ବଲିଉଡର ଫିଟ୍ନେସ୍ ଅଭିନେତ୍ରୀ କିଏ। ଏ ପ୍ରଶ୍ନରେ କେବଳ ଗୋଟିଏ ଉତ୍ତର। ବଲିଉଡର ଫିଟ୍ନେସ୍ ଅଭିନେତ୍ରୀ ହେଉଛନ୍ତି ମଲାଈକା ଆରୋରା। ଚାଲ ଛେୟାଁ ଛେୟାଁ ଏବଂ ମୁନ୍ନି ବାଦନାମ୍ ହୁଇ ଗୀତରେ ବୋଲ୍ଡ ନୃତ୍ୟ କରି ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ମଲାଇକା ଛୋଟ ପରଦାରେ ମଧ୍ୟ ବେଶ...
ସରକାରୀ ଉଦାସିନତା ପାଇଁ ରାସ୍ତା ପାଲଟିଛି ମରଣଯନ୍ତା। ଖାଲ ଖାମ ଓ ପାଣି ଭର୍ତ୍ତି ରାସ୍ତାରେ ଦୁର୍ଘଟଣା ନିତିଦିନିଆ ଘଟଣା ପାଲଟିଥିବାବେଳେ ନାକେଦମ ହେଉଛନ୍ତି ଗାଡି ଚାଳକ। ବାରମ୍ବାର ଅଭିଯୋଗ ପରେ ବି ହେଉନି ରାସ୍ତା ମରାମତି
କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକାର ଭାରିଗଦା ଠାରେ ଖରସ୍ରୋତା ନଦୀରେ ପ୍ରସ୍ତାବିତ ମେଗା ପାନୀୟଜଳ ପ୍ରକଳ୍ପକୁ ନେଇ ଦିନକୁ ଦିନ ବିବାଦ ଘନେଇବାରେ ଲାଗିଛି। ସରକାର ଓ ବିଭାଗୀୟ ଅଧିକାରୀ ମାନେ ଆଇଆଇଟି ହାଇଦ୍ରାବାଦର ମିଥ୍ୟା ତଥ୍ୟ ଦେଇ ମଞ୍ଜୁରୀ କରିଥିବା ଅଭିଯୋଗଆଣି ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମା...
ଆଜି ସ୍ୱଚ୍ଛ ଭାରତ ମିଶନ ସହରୀ ୨.୦ ଏବଂ ଅମୃତ ୨.୦ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସମସ୍ତ ସହରକୁ ଆବର୍ଜନା ମୁକ୍ତ ଓ ଜଳ ସୁରକ୍ଷା ଯୋଗାଇବା ଏହାର ଉଦ୍ଦେଶ୍ୟ ରହିଛି। ନୂଆଦିଲ୍ଲୀ ସ୍ଥିତ ଡକ୍ଚର ଆମ୍ବେଦକର ଆନ୍ତର୍ଜାତିକ ଶିକ୍ଷାକେନ୍ଦ୍ରରେ ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ...
ନବଜୋତ ସିଂ ସିନ୍ଧୁ ପଞ୍ଜାବ କଂଗ୍ରେସ ସଭାପତି ପଦରେ ହିଁ ରହିବେ । ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ଓ ନବଜୋତ ସିଦ୍ଧୁଙ୍କ ମଧ୍ୟରେ ଆଲୋଚନାରେ ଏହା ସ୍ପଷ୍ଟ ହୋଇଥିବା ନେଇ ସୂଚନା ମିଳିଛି। ଦାଗୀ ନେତା ଓ ଅଫିସରଙ୍କୁ ପୁଣି ସରକାରରେ ସାମିଲ କରିବା ପ୍ରସଙ୍ଗରେ କ୍ଷୁବ୍ଧ...
ରାଜ୍ୟରେ ଆଜିଠୁ ଲାଗୁ ହୋଇଛି ଅକ୍ଟୋବର ମାସର ଗାଇ଼ଡଲାଇନ୍। ପାର୍ବଣ ପାଇଁ ବଢିଛି କୋଭିଡ୍ କଟକଣା। ପାର୍ବଣକୁ ଦୃଷ୍ଟିରେ ରଖି କଟକ ଓ ଭୁବନେଶ୍ୱରରେ ନାଇଟ୍ କର୍ଫ୍ୟୁ ଅବଧି ବଢ଼ା ଯାଇଛି।
ଯୁକ୍ତ ଦୁଇ ଅସନ୍ତୁଷ୍ଟଙ୍କ ଲାଗି ଆଜିଠୁ ଆରମ୍ଭ ହେଉଛି ସ୍ପେଶାଲ ଏକଜାମ। ଏମ୍ଆଇଏଲ୍ ଏବଂ ଓଡିଆ ସହ ଇଲେକ୍ଟିଭ ପେପରରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ଏଥିପାଇଁ କୋଭିଡ୍ ପ୍ରୋଟୋକଲ୍ ଅନୁପାଳନ ଉପରେ ଗୁରୁତ୍ୱ ଦେଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ
ଇଭିଏମରେ ସିଲ୍ ପିପିଲି ବିଧାୟକ ପ୍ରାର୍ଥୀଙ୍କ ଭାଗ୍ୟ। ମନ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ୍ ଦେଇଛନ୍ତି ପିପିଲି ବାସୀ। ଇଭିଏମ ଗୁଡିକ ବର୍ତ୍ତମାନ ପେଣ୍ଠକଟା ୱେର ହାଉସ୍ ଷ୍ଟ୍ରଙ୍ଗରୁମରେ କଡା ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି
ହାତ ଛାଡ଼ି ଶଙ୍ଖ ଧରିବେ କି ପ୍ରଦୀପ ମାଝୀ । ବର୍ତ୍ତମାନ ପିସିସିର କାର୍ଯ୍ୟକାରୀ ସଭାପତି ଥିବା ପ୍ରଦୀପ ମାଝୀ, ବିଜେଡିରେ ସାମିଲ ହେବେ ବୋଲି କିଛି ଦିନ ହେଲା ଚର୍ଚ୍ଚା ହେଉଛି । କୁହାଯାଉଛି, ସବୁ ଅଙ୍କ ଛିଣ୍ଡିଛି, କେବଳ ଶୁଭ ମୁହୂର୍ତ୍ତକୁ ଅପେକ୍ଷା । ଏହି...
ଆଜି ସକାଳେ ସୁନା ଦର ବଢିବା ଖବର ଜାତୀୟ ଗଣମାଧ୍ୟମରୁ ସୂଚନା ମିଳିଥିଲା। କିନ୍ତୁ ବର୍ତ୍ତମାନ ସମୟରେ ପୁଣି ଥରେ ସୁନା ଦର କମିଥିବା ନେଇ ଜାତୀୟ ଖବର ସରବରାହ ସଂସ୍ଥା ପିଟିଆଇ ପକ୍ଷରୁ ସୂଚନା ମିଳିଛି। ଆଜି ସୁନା ଦର ପ୍ରାୟ ୧୫୪ ଟଙ୍କା ଶସ୍ତା ହୋଇ...
କୋଟିଆକୁ ନେଇ ସାରା ରାଜ୍ୟରେ ଏବେ ଚର୍ଚ୍ଚା ଜୋର ଧରିଛି। ପଡୋଶୀ ଆନ୍ଧ୍ର ପ୍ରତିଦିନ ଅନୁପ୍ରବେଶ କରି ବିବାଦ ଆଡକୁ ଟାଣିଲା ଭଳି କାର୍ଯ୍ୟ କରୁଛି। ଗତ କିଛିଦିନ ହେଲା ଆନ୍ଧ୍ର ତେଲଗୁ ଭାଷାରେ ଫଳକ ପୋତି ବିବାଦ ଆଡକୁ ଟାଣି ଆଣୁଛି ତ ଆଉ କେବେ କିଛି...
କରୋନା କମିବାରେ ନା ନେଉନାହିଁ। ଭ୍ୟାକ୍ସିନ ନେବା ପରେ ମଧ୍ୟ ଅନେକ ପୁଣି ଥରେ କରୋନାର ଆକ୍ରାନ୍ତ ହେଉଛନ୍ତି। ମୁମ୍ବାଇରେ ଏକଥରେ ୨୭ ଜଣ ମେଡିକାଲ ପାଠପଢ଼ୁଥିବା ଛାତ୍ରଛାତ୍ରୀ କରୋନାରେ ଆକ୍ରାନ୍ତ ହେବା ଖବର ସାମ୍ନାକୁ ଆସିବା ପରେ ସମସ୍ତଙ୍କ ଚିନ୍ତା ବଢିଛି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମୋଟ୍ ସମ୍ପତ୍ତି ପରିମାଣ ୩.୦୭ କୋଟି ଟଙ୍କାରେ ପହଞ୍ଚିଛି । ପ୍ରଧାନମନ୍ତ୍ରୀଙ୍କ ୱେବସାଇଟ୍ର ନଗଦ ତଥ୍ୟ ଅନୁଯାୟୀ ଏହି ସୂଚନା ମିଳିଛି । ୨୦୨୦ ମସିହା ଜୁନ୍ ୩୦ ତାରିଖ ସୁଦ୍ଧା ପ୍ରଧାନମନ୍ତ୍ରୀଙ୍କ ସମ୍ପତ୍ତିର ପରିମାଣ ଥିଲା ୨.୮୫ କୋଟି ଟଙ୍କା
ଶିକ୍ଷକତା କରିବା ପାଇଁ ଇଚ୍ଛା ରଖିଛନ୍ତି କି? ତେବେ ଆପଣଙ୍କ ପାଇଁ ଏହା ଗୁରୁତ୍ୱପୂର୍ଣ୍ଣ ଖବର। କାରଣ ଶିକ୍ଷକ ପଦବୀ ପାଇଁ ୧୩ ହଜାର ପୋଷ୍ଟ ଖାଲି ପଡ଼ିଛି। PGT ଶିକ୍ଷକ ସମେତ ଶିକ୍ଷକମାନଙ୍କର ବିଭିନ୍ନ ପଦବୀରେ ୧୩ ହଜାରରୁ ଅଧିକ ଚାକିରି ବାହାରିଛି
କଂଗ୍ରେସକୁ ଲାଗିପାରେ ବଡ଼ ଝଟକା। ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଦଳ ଛାଡ଼ିବା ନେଇ ଜାତୀୟ ଗଣମାଧ୍ୟମରେ ଜୋର ଧରିଲା ଚର୍ଚ୍ଚା। ତେବେ ପଞ୍ଜାବରେ ଚାଲିଥିବା ରାଜନୈତିକ ଡ୍ରାମାର ଅନ୍ତ ହୋଇପାରେ । ତେବେ କ୍ୟାପଟେନ୍ ସ୍ପଷ୍ଟ କରିଛନ୍ତି କି ସେ ଆଉ ଦଳରେ ରହିବେ ନାହିଁ।...
ଦେଶର ୨୭ତମ ବାୟୁସେନା ମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କଲେ ଏୟାର ମାର୍ଶାଲ ଭି.ଆର୍. ଚୌଧୁରୀ। ବିଦାୟୀ ବାୟୁସେନା ମୁଖ୍ୟ ଆରକେଏସ୍ ଭଦୌରିଆଙ୍କ ଠାରୁ ସେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ନେବା ପରେ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦନ କରାଯାଇଛି
ଆଜି ପୁଣି ବଢିଲା ସୁନା ଦର। MCX ରେ, ଡିସେମ୍ବରରେ ସୁନା ଫ୍ୟୁଚର ୦.୩୮ ପ୍ରତିଶତ ବୃଦ୍ଧି ପାଇ ସୁନା ୪୫,୯୪୨ ଥିବାବେଳେ ରୂପା ହାର ୦.୧୮ ପ୍ରତିଶତ ବୃଦ୍ଧି ହୋଇ ୫୮,୪୯୦ କିଲୋଗ୍ରାମ ପ୍ରତି ଦର ରହିଛି। ତେବେ ରୂପା ପାଖାପାଖି ୨ ହଜାର ଟଙ୍କା ଏହାରି...
ଓଡ଼ିଶା ହାଇକୋର୍ଟର ୪ ନୂଆ ବିଚାରପତିଙ୍କ ନିଯୁକ୍ତିକୁ ମଞ୍ଜୁରୀ ମିଳିଛି। ଦୁଇ ଜଣ ଆଇନଜୀବୀ ଆଦିତ୍ୟ କୁମାର ମହାପାତ୍ର, ମୃଗାଙ୍କ ଶେଖର ସାହୁ ବିଚାରପତି ଭାବେ ନିଯୁକ୍ତ ହେବେ । ସେହିଭଳି ଜୁଡ଼ିସିଆଲ ଅଫିସର ରାଧାକୃଷ୍ଣ ପଟ୍ଟନାୟକ ଓ ଶଶିକାନ୍ତ ମିଶ୍ର ବି ବିଚାରପତି ଭାବେ ପ୍ରମୋଟ୍ ହୋଇଛନ୍ତି।...
ଦେଶରେ ପୁଣି ଥରେ ବଢିଲା ସଂକ୍ରମଣ। ଗତ ୨୪ ଘଂଟା ମଧ୍ୟରେ ୨୩,୫୨୯ ଜଣ କରୋନାରେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମହାମାରୀ ୩୧୧ ଜଣଙ୍କ ନେଇଛି ପ୍ରାଣ। ତେବେ ଆଜିର ସଂକ୍ରମଣକୁ ମିଶାଇ ଦେଶରେ ମୋଟ୍ ୩,୩୭,୩୯,୯୮୦ରେ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଥିବା ବେଳେ ମୃତ୍ୟୁସଂଖ୍ୟା ୪,୪୮,୦୬୨ରେ ପହଞ୍ଚିଛି।
ରୋଚକ ହେବାରେ ଲାଗିଛି ପଞ୍ଜାବ ରାଜନୀତି। ଗୋଟିଏ ପଟେ ସିଦ୍ଧୁ ପିସିସି ଚୌକି ଛାଡ଼ିଥିବା ବେଳେ ଏପଟେ ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ବିଜେପି ନେତା ତଥା ଗୃହମନ୍ତ୍ରୀ ଅମିତ୍ ଶାହାଙ୍କୁ ଭେଟିଛନ୍ତି। ତେବେ ଗତକାଲି ଅମରିନ୍ଦର ସିଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କୁ ମଧ୍ୟ ସାକ୍ଷାତ୍...