭ୍ୟାନରୁ ଟଙ୍କା ଲୁଟି ଫେରାର ବେଳେ ଧରାପଡ଼ିଗଲେ ୩ ଜଣ ଦୁର୍ବୃତ୍ତ। ଢେଙ୍କାନାଳ ସଦାଶିବପୁର ଭୋଜଦେଇପୁରରୁ ଅପରାଧୀମାନଙ୍କୁ ପୋଲିସ ଧରିଛି। ଆଠଗଡ଼ ଖୁଣ୍ଟକଟା ନିକଟରେ ଟଙ୍କା ଲୁଟ୍‌ କରି ଚମ୍ପଟ ମାରିଥିଲେ ଦୁର୍ବୃତ୍ତ। ସୂଚନା...

Mohan Majhi
ବିଧାୟକଙ୍କ ଗାଡ଼ିକୁ ବୋମା ମାଡ଼ରେ ଘଟଣାରେ କେବେ ଧରାପଡ଼ିବେ ଦୁର୍ବୃତ୍ତ?

କେନ୍ଦୁଝର ସଦର ବିଧାୟକ ମୋହନ ମାଝୀଙ୍କ ଗାଡ଼ି ଉପରକୁ ବୋମାମାଡ ଘଟଣାରେ ଏଯାଏଁ ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇନି ପୋଲିସ । ଅଭିଯୁକ୍ତଙ୍କୁ ଧରିବାକୁ ପୋଲିସ ତିନିଟି ଟିମ ଗଠନ କରି ଘଟଣାର ତଦନ୍ତ ଚଳାଇଛି

Mohan Majhi
କେନ୍ଦୁଝର ବିଧାୟକଙ୍କ ଗାଡ଼ିକୁ ବୋମାମାଡ଼

ବିଧାୟକଙ୍କ ଗାଡ଼ିକୁ ବୋମାମାଡ଼ ହୋଇଛି। କେନ୍ଦୁଝର ବିଧାୟକ ମୋହନ ମାଝୀଙ୍କ ଗାଡ଼ିକୁ ବୋମାମାଡ଼ ହୋଇଥିବା ନେଇ ସୂଚନା ମିଳିଛି। ମିଟିଂ ସାରି ଫେରୁଥିବା ବେଳେ ବିଧାୟକଙ୍କ ଗାଡ଼ିକୁ ବୋମାମାଡ଼ ହେଲା

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି