• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

jay panda
ଭାରିଗଦାରେ ଜନବିରୋଧୀ କାମ କରୁଛନ୍ତି ରାଜ୍ୟ ସରକାର: ବୈଜୟନ୍ତ

କେନ୍ଦ୍ରାପଡା ଜିଲ୍ଲା ରାଜକନିକାର ଭାରିଗଦାଠାରେ ପ୍ରସ୍ତାବିତ ମେଗା ପାନୀୟ ଜଳ ପ୍ରକଳ୍ପକୁ ନେଇ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି। ଆଜି ଭାରିଗଦା ମେଗା ପ୍ରକଳ୍ପ ସ୍ଥଳକୁ ଯାଇ ଖରସ୍ରୋତା ସଂଗ୍ରାମ ସମିତି କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଛନ୍ତି କେନ୍ଦ୍ରାପଡାର ପୂର୍ବତନ ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ...

assembly
କାଲିଠୁ ବିଧାନସଭାର ମୌସୁମୀ ଅଧିବେଶନ: ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ବିରୋଧୀ

ଆସନ୍ତାକାଲିଠାରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେଉଥିବାବେଳେ ବିଭିନ୍ନ ପ୍ରସଙ୍ଗ ନେଇ ସରକାରଙ୍କୁ ବିଜେପି ଘେରିବାକୁ ଯୋଜାନା କରୁଛି। ମରୁଡି ପରିସ୍ଥିତି, ସାର ଅଭାବ, ଜଳସେଚନ ବ୍ୟବସ୍ଥା, ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି, ମାନସ ଦାସଙ୍କ ମାବନବାଦ ସଂଗଠନର ଅତ୍ୟାଚାର ଘଟଣା, ମାହଙ୍ଗା ଡବଲ ମର୍ଡର ଭଳି ଘଟଣାରେ ସରକାରଙ୍କୁ...

Marrage
ଏଣିକି ବାହାଘରରେ ବାଜିବ ବ୍ୟାଣ୍ଡ୍‌ ବାଜା : ହାଉସ୍‌ଫୁଲ୍ ହେବ ସିନେମା ହଲ

କରୋନା କଟକଣା ମଧ୍ୟରେ ସେପ୍ଟେମ୍ବର ପାଇଁ ପୁଣି ଥରେ ନୂଆ ଗାଇଡ୍‌ଲାଇନ୍‌ ଜାରି କଲେ ରାଜ୍ୟ ସରକାର। ଏଣିକି ପ୍ରେକ୍ଷାଳୟ, ଅଡିଟୋରିୟମରେ ଗାଇଡଲାଇନରେ କରୋନା କଟକଣା ମାନି ମିଟିଂ ହୋଇପାରିବ । ଏହାସହ ବାହାଘର, ଅନ୍ତ୍ୟେଷ୍ଟି କାର୍ଯ୍ୟରେ ସର୍ବାଧିକ ୨୫୦ ଲୋକଙ୍କୁ ଏକାଠି ହେବାର ଅନୁମତି ମିଳିଛି

SRC
ଉଠିଲା ସପ୍ତାହାନ୍ତ ସଟଡାଉନ୍‌: ପୌରାଞ୍ଚଳରେ ରାତ୍ରକାଳୀନ କର୍ଫ୍ୟୁ ବଳବତ୍ତର

ଉଠିଲା ସପ୍ତାହାନ୍ତ ସଟଡାଉନ୍‌। ସେପ୍ଟେମ୍ବର ମାସ ପାଇଁ ଗାଇଡଲାଇନ ଘୋଷଣା କଲେ ସ୍ୱତନ୍ତ୍ର ରିଲିଫ୍ କମିଶନର । ନୂଆ ଗାଇଡଲାଇନ ଅକ୍ଟୋବର ୧ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ସ୍ପଷ୍ଟ କଲେ SRC। ରାଜ୍ୟରେ କୌଣସି ଜାଗାରେ ସପ୍ତାହାନ୍ତ ସଟଡାଉନ ରହିବ ନାହିଁ କିନ୍ତୁ ସାରା ରାଜ୍ୟର ସମସ୍ତ...

Odisha Celebrates Janmashtami 2021 Amid Covid Norms
ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମତିଥି ପାଳନ ପାଇଁ ଚଳଚଂଚଳ ବୃନ୍ଦାବନ।

ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମତିଥି ପାଳନ ପାଇଁ ଚଳଚଂଚଳ ବୃନ୍ଦାବନ। ମଥୁରା ସହ ସାରାଦେଶ ଓ ପୁରୀରେ ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନୀତିକାନ୍ତି।

ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମତିଥି ପାଳନ ପାଇଁ ଚଳଚଂଚଳ ବୃନ୍ଦାବନ।

ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମତିଥି ପାଳନ ପାଇଁ ଚଳଚଂଚଳ ବୃନ୍ଦାବନ। ମଥୁରା ସହ ସାରାଦେଶ ଓ ପୁରୀରେ ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନୀତିକାନ୍ତି।

IMD Predicts Heavy Rain In 7 Odisha Districts
୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ନିକଟ ଉତ୍ତରପଶ୍ଚିମରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ୭ଟି ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

US Confirms Drone Strike On Kabul Airport-Bound 'Explosive-Laden Vehicle'
କାବୁଲରେ ଆମେରିକାର ପୁଣି ଏୟାର ଷ୍ଟ୍ରାଇକ୍

କାବୁଲ ବିମାନ ବନ୍ଦର ନିକଟରେ ଆମେରିକାର ପୁଣି ଏୟାର ଷ୍ଟ୍ରାଇକ୍। ISIS-Kର ଆତଙ୍କବାଦୀଙ୍କୁ ଲକ୍ଷ୍ୟ କରି ଏହି ଏୟାର ଷ୍ଟ୍ରାଇକ୍ କରାଯାଇଛି।

15 Injured As Vehicle Overturns In Koraput
ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ

ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟିଲା ବୋଲେରୋ, ୧୫ ଆହତ । ୫ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି

Afghanistan Crisis | Taliban Prohibits Co-Education
ତାଲିବାନର ଆତଙ୍କରାଜ , ଜାରିକଲା ଅଜବ କଟକଣା

କ୍ଷମତା ଦଖଲ ପରେ ତାଲିବାନର ଦମନଲୀଳା। ସହ ଶିକ୍ଷା ଉପରେ ଜାରି କଲା କଟକଣା, ପୁରୁଷ ଶିକ୍ଷକମାନେ ଝିଅମାନଙ୍କୁ ପଢାଇ ପାରିବେନି ପାଠ । ଗୋଟିଏ ଶ୍ରେଣୀରେ ପୁଅ, ଝିଅ ଏକାଠି ପାଠ ପଢି ପାରିବେ ନାହିଁ ।

Dist-Level Task Force For Possible Covid-19 Third Wave : Odisha Minister
କରୋନାର ତୃତୀୟ ଲହର ପାଇଁ ପ୍ରସ୍ତୁତି

କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଛି ପ୍ରସ୍ତୁତି । ଆଜିଠୁ କଳାହାଣ୍ଡି ଓ ନବରଂଗପୁରରେ ସର୍ଭେ ଆରମ୍ଭ ।

Doctors Scarcity Haunt Health Care Of Rural Odisha
ଡାକ୍ତରଙ୍କ ଦେଖାନାହିଁ, ରୋଗୀ ଦେଖୁଛନ୍ତି ଫାର୍ମାସିଷ୍ଟ ଓ ସ୍ୱସ୍ଥ୍ୟକର୍ମୀ

ଡାକ୍ତରଙ୍କ ଦେଖାନାହିଁ, ରୋଗୀ ଦେଖୁଛନ୍ତି ଫାର୍ମାସିଷ୍ଟ ଓ ସ୍ୱସ୍ଥ୍ୟକର୍ମୀ । ନବରଙ୍ଗପୁର ଜିଲ୍ଲା ବେଲଗାଁ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ କୋଦଭଟ୍ଟା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅବ୍ୟବସ୍ଥାରେ ଚାଲିଛି ରୋଗୀସେବା ।

Mizo Girl's Jana Gana Mana Rendition In Army Uniform Sets Social Media On Fire
୫ବର୍ଷର କୁନି ଝିଅକୁ ନେଇ ପୁଣି ଚର୍ଚ୍ଚା

ମିଜୋରାମର ୫ବର୍ଷର କୁନି ଝିଅକୁ ନେଇ ପୁଣି ଚର୍ଚ୍ଚା। ଆର୍ମି ବ୍ୟାଣ୍ଡର ତାଳେତାଳେ ଜାତୀୟ ସଂଗୀତ ଗାଇବା ସହ ସେନା ପୋଷାକ ପିନ୍ଧି ଯବାନଙ୍କ ସହ କରୁଛନ୍ତି ପରେଡ୍। ସୁଲଳିତ କଣ୍ଠସ୍ୱର ପାଇଁ ଜିଣୁଛନ୍ତି ମନ।

Shooter Avani Lekhara Becomes First Indian Woman To Win Gold At Paralympics
ପାରା ଅଲିମ୍ପିକ୍ସରେ ଭାରତକୁ ସ୍ୱର୍ଣ୍ଣ

ଟୋକିଓ ପାରାଅଲିମ୍ପିକ୍ସରେ ଭାରତକୁ ସ୍ୱର୍ଣ୍ଣ । ଏହି ସ୍ୱର୍ଣ୍ଣ ପଦକ ଜିତିଛନ୍ତି ଅବନୀ ଲେଖରା । ୧୦ ମିଟର ଏୟାର ରାଇଫଲରେ ସେ ଏହି ସଫଳତା ପାଇଛନ୍ତି ।

Pratidin Live
ଏହି ଭିଡ଼ିଓରେ ଦେଖନ୍ତୁ ଦିନ ତମାମର ଅନେକ ଗୁରୁତ୍ୱପୂର୍ଣ୍ଣ ଖବର

ଏହି ଭିଡ଼ିଓରେ ଦେଖନ୍ତୁ ଦିନ ତମାମର ଅନେକ ଗୁରୁତ୍ୱପୂର୍ଣ୍ଣ ଖବର

TOKYO 2020 PARALYMPICS
ଇତିହାସ: ଗୋଟିଏ ଦିନରେ ଭାରତ ପାଇଲା ୩ ପଦକ

ଟୋକିଓ ପାରାଲିମ୍ପିକ୍ସରେ ଇତିହାସ। ଗୋଟିଏ ଦିନରେ ଭାରତକୁ ମିଳିଛି ତିନି ତିନିଟି ପଦକ। ଦେଶ ପାଇଁ ଦୁଇଟି ରୌପ୍ୟ ଏବଂ ଗୋଟିଏ ବ୍ରୋଞ୍ଜ ପଦକ ଜିତିଛନ୍ତି ଭାରତୀୟ ଖେଳାଳି

JAJPUR FARMER
ଫସଲବୀମା ଅର୍ଥରାଶୀ ଓ ନୂତନ ବୀମା ଲାଗି ପଞ୍ଜିକୃତ କରୁନି ସମବାୟ ସମିତି: ଚିନ୍ତାରେ ଚାଷୀ

ହଳଦିଢିହ ଓ ଆଉଁରୀ ପଂଚାୟତର ସମବାୟ ସମିତି ଗୋଟିଏ ହୋଇଥିବାରୁ ପକ୍ଷପାତିତା କରି ସମବାୟ ସମିତି ସମ୍ପାଦକ ଏଭଳି ହଇରାଣ ହରକତ କରୁଥିବା ଚାଷୀମାନେ ସିଧାସଳଖ ଅଭିଯୋଗ କରିଛନ୍ତି

Sand Scam
କେବେ ଭାଙ୍ଗିବ ସରକାରଙ୍କ ନିଦ? ମାଲେମାଲ୍‌ ହେଲେଣି ବାଲି ମାଫିଆ

ନବରଙ୍ଗପୁର. ଆନନ୍ଦପୁର ଓ ଜଳେଶ୍ୱର ଆଦି ଅନେକ ଅଂଚଳରେ ସବୁଠି ବେଆଇନ ବାଲି ଚାଲାଣ ଅଭିଯୋଗ ହୋଇଛି। ବିଭିନ୍ନ ଘାଟରୁ ବେଧଡକ ଲୁଟ ହେଉଛି ବାଲି, କୋଟି କୋଟି ଟଙ୍କା ରାଜସ୍ୱ ହରାଉଛନ୍ତି ସରକାର। କେଉଁଝର ଜିଲ୍ଲାର ଆନନ୍ଦପୂରଠାରେ ଥିବା ବୈତରଣୀ ବାଲିଘାଟର ଦୃଶ୍ୟ ଦେଖିଲେ ଆପଣ ସବୁକିଛି...

Manas Das
ଶାସକ ଦଳର ଛତ୍ରଛାୟା ତଳେ ରହି ଆଇନକୁ ହାତକୁ ନେଉଥିଲେ ମାନସ?

ଭୁବନେଶ୍ୱରର ମାନସ ଦାସ। ପେଶାରେ ଆଇନଜୀବୀ। ଯିଏ ଶାସକ ଦଳର ଛତ୍ରଛାୟାରେ ରହି ବନିଯାଇଛନ୍ତି ପ୍ରଭାବଶାଳୀ। କେଉଁ ଅନୁଗତ ତାଙ୍କୁ ଗୁରୁଜୀ ସମ୍ବୋଧନ କରନ୍ତି ତ ଆଉ କିଏ କୁହନ୍ତି ମାନ୍ୟବର ଭାଇସାହେବ। ରାଷ୍ଟ୍ରୀୟ ସାମାଜିକ ନ୍ୟାୟ ମଞ୍ଚ ସଂଗଠନ କରି ଅନୁଗତଙ୍କୁ ପିତାପୁତ୍ରର କଥା କହି ମାନସ...

Corona
ଦୁଆର ମୁହଁରେ ପହଞ୍ଚିଲାଣି ଥାର୍ଡ଼ ୱେଭ୍‌: ଟିକା ନେବା ପାଇଁ ଲାଇନ୍‌ରେ ରହୁଛି ଜୋତା ଓ ଛତା

ଡରେଇଲାଣି ଥାର୍ଡ ୱେଭ୍। ଆଗକୁ ପାର୍ବଣ ଋତୁ ଆସୁଥିବା ବେଳେ ଦୈନିକ ସଂକ୍ରମଣ ଗ୍ରାଫ୍ ପୁଣି ଉପରମୁହାଁ ହେବାକୁ ନେଇ ଆଶଙ୍କା ବଢିଛି। ଅପରପକ୍ଷେ ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା ଲାଗି ଟିକାକରଣ ଏକ ପ୍ରମୁଖ ଅସ୍ତ୍ର ହୋଇଥିବା ବେଳେ ରାଜ୍ୟର ଟିକାକରଣ କେନ୍ଦ୍ରଗୁଡ଼ିକରେ ଅସମ୍ଭାଳ ଭିଡ଼ ଚିନ୍ତା...

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି