• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

Navjot Singh Sidhu
କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଲେ ନବଜୋତ ସିଂ ସିଦ୍ଧୁ

ପଞ୍ଜାବ କଂଗ୍ରେସ ସଭାପତି ପଦରୁ ନବଜୋତ ସିଂ ସିଦ୍ଧୁ ଇସ୍ତଫା ଦେଇଛନ୍ତି। ପଦରେ ରହିବାର ୭୨ ଦିନ ପରେ ଇସ୍ତଫା ଦେଲେ ସିଦ୍ଧୁ। ସୋନିଆ ଗାନ୍ଧିଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଲେ ସିଦ୍ଧୁ। ପଞ୍ଜାବର ଭବିଷ୍ୟତକୁ ନେଇ କୌଣସି ସାଲିସ କରିବିନି କହିବା ସହ କଂଗ୍ରେସ ଦଳ ପାଇଁ...

Narendra Modi
ନା ନେଲେ ନାହିଁ କିନ୍ତୁ ପାକିସ୍ତାନ ଉପରେ ପ୍ରବଳ ବର୍ଷିଲେ ମୋଦି

ମିଳିତ ଜାତିସଂଘର ୭୬ ତମ ଅଧିବେଶନରେ ବିଶ୍ୱବାସୀଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମହାମାରୀ କରୋନା ଠାରୁ ଆରମ୍ଭ କରି ଆଫଗାନିସ୍ତାନ ଓ ଆତଙ୍କବାଦୀ ପ୍ରସଙ୍ଗ ଉଠାଇ ସେ ବିଶ୍ୱ ନେତୃବୃନ୍ଦଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଆଉ ସିଧାସଳଖ ଭାବରେ ପାକିସ୍ତାନ ନା ନନେଇ ତାକୁ ସମାଲୋଚନା...

wine online
ଘରେ ୪ ବୋତଲରୁ ଅଧିକ ମଦ ରଖିଲେ ୬୩ ହଜାର ଫାଇନ୍‌

ଘରେ ୪ ବୋତଲରୁ ଅଧିକ ମଦ ରଖିଲେ ଆପଣଙ୍କୁ ଦେବାକୁ ପଡ଼ିବ ୬୩ ହଜାର ଟଙ୍କାର ଜୋରିମାନା ରାଶି। ଅବକାରୀ ବିଭାଗ ଚଢ଼ାଉ କରିବା ସମୟରେ ଏହା ଜଣାପଡ଼ିଲେ ଆପଣଙ୍କୁ ଫାଇନ୍‌ ଦେବା ସହ ଦୃଢ କାର୍ଯ୍ୟାନୁଷ୍ଠାନ ବି ନିଆଯାଇପାରେ

Congress
କଂଗ୍ରେସରେ ଯୋଗ ଦେବେ କହ୍ନେୟା କୁମାର?

ଉଷ୍ମ ହେଉଛି ଜାତୀୟ ସ୍ତରର ରାଜନୀତି। ଖାସ୍‌ କରି ଉତ୍ତରପ୍ରଦେଶ, ଗୁଜୁରାଟ ଏବଂ ପଞ୍ଜାବ ଭଳି ଗୁରୁତ୍ୱପୂର୍ଣ୍ଣ ରାଜ୍ୟରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୀତି ବେଶ୍‌ ସରଗରମ ହୋଇଛି

Angry Elephant
ମହାନଦୀ ପଠାରୁ ଉଦ୍ଧାର ହେଲା ହାତୀର ମୃତ ଦେହ

କଟକ ମୁଣ୍ଡଳି ବ୍ରୀଜ୍ ଉପରମୁଣ୍ଡରେ ଥିବା ମହାନଦୀ ପଠାରୁ ୪ ମାସର ହାତୀ ଛୁଆର ମୃତଦେହ ଉଦ୍ଧାର କରିଛି ବନବିଭାଗ। ଆଠଗଡ ଡିଏଫଓଙ୍କ ସହ ରେଞ୍ଜର ଓ ପ୍ରାଣୀ ଚିକିତ୍ସକ ଦେଶୀ ଡଙ୍ଗାରେ ନଦୀ ପାର ହୋଇ ଘଟଣା ସ୍ଥଳରେ ପହଞ୍ଚିଛନ୍ତି। ସେଠାରେ ହାତୀଛୁଆର ଶବ ବ୍ୟବଚ୍ଛେଦ କରାଯାଇ...

Rainfall Alert
ବାତ୍ୟା ପ୍ରଭାବରେ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ରାଜ୍ୟର ୭ଟି ଜିଲ୍ଲାରେ ଅଧିକ ବର୍ଷା ଓ ପବନ ହେବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଂଜାମ, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ ଓ ମାଲକାନଗିରିରେ ଅଧିକ ପ୍ରଭାବ ପଡ଼ିବ ବୋଲି ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ...

deadbody
ମିଳିଲା ନିଖୋଜ ଓଡ୍ରାଫ ଯବାନ ସୀତାରାମ ମୁର୍ମୁଙ୍କ ମୃତଦେହ

ନିଖୋଜ ଓଡ୍ରାଫ ଯବାନ ସୀତାରାମ ମୁର୍ମୁଙ୍କ ମୃତଦେହ ଉଦ୍ଧାର ହୋଇଛି। କଖଡ଼ି ମହାଳପଡ଼ା ଗୁମେଇ ସାହିରୁ ମୃତଦେହ ଉଦ୍ଧାର ହେଲା। ଭାସି ଯାଉଥିବା ବେଳେ ମୃତଦେହ ଉଦ୍ଧାର କଲେ ସ୍ଥାନୀୟ ଲୋକେ। ଗତକାଲି ମୁଣ୍ଡଳି ବୋଟ୍ ଟ୍ରାଜେଡି ଘଟଣା ପରଠୁ ନିଖୋଜ ଥିଲେ ସୀତାରାମ।

petroll
ଖୁବ୍‌ଶୀଘ୍ର ଶସ୍ତା ହୋଇଯିବ ପେଟ୍ରୋଲ: ଜାଣନ୍ତୁ କେମିତି?

ଅଶୋଧିତ ତୈଳ ଆମଦାନୀ କରୁଥିବା ଦେଶ ମଧ୍ୟରେ ଭାରତ ହେଉଛି ତୃତୀୟ ବୃହତ୍ତମ ଦେଶ। ଭାରତ ବର୍ତ୍ତମାନ ଏହାର ଆବଶ୍ୟକତା ପୂରଣ କରିବା ପାଇଁ ମୁଖ୍ୟତ ଗଲ୍ଫ ଦେଶ ଉପରେ ନିର୍ଭରଶୀଳ। କିନ୍ତୁ ନିକଟରେ ଦେଶର ଅଶୋଧିତ ତୈଳ ଆମଦାନୀ ମିଶ୍ରଣରେ ପଶ୍ଚିମ ଆଫ୍ରିକା ଏବଂ ଆମେରିକାର ଅଂଶ...

Cyclone
କାହିଁକି ବାରମ୍ବାର ଓଡ଼ିଶା ମୁହାଁ ହେଉଛି ସାମୁଦ୍ରିକ ଝଡ଼?

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଧିରେ ଧିରେ ବାତ୍ୟାର ରୂପ ନେବାର ଆଶଙ୍କା କରାଯାଉଛି । ଆଜି ସଂଧ୍ୟା ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବା ପରେ ସ୍ଥଳଭାଗ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ମହା ନିର୍ଦ୍ଦେଶକ ମତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି

gold price
ଆଜି ବି ଏତିକି ଟଙ୍କା କମିଲା ସୁନା ଦର, ଶୀଘ୍ର କିଣିନିଅନ୍ତୁ...ନଚେତ୍‌

ଆପଣ ସୁନା କିଣିବା ଲାଗି ଇଚ୍ଛା ରଖିଛନ୍ତି କି? ଯଦି ହଁ ତେବେ ଆପଣ ଆଜି ହିଁ କିଣିନିଅନ୍ତୁ। କାରଣ ଆଜି ଉଭୟ ଧାତୁ ଅର୍ଥାତ୍‌ ସୁନା ଓ ରୂପା ଦରରେ ହ୍ରାସ ହୋଇଛି। ମୋଟ୍‌ ଉପରେ କହିବାକୁ ଗଲେ ଗତ ଦୁଇ ଦିନ ହେବ ସୁନା ଓ...

bus stand baramunda
ବସ୍‌ଷ୍ଟାଣ୍ଡରେ ଦୁଇ ପିଲାଙ୍କୁ ଛାଡ଼ି ଦେଇ ଚମ୍ପଟ ମାରିଲା ବାପା....

ଭୁବନେଶ୍ୱର ବରମୁଣ୍ଡା ବସ୍‌ଷ୍ଟାଣ୍ଡରୁ ଅସହାୟ ଅବସ୍ଥାରେ ଭାଇଭଉଣୀ ଉଦ୍ଧାର ହୋଇଛନ୍ତି। ୮ ବର୍ଷର ଭଉଣୀ ସହ ୫ ବର୍ଷର ଭାଇକୁ ଭରତପୁର ପୋଲିସ ଉଦ୍ଧାର କରିଛି। ଉଦ୍ଧାର ହୋଇଥିବା ଶିଶୁ ଦୁଇଜଣ ଗଞ୍ଜାମ ଜିଲ୍ଲା କୋଦଳା ଅଞ୍ଚଳର ବୋଲି ସୂଚନା ମିଳିଛି

arindam das
ଦିବଙ୍ଗତ ସାମ୍ବାଦିକ ଅରିନ୍ଦମଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ରାଜ୍ୟ ସରକାର

ଦିବଙ୍ଗତ ସାମ୍ବାଦିକ ଅରିନ୍ଦମଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରାଯାଇଛି । ୪ ଲକ୍ଷ ଟଙ୍କା ସହାୟତା ମଂଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶା ୱାର୍କିଂ ଜର୍ଣ୍ଣାଲିଷ୍ଟ ୱେଲଫେୟାର ଫଣ୍ଡରୁ ୪ ଲକ୍ଷ ମଂଜୁର କରାଯାଇଥିବା ନେଇ...

Nayagarh
ପୁଣି ସାମ୍ନାକୁ ଆସିଲା କଙ୍ଗାରୁ କୋର୍ଟ ମାମଲା: ଗାଁ ଦାଣ୍ଡରେ ନାବାଳିକାଙ୍କୁ ଘୋଷାରି ପିଟିଥିବା ଅଭିଯୋଗ

ଗାଁ ଦାଣ୍ଡରେ ମାଡ଼ ଖାଇ ନାବାଳିକା ଥାନାକୁ ଯିବାରୁ ଗାଁ ରେ ବସିଲା କଙ୍ଗାରୁ କୋର୍ଟ l ନିଆଁ ପାଣି ବାସନ୍ଦ ସହ ଘର ସାମ୍ନାରେ କଣ୍ଟା ପକାଇ କଲେ ଗୃହ ବନ୍ଦୀ l ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ...

flood alert
ଉଛୁଳୁଛି ସୁବର୍ଣ୍ଣରେଖା: ତଳିଆ ଅଂଚଳରେ ପଶିଲାଣି ପାଣି

ସତର୍କ ସଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର, ସୁବର୍ଣ୍ଣରେଖା ନଦୀ ର ରାଜଘାଟ ଠାରେ ସତର୍କ ସୂଚନା ୯.୪୫ ରହିଛି। ଆଜି ସକାଳ ୭ ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୧୦.୨୪ ମିଟରରେ ପ୍ରବାହିତ ହେଉଛି

gold prices rise
ସୁନା ଦରରେ ଏତିକି ଟଙ୍କା ହେଲା ହ୍ରାସ: ବିଳମ୍ବ ନକରି ଜଲଦି ହିଁ କିଣିନିଅନ୍ତୁ ସୁନା....ନଚେତ୍‌

ଆପଣ ସୁନା କିଣିବା ପାଇଁ ଇଚ୍ଛା ରଖିଛନ୍ତି କି? ତେବେ ଆଜି ହିଁ କିଣି ନିଅନ୍ତୁ। କାରଣ ଆଜି ସୁନା ଦରରେ ହ୍ରାସ ହୋଇଛି। କିଛି ସପ୍ତାହ ଧରି ସ୍ଥିର ହ୍ରାସ ଦେଖୁଥିବା ସୁନା, ୨୪ ସେପ୍ଟେମ୍ବର ଅର୍ଥାତ୍‌ ଆଜି ବି ହ୍ରାସ ପାଇଛି। ଡଲାର ଦୁର୍ବଳ ହେତୁ...

afghanistan-army
ଭାରତୀୟ ସେନାରେ ପ୍ରକାଶ ପାଇଲା ବିଜ୍ଞପ୍ତି: ଦଶମ ପାସ୍‌ କରିଥିଲେ ମିଳିବ ଚାକିରି

ଚାକିରି ଆଶାୟୀଙ୍କ ପାଇଁ ବଡ଼ ଖବର। ଭାରତୀୟ ସେନାରେ ଯଦି ଆପଣ ଯୋଗଦାନ କରିବା ପାଇଁ ଇଚ୍ଛା ରଖିଛନ୍ତି ତେବେ ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଭାରତୀୟ ସେନାରେ କୁକ୍, କାର୍ପେଟର, ଚୌକିଦାର, ରେଞ୍ଜ ଚୌକିଦାର ଏବଂ ବାରବର୍ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ନିଯୁକ୍ତି...

Sonu Sood with Delhi CM Arvind Kejriwal
ଖୁବଶୀଘ୍ର ଆପ୍‌ରେ ଯୋଗ ଦେଇପାରନ୍ତି ଅଭିନେତା ସୋନୁ ସୁଦ୍‌

ଆପ୍‌ରେ ଯୋଗ ଦେଇପାରନ୍ତି ବଲିଉଡ଼୍‌ ଅଭିନେତା ସୋନୁ ସୁଦ୍‌। ଦଳରେ ଯୋଗ ଦେବା ନେଇ ଦୀର୍ଘଦିନ ହେବ ଚର୍ଚ୍ଚା ଲାଗିରହିଛି। ବଲିଉଡ ଅଭିନେତା ସୋନୁ ସୁଦ ଆମ୍ ଆଦମୀ ପାର୍ଟି (AAP) ରେ ଯୋଗଦେବା ଚର୍ଚ୍ଚା ଖୁବ୍‌ଶୀଘ୍ର ଶେଷ ହୋଇପାରେ।

Corona
ଦେଶରେ ୨୪ ଘଂଟାରେ ୩୧ ହଜାର କରୋନା ଆକ୍ରାନ୍ତ ଚିହ୍ନଟ

ଦେଶରେ ଦୋଳି ଖେଳୁଛି କରୋନା ଗ୍ରାଫ୍‌। ଗତ ୨୪ ଘଂଟାରେ ଦେଶରେ ୩୧,୩୮୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୧୮ ଜଣଙ୍କ ପ୍ରାଣ ନେଇଛି ମହାମାରୀ। ତେବେ ଆଜିର ସଂକ୍ରମଣକୁ ମିଶାଇ ଦେଶରେ ମୋଟ୍‌ ୩,୩୫,୯୪,୮୦୩ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଥିବା ବେଳେ ୪,୪୬,୩୬୮ରେ ପହଞ୍ଚିଛି ମୃତକଙ୍କ ସଂଖ୍ୟା

govt. employee
ଏଣିକି ସକାଳ ୧୦ ନୁହେଁ ବରଂ ୯ଟା ସୁଦ୍ଧା ଅଫିସ୍‌ରେ ପହଞ୍ଚିବେ ସରକାରୀ କର୍ମଚାରୀ: ନଚେତ୍‌..

ସରକାରୀ ଚାକିରିଆଙ୍କ ପାଇଁ ବଡ଼ ଖବର। ଏଣିକି ଆଉ ଚଳିବ ନାହିଁ ସେମାନଙ୍କ ମନମାନି। କାରଣ ଏଣିକି ଆଉ ଦିନ ୧୦ ଟା ନୁହେଁ ବରଂ ସକାଳ ୯ଟା ସୁଦ୍ଧା ନିଜ ନିଜ ଅଫିସ୍‌ରେ ପହଞ୍ଚିବେ କର୍ମଚାରୀ।

Mumbai-Delhi Express
ସାକାର ହେବ ସୁନାର ସ୍ୱପ୍ନ: ୨୦୨୩ରେ ଖୋଲିବ ବିଶ୍ୱର ଦୀର୍ଘତମ ରାଜପଥ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସ ୱେ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ୱପ୍ନ। ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡକରିଙ୍କ ପରିକଳ୍ପନା। ଅତ୍ୟାଧୁନିକ ଇଂଜିନିୟରିଂର ଚମତ୍କାରିତା। ୨୦୨୩ ମାର୍ଚ୍ଚରେ ଖୋଲିବ ବିଶ୍ୱର ଦୀର୍ଘତମ ରାଜପଥ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସ ୱେ। ଦିଲ୍ଲୀରୁ- ମୁମ୍ବାଇ ୧୩୮୦ କିଲୋମିଟର ରାସ୍ତା ଅତିକ୍ରମ କରିବାକୁ ଲାଗିବ ମାତ୍ର ୧୨ ଘଣ୍ଟା

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି