• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

Amitabh Bachchan
ଅମିତାଭ୍‌ ବଚ୍ଚନଙ୍କ ଘରେ ବମ୍‌ ଥିବା ପୋଲିସକୁ ଆସିଲା ଫୋନ୍‌

ଆଉ ଏହି ଘଟଣାରେ ପୋଲିସ ଅଭିଯୁକ୍ତକୁ ଗିରଫ କରିଛି। ଜଣେ ପୋଲିସ ଅଧିକାରୀ କହିଛନ୍ତି ଯେ ଏହି ସୂଚନା ପରେ ସମଗ୍ର ମୁମ୍ବାଇ ପୋଲିସକୁ ସତର୍କ କରାଯାଇଥିଲା। ଏଟିଏସ୍ ଠାରୁ କ୍ରାଇମ୍‌ବ୍ରାଞ୍ଚ ଶାଖା ଏବଂ ପ୍ରତ୍ୟେକ ପୋଲିସ୍ ଷ୍ଟେସନ୍ ପର୍ଯ୍ୟନ୍ତ ପୋଲିସର ପ୍ରତ୍ୟେକ ୟୁନିଟ୍‌କୁ ସକ୍ରିୟ କରାଯାଇଥିଲା। ଯେତେବେଳେ...

Crime In Bihar
ସ୍ୱାମୀ-ସ୍ତ୍ରୀଙ୍କ ଝଗଡ଼ାର ଉଗ୍ର ରୂପ: ରାତିରେ ସ୍ୱାମୀଙ୍କ ପ୍ରାଇଭେଟ୍‌ ପାର୍ଟ କାଟିଦେଲେ ସ୍ତ୍ରୀ

ବିହାରର ପାଟନାରେ ଫୁଲୱାରୀରେ ଏହି ଘଟଣା ଘଟିଛି। ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଥିବା ବିବାଦ ଯେ, ଏତେ ଭୟଙ୍କର ହେବ ତାହାକୁ କେହି କେବେ ବିଶ୍ୱାସ କରିପାରିନଥିବେ। ପାଟନାର ଆଲାଭ କଲୋନୀରରେ ଏମାନେ ରହୁଥିଲେ। ତେବେ ପତ୍ନୀ ତାଙ୍କୁ ଛୁରୀରେ ଆକ୍ରମଣ କରି ତାଙ୍କ ବ୍ୟକ୍ତିଗତ ଅଙ୍ଗ କାଟି ଦେଇଥିଲେ।...

MP FLOOD
ଘରେ ପଶିଗଲା ବନ୍ୟା ପାଣି, ଗଛ ଉପରକୁ ଚଢିଗଲେ ଗର୍ଭବତୀ। ଆଉ ତା’ ପରେ ହେଲା କଣ?

ନଦୀ ପାଣି ହଠାତ୍‌ ବଢିଯିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ଘଂଟାକୁ ଘଂଟା ନଦୀରେ ଜଳସ୍ତର ବଢୁଥିବାରୁ ଚିନ୍ତାରେ ପୂରା ଗାଁ ଲୋକେ। କେମିତି ନିଜର ଆସବାବପତ୍ରକୁ ସୁରକ୍ଷିତ ସ୍ଥାନକୁ ନେବେ ଓ କେମିତି ନିଜେ ସୁରକ୍ଷଇତ ରହିବେ ତାହା ଏବେ ଗୁରୁତ୍ୱପୂର୍ଣ୍ଣ ବିଷୟ।

Farmer
କାଲି ପୁଣି ଚାଷୀଙ୍କ ଆକାଉଣ୍ଟକୁ ଯିବ ୨ ହଜାର ଟଙ୍କା, ଜାଣନ୍ତୁ କାହିଁକି?

ପ୍ରଧାନମନ୍ତ୍ର କିଷାନ୍ ସମ୍ମାନ ନିଧି ଯୋଜନା ଅନୁଯାୟୀ ପଞ୍ଜୀକୃତ କୃଷକ ପରିବାରକୁ ବାର୍ଷିକ ୬ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଥାଏ । ଯେଉଁଥିରେ କି ସମୁଦାୟ ପରିମାଣର ଅର୍ଥ କୃଷକମାନଙ୍କୁ ପ୍ରତି ଚାରି ମାସରେ ୨୦୦୦ ଟଙ୍କାକୁ ତିନୋଟି କିସ୍ତିରେ ଦିଆଯାଉଛି | ପ୍ରଧାନମନ୍ତ୍ରୀ କିଷାନ...

fake note
୧୩ ଲକ୍ଷ ୮୫ ହଜାର ଟଙ୍କାର ଜାଲ୍ ନୋଟ ଜବତ କଲା ପୋଲିସ୍‌

ସେମାନଙ୍କଠାରୁ ଟଙ୍କା ଛାପିବା ମେସିନ, କାଗଜ ଓ ଅନ୍ୟ ସାମଗ୍ରୀ ଜବତ କରାଯାଇଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରୁ ୪ ଜଣଙ୍କ ଘର ବରଗଡ଼ ଜିଲ୍ଲାରେ ହୋଇଥିବାବେଳେ ମୁଖ୍ୟ ୨ ଅଭିଯୁକ୍ତଙ୍କ ଘର ଛତିଶଗଡ଼ର ରାୟଗଡ଼ାରେ ବୋଲି ସୂଚନା ମିଳିଛି। ପୋଲିସ ଏନେଇ ଅଧିକ ତଦନ୍ତ କରୁଛି, ଏହା ସହିତ...

corona virus
ଦେଶରେ ତଳମୁହାଁ କରୋନା ଗ୍ରାଫ୍‌: ୨୪ ଘଂଟାରେ ୩୯,୦୭୦ ଆକ୍ରାନ୍ତ ଚିହ୍ନଟ

ସେପଟେ, ରାଜ୍ୟରେ କରୋନା ସଂକ୍ରମଣର ପ୍ରଭାବ କମୁଥିବା ଲକ୍ଷ୍ୟ କରାଯାଉଛି। ତଥାପି ସଂକ୍ରମିତଙ୍କ ସଂଖ୍ୟା ୧୦୦୦ ତଳକୁ ଏଯାଏ ଖସି ନାହିଁ। ରାଜ୍ୟରେ ୨୪ ଘଣ୍ଟାରେ ୧,୨୪୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରେ ୭୧୮ ଜଣ ଥିବାବେଳେ ଲୋକାଲ କେସ୍ ୫୨୫ ଥିବା ଜଣାଯାଇଛି।...

omc
ଦାଦାଗିରି କରୁଛି OMC: ଜୋର ଜବରଦସ୍ତ ଆଦିବାସୀଙ୍କ ଜମି ଛଡ଼ାଇ ନେଇ କଲା ଡମ୍ପିଂୟାର୍ଡ

କେନ୍ଦୁଝର ବାଂଶପାଳ ବ୍ଳକ ଶୁଆକାଟୀ ସ୍ଥିତ ଓ ଏମସି ଖଣିରେ ଖଣି ଖନନ ଓ ଡମ୍ପିଙ୍ଗି ୟାର୍ଡ ହାତେଇବା ପାଇଁ ଗ୍ରାମସଭାରେ ବଡ ବଡ ସ୍ଵପ୍ନ ଦେଖାଇଥିଲା ଓଏମସି । ସ୍ଥାନୀୟ ଲୋକଙ୍କୁ ସେଠାରେ ନିଯୁକ୍ତି ଦେବାତ ଦୂରର କଥା । ନିଜର ଡମ୍ପିଙ୍ଗୟାର୍ଡ ପାଇଁ ଜୋର ଜବରଦସ୍ତ...

Jajpur
ସରକାରୀ ସାହାଯ୍ୟକୁ ଅପେକ୍ଷା କରିଛନ୍ତି ଅଦୈତ

ଏମିତି ଘଟଣା ଘଟିଛି, ଯାଜପୁର ଜିଲ୍ଲା କୋରାଇ ବ୍ଲକ୍ ଗୋଳେଇପୁର ପଞ୍ଚାୟତ ମିର୍ଜାପୁର ଗାଁରେ। ଭିନ୍ନକ୍ଷମ ଯୁବକ ଅଦୈତ ମଳିକଙ୍କ ଘର ଓ ପରିବାରର କରୁଣଭରା କାହାଣୀର ଚିତ୍ର ଯିଏ ଦେଖିବ ତା ଆଖିରେ ବି ଲୁହ ଆସିଯିବ। ବାପା ମାଙ୍କ ଏକମାତ୍ର ପୁଅ ଅଦୈତ କିନ୍ତୁ ସେ...

Internet Problem
ଅନ୍ଧାରରେ ପିଲାଙ୍କ ଭବିଷ୍ୟତ: କାମ କରୁନାହିଁ ଇଣ୍ଟରନେଟ୍‌ ସେବା, ପିଲା ପାଠ ପଢିବେ କେମିତି?

ଚିତ୍ରକୋଣ୍ଡା ବ୍ଲକ ଅଂଚଳରେ ଇଣ୍ଟରନେଟ ଶିକ୍ଷା ଫେଲ ମାରିବାର ଦୁଇଟି ମୁଖ୍ୟ କାରଣ ରହିଛି। ପ୍ରଥମ ହେଉଛି ମୋବାଇଲ ସେବାଠାରୁ ଆରମ୍ଭ କରି ଇଣ୍ଟରନେଟ ସେବା ଏଠାରେ ପୂରା ବିଫଳ ରହିଛି । ଦ୍ୱିତୀୟଟି ହେଉଛି ଏହି ଅଂଚଳଟି ୮୦ଭାଗରୁ ଅଧିକ ଲୋକ ଗରିବ ଶ୍ରେଣୀର ଆଦିବାସୀ। ପରିବାର...

Indian Railways
ଅନ୍ଧାର ରାତିରେ ୭ କିମି ଚାଲିଲେ ରେଳବାଇ କର୍ମଚାରୀ, ବଂଚାଇଲେ ହଜାର ହଜାର ଲୋକଙ୍କ ଜୀବନ

ରାଜସ୍ଥାନରେ ଘଟିଛି ଏହି ଘଟଣା। ସୂଚନା ଅନୁସାରେ, ରେଳବାଇରେ ରାହୁଲ ନାମକ ଜଣେ ବ୍ୟକ୍ତି କାମ କରନ୍ତି। ରାହୁଲ କୋଟା ଡିଭିଜନର ଲାଖେରୀରେ ଏମସିଏଫ ଭାବରେ କାର୍ଯ୍ୟ କରୁଛନ୍ତି। ଅଗଷ୍ଟ ୩ ତାରିଖ ରାତିରେ ଇନ୍ଦ୍ରଗଡରେ ପ୍ରବଳ ବର୍ଷା ହୋଇଥିଲା। ସ୍ଥିତି ଏପରି ହୋଇଥିଲା କି ରେଳ ଲାଇନ୍‌...

puri
ଶ୍ରୀଜିଉଙ୍କ ଦର୍ଶନ ଲାଗି ଜାରି ହେଲା ନୂଆ ଗାଇଡ଼୍‌ଲାଇନ୍‌, ଜାଣନ୍ତୁ କ’ଣ ରହିଛି SOP

କେବଳ ଏତିକି ନୁହେଁ ବରଂ ବିନା ଟିକା ପ୍ରମାଣପତ୍ରରେ ଶ୍ରୀମନ୍ଦିରରେ ଦର୍ଶନ କରିପାରିବେ ଭକ୍ତ। କିନ୍ତୁ ଶ୍ରୀମନ୍ଦିରର ପରିସରରେ ଧୂପ, ଦୀପ ଜଳାଇବା ବାରଣ କରାଯାଇଛି। ଏହାସହ ଆନନ୍ଦ ବଜାରରେ ଶ୍ରଦ୍ଧାଳୁମାନେ ବସି ପ୍ରସାଦ ସେବନ ମଧ୍ୟ କରିପାରିବେ ନାହିଁ ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

PM Modi
ମହିଳା ହକି ଟିମ୍ ସହ କଥା ହେଲେ ମୋଦି

ଭାରତୀୟ ମହିଳା ହକି ଟିମ୍ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭିଡିଓ କନ୍ଫରେନସିଂ ଜରିଆରେ କଥା ହେଲେ ନରେନ୍ଦ୍ର ମୋଦି। ବ୍ରିଟେନ ବିରୋଧରେ ଲଢୁଆ ପ୍ରଦର୍ଶନ ପାଇଁ ସାବାସୀ ମଧ୍ୟ ଜଣାଇଲେ। ଏହାସହ ଆପଣମାନେ ସମସ୍ତେ ଭଲ ଖେଳିଲେ ବୋଲି ଖେଳାଳିଙ୍କୁ କହିଲେ ପ୍ରଧାନମନ୍ତ୍ରୀ। କେବଳ...

Major Dhyan Chand Khel Ratna Award
ବଦଳିଲା ରାଜୀବ ଗାନ୍ଧୀ ଖେଳରତ୍ନ ପୁରସ୍କାର ନାଁ । ମେଜର ଧ୍ୟାନଚାନ୍ଦ ଖେଳରତ୍ନ ନାମରେ ହେଲା ନାମିତ

ବଦଳିଲା ଖେଳରତ୍ନ ପୁରସ୍କାରର ନାମ। ଖେଳରତ୍ନ ପୁରସ୍କାର ନାମ ବଦଳିବା ନେଇ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜୀବ ଗାନ୍ଧି ଖେଳରତ୍ନ ବଦଳରେ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ହେବ ବୋଲି ସୂଚନା ମିଳିଛି। ଏନେଇ ଟୁଇଟ୍ କରି ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହାସହ ଧ୍ୟାନଚାନ୍ଦଙ୍କ...

court
“ମହିଳାଙ୍କ ଜଙ୍ଘକୁ ସ୍ପର୍ଶ କରିବାର ଅର୍ଥ ଦୁଷ୍କର୍ମ”

ତେବେ ପୂର୍ବରୁ ଅଗଷ୍ଟ ୧ରେ ମୁମ୍ବାଇ POCSO କହିଥିଲେ, କୌଣସି ନାବାଳିକାଙ୍କ ହାତ ଧରିବା କିମ୍ବା ପ୍ରେମ ନିବେଦନ କରିବା ଯୌନ ଉତ୍ପୀଡ଼ନ ନୁହେଁ। କେବଳ ଏତିକି ନୁହେଁ ବରଂ ଏପରି ମାମଲାରେ ଜଣେ ୨୮ ବର୍ଷୀୟ ଯୁବକଙ୍କୁ ନିର୍ଦ୍ଦୋଷରେ ଖଲାସ ମଧ୍ୟ କରିଦେଇଥିଲେ କୋର୍ଟ। ତେବେ ମାମଲାଟି...

independence-day
ଏହି ଦୁଇ ସ୍ଥାନରେ ଅଗଷ୍ଟ ୧୫ ନୁହେଁ ବରଂ ୧୮ରେ ପାଳନ ହୁଏ ସ୍ୱାଧୀନତା ଦିବସ

କିନ୍ତୁ ଏହି ଦୁଇଟି ଅଂଚଳ ଭାରତର ହୋଇଥିବାରୁ ଜୋର ଜବରଦସ୍ତ ପାକିସ୍ତାନରେ ମିଶାଇବାର ଚେଷ୍ଟା ବିଫଳ ହୋଇଥିଲା। ସ୍ଥିତି ଏମିତି ହୋଇଥିଲା ଯେ, ଏହି ଦୁଇଟି ସ୍ଥାନରୁ ଭାରତ ସହ ମିଶାଇ ଦେବାକୁ ସ୍ଥାନୀୟ ଅଂଚଳବାସୀ ଦାବି କରିଥିଲେ। ତେଣୁ ଚାପଗ୍ରସ୍ତ ହୋଇ ଇଂରେଜମାନେ ଅଗଷ୍ଟ ୧୮ ତାରିଖରେ...

 Cloudburst
କାହିଁକି ହେଉଛି ବାଦଲ ଫଟା ବର୍ଷା?

ଏବେ ଚିନ୍ତା ବଢାଉଛି ବାଦଲ ଫଟା ବର୍ଷା। ସ୍ଥିତି ଏମିତି ହେଲାଣି ଯେ, ବାଦଲ ଫଟା ବର୍।ଆ ଯୋଗୁଁ ଅନେକ ସମୟରେ ବହୁମୂଲ୍ୟ ଜୀବନ ବି ଯାଉଛି। ତେବେ ଆପଣ ଜାଣିଛନ୍ତି କି? କେମିତି ଓ କାହିଁକି ହୁଏ ବାଦଲ ଫଟା ବର୍ଷା? ଯଦି ଆକାଶରେ ହଠାତ୍ ମେଘ...

Tainted PS Biranchi Sahoo
କାହା ନାଁ ଉଗାଳିଲେ ବିରଞ୍ଚି?

ଭିଜିଲାନ୍ସ ରିମାଣ୍ଡରେ ଆଉ କାହା ନାଁ ଉଗାଳିଲେ ପିଏସ୍ ବିରଞ୍ଚି ସାହୁ? ଆଜି ସରୁଛି ବିରଞ୍ଚିଙ୍କ ୪ ଦିନିଆ ରିମାଣ୍ଡ ଅବଧି । ବିରଞ୍ଚିଙ୍କୁ ଆଜି କୋର୍ଟରେ ହାଜର କରିବ ଭିଜିଲାନ୍ସ ।ତେବେ ଏହି ରିମାଣ୍ଡ ଅବିଧି ବେଳେ ପଚରାଉଚୁରାରୁ ତଦନ୍ତକାରୀ ସଂସ୍ଥା ନିଯୁକ୍ତି ରାକେଟ୍ ର ଆଉ...

corona third wave
ଦେଶରେ ପୁଣି ଥରେ ଉପରମୁହାଁ କରୋନା ଗ୍ରାଫ୍‌: ୨୪ ଘଣ୍ଟାରେ ୪୪,୬୪୩ ଆକ୍ରାନ୍ତ ସଂକ୍ରମିତ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ୪୧,୦୯୬ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ଏହାସହ ସୁସ୍ଥଙ୍କ ସଂଖ୍ୟା ୩,୧୦,୧୫,୮୪୪ରେ ପହଞ୍ଚିଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ବର୍ତ୍ତମାନ ସମୟରେ ବି ଆକ୍ଟିଭ୍‌ କେସର ସଂଖ୍ୟା ୪,୧୪,୧୫୯ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା...

health card
ପଞ୍ଚାୟତ ଭୋଟ୍ ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ ପ୍ଲାନ୍: ଘରେ ଘରେ ବଣ୍ଟାହେବ ସ୍ମାର୍ଟ ହେଲ୍ଥ କାର୍ଡ

ପ୍ରତି ଘରକୁ ଦୁଇଟି କାର୍ଡ ଦିଆଯିବ ବୋଲି ଜଣାପଡ଼ିଛି। ତେଣୁ ରାଜ୍ୟର ୯୨ ଲକ୍ଷ ୫୦ ହଜାର ଘର ପାଇଁ ପ୍ରସ୍ତୁତ ହେବ କୋଟିଏ ୮୫ ଲକ୍ଷ କାର୍ଡ। କାର୍ଡ଼ରେ ବ୍ୟକ୍ତିର ନାଁ ଓ ୧୨ ଡିଜିଟ ୟୁନିକ ରେଜିଷ୍ଟ୍ରେସନ ନମ୍ବର ରହିବ। ସ୍ମାର୍ଟ ହେଲଥ କାର୍ଡ ବଣ୍ଟନବେଳେ...

Irrigation Work
ଠିକାଦାର-ଯନ୍ତ୍ରୀଙ୍କ ମଧୁଚନ୍ଦ୍ରିକା ଯୋଗୁଁ ପାଣିରେ ପଡ଼ିଲା ଲକ୍ଷାଧିକ ଟଙ୍କା

ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ ଦୁର୍ନୀତି ଚରମ ସୀମାରେ ପହଞ୍ଚିଥିବା ଜଣାପଡିଛି । ହିଞ୍ଜିଳିକାଟୁ ବ୍ଲକ୍ ପଲ୍ଲୀ ପଦ୍ମନାଭପୁର ଗ୍ରାମରେ କ୍ଷୁଦ୍ରଜଳ ସେଚନ ବିଭାଗ ପକ୍ଷରୁ ନିର୍ମାଣ କରାଯାଇଥିବା କେନାଲ ଗାର୍ଡ ୱାର୍ଡ଼ କାର୍ଯ୍ୟରେ ମହାଦୁର୍ନୀତି ହୋଇଥିବା ଦେଖିବାକୁ ମିଳିଛି । ସୂଚନା ଅନୁସାରେ ହିଞ୍ଜିଳିକାଟୁ ବ୍ଲକ୍ ମକରଝୋଳ ପଞ୍ଚାୟତ...

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି