• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

Special Story | Let’s Plan A Trip To Balasore’s Bichitrapur
ବିଚିତ୍ରପୁର ଇକୋ-ଟୁରିଜିମର ଆକର୍ଷଣ, ସମୁଦ୍ରରେ ବୋଟିଂ, ଲୁଣା ଜଙ୍ଗଲ ଓ ନାଲି କଙ୍କଡ଼ା

ବାଲେଶ୍ୱର ଜିଲ୍ଲାର ଭୋଗରାଇ ବ୍ଲକରେ ରହିଛି ଏକ ସୁନ୍ଦର ସ୍ଥାନ ବିଚିତ୍ରପୁର। ସୁବର୍ଣ୍ଣରେଖା ନଦୀ କୀର୍ତ୍ତନିଆଠାରେ ସମୁଦ୍ରରେ ମିଶଛି। ଆଉ ଏହି ମିଳନ ସ୍ଥଳରେ ରହିଥିବା ଲୁଣା ଜଙ୍ଗଲ ହିଁ ପର୍ଯ୍ୟଟକଙ୍କ ପାଇଁ ଆକର୍ଷଣ ପାଲଟିଛି।

cuttack scb medical
ମଧ୍ୟାହ୍ନରେ ବିଧାନସଭା ସାମ୍ନାରେ ବିଷ ପିଇଥିଲେ, ଏବେ SCBରେ ପ୍ରାଣ ତ୍ୟାଗ କଲେ

ଅଭିଯୋଗ କଲେ, ଜୀବନ ହାରିଲେ। କଟକ ବଡ଼ ମେଡିକାଲରେ ଚିକିତ୍ସା ଅବହେଳା ଅଭିଯୋଗ କରି ବିଧାନସଭା ଆଗରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବକଙ୍କ ମୃତ୍ୟୁ ହୋଇଛି। SCBରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ ଯୁବକ ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଅଞ୍ଚଳର ଦୁଷ୍ମନ୍ତ ଦାସ...

Taliban
ସଫଳ ହେଲା ପାକିସ୍ତାନ ? ଚରମପନ୍ଥୀଙ୍କ ହାତରେ ଆଫଗାନ୍‌ର ଶାସନ ଡୋରି

ତାଲିବାନୀ ସରକାରରେ ପାକିସ୍ତାନୀ ଛାପ। ISI ସମର୍ଥିତ ହକାନୀ ନେଟଓ୍ୱର୍କ ମୁଖ୍ୟ ସିରାଜୁଦ୍ଦିନ ହକାନୀ ଓ ତାଙ୍କ ଦାଦା ଖଲିଲ୍ ହକାନୀଙ୍କୁ ଅନ୍ତରୀଣ ସରକାରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ମିଳିଛି

Gold Loan
କରୋନା ପାଇଁ ହନ୍ତସନ୍ତ ବ୍ୟବସାୟୀ: ନୂଆ ବେପାର ପାଇଁ ରାସ୍ତା ଦେଖାଇଲା ସୁନା ଋଣ

କରୋନା କଟକଣା ଲୋକଙ୍କ ଆୟକୁ ଗୁରୁତର ପ୍ରଭାବିତ କରିଛି। କମିଯାଇଛି ସାଧାରଣ ଜନତା ଓ ବ୍ୟବସାୟୀଙ୍କ ଆୟ। ଏମିତି ସ୍ଥିତିରେ ପରିବାର ଚଳାଇବା ଓ ବ୍ୟବସାୟ ଜାରି ରଖିବାକୁ ସୁନା ବନ୍ଧକ ଋଣକୁ ବିକଳ୍ପ ଭାବେ ବାଛିଛନ୍ତି ଲୋକେ । ଫଳରେ ଦେଶରେ ସୁନା ବନ୍ଧକ ଋଣ ଗତବର୍ଷ...

Chit Fund Case
ଲୁଟେରା ଜନପ୍ରତିନିଧୀ: ଲୋକଙ୍କ ସେବା ବଦଳରେ ଲୋକଙ୍କୁ ଲୁଟୁଥିଲେ ପୂର୍ବତନ ବିଧାୟକ

ଦିନେ ଜନ ପ୍ରତିନିଧି ଥିଲେ, ହେଲେ ଏବେ ଜନତାଙ୍କ ଟଙ୍କା ଠକି ଚିଟଫଣ୍ଡ କେଳେଙ୍କାରୀ ଅଭିଯୁକ୍ତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶରେ YSR କଂଗ୍ରେସର ପୂର୍ବତନ ବିଧାୟକ ଏମ୍.ଭି. ପ୍ରସାଦଙ୍କ ବିରୋଧରେ ଆସିଛି ଓଡ଼ିଶାରୁ କୋଟି କୋଟି ଟଙ୍କା ଠକେଇ ଅଭିଯୋଗ

BJP
ବାରମ୍ବାର ବିଦ୍ୟୁତ୍‌ ଶୁଳ୍କ ବୃଦ୍ଧିକୁ ନେଇ ତେଜିଛି ବିରୋଧ, ରାସ୍ତାକୁ ଓହ୍ଲାଇଲା ବିଜେପି

ବିଦ୍ୟୁତ୍‌ ଦରକୁ ନେଇ ସରକାରଙ୍କ ଚଞ୍ଚକତା ଅଭିଯୋଗ। ଏପ୍ରିଲରେ ହୋଇଥିବା ଦର ବଦ୍ଧିକୁ ନେଇ ବିରୋଧୀ ବିଧାନସଭାରେ ହଙ୍ଗାମା କରିବା ପରେ ରିଭ୍ୟୁ ପିଟିସନ ଦାଖଲ ପାଇଁ ପ୍ରତିଶ୍ରୁତି ଦେଇଥିଲେ ବିଭାଗୀୟ ମନ୍ତ୍ରୀ

MLA Prashant Jagdev
ବିଜେଡ଼ିରୁ ନିଲମ୍ବନ ହେଲେ ପ୍ରଶାନ୍ତ ଜଗଦ୍ଦେବ

ବିଜେଡ଼ିରୁ ନିଲମ୍ବନ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ବାଲୁଗାଁ ଏନଏସି ଅଫିସରେ ଗଣ୍ଡଗୋଳ କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଲମ୍ବନ କରିଥିବା ନେଇ ସୂଚନା ମିଳିଛି

marriage
ଟସ୍‌ ପଡ଼ିଲା ପରେ ସ୍ଥିର ହେଲା ବାହାଘର: ଚର୍ଚ୍ଚାରେ କର୍ଣ୍ଣାଟକର ବାହାଘର

ଭଲ ପାଇବା କିଛି ଖରାପ ନୁହେଁ କିନ୍ତୁ ଭଲ ପାଇବା ଯଦି ତ୍ରିକୋଣୀୟ ହୋଇଥାଏ,ତେବେ ମାମଲାଟି ଗମ୍ଭୀର ହୋଇଯାଏ। ଏଭଳି ତ୍ରିକୋଣୀୟ ସଂପର୍କରେ ସମସ୍ତଙ୍କୁ ଖୁସି ରଖିବା ଅତ୍ୟନ୍ତ ଚ୍ୟାଲେଞ୍ଜପୂର୍ଣ୍ଣ ହୋଇଥାଏ।

BJD MLA
ବିଜେପି ମଣ୍ଡଳ ସଭାପତିଙ୍କୁ ମାଡ଼ ମାରିଲେ ଶାସକ ଦଳର ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ପୁଣି ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଦବଙ୍ଗଗିରି ସାମ୍ନାକୁ ଆସିଛି। ପୁଣି ଥରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଦବଙ୍ଗଗିରିକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ବାଲୁଗାଁ ମଣ୍ଡଳ ବିଜେପି ସଭାପତିଙ୍କୁ ବିଧାୟକ ପିଟିଥିବା ନେଇ ଖବର ଆସିଛି

Central Cabinet
ବିଶ୍ୱ ଚାମ୍ପିୟାନ୍‌ ହେବେ ଭାରତୀୟ କମ୍ପାନୀ

କରୋନା ସଙ୍କଟ ମଧ୍ୟରେ ଅନେକ ଅସୁବିଧାର ସାମ୍ନା କରିଛି ଟେକ୍ସଟାଇଲ କ୍ଷେତ୍ର। ତେବେ ଏହାରି ମଧ୍ୟରେ ଆଜି ବୟନ ଶିଳ୍ପ ପାଇଁ PLI ଯୋଜନାକୁ କେନ୍ଦ୍ର କ୍ୟାବିନେଟ ଅନୁମୋଦନ ଦେଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍‌ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

Assembly
ବିଧାନସଭାରେ ପାସ୍‌ ହେଲା ପଞ୍ଚାୟତ ଆଇନ ସଂଶୋଧନ ବିଲ୍‌: ୫୦% ମଧ୍ୟରେ ରହିବ ସଂରକ୍ଷଣ

ବିଧାନସଭାରେ ପାରିତ ହେଲା ଓଡ଼ିଶା ପଞ୍ଚାୟତ ଆଇନ ସଂଶୋଧନ ବିଲ୍‌ । ବିଲ୍‌ ଅନୁସାରେ ମୋଟ୍‌ ସଂରକ୍ଷଣ ୫୦ ପ୍ରତିଶତ ମଧ୍ୟରେ ରହିବ। SC, ST ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦ ପ୍ରତିଶତ ମଧ୍ୟରେ ରହିବା ନେଇ ସୂଚନା ମିଳିଛି।

Pond
ଗାଁ ପୋଖରୀରେ ନିର୍ମାଣ ହେଲା ପାର୍କ

ଚର୍ଚ୍ଚାରେ କେନ୍ଦ୍ରାପଡ଼ା ଜିଲାର କପାଳେଶ୍ୱର ପଂଚାୟତ । ଏଠାକାର ପରିବେଶ ଦେଖିଲେ ଆପଣ ବି ଚକିତ ହୋଇଯିବେ। ଗ୍ରାମୀଣ ପରିବେଶରେ ସହରୀ ଷ୍ଟାଇଲରେ ନିର୍ମାଣ ହୋଇଛି ଆଦର୍ଶ ପୋଖରୀ ଓ ପାର୍କ। ଯାହାର ସୌନ୍ଦର୍ଯ୍ୟକରଣ ଦେଖିବା ପାଇଁ ଆଖପାଖ ଅଞ୍ଚଳର ଲୋକଙ୍କ ବେଶ ଭିଡ଼ ଜମୁଛି

arun sahoo
ନାହାନ୍ତି ଗୁରୁ, ପିଲାଙ୍କୁ ପଢେଇବ କିଏ?

ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଶିକ୍ଷକ ପଦବୀ। ଆଜି ବିଧାନସଭାରେ ବିଧାୟକ ଅମର ପ୍ରସାଦ ଶତପଥୀ ପଚାରିଥିବା ଏ ସମ୍ପର୍କିତ ପ୍ରଶ୍ନର ଉତ୍ତର ରଖିଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ

Odisha Assembly
ଶାସକ-ବିରୋଧୀ କଥା କଟାକଟି। ଚାଲିପାରୁନି ଗୃହ

ବିଧାନସଭା ଅଚଳ। ଆଜି କୌଣସି ଗୃହକାର୍ଯ୍ୟ ହୋଇପାରିନାହିଁ। ବାଚସ୍ପତିଙ୍କୁ ତାଙ୍କ ଚ୍ୟାମ୍ବରରେ ଘେରାଉ କରିଛନ୍ତି ବିଜେପି ଓ କଂଗ୍ରେସ ବିଧାୟକ। କଂଗ୍ରେସର ଖଣି ସଂପର୍କିତ ମୁଲତବୀ ପ୍ରସ୍ତାବକୁ ବାଚସ୍ପତି ଗ୍ରହଣ କରିନଥିବାରୁ ଆଜି ଆରମ୍ଭରୁ ଗୃହରେ ହଙ୍ଗାମା ହୋଇଥିଲା।

Dmet Chief CBK Mohanty
ପିଲାଙ୍କ ନିକଟରେ ସଂକ୍ରମଣ ଓ ତୀବ୍ରତା କମ୍: DMET

କରୋନା ସଂକ୍ରମଣ ଏବେ ପ୍ରତିଶତରେ ନୁହେଁ, ନିର୍ଦ୍ଦିଷ୍ଟ ଭାବେ କେତେ ସଂଖ୍ୟା ଅଛି, ତାହା ଦେଖିବାକୁ ପଡ଼ିବ ବୋଲି କହିଛନ୍ତି, ଡିଏମ୍ଇଟି। ଦ୍ୱିତୀୟ ଲହରରେ ତୀବ୍ରତା ଅଧିକ ଥିଲା। ସେହି ସମୟର ସବୁ କୋଭିଡ ନିୟମ ପାଳନ କରିବାକୁ ପଡ଼ିବ। ଯେଉଁଠି ସଂକ୍ରମଣ ବଢ଼ିବ, ସେଠାରେ ତ୍ୱରିତ ପଦକ୍ଷେପ...

Pramod Bhagat
ପାରାଲିମ୍ପିକ୍ସ ସ୍ୱର୍ଣ୍ଣ ବିଜେତା ପ୍ରମୋଦ ଭଗତଙ୍କୁ ୬ କୋଟି

ପାରାଲିମ୍ପିକ୍ସ ସ୍ୱର୍ଣ୍ଣ ବିଜେତା ପ୍ରମୋଦ ଭଗତଙ୍କ ପାଇଁ ପୁରସ୍କାର ଘୋଷଣା ହୋଇଛି। ୬ କୋଟି ଟଙ୍କା ଦିଆଯିବା ନେଇ ରାଜ୍ୟ ସରକାରଙ୍କ ଘୋଷଣା କରିଛନ୍ତି। ୬ କୋଟି ସହ ଗ୍ରୁପ୍ A ସରକାରୀ ଚାକିରି ଦିଆଯିବା ଘୋଷଣା କରାଯାଇଛି

siali beach
କୂଳ ଖାଉଛି ସମୁଦ୍ର, ବିପଦରେ ସିଆଳି ବେଳାଭୂମି

କୂଳ ଖାଉଛି ସମୁଦ୍ର, ବିପଦରେ ସିଆଳି ବେଳାଭୂମି। ଏରସମା ବ୍ଲକରେ ଥିବା ପର୍ଯ୍ୟଟନ ସ୍ଥଳ ସିଆଳି ବେଳାଭୂମିରେ କୂଳ ଖାଉଛି ସମୁଦ୍ର। ପ୍ରାୟ ୨୦୦ ମିଟର ମାଡି ଆସିଛି। ଭିଉ ଟାଓ୍ୱାର ସୁରକ୍ଷା ପାଇଁ ନିର୍ମୀତ ସିମେଣ୍ଟ ଚଟାଣର କିଛି ଅଂଶ ଭୁଶୁଡ଼ି ଗଲାଣି।

acf death case
ବିଧାନସଭାରେ ସୌମ୍ୟ ମୃତ୍ୟୁ ମାମଲା

ବିଧାନସଭାରେ ସୌମ୍ୟ ମୃତ୍ୟୁ ମାମଲା। ଧାନସଭାରେ ଉଠିଲା ବହୁ ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ପ୍ରସଙ୍ଗ। ପ୍ରଥମେ ପୋଲିସ ଓ ଏବେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଥିଲେ ବି କୌଣସି ନିଷ୍କର୍ସ ନବାହାରିବାକୁ ନେଇ ଅସନ୍ତୋଷ ପ୍ରକାଶ କଲେ ପାରଳାଖେମୁଣ୍ଡି ବିଧାୟକ ନାରାୟଣ ରାଓ।

odisha citizens award
୯ଟି ବର୍ଗରେ ପ୍ରଦାନ ହେବ ଓଡ଼ିଶା ସିଟିଜେନ୍ସ ଆୱାର୍ଡ-୨୦୨୧

ଓଡିଶା ଟେଲିଭିଜନ୍ ନେଟୱର୍କ ପକ୍ଷରୁ ଆୟୋଜିତ ଓଡ଼ିଶା ସିଟିଜେନ୍ସ ଆୱାର୍ଡ-୨୦୨୧ ପାଇଁ ପ୍ରଥମ ପର୍ଯ୍ୟାୟ ଜୁରୀ ବୈଠକ ଅନୁଷ୍ଠିତ ହୋଇଛି। ରାଜନୀତି, ଶିକ୍ଷା, ସମାଜସେବା, କ୍ରୀଡା, ମନୋରଞ୍ଜନ, କୃଷି, କଳା ଓ ସଂସ୍କୃତି, ବାଣିଜ୍ୟ ଓ ସ୍ୱାସ୍ଥ୍ୟ କ୍ଷେତ୍ର ଭଳି ୯ଟି ବର୍ଗରେ ପାରଦର୍ଶିତା ଲାଭ କରିଥିବା ବ୍ୟକ୍ତ...

mo cycle
ମନ୍ତ୍ରୀଙ୍କୁ ଜଣାନାହିଁ କବାଡିଆଙ୍କୁ ବିକ୍ରି ହୋଇଗଲା ‘ମୋ ସାଇକେଲ’

ମନ୍ତ୍ରୀଙ୍କୁ ଜଣାନାହିଁ କବାଡିଆଙ୍କୁ ବିକ୍ରି ହୋଇଗଲା ‘ମୋ ସାଇକେଲ’। ଏନେଇ ନା ସରକାର, ନା ବିଭାଗୀୟ ମନ୍ତ୍ରୀଙ୍କ ପାଖରେ ଅଛି କୌଣସି ତଥ୍ୟ। ନିଜେ ମନ୍ତ୍ରୀ ପ୍ରତାପ ଜେନା ଆଜି ଗୃହରେ ଏମିତି ତଥ୍ୟ ରଖିଛନ୍ତି।

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି