• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

'Swiggy' Delivery
ବାୟା କଲା ଚୋରା ପୀରତି: ଗାର୍ଲଫ୍ରେଣ୍ଡ ସହ ଗଲେ, ଅପହରଣର ନାଟକ କଲେ

ଅପହରଣ ନୁହେଁ , ବରଂ ପୁରା ନାଟକ। ଭୁବନେଶ୍ୱରର ବହୁ ଚର୍ଚ୍ଚିତ ସ୍ୱିଗି ବୟ ଅପରହରଣ ଅଭିଯୋଗ ମାମଲାର ପର୍ଦ୍ଦାଫାସ୍ ପରେ ଏହା ଜଣାପଡ଼ିଛି। ଚୋରା ପୀରତି ପାଇଁ ଅଭିଯୁକ୍ତ ପତିତପାବନ ପୃଷ୍ଟି ଓରଫ୍ ଚିକୁନ୍ ହିଁ ଏହି ଡ୍ରାମା ରଚିଥିବା କମିଶନରେଟ୍ ପୋଲିସ୍ ସ୍ପଷ୍ଟ କରିଛି

Weather
ଉପକୂଳ ଛାଡ଼ି ପଶ୍ଚିମ ଓ ଆଭ୍ୟନ୍ତର ଓଡ଼ିଶାରେ ଛେଚୁଛି ଲଘୁଚାପ ବର୍ଷା

ଜନଜୀବନକୁ କଲବଲ କଲାଣି ଲଘୁଚାପଜନିତ ଲଗାଣ ବର୍ଷା। ଉପକୂଳ ପରେ ଏବେ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଦେଖାଇଛି କୋପ। ଚାଷ ଉଜୁଡିଛି, ବାସ ଭାସୁଛି। ଆସନ୍ତା ୪୮ ଘଣ୍ଟା ଭିତରେ ଅବପାତ କ୍ରମଶଃ ଦୁର୍ବଳ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବାବେଳେ ୧୧ ଜିଲ୍ଲାକୁ ଦେଇଛି...

ISI
ଚାନ୍ଦିପୁର ITRରେ ପୁଣି ପାକିସ୍ତାନ ଗୁଇନ୍ଦା ସଂସ୍ଥା ISI ର ଡାର୍ଟି ଗେମ୍

ବାଲେଶ୍ୱର ଚାନ୍ଦିପୁରସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେ୍ଞ୍ଜ, ITRରୁ ତଥ୍ୟ ଲିକ୍ ଅଭିଯୋଗକୁ ନେଇ ପୁଣି ହଇଚଇ। ପାକିସ୍ତାନ ISIକୁ କେଇଟା ଟଙ୍କା ପାଇଁ ଦେଶର ପ୍ରତିରକ୍ଷା ସମ୍ପର୍କିତ ଗୁପ୍ତ ତଥ୍ୟ ଯୋଗାଉଥିବା ଅଭିଯୋଗରେ ପୋଲିସ୍ ୪ ଜଣଙ୍କୁ ଗିରଫ କରିଛି।

Boat Accident
ଭାରସାମ୍ୟ ହରାଇ ନଦୀରେ ବୁଡ଼ିଲା ଡଙ୍ଗା: ଗୋଟିଏ ପରିବାରର ୩ ଜଣଙ୍କ ଗଲା ପ୍ରାଣ

ମହାରାଷ୍ଟ୍ରର ଅମରାବତୀର ଏକ ନଦୀରେ ଡଙ୍ଗା ବୁଡ଼ିଯିବା ନେଇ ଖବର ସାମ୍ନାକୁ ଆସିଛି । ଏହି ଦୁର୍ଘଟଣାରେ ମୋଟ୍‌ ୧୧ ଜଣ ଲୋକ ବୁଡ଼ି ଯାଇଥିବା ବେଳେ ତିନିଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତେବେ ଏବେ ବି ୮ ଜଣ ଲୋକ ନିଖୋଜ ରହିଛନ୍ତି

arrested
ଗିରଫ ହେଲେ DRDOର ୪ ଠିକା କର୍ମଚାରୀ

ଗୁପ୍ତଚରୀ DRDOର ୪ ଠିକା କର୍ମଚାରୀ ଗିରଫ ହେଲେ। ଚାନ୍ଦିପୁର DRDOର ୪ ଠିକା କର୍ମଚାରୀଙ୍କୁ ଗିରଫ କରିଛି ପୋଲିସ। ବିଦେଶୀ ସଂସ୍ଥାକୁ ତଥ୍ୟ ଲିକ୍ କରିବା ଅଭିଯୋଗରେ ଗିରଫ ହୋଇଥିବା ନେଇ ମିଳିଛି ସୂଚନା

src d
ପ୍ରବଳ ବର୍ଷାକୁ ନେଇ ସବୁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ SRC

ରାଜ୍ୟର ୧୦ଟି ଜିଲ୍ଲାରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ହୋଇଛି। କେବଳ ନବରଙ୍ଗପୁର ଜିଲ୍ଲାକୁ ଛାଡି ଦେଲେ ବାକି ସବୁ ଜିଲ୍ଲାରେ ସ୍ୱାଭାବିକଠୁ ଅଧିକ ବର୍ଷା ହୋଇଛି। ସବୁଠୁ ଅଧିକ ପୁରୀ ଜିଲ୍ଲାର ଅସ୍ତରଙ୍ଗ ଓ କାକଟପୁରରେ ୫୦୦ ମିଲିମିଟରରୁ ଅଧିକ ବର୍ଷା ହୋଇଛି

durga puja
ମୂର୍ତ୍ତି ଉଚ୍ଚତା ବିବାଦ: ହାଇକୋର୍ଟକୁ ଗଲା ମାମଲା

ହାଇକୋର୍ଟ ଗଲା ମୂର୍ତ୍ତି ଉଚ୍ଚତା ବିବାଦ ମାମଲା। ବାଲୁବଜାର ପୂଜା କମିଟି ପକ୍ଷରୁ ହାଇକୋର୍ଟରେ ମାମଲା ଦାୟର କରାଯାଇଛି। ୫ ଶହ ବର୍ଷର ପୁରୁଣା ପରମ୍ପରା ବଜାୟ ରଖିବାକୁ କୋର୍ଟରେ ହୋଇଛି ଆବେଦନ। ଏହି ମାମଲାରେ ମୁଖ୍ୟ ଶାସନ ସଚିବ, ଏସ୍ଆର୍‌ସିଙ୍କୁ ପକ୍ଷଭୁକ୍ତ କରାଯାଇଛି।

Coronavirus
ଦେଶରେ କମୁଛି ସଂକ୍ରମଣ। ୨୪ ଘଂଟାରେ ୨୫ ହଜାର ଆକ୍ରାନ୍ତ ଚିହ୍ନଟ

ସୂଚନା ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ୩୭,୬୮୭ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଉ ଆଜିର ସୁସ୍ଥଙ୍କ ସଂଖ୍ୟାକୁ ମିଶାଇ ଦେଶରେ ମୋଟ୍‌ ସୁସ୍ଥତାସଂଖ୍ୟା ୩,୨୪,୮୪,୧୫୯ରେ ପହଞ୍ଚିଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଦେଶରେ ଏବେ ବି ୩,୬୨,୨୦୭ ଆକ୍ଟିଭ୍‌ କେସ୍‌ ରହିଛି।

ITR
ଚାନ୍ଦିପୁର DRDOର ୫ ଠିକା କର୍ମଚାରୀଙ୍କୁ ଉଠାଇଲା ସ୍ପେଶାଲ ସ୍କ୍ୱାଡ୍

ଚାନ୍ଦିପୁର DRDOର ୩ ଅସ୍ଥାୟୀ କର୍ମଚାରୀଙ୍କୁ ଉଠାଇଲା ସ୍ପେଶାଲ ସ୍ୱ୍କାର୍ଡ଼। ତେବେ ବାଲେଶ୍ୱର ପୋଲିସର ସ୍ପେଶାଲ ସ୍ୱ୍କାର୍ଡ଼ ଅଟକ ରଖିଥିବା ନେଇ ମିଳିଛି ସୂଚନା। ଆଜି ସକାଳେ DRDO ଗେଟ୍ ସମ୍ମୁଖରୁ ଉଠାଇ ଆଣିଥିଲା ପୋଲିସ

plus 2 admission
ଆଜିଠୁ ଆରମ୍ଭ ହେଲା ଯୁକ୍ତ ତିନି ଆଡମିଶନ୍: ସେପଟେ ଆଜି ପ୍ରକାଶ ପାଇଲା ଯୁକ୍ତ ଦୁଇର ପ୍ରଥମ କଟ୍ ଅଫ୍ ମାର୍କ

କୋଭିଡ୍ ଓ ଲଘୁଚାପ ଜନିତ ବର୍ଷା ଭିତରେ ଯୁକ୍ତ ତିନି ଆଡମିଶନ୍ ଆରମ୍ଭ ହୋଇଛି। ଛାତ୍ରଛାତ୍ରୀମାନେ କ୍ୟାମ୍ପସକୁ ଯାଇ ମନ ପସନ୍ଦର କଲେଜରେ ନେଲେ ଆଡମିଶନ। ଆବଶ୍ୟକ ଡକୁମେଣ୍ଟ ଦାଖଲ କରି ନାମ ଲେଖାଉଛନ୍ତି ଛାତ୍ରଛାତ୍ରୀ

Cuttack Bandh
ମୂର୍ତ୍ତି ଉଚ୍ଚତାକୁ ନେଇ ବଢୁଛି ଅସନ୍ତୋଷ: ୧୨ ଘଂଟିଆ କଟକ ବନ୍ଦ ପାଳନ କଲା ବିଜେପି

ମାଆ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା କଟକଣାର ଜୋରଦାର ପ୍ରତିବାଦ। ଆଜି ରାଜରାସ୍ତାକୁ ଓହ୍ଲାଇଛି କଟକ ବିଜେପି। କ଼ଟକ ନଗର ବିଜେପି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। ଲଗାଣ ବର୍ଷାକୁ ଖାତିର ନକରି ରାସ୍ତାରେ ପ୍ରତିବାଦ କରିଥିଲେ ଶତାଧିକ ବିଜେପି କର୍ମୀ

Rain
ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ: ୪ ଜୀବନ ନେଲା ଲଘୁଚାପ

ଅବିଶ୍ରାନ୍ତ ବର୍ଷା। ଅସ୍ତବ୍ୟସ୍ତ ଜନଜୀବନ। ଦୁଇ ଦିନର ଲଗାଣ ବର୍ଷା ପରେ ବେହାଲ ଉପକୂଳ ଓଡ଼ିଶା। ପାଣିପାଗ ବିଭାଗର ସୂଚନା ଅନୁସାରେ ଚଳିତ ଲଘୁଚାପ ବର୍ଷା ସବୁଠୁ ଅଧିକ ବର୍ଷିଛି। ଅସ୍ତରଙ୍ଗରେ ସର୍ବାଧିକ ୫୩୦ ଓ କାକଟପୁରରେ ୫୨୫ ମିଲିମିଟର ରେକର୍ଡ ବର୍ଷା ପରେ ଏ ଅଞ୍ଚଳରେ ସୃଷ୍ଟି...

Bhadrak
ଆବାସ ଟଙ୍କା ହେର ଫେର ଅଭିଯୋଗରେ କିରାଣି ଗିରଫ

ଟଙ୍କା ଖାଇ ନିଲମ୍ବନ ହୋଇଥିଲେ ଏବେ ଗିରଫ ହେଲେ। କିରାଣୀ ଖାଇଯାଇଥିଲେ ୩୪ ଇନ୍ଦିରା ଆାବାସ ଟଙ୍କା। ୩୪ ଜଣ ଇନ୍ଦିରା ଆବାସ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବାକୁ ଥିବା ୨୦ ଲକ୍ଷ ୨୫ ହଜାର ଟଙ୍କାକୁ ନିଜ ସମ୍ପର୍କୀୟଙ୍କ ଆକାଉଣ୍ଟକୁ ପଠାଇ ଭିଜିଲାନ୍ସ ରେଡରେ ସାମ୍ନା କରିଛନ୍ତି ଭଦ୍ରକ...

Marriage
୧୭ ପିଲାର ଜେଜେ ମା’ ହେବା ପରେ ବି ୨୪ ବର୍ଷୀୟ ଯୁବକଙ୍କୁ କଲେ ବିବାହ

ଶେରିଲ ଏବଂ କୁରାନଙ୍କ ବିବାହକୁ ନେଇ ସୋସିଆଲ୍ ମିଡିଆରେ ଏବେ ଚର୍ଚ୍ଚା ଚାଲିଛି। ଏହାକୁ ନେଇ ଉପଭୋକ୍ତା ମାନେ ସୋସିଆଲ୍ ମିଡିଆରେ ବିଭିନ୍ନ ପ୍ରକାରର ମନ୍ତବ୍ୟ ମଧ୍ୟ ଦେଉଛନ୍ତି। କିନ୍ତୁ ଏସବୁ ତାଙ୍କ ବୈବାହିକ ଜୀବନରେ କୌଣସି ପ୍ରଭାବ ପକାଇବ ନାହିଁ ବୋଲି ଦମ୍ପତିଙ୍କ ପକ୍ଷରୁ କୁହାଯାଇଛି।

Indore
ବିପରୀତ ସ୍ଥାନରେ ରହିଛି ଅଙ୍ଗ, ତଥାପି ଅଙ୍ଗ ଦେଇ ବାପାଙ୍କ ଜୀବନ ବଞ୍ଚାଇଲା ପୁଅ

ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି । ସେଠାରେ ରହୁଥିବା ଜଣେ ସ୍ଥାନୀୟ ବାସିନ୍ଦାଙ୍କର ଆଭ୍ୟନ୍ତରୀଣ ଅଙ୍ଗ ଶରୀରର ବିପରୀତ ପାର୍ଶ୍ୱରେ ରହିଛି। କୁହାଯାଇଛି ଯେ, ଏହା ହେଉଛି ବିଶ୍ୱର ଷଷ୍ଠ ମାମଲା ଏବଂ ଦେଶରେ ଚତୁର୍ଥ ମାମଲା। କିନ୍ତୁ ନିଜର ଏପରି ଅବସ୍ଥା...

MGNREGA scam
ସବୁ ଭାଗବାଣ୍ଟି କରି ଖାଇଦେଲେ, ସାମ୍ନାକୁ ଆସିଲା ମନରେଗା ଦୁର୍ନୀତିର ଚିତ୍ର

ମନରେଗା ଏବଂ ପଞ୍ଚାୟତିରାଜ୍ ଓ ପାନୀୟଜଳ ବିଭାଗ ପକ୍ଷରୁ ପୋଖରୀ ଖୋଳା ଏବଂ ପଥର ପ୍ୟାକିଙ୍ଗରେ ଲକ୍ଷଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ନେଇ ଆସିଛି ଅଭିଯୋଗ ।ଆଉ ଏଭଳି ସଙ୍ଗୀନ ଅଭିଯୋଗ ଆସିଛି ଯାଜପୁର ଜିଲ୍ଲା କୋରେଇ ବ୍ଲକ ସାଦକପୁର ପଞ୍ଚାୟତରୁ

dead body
ପ୍ରବଳ ବର୍ଷା ଯୋଗୁଁ ଭୁଶୁଡ଼ି ପଡ଼ିଲା କାନ୍ଥ: ୨ ମୃତ

ଲଗାଣ ବର୍ଷା ଯୋଗୁ କେନ୍ଦ୍ରାପଡ଼ାରେ କାନ୍ଥ ପଡ଼ି ୨ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ପାଟକୁରା ଥାନା ଅଞ୍ଚଳ ବଡ଼ବେତର ଗାଁରେ ରାତିରେ ଶୋଇଥିବା ବେଳେ ଘରର କାନ୍ଥ ଭୁଶୁଡ଼ି ପଡ଼ିଥିଲା

elephant
ବନ୍ୟ ପ୍ରାଣୀଙ୍କ ସୁରକ୍ଷା ଲାଗି ବନ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି

ଲଗାଣ ବର୍ଷା ପାଇଁ ବନ୍ୟ ପ୍ରାଣୀଙ୍କ ସୁରକ୍ଷା ଲାଗି ବନ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ବର୍ଷା ଯୋଗୁଁ ବନ୍ୟ ଜନ୍ତୁଙ୍କର ଯେପରି କ୍ଷତି ନ ହୁଏ, ସେଥିଲାଗି ପ୍ରସ୍ତୁତ ରହିବା ପାଇଁ ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଡିଏଫ୍ଓଙ୍କୁ କୁହାଯାଇଛି

Aparajita
ବସ୍ତିରେ ବୁଲିଲେ, ଘରେ କେମିତି ପାଣି ପଶିଛି ଦେଖିଲେ....ରାଜ୍ୟ ସରକାରଙ୍କୁ ପ୍ରଶ୍ନ ଉପରେ ପ୍ରଶ୍ନ କଲେ ଅପରାଜିତା

ଲଗାଣ ବର୍ଷାରେ ଭୁବନେଶ୍ୱର ଜଳବନ୍ଦୀ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷ଼ଡଙ୍ଗୀ । ୨୧ ବର୍ଷର ଶାସନ ପରେ ରାଜଧାନୀର ସମସ୍ୟା ସମାଧାନ ହେଉନି। ଏନେଇ କଂପ୍ରେହେନସିଭ୍ ମାଷ୍ଟର ପ୍ଲାନ ପାଇଁ ସଂସଦୀୟ ଷ୍ଟାଣ୍ଡିଂ କମିଟି କହିଥିଲା। ଏମିତିକି ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଗତବର୍ଷ...

Heavy Rain Alert
୭ ଜିଲ୍ଲାକୁ ରେଡ଼୍‌ ୱାର୍ଣ୍ଣିଂ ଜାରି, ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷିବ

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇ ପଶ୍ଚିମ - ଉତ୍ତର ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ଗତି କରୁଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଉତ୍ତର ଛତିଶଗଡ ଓ ମଧ୍ୟପ୍ରଦେଶ ଆଡକୁ ମୁହାଁଇବ ବୋଲି ଜଣାପଡ଼ିଛି

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି