• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

Parrot
ହଜିଗଲା ଶୁଆ, ଥାନାରେ ମାମଲା ଦାୟର କଲେ ମାଲିକାଣୀ

ମାଲିକଙ୍କ ହଜିଗଲା ଶୁଆ। ପକ୍ଷୀକୁ ଖୋଜିବା ଲାଗି ଥାନାରେ ଦାୟର କଲେ ମାମଲା। ଏପରି ଏକ ଅଦ୍ଭୁତ ମାମଲା ନୋଏଡ଼ାରୁ ସାମ୍ନାକୁ ଆସିଛି। ସ୍ଥାନୀୟ ଅଂଚଳରେ ରହୁଥିବା ଜଣେ ମହିଳା ତାଙ୍କ ଶୁଆ ହଜିଯାଇଥିବା ନେଇ ପୋଲିସ ନିକଟରେ ଅଭିଯୋଗ କରିଥିଲେ, ହେଲେ ଶୁଆ ହଜିବାର ଛଅ ମାସ...

DMET
ପର୍ବପର୍ବାଣୀରେ ସଂକ୍ରମଣ ବଢିବାର ଆଶଙ୍କା

ପାର୍ବଣରେ କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କା ଓ ମୂର୍ତ୍ତି ଉଚ୍ଚତା ବିବାଦକୁ ନେଇ ସୃଷ୍ଟି ହୋଇଥିବା ବିବାଦକୁ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ଉପସ୍ଥାପନ କରାଯାଇଛି। ମୂର୍ତ୍ତି ଉଚ୍ଚତା ବୃଦ୍ଧି ବା କମ୍ ସହ କରୋନା ସଂକ୍ରମଣର ସିଧାସଳଖ କୌଣସି ସମ୍ପର୍କ ନାହିଁ। ହେଲେ ମୂର୍ତ୍ତିର...

DRDO
DRDO ତଥ୍ୟ ଲିକ୍ ସହ ହନି ଟ୍ରାପ୍ ଲିଙ୍କ୍ !

DRDO ତଥ୍ୟ ଲିକ୍ ସହ ହନି ଟ୍ରାପ୍ ଲିଙ୍କ୍ ! ବାଲେଶ୍ୱର ଚାନ୍ଦିପୁର ସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେ୍ଞ୍ଜ, ITRରୁ DRDO ତଥ୍ୟ ଲିକ୍ ଘଟଣାରେ ମିଳିଛି ହନି ଟ୍ରାପ୍ ଲିଙ୍କ୍। DRDOର ୪ ଠିକା କର୍ମଚାରୀ ଗିରଫ ଘଟଣାରେ ଏହି ନୂଆ ତଥ୍ୟ ମିଳିଛି। ଏହି ୪...

protest
ମୂର୍ତ୍ତି ଉଚ୍ଚତା ପାଇଁ ମୌନ ପ୍ରତିବାଦ

ମୂର୍ତ୍ତି ଉଚ୍ଚତା ପାଇଁ ମୌନ ପ୍ରତିବାଦ। ‘ରାଜନୈତିର ରୁଟି ସେକିବା ଭଳି ବଳି ପକଉଛନ୍ତି ସାଧାରଣ ଲୋକଙ୍କ ଭକ୍ତଭାବ’। ମୂର୍ତ୍ତି ଉଚ୍ଚତା ବଢ଼େଇବାକୁ କଟକରେ ମୌନ ପ୍ରତିବାଦ ହେଉଛି। କଟକ ବାରବାଟୀ ବିଧାୟକ ମହମ୍ମଦ୍ ମୋକିମ୍ ପୁରୀଘାଟରେ ବିକ୍ଷୋଭ ଜାରି ରଖିଛନ୍ତି।

niranjan pattnaik
୨୭ ତାରିଖ ଦିନ ଭାରତ ବନ୍ଦ ଡାକରା ଦେଲା କଂଗ୍ରେସ

୨୭ ତାରିଖ ଦିନ ଭାରତ ବନ୍ଦ ଡାକରା ଦେଇଛି କଂଗ୍ରେସ। ଏହାକ ନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରତିଜ୍ରିୟା ଦେଲେ। ୨୩ ତାରିଖରେ ଏନେଇ ମାଷ୍ଟରକ୍ୟାଣ୍ଟିନ୍ ଛକରେ ଧାରଣା ଦିଆଯିବ ବୋଲି ମଧ୍ୟ କହିଛନ୍ତି।

narendra modi
ଆସନ୍ତା ସପ୍ତାହରେ ଆମେରିକା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

ଦୀର୍ଘଦିନ ପରେ ବିଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତା ସପ୍ତାହରେ ମୋଦି ଆମେରିକା ଗସ୍ତରେ ଯାଉଛନ୍ତି। ସୂଚନା ଅନୁସାରେ ମୋଦି ୨୪ ସେପ୍ଟେମ୍ବରରେ ୱାଶିଂଟନ୍‌ରେ କାଡ଼ ସମୁହର ନେତାଙ୍କ ସହିତ ଆୟୋଜିତ ଶିଖର ସମ୍ମିଳନୀରେ ଯୋଗ ଦେବା ନେଇ ସୂଚନା ମିଳିଛି

Neeraj Chopra
କେବିସି ହଟସିଟରେ ଅମିତାଭ ବଚ୍ଚନଙ୍କ ସହ ବସିବେ ନୀରଜ ଚୋପ୍ରା

ବଢୁଛି ନୀରଜଙ୍କ କ୍ରେଜ। ସୋସିଆଲ ମିଡିଆ ଖୋଲିଲେ ତାଙ୍କରି ଫଟୋ। ଆଉ ଟିଭି ଖୋଲିଲେ ତାଙ୍କରି ଭିଡିଓ। ଟୋକିଓ ଅଲମ୍ପିକ ପରେ ସାରା ଭାରତରେ ନୀରଜଙ୍କ ଜୟ ଜୟକାର। ଏବେ ଟେଲିଭିଜିନ ଦୁନିଆର ଲୋକପ୍ରିୟ ଗେମ ଶୋ କୌନ୍‌ ବନେଗା କରୋଡପତିରେ ନୀରଜଙ୍କୁ ଦେଖିବାକୁ ମିଳିବ।

Snake
ଦୋକାନରେ ମୋବାଇଲ ଦେଖୁଥିଲେ ଦୋକାନୀ, ଉପରକୁ ଡ଼େଇଁଲା କଳାନାଗ...

ବେଳେ ବେଳେ ମଣିଷ ଜୀବନ ସହ ଅଜବ ଘଟଣା ଘଟିଥାଏ । ଯାହାକୁ ସେମାନେ କେବେ ହେଲେ ଭାବି ନଥାନ୍ତି । ଏପରି ଏକ ଘଟଣା ଜଣେ ପାନ ଦୋକାନୀଙ୍କ ସହ ଘଟିଥିଲା । ଆଉ ସେହି ଘଟଣାଟି ଦୋକାନରେ ଲାଗିଥିବା ସିସିଟିଭିରେ କଏଦ ହୋଇଛି

Rason Card
ରାସନ କାର୍ଡରେ ଏମିତି ଯୋଡନ୍ତୁ ପରିବାର ସଦସ୍ୟଙ୍କ ନାଁ, ମିଳିବ ଅନେକ ଫାଇଦା

ରାସନ କାର୍ଡ ଅଛି। ହେଲେ ସମସ୍ତଙ୍କର ନାଁ ନାହିଁ। ଏମିତି ସମସ୍ୟାରେ ଆପଣ ପଡିଛନ୍ତି କି। ନିଜ ପରିବାରର ମେମ୍ବରଙ୍କ ନାଁ ରାସନ କାର୍ଡରେ ଯୋଡିବାକୁ ଚାହୁଁଛନ୍ତି କି। ଯଦି ହଁ ତେବେ ଚିନ୍ତା କରିବାର ଆବଶ୍ୟକ ନାହିଁ। ମାତ୍ର କେଇ ମିନିଟରେ ଆପଣ ଏହି ସମସ୍ୟାର ସମାଧାନ...

White Apple
ଲାଲ୍ ଓ ସବୁଜ ପରେ ବଜାରକୁ ଆସିବ କି ଧଳା ରଙ୍ଗର ସେଓ?

ସେଓର ରଙ୍ଗ କେମିତି। ଉତ୍ତର ମିଳେ ଲାଲ୍। ଦୁନିଆରେ ଆପଣ ଏ ପ୍ରଶ୍ନ ଯାହାକୁ ପଚାରିବେ ସମସ୍ତେ କହିଥାନ୍ତି ନାଲି। ହେଲେ ଆମେ ଆପଣଙ୍କୁ ଏମିତି ଏକ ସେଓ ଦେଖାଉଛୁ ଯାହା ଦେଖିବାକୁ ଲାଲ୍ ନୁହେଁ ତୁଳା ଭଳି ଧଳା

taliban rejected pakistan proposal
ଲାଗୁ ହେବ ଶାରିଆ ଆଇନ୍, ଚୋରି କଲେ ହାତ କାଟ୍ , ଅବୈଧ ସମ୍ପର୍କ ରଖିଲେ ପଥରମାଡ

ଚୋରି କଲେ କଟାଯିବ ହାତ , ଅବୈଧ ସମ୍ପର୍କ ରଖିଲେ ପଥରମାଡ କରି ହତ୍ୟା। ଆଫଗାନିସ୍ତାନରେ ତାଲିବାନ ଶାସନ ଫେରିବା ସହ ପୁଣି ଫେରିବାକୁ ଯାଉଛି ପୂର୍ବର ସେହି ଆତଙ୍କୀ। ମିନିଷ୍ଟ୍ରି ଅଫ୍ ପ୍ରୋପାଗେସନ ଅଫ୍ ଭଚ୍ୟୁ ଆଣ୍ଡ ପ୍ରିଭେନସନ୍ ଅଫ୍ ଭାଇସ ନାମକ ଏହି ମନ୍ତ୍ରଣାଳୟକୁ ପୂର୍ବରୁ...

Mosquitoes
ମଶା ତିଆରି ଫ୍ୟାକ୍ଟ୍ରି ନିର୍ମାଣ କରୁଛି ଚାଇନା, ଛାଡ଼ିବ ବିଶାକ୍ତ ମଶା

ଚୀନର ଦକ୍ଷିଣାଞ୍ଚଳ ଗୁଆଙ୍ଗଝୋଉରେ ମଶା ଉତ୍ପାଦନ ଫ୍ୟାକ୍ଟ୍ରି ହୋଇଛି। ମଶାଙ୍କୁ ଉପନ୍ନ କରିବାରେ ଚାଇନାର ଏହି ଫ୍ୟାକ୍ଟ୍ରି ଦୁନିଆରେ ସବୁଠୁ ବଡ଼ ଫ୍ୟାକ୍ଟ୍ରି ବୋଲି କୁହାଯାଉଛି। ୩ ହଜାର ୫୦୦ ବର୍ଗ ମିଟରରେ ତିଆରି ହୋଇଥିବା ଏହି ଫ୍ୟାକ୍ଟ୍ରିରେ ୪ଟି ବଡ଼ ୱାର୍କଶପ ରହିଛି। ପ୍ରତି ୱାର୍କଶପରୁ ପ୍ରତି...

Corona
ଦେଶରେ ପୁଣି ବଢିଲା ସଂକ୍ରମଣ: ୨୪ ଘଣ୍ଟାରେ ୨୭ ହଜାର ଆକ୍ରାନ୍ତ ହେଲେ ଚିହ୍ନଟ

ଦେଶରେ ପୁଣି ଥରେ ବଢିଲା କରୋନା ସଂକ୍ରମଣ। ଗତ ୨୪ ଘଂଟାରେ ଦେଶରେ ୨୭,୧୭୬ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ଏହାସହ ୨୪ ଘଂଟାରେ ୨୮୪ ଜଣଙ୍କ ପ୍ରାଣ ନେଇଛି ମହାମାରୀ।

mamata
ଭବାନୀପୁରରୁ ମୋଦି-ଶାହାଙ୍କୁ ଟାର୍ଗେଟ୍‌ କଲେ ଦିଦି। କହିଲେ, ଆମ ବିରୋଧରେ ଷଡ଼ଯନ୍ତ୍ର କରୁଛନ୍ତି କେନ୍ଦ୍ର ସରକାର

ଭବାନୀପୁର ଉପନିର୍ବାଚନକୁ ନେଇ ପଶ୍ଚିମବଙ୍ଗରେ ବଢୁଛି ରାଜନୈତିକ ତାତି। ପୁଣି ମୁହାଁମୁହିଁ ବିଜେପି ଓ ଟିଏମସି। ତେବେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ବିଧାନସଭାକୁ ନିର୍ବାଚିତ କରାଇବା ନେଇ ଏଠାରେ ସ୍ୱତନ୍ତ୍ର ଉପନିର୍ବାଚନ ହେଉଥିବା ବେଳେ ତାଙ୍କୁ ଚ୍ୟାଲେଞ୍ଜ ଦେବାକୁ ଅଂଟା ଭିଡ଼ିଛି ବିଜେପି।

'Crorepati' Anganwadi Worker
ଅଙ୍ଗନବାଡ଼ି ଦିଦିଙ୍କ କୁବେର ଭଳି ସମ୍ପତ୍ତି

ଅଙ୍ଗନବାଡ଼ି ଦିଦିଙ୍କର ସମ୍ପତ୍ତି ୪ କୋଟି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ବେଳେ ୪ କୋଟିର ସଂପତ୍ତି ଠାବ କରିଛି ଭିଜିଲାନ୍ସ। ଭୁବନେଶ୍ୱର କୋରଡ଼କଣ୍ଟର ଅଙ୍ଗନବାଡି କର୍ମୀ କବିତା ମାଥନଙ୍କ ୬ଟି ଘରେ ଭିଜିଲାନ୍ସ ରେଡ୍ କରିଥିଲା

SRC
ଲଗାଣ ବର୍ଷାରେ ରାଜ୍ୟର ୧୧୧ ବ୍ଲକ୍‌ ପ୍ରଭାବିତ: SRC

ରାଜ୍ୟରେ ଲଗାଣ ବର୍ଷାରେ ୨୦ ଜିଲ୍ଲାର ୧୧୧ ବ୍ଲକ ପ୍ରଭାବିତ ହୋଇଛି। ପ୍ରାଥମିକ ସୂଚନା ଅନୁସାରେ ୩ ହଜାର ୬ଶହ ୯୬ଟି ଗାଁ ଏବଂ ୨୭ଟି ପୌରାଞ୍ଚଳ ପ୍ରଭାବିତ ହୋଇଛି।

delivery boy
ଅପହରଣ ନୁହେଁ ନାଟକ ରଚିଛି ଚିକୁନ୍

ଅପହରଣ ନୁହେଁ ନାଟକ ରଚିଛି ଚିକୁନ୍। ଭୁବନେଶ୍ୱର ଉପକଣ୍ଠ ଲିଙ୍ଗିପୁରରୁ ଡେଲିଭରି ବୟ ଅପହରଣ ଘଟଣାରେ ନୂଆ ଟ୍ୱିଷ୍ଟ୍‌। ଡେଲିଭରି ବୟ ପତିତପାବନ ପୃଷ୍ଟି ଓରଫ ଚିକୁନ ଜଣେ ଯୁବତୀଙ୍କୁ ଅପହରଣ କରିଥିବା ଅଭିଯୋଗ ହୋଇଛି। ​​​​​​​

maoist
ଦୁର୍ଦ୍ଦାନ୍ତ ମାଓନେତା ଦୁବାସୀ ଶଙ୍କର ଗିରଫ

ଦୁର୍ଦ୍ଦାନ୍ତ ମାଓନେତା ଦୁବାସୀ ଶଙ୍କର ଗିରଫ। କୋରାପୁଟ ବୈପାରୀଗୁଡ଼ା ଥାନା ଅଞ୍ଚଳରୁ ଦୁର୍ଦ୍ଦାନ୍ତ ମାଓନେତା ଦୁବାସୀ ଶଙ୍କର ଗିରଫ ନେଇ ଡିଜିପି ସୂଚନା ଦେଇଛନ୍ତି।

anganwadi didi
ଭିଜିଲାନ୍ସ ଜାଲରେ କୋଟିପତି ଅଙ୍ଗନବାଡି ଦିଦି

ଭିଜିଲାନ୍ସ ଜାଲରେ କୋଟିପତି ଅଙ୍ଗନବାଡି ଦିଦି। ଭୁବନେଶ୍ୱର କୋରଡ଼କଣ୍ଟାର ଅଙ୍ଗନବାଡି କର୍ମୀ କବିତା ମାଥନଙ୍କ ଭୁବନେଶ୍ୱର କେଶୁରା ଓ ଝାରପଡ଼ାରେ ଏକାଧିକ ବହୁତଳ କୋଠା ଠାବ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଚଢ଼ାଉ କରାଯାଇଛି।

'Ashirbad'
ବାଃ ବାଃରେ ଯୋଜନା। ୩ ମାସ ତଳେ ଆରମ୍ଭ କରିଥିଲେ ଏବେ ବନ୍ଦ କରିଦେଲେ....

ବନ୍ଦ ହେଲା ରାଜ୍ୟ ସରକାରଙ୍କ ବହୁ ପ୍ରଚାରିତ ଆଶୀର୍ବାଦ ସ୍କିମ୍। ମାତ୍ର ୩ ମାସ ଭିତରେ ଏହି ଯୋଜନାରେ ପଡ଼ିଛି ତାଲା। କୋଭିଡରେ ବାପା, ମାଆଙ୍କୁ ହରାଉଥିବା ପିଲାମାନଙ୍କୁ ସହାୟତା ଯୋଗାଇବା ଲାଗି ଏହି ସ୍କିମ୍ ଆଣିଥିଲେ ରାଜ୍ୟ ସରକାର

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି