• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

Bihar Police
ପରିବା ବାଲାଙ୍କୁ ପ୍ରବଳ ପିଟିଲେ ପୋଲିସ ଅଧିକାରୀ: ସୋସିଆଲ ମିଡ଼ିଆରେ ଭାଇରାଲ ହେଲା ଭିଡ଼ିଓ

ପୁଣି ପୋଲିସ ବାବୁଙ୍କ ଦାଦାଗିରିର ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ନିଜ ପଦବୀର ଦୁରୁପଯୋଗ କରି ଜଣେ ପରିବା ବିକ୍ରି କରୁଥିବା ବ୍ୟକ୍ତିଙ୍କୁ ଏପରି ଭାବରେ ମାଡ଼ ମାରିଛନ୍ତି ଯାହାକୁ ନେଇ କେବଳ ବିହାର ପାଟନା ନୁହେଁ ବରଂ ପୂରା ଦେଶରେ ଚର୍ଚ୍ଚା ଜୋର ଧରିଛି।...

Indian Air Force
ଆଫଗାନ୍‌ରୁ ଆଜି ୨୬୦ ଭାରତୀୟଙ୍କୁ ଉଦ୍ଧାର କଲା ବାୟୁସେନା

ଆଫଗାନିସ୍ତାନରୁ ଆଜି ମୋଟ ୨୬୦ ଭାରତୀୟ ନାଗରିକଙ୍କୁ ଉଦ୍ଧାର କରାଯାଇଥିବା ନେଇ ସୂଚନା ମିଳିଛି। ପ୍ରେସମିଟ୍‌ କରି ଏନେଇ ବୈଦେଶିକ ମନ୍ତ୍ରଣାଳୟ ମୁଖପାତ୍ର ସୂଚନା ଦେଇଛନ୍ତି। ଏହାରି ମଧ୍ୟରେ ଭାରତ ସରକାର ଆଫଗାନିସ୍ତାନରୁ ମୋଟ ୫୫୦ ଜଣଙ୍କୁ ଉଦ୍ଧାର କଲେଣି। ବାୟୁସେନା ବିମାନରେ ୬ ଥରରେ ଏମାନ ସମସ୍ତଙ୍କୁ...

bhupesh-baghel
ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ?

ଦୀର୍ଘଦିନ ହେବ କଂଗ୍ରେସରେ କନ୍ଦଳ ଲାଗିରହିଛି। ଦଳର ନେତାମାନେ ଖୋଲାଖୋଲି ଗଣମାଧ୍ୟମ ସାମ୍ନାରେ ଅନ୍ୟ ନେତାଙ୍କ ବିରୋଧରେ ମନ୍ତବ୍ୟ ଦେଉଛନ୍ତି। ଯାହାକୁ ନେଇ ଚିନ୍ତାରେ ଏବେ ହାଇକମାଣ୍ଡ ଅଛନ୍ତି।

Rain
ଡ଼େରାଡୁନ୍‌ରେ ବର୍ଷା ବିତ୍ପାତ: ଋଷିକେଶ ଜାତୀୟ ରାଜପଥରେ ଭାଙ୍ଗିଲା ବ୍ରିଜ୍‌

ପ୍ରବଳ ବର୍ଷାରେ ବେହାଲ ହେଲାଣି ଡ଼େରାଡୁନ୍‌। ଯେଉଁ ଆଡ଼େ ଦେଖିବେ ଖାଲି ପାଣି ହିଁ ପାଣି । ପ୍ରବଳ ବର୍ଷା ପାଇଁ ବନ୍ୟାସ୍ଥିତି ଉପୁଜିଲାଣି। ସ୍ଥିତି ଏମିତି ହେଲାଣି ଯେ, ଅନେକ ତଳିଆ ଅଂଚଳରେ ବନ୍ୟାସ୍ଥିତି ଉପୁଜିଲାଣି। ଯାହାକୁ ନେଇ ଚିନ୍ତାରେ ତଳିଆ ଅଂଚଳବାସୀ। ୪୮ ଘଂଟା ଧରି...

Odisha sees 1107 new Covid19 positive cases
ଦେଶରେ ଦିନକୁ ଦିନ ବଢୁଛି ସଂକ୍ରମଣ: ୨୪ ଘଣ୍ଟାରେ ୪୪,୬୫୮ ଆକ୍ରାନ୍ତ ହେଲେ ଚିହ୍ନଟ

ଦେଶରେ ପୁଣି ବଢିବାରେ ଲାଗିଛି କରୋନା। ଗତ ୨୪ ଘଂଟାରେ ଦେଶରେ ମୋଟ୍‌ ୪୪,୬୫୮ ଜଣ ଆକ୍ରାନ୍ତ ହୋଇଛନ୍ତି। ଏହାସହ ଗତ ୨୪ ଘଂଟାରେ ୪୯୬ ଜଣଙ୍କ ଆକ୍ରାନ୍ତଙ୍କ ପ୍ରାଣ ନେଇଛି ମହାମାରୀ। ଏହାସହ ଆଜିର ସଂକ୍ରମଣକୁ ମିଶାଇ ଦେଶରେ ମୋଟ୍‌ ୩,୨୬,୦୩,୧୮୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ...

Pratap Jena
ମନ୍ତ୍ରୀ ପ୍ରତାପ ଜେନାଙ୍କ ଉପରେ ସାନି ତଦନ୍ତ ନିର୍ଦ୍ଦେଶ ଦେଲେ କୋର୍ଟ

ମାହାଙ୍ଗା ଡବଲ ମର୍ଡର ମାମଲାରେ ପୋଲିସ ଚାର୍ଜସିଟ୍ ପ୍ରସଙ୍ଗରେ ନୂଆ ମୋଡ଼। ମନ୍ତ୍ରୀ ପ୍ରତାପ ଜେନାଙ୍କ ସଂପୃକ୍ତି ପ୍ରସଙ୍ଗରେ ସାନି ତଦନ୍ତ ନିର୍ଦ୍ଦେଶ ଦେଲେ କୋର୍ଟ। ମାହାଙ୍ଗା ଥାନା IICଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସାଲେପୁର JMFC କୋର୍ଟ। ପୁଙ୍ଖାନୁପୁଙ୍ଖ ତଦନ୍ତ କରି ରିପୋର୍ଟ ଦେବାକୁ IICଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Pratidin Live
ପ୍ରତିଦିନ : ଏହି ଭିଡ଼ିଓରେ ଦେଖନ୍ତୁ ଦିନ ତମାମ୍‌ର ଅନେକ ଗୁରୁତ୍ୱପୂର୍ଣ୍ଣ ଖବର

ପ୍ରତିଦିନ : ଏହି ଭିଡ଼ିଓରେ ଦେଖନ୍ତୁ ଦିନ ତମାମ୍‌ର ଅନେକ ଗୁରୁତ୍ୱପୂର୍ଣ୍ଣ ଖବର

kabul
ପାଣି ବୋତଲକୁ ୩ ହଜାର, ଭାତ ପ୍ଲେଟକୁ ୭ ହଜାର

ଅଗଷ୍ଟ ୩୧ ଡେଡଲାଇନ୍ ଯେତିକି ପାଖଉଛି, କାବୁଲ ବିମାନବନ୍ଦର ବାହାରେ ସେତିକି ବଢୁଛି ଭୟ ଓ ଆତଙ୍କ। ୩୧ ସୁଦ୍ଧା ଆମେରିକା ତାର ସମସ୍ତ ନାଗରିକଙ୍କୁ ଆଫଗାନିସ୍ତାନରୁ ହଟାଇ ନେବାକୁ ତାଲିବାନର ଡେଡଲାଇନ୍ ପରେ ଏବେ ଏୟାରପୋର୍ଟ ବାହାରେ ହାହାକାର ସ୍ଥିତି ଦେଖାଯାଇଛି

Kabul
କାବୁଲ ବିମାନ ବନ୍ଦର ବାହାରେ ବିସ୍ଫୋରଣ

କାବୁଲ ଏୟାରପୋର୍ଟ ବାହାରେ ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ କେତେ ଜଣଙ୍କ ପ୍ରାଣ ହରାଇଛନ୍ତି ସେନେଇ ବର୍ତ୍ତମାନ ସୁଦ୍ଧା କିଛି ସୂଚନା ମିଳିନାହିଁ। ଏୟାରପୋର୍ଟର ଆବେ ଗେଟ୍‌ ପାଖରେ ବିସ୍ଫୋରଣ ହୋଇଥିବା ନେଇ ସୂଚନା ମିଳିଛି

Puri
ଶ୍ରୀକ୍ଷେତ୍ରରେ ୪ ଶହ ସେବାୟତଙ୍କୁ ମିଳିବ ଘର

ଶ୍ରୀକ୍ଷେତ୍ରରେ ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ଘର। ପ୍ରଥମ ପର୍ଯ୍ୟାୟରେ ୪୦୦ ସେବାୟତଙ୍କୁ ୬ ଶହ ବର୍ଗଫୁଟ୍ ଲେଖାଏଁ ଜମି ଓ ଘର ତିଆରି ପାଇଁ ୨ ଲକ୍ଷ ଟଙ୍କା ଦିଆଯିବ। ନବଗଠିତ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ଆଜି ଏଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

bjd
ବିଜୟ ପାଇଁ କୋଟି କୋଟି ଟଙ୍କା ରାଜସ୍ୱ ଖର୍ଚ୍ଚ କରୁଛି ବିଜେଡ଼ି !

ନିର୍ବାଚନ ବର୍ଷର ବିଜ୍ଞାପନ ଖର୍ଚ୍ଚରେ ଦେଶରେ ଏକ୍ ନମ୍ବର କେଜ୍ରିଓ୍ୱାଲ୍ ସରକାର, ଦୁଇ ନମ୍ବର ବିଜେଡି ସରକାର। ପୂର୍ବ ବର୍ଷ ତୁଳନାରେ ୨୦୧୯ରେ ବିଜ୍ଞାପନ ଓ ପ୍ରଚାର ପ୍ରସାର ବାବଦରେ ବିଜେଡି ସରକାରର ବ୍ୟୟ ବଢ଼ିଥିଲା ୨୪୯ ପ୍ରତିଶତ। ଏସ୍ବିଆଇ ଇକୋରାପ୍ ରିପୋର୍ଟର ତଥ୍ୟରେ ଏହା ସାମ୍ନାକୁ ଆସିବାପରେ...

Corona third Wave
କେରଳ ଆଡୁ ମାଡି ଆସୁଛି ତୃତୀୟ ଲହର, ଓଡ଼ିଶାରେ ଦେଢ଼ଗୁଣା ଅଧିକ ସଂକ୍ରମଣ !

କେରଳ ଆଡୁ ମାଡି ଆସୁଛି କି କରୋନାର ତୃତୀୟ ଲହର ? ଗଲା ୨୪ ଘଣ୍ଟାରେ ଦେଶରେ ଯେତେ କରୋନା କେସ୍ ଚିହ୍ନଟ ହୋଇଛନ୍ତି, ତାର ୬୮ ପ୍ରତିଶତ କେବଳ ଏହି ରାଜ୍ୟରୁ ଆସିଛି । ଏଣେ ତୃତୀୟ ଲହର ଆସିଲେ ଓଡ଼ିଶାରେ ଦ୍ୱିତୀୟ ଲହର ଅପେକ୍ଷା ଦେଢ଼ଗୁଣା...

bjd
ବିଜୟ ପାଇଁ କୋଟି କୋଟି ଟଙ୍କା ରାଜସ୍ୱ ଖର୍ଚ୍ଚ କରୁଛି ବିଜେଡ଼ି !

ନିର୍ବାଚନ ବର୍ଷର ବିଜ୍ଞାପନ ଖର୍ଚ୍ଚରେ ଦେଶରେ ଏକ୍ ନମ୍ବର କେଜ୍ରିଓ୍ୱାଲ୍ ସରକାର, ଦୁଇ ନମ୍ବର ବିଜେଡି ସରକାର। ପୂର୍ବ ବର୍ଷ ତୁଳନାରେ ୨୦୧୯ରେ ବିଜ୍ଞାପନ ଓ ପ୍ରଚାର ପ୍ରସାର ବାବଦରେ ବିଜେଡି ସରକାରର ବ୍ୟୟ ବଢ଼ିଥିଲା ୨୪୯ ପ୍ରତିଶତ। ଏସ୍ବିଆଇ ଇକୋରାପ୍ ରିପୋର୍ଟର ତଥ୍ୟରେ ଏହା ସାମ୍ନାକୁ ଆସିବାପରେ...

Puri
ଶ୍ରୀକ୍ଷେତ୍ରରେ ୪ ଶହ ସେବାୟତଙ୍କୁ ମିଳିବ ଘର

ଶ୍ରୀମନ୍ଦିର ମରାମତି, ରକ୍ଷଣାବେକ୍ଷଣ ଓ ସଂରକ୍ଷଣ ପାଇଁ ଏକ ୫ ବର୍ଷିଆ ଯୋଜନା କରିବାକୁ ଶ୍ରୀମନ୍ଦିର ପରିଚାଳନା କମିଟି ଏଏସ୍ଆଇକୁ ଅନୁରୋଧ କରିବ। ଏଥିପାଇଁ ଅଧିକ ଅର୍ଥ ଆବଶ୍ୟକ ହେଲେ ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସନ ତାହା ଯୋଗାଇ ଦେବେ।

Maharashtra
ଲକଡାଉନରେ ଶୁଆଙ୍କ ପ୍ରେମରେ ରାଧିକା

ଶୁଆମାନଙ୍କୁ ସମସ୍ତେ ପିଞ୍ଜରା ଭିତରେ ରଖନ୍ତି। ତାଙ୍କୁ ଖାଇବାକୁ ଦିଅନ୍ତି। ହେଲେ କାଳେ ଉଡ଼ିଯିବେ ସେଥିପାଇଁ ମୁକ୍ତ କରନ୍ତି ନାହିଁ। ପକ୍ଷୀଟିଏକୁ ନିଜ ଘରେ ପାଳନ୍ତି ସିନା, ହେଲେ ସ୍ୱାଧୀନତା ଦିଅନ୍ତି ନାହିଁ। ନିଜ ଅଧିନରେ ରଖନ୍ତି। ଏଥିପାଇଁ ପକ୍ଷୀମାନେ ଭୀତତ୍ରସ୍ତ ହୋଇ ମନ ଦୁଃଖରେ ରୁହନ୍ତି। ପିଞ୍ଜରା...

Afganistan
୩୧ ଅଗଷ୍ଟ ପରେ କାବୁଲ୍‌ ସ୍ଥିତି ହେବ କଣ?

କାବୁଲ ବିମାନବନ୍ଦର ବାହାରେ ହାହାକାର ସ୍ଥିତି ଦେଖାଦେଇଛି। ଆଫଗାନିସ୍ତାନ ଛାଡ଼ି ପଳାଇବା ବ୍ୟଗ୍ରତା ଭିତରେ ଚରମ ଦୁର୍ଦ୍ଦଶାର ଶିକାର ହୋଇଛନ୍ତି ଏଠାରେ ପହଞ୍ଚୁଥିବା ଆଫଗାନ୍ ନାଗରିକ। ଖାଦ୍ୟ ନାହିଁ କି ପିଇବା ପାଣି ବି ନାହିଁ। ଏହାସତ୍ତ୍ୱେ ବର୍ବର ତାଲିନାବୀଙ୍କ କ୍ରୁରତାରୁ ବର୍ତ୍ତିବାକୁ ଅତି ଦୟନୀୟ ସ୍ତିତିରେ ପଡି...

Taliban
ଯେତେ ଚେଷ୍ଟା କଲେ ବି ସୁଧୁରିନାହିଁ ତାଲିବାନ୍‌ର ଅସଲ ଛବି

ବିଶ୍ୱବାସୀଙ୍କ ସମ୍ମୁଖରେ ତାଲିବନୀର ଅତ୍ୟାଚାର ସମସ୍ତଙ୍କ ଆଖି ଆଗରେ ନାଚି ଯାଉଛି। ୨୦ବର୍ଷ ପୂର୍ବର ତାଲିବାନ୍ ଶାସନ ଡରରେ ଦେଶବାସୀ ଆତଙ୍କିତ ହୋଇ ଦେଶ ଛାଡି ପଳାଇଛନ୍ତି। ଯେଉଁ ବିଦେଶୀ ନାଗରିକମାନେ ରହିଯାଇଛନ୍ତି ସେମାନଙ୍କୁ ଉଦ୍ଧାର କରିବା ପାଇଁ ସଂପୃକ୍ତ ଦେଶ ପକ୍ଷରୁ ପ୍ରଚେଷ୍ଟା ଜାରି ରହିଛି। ଆଫଗାନିସ୍ତାନର...

 Explosion outside Kabul airport
କାବୁଲ ଏୟାରପୋର୍ଟ ବାହାରେ ବିସ୍ଫୋରଣ

କାବୁଲ ଏୟାରପୋର୍ଟ ବାହାରେ ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ କେତେ ଜଣଙ୍କ ପ୍ରାଣ ହରାଇଛନ୍ତି ସେନେଇ ବର୍ତ୍ତମାନ ସୁଦ୍ଧା କିଛି ସୂଚନା ମିଳିନାହିଁ। ଏୟାରପୋର୍ଟର ଆବେ ଗେଟ୍‌ ପାଖରେ ବିସ୍ଫୋରଣ ହୋଇଥିବା ନେଇ ସୂଚନା ମିଳିଛି

afghanistan
କାବୁଲ୍‌ ବିମାନବନ୍ଦରରେ ପୁଣି ଫାୟାରିଂ

ପୁଣି କାବୁଲ ଏୟାରପୋର୍ଟରେ ଫାୟାରିଂ ହୋଇଛି। କାବୁଲରୁ ଇଟାଲୀର ଏକ ଯାତ୍ରୀବାହୀ ବିମାନ ଉଡ଼ାଣ ଭରିବା ସମୟରେ ବିମାନ ଉପରକୁ ଅନ୍ଧାଧୁନ୍‌ ଫାୟାରିଂ ହୋଇଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଗୁଳିଚାଳନା ପରେ ବିମାନରେ କୌଣସି କ୍ଷୟକ୍ଷତି ହୋଇନାହିଁ। ତାଲିବାନୀଙ୍କ ଆତଙ୍କରେ ଥରହର ହେଉଛି ଆଫଗାନିସ୍ତାନ। ନିଜ ଜୀବନ...

corona
ଏକ ଘରୋଇ ସ୍କୁଲରୁ ୨୨ ପିଲା କରୋନା ପଜିଟିଭ୍‌: ଚିନ୍ତାରେ ଅଭିଭାବକ

କେବଳ ଏତିକି ନୁହେଁ ବରଂ ଅନ୍ୟ ଏକ ସ୍କୁଲରେ ବି ୭ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ଯାହା ଫଳରେ ବିଏମସିର ଚିନ୍ତା ବଢିଛି। କରୋନା ସଂକ୍ରମଣ ଘଟଣା ଜଣାପଡ଼ିବା ପରେ ଏବେ ୯୫ ଜଣଙ୍କ କରୋନା ଟେଷ୍ଟ୍‌ କରାଯାଇଛି। ଆଉ ଯେଉଁମାନଙ୍କ ମଧ୍ୟରୁ ୨୨ ଜଣ କରୋନା...

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି