ବନ୍ଧୁକ ବଳରେ ଦେଶ ଦଖଲ, ଆଉ ଦେଶ ପାଇଁ ସରକାର ଗଠନ। ୨ଟି ପୂରାପୂରି ଅଲଗା ପାଠ। ଏକଥାକୁ ମର୍ମେ ମର୍ମେ ଅନୁଭବ କରିସାରିଲାଣି ତାଲିବାନ। ବୋଧହୁଏ ସେଇଥିପାଇଁ ଦିନ ପରେ ଦିନ ଗଡ଼ି ଚାଲିଥିଲେ ବି, ଆଫଗାନିସ୍ତାନର ନୂଆ ସରକାର ଘୋଷଣା କରିପାରୁନି ସଂଗଠନ। ସରକାର ଘୋଷଣା...
କାଲି ତାରିଖ ଘୋଷଣା ପରେ ଆଜିଠୁ ଗରମ ହେଲାଣି ପିପିଲିର ନିର୍ବାଚନୀ ପାଣିପାଗ। ଚା ଖଟିରେ ପୁଣି ଜମିଲାଣି ଭୋଟ୍ ଚର୍ଚ୍ଚା। ଭୋଟରଙ୍କୁ ଭଳେଇବାକୁ କାଳ ବିଳମ୍ବ ନକରି କାର୍ଯ୍ୟକ୍ରମ ଆରମ୍ଭ କରିଦେଲେଣି ଦୁଇ ପ୍ରମୁଖ ଦଳ ବିଜେପି ଓ ବିଜେଡି। କିନ୍ତୁ ଗତଥର ଭଳି ଏଥର ବି...
ପାରାଲିମ୍ପିକ୍ସରେ ଭାରତର ସର୍ବଶ୍ରେଷ୍ଠ ପ୍ରଦର୍ଶନ। ଟୋକିଓରେ ଭାରତୀୟ ଖେଳାଳି ଦେଶ ପାଇଁ ଜିତିଛନ୍ତି ୧୯ ଟି ପଦକ। ୫ ଟି ସ୍ୱର୍ଣ୍ଣ , ୮ଟି ରୌପ୍ୟ ଏବଂ ୬ଟି ବ୍ରୋଞ୍ଚ ପଦକ ସହ ୨୪ ତମ ସ୍ଥାନରେ ରହି ଅଭିଯାନ ଶେଷ କରିଛି ଭାରତ।
ଆମେରିକା କଥା ମିଛ ସାବ୍ୟସ୍ତ ହେଲା। ଆଫଗାନିସ୍ତାନରେ ଛାଡ଼ି ଦେଇ ଆସିଥିବା ବିମାନରେ ଏବେ ମନଖୋଲା ଆକାଶରେ ଉଡୁଛନ୍ତି ତାଲିବାନୀ ଆତଙ୍କୀ। ପ୍ରାୟ ୨୦ ବର୍ଷ ପରେ ଅଗଷ୍ଟ ୩୦ ତାରିଖ ରାତି ପ୍ରାୟ ୧୧ ଟା ୫୫ ମିନିଟ୍ରେ କାବୁଲ ଏୟାରପୋର୍ଟରୁ ଉଡ଼ିଥିଲା ଆମେରିକାର ଶେଷ ବିମାନ
ଆମ ଜାଗାକୁ ଓମ୍ସି ବାଲା ସବୁ ଖାଇଦେଲା, ବିଲରେ ନାଲିପାଣି ଚରିଗଲା। ଆମେ ଖାଇବୁ କଣ? ରହିବୁ କେମିତି? ଆମ ଜାଗା ନେବା ପରେ ଆମେ ସମସ୍ତଙ୍କୁ ଅଭିଯୋଗ କରୁଛି କିନ୍ତୁ କେହି ଶୁଣିଲେ ନାହିଁ। ତହସିଲଦାରଙ୍କଠାରୁ ଆରମ୍ଭ କରି ଆରଆଇ ଅଫିସ ସବୁଠିକୁ ଦୌଡ଼ିଛୁ କିନ୍ତୁ କିଛି...
ବେଲୁଚିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ। ବିସ୍ଫୋରଣରେ ଅତି କମରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ଅନ୍ତର୍ଜାତୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି । ଏଥି ସହିତ ଏହି ବିସ୍ଫୋରଣରେ ୧୮ ଜଣ ସୁରକ୍ଷା କର୍ମୀଙ୍କ ସମେତ ୨୦ ଜଣ ଆହତ ହୋଇଛନ୍ତି।
ଦେଶର ୪୪ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ କରାଯାଉଛି। ଭର୍ଚୁଆଲ କାର୍ଯ୍ୟକ୍ରମରେ ସମ୍ମାନିତ କରୁଛନ୍ତି ରାଷ୍ଟ୍ରପତି।
ସାବଧାନ ଶତ୍ରୁ। ଏବେ ଆଉ କାହାରିକୁ ଡରିବ ନାହିଁ ଭାରତ। ଏଣିକି ଭାରତୀୟ ଜଳସୀମାରେ କାମ ଦେବନାହିଁ ପରମାଣୁ କ୍ଷେପଣାସ୍ତ୍ର। କାରଣ ଭାରତୀୟ ନୌସେନାକୁ ମିଳିବାକୁ ଯାଉଛି ଏମିତି ଘାତକ ହତିଆର, ଯାହା ଜରିଆରେ ସମୁଦ୍ରରେ ଚୀନ ଓ ପାକିସ୍ତାନକୁ ଦୃଢ ଜବାବ ଦେଇ ହେବ
ଦୃଷ୍ଟି ଶକ୍ତି ନାହିଁ । ହେଲେ ସେ ଶିକ୍ଷାର ବିନ୍ଧାଣି । ଦୁନିଆ କଣ ଦେଖି ପାରୁନଥିଲେ ବି ଅନ୍ୟକୁ ଦେଖାଉଛନ୍ତି ଶିକ୍ଷାର ଆଲୋକ । ଗଣିତ ହେଉ କି ସାହିତ୍ୟ ଅବା ଇଂରାଜୀ ସବୁ ବିଷୟକୁ ସେ ର୍ନିଭୁଲ ଭାବେ ପଢାଇନ୍ତି । ଶିକ୍ଷକତା ତାଲିମ ନଥିଲେ...
ସେ ନିଜେ ଥିଲେ ଜଣେ ଶ୍ରେଷ୍ଠ ଗୁରୁ, ଆଉ କହୁଥିଲେ ଗୁରୁମାନେ ହିଁ ନିଜର ମେଧାଶକ୍ତି ବଳରେ ଏ ଦେଶକୁ ଦିଶା ଓ ଦିଗ ଦେଖାଇ ପାରିବେ। ଏମିତି ଜଣେ ମଣିଷ ଥିଲେ ଡ. ସର୍ବପଲ୍ଲୀ ରାଧାକ୍ରିଷ୍ଣନ। ଦେଶର ପ୍ରଥମ ଉପରାଷ୍ଟ୍ରପତି ଏବଂ ଦ୍ୱିତୀୟ ରାଷ୍ଟ୍ରପତି
ଦେଶରେ ଦୋଳି ଖେଳୁଛି କରୋନା ସଂକ୍ରମଣ। ଗତ ୨୪ ଘଂଟାରେ ଦେଶରେ ୪୨,୭୬୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୦୮ ଜଣଙ୍କ ପ୍ରାଣ ନେଇ ମହାମାରୀ। ଆଜିର କରୋନା ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍ ୩,୨୯,୮୮,୬୭୩୭ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୪,୪୦,୫୩୩ରେ ପହଞ୍ଚିଲାଣି ମୃତକଙ୍କ...
ବିଧାନସଭାରେ ଅସୁସ୍ଥ ହୋଇପଡ଼ିଲେ ତାରାପ୍ରସାଦ ବାହିନୀପତି। ବିଧାନସଭାରେ ଆଜି କଂଗ୍ରେସ ଦଳର ପ୍ରମୁଖ ନେତା ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ରାଜନୈତିକ ପ୍ରସଙ୍ଗରେ ବିରୋଧ ପ୍ରଦର୍ଶନ କରୁଥିବା ବେଳେ ଅସୁସ୍ଥ ହୋଇ ପଡ଼ିଛନ୍ତି।
'ମୁଁ ପ୍ରମୋଦଙ୍କ ସାନଭଉଣୀ'। ମୋ ଭାଇ ସ୍ୱର୍ଣ୍ଣ ପଦକ ଜିତି ଥିବାରୁ ମୁଁ ବହୁତ ଗର୍ବିତ। ମୁଁ ମା ଦୁର୍ଗାଙ୍କ ପାଖରେ ମାନସିକ କରିଥିଲି, ମୋ ଭାଇ ଯଦି ଜିତିବ, ମୁଁ ମାଆଙ୍କ ପାଖକୁ ଆସିବ।
ଆଜି ବିଧାନସଭାରରେ ବେକାରୀ ସମସ୍ୟା କଥା ଉଠାଇଛନ୍ତି କଂଗ୍ରେସ ବିଧାୟକ ସୁରେଶ ରାଉତରାୟ। ଲାଇନ୍ ମ୍ୟାନ୍ ଆଣିବେ ମହାରାଷ୍ଟ୍ରରୁ। ଫିଟର ଆଣିବେ ତାମିଲନାଡୁରୁ। ୱାସିଂ ମେସିନ୍ ସଜାଡିବାକୁ ଆଣିବେ ତାମିଲନାଡୁରୁ। ଓଡ଼ିଶାରେ ନାହାନ୍ତି କେହି?
ଟୋକିଓ ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ଜିତିଲେ ପ୍ରମୋଦ। ବ୍ରିଟେନ ପ୍ରତିପକ୍ଷ ଡାନ୍ ବେଥେଲଙ୍କୁ ହରାଇ ଜିତିଲେ। ପ୍ରଥମଥର ପାଇଁ ପାରା ଅଲିମ୍ପିକ୍ସରେ ଭାଗ ନେଇ ସ୍ୱର୍ଣ୍ଣ ଜିତିଛନ୍ତି।
ନିଜ ଛବିକୁ ବଦଳାଇବାର କେବଳ ନାଟକ କରୁଛି ତାଲିବାନ୍। ଏବେ ବି ଚାଲିଛି ଆତଙ୍କୀଭରା ଶାସନ। ତେବେ ଭାରତୀୟ ଗଣମାଧ୍ୟମ ଆଫଗାନର ଦୁଇ ମହିଳାଙ୍କ ସହ କଥାବାର୍ତ୍ତା କରୁଥିବା ସମୟରେ ଏହି ଦୁଃଖଦ ଘଟଣାର ପର୍ଦ୍ଦାଫାସ୍ ହୋଇଛି।
ବର୍ଷ ବର୍ଷ ଧରି ଚିକିତ୍ସାଳୟରେ ଆବଶ୍ୟକୀୟ ଡାକ୍ତର ପଦବୀ ଖାଲି ପଡିଛି। ମୁଖ୍ୟ ଚିକିତ୍ସାଳୟଠାରୁ ଆରମ୍ଭ କରି ଜିଲ୍ଲାର ସମସ୍ତ ଗ୍ରାମାଞ୍ଚଳ ଓ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଦେଖାଦେଇଛି ଡାକ୍ତର ଅଭାବୀ
ପିପିଲି ଉପନିର୍ବାଚନ ପାଇଁ ବାଜିଲା ସାନି ବିଗୁଲ୍। ସେପ୍ଟେମ୍ବର ୩୦ରେ ଭୋଟ୍, ଅକ୍ଟୋବର ୩ରେ ହେବ ଭୋଟ୍ ଗଣତି। ପ୍ରଦୀପ ମହାରଥୀଙ୍କ ପରଲୋକ ପରେ ଖାଲି ହୋଇଥିବା ଆସନ ଲାଗି ହେବାକୁ ଯାଉଛି ଭୋଟ୍। ପ୍ରଥମେ କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ପରଲୋକ ପାଇଁ ଘୁଞ୍ଚିଥିଲା ତେବେ ପୁଣି...
ଆଫ୍ଗାନିସ୍ତାନରେ ନୂଆ ସରକାର ଘୋଷଣା ପୂର୍ବରୁ କାବୁଲରେ ପାକିସ୍ତାନ ଗୁଇନ୍ଦା ସଂସ୍ଥା ମୁଖ୍ୟଙ୍କ ଉପସ୍ଥିତିକୁ ନେଇ ଚର୍ଚ୍ଚା ଚାଲିଛି। କାବୁଲରେ ପାକିସ୍ତାନ ଗୁଇନ୍ଦା ସଂସ୍ଥା ISI ମୁଖ୍ୟ ଲ୍ୟଟନାଣ୍ଟ୍ ଜେନେରାଲ ଫହିଜ ହମିଦଙ୍କ ସହ ଏକ ଅଧିକାରୀ ଦଳ ପହଞ୍ଚିଛନ୍ତି
କୁକୁର ସହ ଶାରୀରିକ ସମ୍ପର୍କ ରଖିଲେ ମହିଳା। ହୁଏତ ଏହି ଘଟଣା ଜାଣିବା ପରେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ ଆଉ କହିବେ ଏହା କଣ ସମ୍ଭବ? ଜଣେ ସୁସ୍ଥ ମାନସିକତା ବ୍ୟକ୍ତି କଣ ଏପରି କରିପାରେ?