• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

covid19
ସେପ୍ଟେମ୍ବରରେ ଦୈନିକ ଆସିପାରେ ୪ ଲକ୍ଷ କରୋନା କେସ୍‌: ୨ ଲକ୍ଷ ICU ବେଡ଼୍‌ ରଖିବାକୁ ପରାମର୍ଶ

ଟେନ୍‌ସନ୍‌ ଦେଉଛି କରୋନା। ଗତ କିଛି ଦିନ ହେବ ଦେଶରେ ସଂକ୍ରମଣ ସ୍ଥିର ରହୁଛି ସତ କିନ୍ତୁ ସଂକ୍ରମଣକୁ ନେଇ ନୀତି ଆୟୋଗ ଯେଉଁ ତଥ୍ୟ ଦେଇଛି ତାହାକୁ ନେଇ ପୁଣି ଏବେ ଚିନ୍ତା ବଢିବାରେ ଲାଗିଛି। ଆୟୋଗ ପକ୍ଷରୁ କୁହାଯାଇଛି ଯେ, ଆଗାମୀ ଦିନରେ ଯେଉଁ ସଂକ୍ରମଣ...

corona virus
ଦେଶରେ ଏବେ ସ୍ଥିର ରହୁଛି ସଂକ୍ରମଣ, ୨୪ ଘଂଟାରେ ୩୦,୯୪୮ ସଂକ୍ରମିତ ହେଲେ ଚିହ୍ନଟ

ଦେଶରେ ସ୍ଥିର ରହୁଛି କରୋନା ସଂକ୍ରମଣ। ଗତ କିଛି ଦିନ ଧରି ମହମାରୀ ଦୋଳି ଖେଳିବା ପରେ ପ୍ରାୟ ୩ ଦିନ ହେବ ସଂକ୍ରମଣ ସ୍ଥିର ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଗତ ୨୪ ଘଂଟାରେ ଦେଶରେ ୩୦,୯୪୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୦୩...

Kalyan Singh
ପରଲୋକରେ ୟୁପିର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ

ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂହଙ୍କ ପରଲୋକ ହୋଇଛି। ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ କଲ୍ୟାଣ ସିଂହ । ୮୯ ବର୍ଷ ବୟସରେ କଲ୍ୟାଣ ସିଂହଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ।

Taliban
କ୍ଷମତା ଅକ୍ତିଆର୍‌ କରୁ କରୁ ଅସଲ ରୂପ ଦେଖାଇଲାଣି ତାଲିବାନ୍‌

ଆଫଗାନିସ୍ତାନ ଦଖଲ କରିବା ସହିତ ସେଠାକାର ଯୁବ ପୀଢ଼ିଙ୍କ ସ୍ୱପ୍ନକୁ ବି ଚୁରମାର କରି ଦେଇଛି ତାଲିବାନ। କାହାକୁ ଜଣା ନାହିଁ ଆଗକୁ କଣ ହେବ? ଅନିଶ୍ଚିତ ଭବିଷ୍ୟତକୁ ନେଇ ସେମାନେ ସନ୍ଦିହାନ ହୋଇଛନ୍ତି। ଆଶଙ୍କା,ପୂର୍ବ ତାଲିବାନ ସରକାରର ପତନ ପରେ ଗତ ଦୁଇ ଦଶନ୍ଧି ଧରି ଦେଶ...

Child Corona
ସଂକ୍ରମଣ କମୁଛି ସତ କିନ୍ତୁ ଟେନ୍‌ସନ୍‌ କମିନାହିଁ

ପ୍ରଥମ ଡୋଜର ୨୮ ଦିନ ପରେ ଦ୍ୱିତୀୟ ଓ ଏହାର ୨୮ ଦିନ ପରେ ତୃତୀୟ ଡୋଜ୍ ନିଆଯିବ। କମ୍ପାନି ଦାବି କରିଛି ଏଇ ଟିକା ୬୬ ଦଶମିକ ୬ ପ୍ରତିଶତ ଫଳପ୍ରଦ। ହେଲେ ଏହାର ମୂଲ୍ୟ କେତେ ରହିବ ତାହା ଆସନ୍ତା ସପ୍ତାହରେ ସ୍ପଷ୍ଟ ହେବ।

Salman Khan
ମୁମ୍ବାଇ ଏୟାରପୋର୍ଟରେ ସଲମାନଙ୍କୁ ଅଟକାଇ ଚର୍ଚ୍ଚାରେ ଓଡ଼ିଆ CISF ଅଫିସର

ମୁମ୍ବାଇ ଏୟାରପୋର୍ଟରେ ଦବଙ୍ଗ ଷ୍ଟାର ସଲମାନ୍ ଖାନଙ୍କୁ ଅଟକାଇ ଚର୍ଚ୍ଚାରେ ଓଡ଼ିଆ CISF ଅଫିସର। ଏୟାରପୋର୍ଟ ଏଣ୍ଟ୍ରି ବେଳେ ସିକ୍ୟୁରିଟି ଯାଂଚ୍ ସମୟରେ ଭାଇଜାନଙ୍କୁ ଅଟକାଇ ସୋସିଆଲ୍ ମିଡିଆରେ ପ୍ରଶଂସା ସାଉଁଟିଛନ୍ତି ଏହି ଓଡ଼ିଆ ଅଫିସର

Taliban
“ଅପହରଣ ଖବର ପ୍ରସାରିତ କଲା କିଏ?

ଖୁବଶୀଘ୍ର ସମସ୍ତଙ୍କୁ ଭାରତକୁ ଅଣାଯିବ। ଆଜି ସକାଳେ ଖବର ଆସିଥିଲା ଯେ, କାବୁଲ ଏୟାରପୋର୍ଟ ବାହାରୁ କେତେକ ଭାରତୀୟଙ୍କୁ ଉଠାଇ ନେଇଥିଲା ତାଲିବାନ। ତେବେ ଅପହରଣ ଖବରକୁ ତାଲିବାନ ଖଣ୍ଡନ କରିଛି। ନିକଟସ୍ଥ ଏକ ଥାନାକୁ ନେଇ ପ୍ରାୟ ୧୫୦ ଲୋକଙ୍କୁ ପଚରା ଉଚରା କରାଯିବା ସହିତ କାଗଜପତ୍ର...

Kalamatia Sahid Peetha
ରାକ୍ଷୀ ଆସିଲେ ମନେ ପଡ଼େ ବରୀର ସହିଦ୍‌ ପୀଠ କଳାମାଟିଆ, ଗୋଟିଏ ଦିନରେ ସହୀଦ ହୋଇଥିଲେ ୪ ଯୁବକ

ସ୍ୱାଧୀନତା ସଂଗ୍ରାମର ମାଟି ହେଉଛି ଯାଜପୁର ଜିଲ୍ଲାର ବରୀ ଅଂଚଳ । ୧୯୪୨ ମସିହା ଅଗଷ୍ଟ ମାସ ୨୬ତାରିଖ ଗହ୍ମା ପୁର୍ଣ୍ଣମୀ ଦିନ ବରୀ କଳାମାଟିଆଠାରେ ବ୍ରିଟିଶ ପୋଲିସ ଗୁଳିରେ ଟଳିପଡିଥିଲେ ସାଉଁଟି ମଳିକ, ସାନନ୍ଦ ସ୍ୱାଇଁ, ହାଡିବଂଧୁ ପଣ୍ଡା ଓ ମାୟାଧର ଭୂୟାଁ। ଏହାସହ ଅନେକ ସଂଗ୍ରାମୀ...

One Side lover
ଏକତରଫା ପ୍ରେମ: ମାଆ ଓ ଝିଅଙ୍କୁ ମାଡ଼ ମାରିଲା ପ୍ରେମିକ

ଅଭିଯୋଗରୁ ଜଣାଯାଇଛି, ଗୁରୁତର ଯୁବତୀଙ୍କୁ ଏହି ଗ୍ରାମର ଜଣେ ଯୁବକ କିଛିଦିନ ଧରି ଏକତରଫା ଭାବେ ଭଲପାଇ ଆସୁଥିଲା । ଯାହାକୁ ନେଇ ଯୁବକ ଜଣକ ଯୁବତୀଙ୍କୁ ବହୁ ସମୟରେ ହଇରାଣ କରୁଥିବା ଯୁବତୀଙ୍କ ପରିବାର ଅଭିଯୋଗ ମଧ୍ୟ କରିଛନ୍ତି । ଆଜି ଯୁବତୀ କମ୍ପ୍ୟୁଟର କ୍ଲାସ ଶେଷ...

jammu
ଜାମ୍ମୁରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ୍‌

ଜାମ୍ମୁ ଓ କାଶ୍ମୀରର ଅବନ୍ତିପୋରା ଟ୍ରାଲ ସେରର ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆଙ୍କବାଦୀ ମୃତ। ନିହତ ଆତଙ୍କବାଦୀମାନେ ଜୈଶ-ଏ-ମହମ୍ମଦ ସଂଗଠନର ସଦସ୍ୟ ବୋଲି କାଶ୍ମୀର ଜୋନ୍ ପୋଲିସ ପକ୍ଷରୁ କୁହାଯାଇଛି। ତେବେ ମୃତ ଆତଙ୍କବାଦୀଙ୍କ ମଧ୍ୟରୁ ଜଣକ ନାଁ ଓ୍ୱକିଲ ଶାହ ବୋଲି ଜଣାପଡ଼ଛି। ସେମାନଙ୍କ ପାଖରୁ...

Dmet Chief CBK Mohanty
ପିଲାଙ୍କୁ ଟିକା ମିଳିବ କେବେ? DMET କହିଲେ, କେନ୍ଦ୍ର ଗାଇଡ୍‌ ଲାଇନ୍‌କୁ କରିଛୁ ଅପେକ୍ଷା

ତେବେ ଆଜି ରାଜ୍ୟରେ ରାଜ୍ୟରେ ୨୪ ଘଣ୍ଟାରେ ୯୧୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୧୧୬ ଆକ୍ରାନ୍ତ। ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୫୩୧; ଲୋକାଲ କେସ୍- ୩୮୦ ରହିଛି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ୧୦ ଲକ୍ଷ ୮୪କୁ ବୃଦ୍ଧି...

ACF Murder
DFO ଓ ବିଦ୍ୟାଭାରତୀଙ୍କର ହୋଇପାରେ ଲାଏ ଡିଟେକ୍ସନ ଟେଷ୍ଟ

ACF ସୌମ୍ୟରଂଜନ ମୃତ୍ୟୁ ମାମଲାରେ ଡିଏଫ୍ଓ ଏବଂ ବିଦ୍ୟାଭାରତୀ ପଣ୍ଡାଙ୍କର ଆବଶ୍ୟକ ହେଲେ କରାଯିବ ଲାଏ ଡିଟେକ୍ସନ ଟେଷ୍ଟ। ପାରଳାଖେମୁଣ୍ଡି DFO ସଂଗ୍ରାମ ବେହେରାଙ୍କୁ ୩ ଘଣ୍ଟା ଜେରା ପରେ ଏହି ସୂଚନା ଦେଇଛି କ୍ରାଇମବ୍ରାଞ୍ଚ।

AIIMS
ଗରିବ ଲୋକଙ୍କୁ ମାଗଣାରେ ଇକ୍‌ମୋ ଚିକିତ୍ସା ଯୋଗାଇବ ଏମ୍ସ

ଏମ୍ସର ବଡ଼ ନିଷ୍ପତ୍ତି। ଏଣିକି ଗରିବ ଲୋକଙ୍କୁ ଇକମୋ ଚିକିତ୍ସା ମାଗଣାରେ ଯୋଗାଇବ ଏମ୍ସ। ଭୁବନେଶ୍ୱର ଏମ୍ସରେ ଗରିବ ଲୋକଙ୍କୁ ଇକମୋ ଚିକିତ୍ସା ମାଗଣାରେ ମିଳିବ। ରାସନ କାର୍ଡଧାରୀ ଓ ଗରିବ ଲୋକଙ୍କୁ ମାଗଣାରେ ମିଳିବ ଚିକିତ୍ସା ବୋଲି ସୂଚନା ମିଳିଛି। ଭୁବନେଶ୍ୱର ଏମ୍ସ ଅଧିକ୍ଷକ ଡାକ୍ତର ସଚ୍ଚିଦାନନ୍ଦ...

Raksha Bandhan
କାହିଁକି ଓ କେବେଠାରୁ ପାଳନ ହେଉଛି ରାକ୍ଷୀ ପୂର୍ଣ୍ଣିମା?

ରାକ୍ଷୀ ପୂର୍ଣ୍ଣିମାକୁ ନେଇ ଶାସ୍ତ୍ରରେ ଅନେକ କଥା କୁହାଯାଇଛି। ପୂରାଣ ଅନୁସାରେ,  ଦ୍ରୌପଦୀ ନିଜ ପିନ୍ଧା ଶାଢୀର ଛୋଟ କନା ଖଣ୍ଡେ ପ୍ରଭୁ ଶ୍ରୀକୃଷ୍ଣଙ୍କୁ ବାନ୍ଧି ଥିଲେ, ଆଉ ତାଙ୍କୁ ଭାଇ କରିଥିଲେ। ସେବେଠାରୁ ଏହି ପର୍ବ ଆରମ୍ଭ ହୋଇଥିବା ଜଣାଯାଏ। କେବଳ ଏତିକି ନୁହେଁ ବରଂ ଏହି ଦିନ...

+3 Admissions
୨୦ରୁ +୩ ନାମଲେଖା ଆବେଦନ

ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ +୩ ନାମଲେଖା ପାଇଁ ଆବେଦନ। ଯୁକ୍ତ ୩ ନାମଲେଖା ପାଇଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଅଗଷ୍ଟ ୨୦ରୁ ସେମ୍ବେର ୪ ତାରିଖ ଯାଏଁ ଅନଲାଇନ୍ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ସେପ୍ଟେମ୍ବର ୯ରେ ପ୍ରକାଶ ପାଇବ ପ୍ରଥମ...

russia
ତାଲିବାନୀଙ୍କ ହାତରେ ଅଧିକ ସୁରକ୍ଷିତ କାବୁଲ୍‌: ଋଷିଆ

ତାଲିବାନୀଙ୍କ ସପକ୍ଷରେ ମତ ପ୍ରକାଶ କରିଛି ଋଷିଆ। ଋଷିଆ ରାଷ୍ଟ୍ରଦୂତ ଦିମିତ୍ରୀ ଜିରନୋବ କହିଛନ୍ତି ତାଲିବାନ ରାଜୁତିରେ ଅଧିକ ସୁରକ୍ଷିତ ରହିବ କାବୁଲ। ଆଫଗାନିସ୍ତାନକୁ ନିଜ କବଜାକୁ ନେବାର ୨୪ ଘଂଟାରେ ଯେପରି ସ୍ଥିତି ଦେଖିବାକୁ ମିଳିଛି, ସେଥିରୁ ଲାଗୁଛି କାବୁଲ ପୂର୍ବ ସରକାର ଅପେକ୍ଷା ଏବେ ଅଧିକ...

Jhansi Police case
ସାର୍ଟ ପିନ୍ଧିନଥିବାରୁ ପୋଲିସ କନେଷ୍ଟବଳଙ୍କୁ ଅଶ୍ଳୀଳ ଭାଷାରେ ଗାଳି ଦେଲେ, ମୋବାଇଲ ଭାଙ୍ଗି ଦେଲେ ବିଜେପି ନେତ୍ରୀଙ୍କ ଝିଅ

ମୁଁ ବିଜେପି ନେତ୍ରୀଙ୍କ ଝିଅ। ତୁମେ ମୋର କଣ କରିବ? ମୋ ଇଚ୍ଛା ଯାହା ହେବ ମୁଁ ତାହା କରିବି,। ତୁମେ ସାଧାରଣ କନେଷ୍ଟବଳ, ମୋ ନାଁରେ ଯାହା ପାଖରେ ଅଭିଯୋଗ କରିବା କଥା କର....ମୁଁ କାହାକୁ ଡ଼ରିନାହିଁ। ହୁଏତ ଏହି କଥା ଶୁଣିବା ପରେ ଆପଣ ଭାବିବେ...

Rajastan Accident
ଭୟଙ୍କର ଦୁର୍ଘଟଣା: ଜିଅନ୍ତା ଜଳିଗଲେ ୪ ଜଣ

ରାଜସ୍ଥାନର ଅଜ୍‌ମେର୍‌ରେ ଭୟଙ୍କର ସଡ଼କ ଦୁର୍ଘଟଣା। ଜୀବନ୍ତ ଜଳିଗଲେ ୪ ଜଣ। ଆଜି ସକାଳୁ ହିଁ ରାଜସ୍ଥାନର ଅଜମେର ଜିଲ୍ଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ସହରର ଆଦର୍ଶ ନାଗର ପୋଲିସ ଷ୍ଟେସନ ଅଞ୍ଚଳରେ ୨ ଟି ଟ୍ରେଲର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଧକ୍କା...

IAF's C-17 aircraft
କାବୁଲ୍‌ରୁ ୧୨୦ ଭାରତୀୟଙ୍କୁ ନେଇ ଗୁଜୁରାଟ୍‌ରେ ପହଞ୍ଚିଲା ବାୟୁସେନାର ସ୍ୱତନ୍ତ୍ର ବିମାନ ସି-୧୭ ଏୟାରକ୍ରାଫ୍ଟ

ବୁଲ୍‌ରୁ ଉଡ଼ାଣ ଭରିଥିବା ବାୟୁସେନାର ସ୍ୱତନ୍ତ୍ର ବିମାନ ସି-୧୭ ଏୟାରକ୍ରାଫ୍ଟ ଗୁଜରାଟ ଜାମନଗରରେ ପହଞ୍ଚିଛି ଥିବା ନେଇ ସୂଚନା ମିଳିଛି। ୧୨୦ ଜଣ ଭାରତୀୟଙ୍କୁ ନେଇ ଜାମନଗରରେ ପହଞ୍ଚିଲା ବିମାନ। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ,ଆଫଗାନ୍‌ରେ ଥିବା ଭାରତୀୟମାନଙ୍କୁ ଗତକାଲି ରାତିରେ କାବୁଲର ଏକ ସୁରକ୍ଷିତ ସ୍ଥାନକୁ...

Farmer
ଏଣିକି ଚାଷୀ ଭାଇଙ୍କ ଆକାଉଣ୍ଟକୁ ବର୍ଷକୁ ୧୨ ହଜାର ଟଙ୍କା ଦେବେ ମୋଦୀ ସରକାର

ଏଣିକି ଚାଷୀମାନଙ୍କ ଖାତାକୁ ୨ ହଜାର ବଦଳରେ ଯିବ ୪ ହଜାର ଟଙ୍କା। ମୋଟ୍‌ ଉପରେ PM kisan Samman Nidhi ଯୋଜନାରେ ସରକାର ବଡ଼ ପରିବର୍ତ୍ତନ କରିଛନ୍ତି। ତେବେ ବର୍ଦ୍ଧିତ ଟଙ୍କା ଖୁବ୍‌ଶୀଘ୍ର ମିଳିବ ବୋଲି ସୂଚନା ରହିଛି। ଜାତୀୟ ଗଣାମାଧ୍ୟମରେ ଜୋରସୋରରେ ଚର୍ଚ୍ଚା ହେଉଛି କି...

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି