• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

himachal pradesh landslide
ହିମାଚଳରେ ଭୂସ୍ଖଳନ: ଚାହୁଁ ଚାହୁଁ ଗାଏବ ହୋଇଗଲା ରାସ୍ତା

ଲାହୌଲ ଓ ସ୍ପିତି ଜିଲ୍ଲାର ଉଦୟପୁର ସବଡ଼ିଭିଜନରେ ଭୂସ୍ଖଳନ ଯୋଗୁଁ ଅତିକମରେ ୧୭୫ ପର୍ଯ୍ୟଟକ ଫସି ରହିଥିବା ଜଣାପଡିଛି। ସେମାନଙ୍କୁ ଉଦ୍ଧାର ପାଇଁ ହେଲିକପ୍ଟର ନିୟୋଜିତ କରାଯାଇଛି। ହେଲେ ଖରାପ ପାଗ ଯୋଗୁଁ ହେଲିକର ଉଡାଣ ଭରି ପାରୁ ନଥିବା ସୂଚନା ମିଳିଛି।

CBSE Result
ପ୍ରକାଶ ପାଇଲା CBSE ଦ୍ୱାଦଶ ଶ୍ରେଣୀ ରେଜଲ୍ଟ: ପାସ୍‌ ହାର ରହିଛି ୯୯.୩୭ ପ୍ରତିଶତ

କୋଭିଡ୍‌-୧୯ ମହାମାରୀ ସଂକ୍ରମଣର ଦ୍ୱତୀୟ ଲହର ପ୍ରତି ଧ୍ୟାନ ଦେଇ ଏବର୍ଷ ‘ସିବିଏସ୍‌ଇ’ ୧୦ମ ଓ ୧୨ଶ ଶ୍ରେଣୀ ପରୀକ୍ଷା ବାତିଲ କରିଥିଲା। ବୋର୍ଡଦ୍ୱାରା ନିର୍ଦ୍ଧାରିତ ମୂଲ୍ୟାୟନ ପଦ୍ଧତି ଯୋଗେ ଏଥର ଛାତ୍ରଛାତ୍ରୀମାନଙ୍କର ଫଳାଫଳ ସ୍ଥିର କରାଯାଇଛି। ପିଲାଙ୍କ ରେଜଲ୍ଟ ପାଇଁ ଆଭ୍ୟନ୍ତରୀଣ ମୂଲ୍ୟାୟନ ପ୍ରକ୍ରିୟା ଓ ପୂର୍ବବର୍ଷର...

Assam Mizoram Border Clash
୧୩ ଗୁଳି ଖାଇବା ପରେ ବି ଜୀବିତ ଅଛନ୍ତି ଯବାନ

ସେପଟେ ଜେହେରୁଲ ଇସଲାମ୍‌ ନାମକ ଜଣେ ପୋଲିସ କର୍ମୀ ୧୩ଟି ଗୁଳି ଖାଇବା ପରେ ମଧ୍ୟ ଏବେ ବି ଜୀବିତ ଅଛନ୍ତି। ଗୁଳି ବାଜିବା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ଆଉ ଏବେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି ଜେହେରୁଲ୍‌। ତେବେ ଡାକ୍ତର କହିଛନ୍ତି ଯେ,...

yamuna river
ବିପଦସଙ୍କେତ ଉପରେ ଯମୁନା: ଦିଲ୍ଲୀରେ ବନ୍ୟା ଆଶଙ୍କା

ଦୁଇ ଦିନ ଧରି ହରିୟାଣାର ଯମୁନାନଗରର ହତିନକୁଣ୍ଡ ବ୍ୟାରେଜରୁ ଜଳ ନିଷ୍କାସନ ହେଉଛି। ତେଣୁ ଦିଲ୍ଲୀ ଆଡକୁ ଲକ୍ଷ ଲକ୍ଷ କ୍ୟୁସେକ୍ ପାଣି ମାଡ଼ି ଆସୁଛି। ଶୁକ୍ରବାର ସକାଳେ, ଦିଲ୍ଲୀର ଯମୁନାର ଜଳସ୍ତର ୨୦୫.୧୭ ମିଟରରେ ପହଞ୍ଚିଛି। ଯାହାକି ବିପଦ ସଙ୍କେତ ପାର୍‌ କରିଥିବା ନେଇ ଜଳସମ୍ପଦ ବିଭାଗ...

Arjun Ram Meghwal
ଭାଙ୍ଗିଯିବ କି ରାଜସ୍ଥାନ ସରକାର? କି ଇସାରା ଦେଲେ କେନ୍ଦ୍ରମନ୍ତ୍ରୀ?

ସେପଟେ, ଥମିବାରେ ନା ନେଉ ନାହିଁ ରାଜସ୍ଥାନ ରାଜନୀତି। ଗେହେଲଟ୍ ନିଜର ଦବଦବା ଜାହିର କରିବା ପାଇଁ ପ୍ରଚେଷ୍ଟା ଜୋରଦାର କରିଛନ୍ତି। ଏମିତି ବିଧାୟକ ଦଳ ବୈଠକ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଗେହେଲଟ୍‌।

Drinks
ପୁରୀ ବେଳାଭୂମିରେ ମିଳିବ ନାହିଁ ମଦ: ଗୋଆ ଭଳି ହେବ ନି ବିଚ୍‌

ତେବେ ପୂର୍ବରୁ ପୁରୀ ବେଳାଭୂମିରେ ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମ ବା OTDC ପକ୍ଷରୁ ମଦ୍ୟ ପାନ ବ୍ୟବସ୍ଥା କରାଯିବାକୁ ସ୍ଥିର ହୋଇଥିଲା । ବିଚ୍ ସ୍ନାକ୍ସ ନାଁରେ ଖୋଲିବାର ଯୋଜନା ଥିବା ବେଳେ ଗୋଆ ଭଳି ପୁରୀ ବେଳାଭୂମୀରେ ଏହି ବ୍ୟବସ୍ଥା ପାଇଁ ଓଟିଡିସି ପକ୍ଷରୁ ପ୍ରସ୍ତୁତି...

shilpa shetty and her husband
ମିଡ଼ିଆ ଉପରେ ରାଗିଲେ ଶିଳ୍ପା: ବମ୍ବେ ହାଇକୋର୍ଟରେ ୨୯ କୋଟି ଟଙ୍କାର କଲେ ମାନହାନୀ ମକଦ୍ଦମା

ତେବେ ବମ୍ବେ ହାଇକୋର୍ଟ ଯାଇଛି ରାଜ କୁନ୍ଦ୍ରାଙ୍କ ପର୍ଣ୍ଣ ଫିଲ୍ମ ପ୍ରସ୍ତୁତ ମାମଲା। ଏହି ମାମଲାରେ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ୱାମୀ ରାଜ୍ କୁନ୍ଦ୍ରା ବର୍ତ୍ତମାନ ୧୪ ଦିନିଆ ନ୍ୟାୟିକ ହେପାଜତରେ ରହିଥିବା ବେଳେ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଶିଳ୍ପା। ୨୯ ମିଡିଆ ହାଉସ ଉପରେ ମାନହାନି ମକଦ୍ଦମା...

rajasthan-cabinet-expansion
ଗେହେଲଟ୍‌ ଦେଖାଇଲେ ତାକତ୍‌: କହିଲେ, “କ୍ଷମା”କୁ ମନ୍ତ୍ରୀ ଭାବି ଆଗକୁ ଚାଲିବାକୁ ପଡ଼ିବ

ସୂଚନା ଅନୁସାରେ, ରାଜସ୍ଥାନର କଂଗ୍ରେସର ପ୍ରଭାରୀ ଅଜୟ ମାକେନ୍‌ ୨ ଦିନ ଧରି ପ୍ରତ୍ୟେକ ବିଧାୟକଙ୍କ ସହ ଆଲୋଚନା କରିଛନ୍ତି। କିନ୍ତୁ ଉଭୟ ନେତାଙ୍କ ମଧ୍ୟରେ ଲାଗିରହିଥିବା ବିବାଦର ସମାଧାନ କେମିତି ହେବ ତାହା ଉପରେ ନଜର ରହିଛି। ଦଳୀୟ ନେତାଙ୍କ ସହ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀଙ୍କ...

dutee-chand
ନିରାଶ କଲେ ଦୂତି ଚାନ୍ଦ

ଶହେ ମିଟରରେ ଦୂତି ଭଲ କରିପାରିନଥିଲେ ମଧ୍ୟ ତାଙ୍କର ଆଉ ଏକ ଇଭେଣ୍ଟ ଅଛି। ୨ ଶହ ମିଟର ଦୌଡ଼ରେ ମଧ୍ୟ ସେ ଭାଗ ନେବେ। ଦେଶର ଏକମାତ୍ର ଆାଥଲେଟ୍‌ ଭାବେ ଦୁଇଟି ଇଭେଣ୍ଟରେ ସେ ଭାଗ ନେବାର ସୁଯୋଗ ପାଇଛନ୍ତି।

corona positive in odisha
ଦେଶରେ ବଢୁଛି ସଂକ୍ରମଣ: ୨୪ ଘଣ୍ଟାରେ ୪୪,୨୩୦ ଆକ୍ରାନ୍ତ ହେଲେ ଚିହ୍ନଟ

ଠିକ୍‌ ସେହିପରି, ୨୪ ଘଂଟାରେ ମୋଟ୍‌ ୪୨,୬୩୦ ଜଣ କରୋନା ଭାଇରସ୍‌ଠାରୁ ସୁସ୍ଥ ହୋଇଥିବା ବେଳେ ଦେଶର ମୋଟ୍‌ କରୋନା ଆକ୍ରାନ୍ତ ଜନିତ ସୁସ୍ଥଙ୍କ ସଂଖ୍ୟା ୩,୦୭,୪୩,୯୭୨ରେ ପହଞ୍ଚିଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଦେଶରେ ଏବେ ବି ୪,୦୫,୧୫୫ ଆକ୍ଟିଭ୍‌ କେସ୍‌ ରହିଛି। ଏହାସହ ଦେଶରେ ମୋଟ୍‌...

Tiger
ଏଣିକି ବାଘଙ୍କର ହେବ ଡିଏନଏ ପ୍ରୋଫାଇଲିଂ

ସେପଟେ ସୁନାବେଡ଼ା ଜଙ୍ଗଲ ହେବ ବାଘ ଅଭୟାରଣ୍ୟ। ଶିମିଳିପାଳ, ସାତକୋଶିଆ ପରେ ସୁନାବେଡ଼ାକୁ ବାଘ ଅଭୟାରଣ୍ୟ ମାନ୍ୟତା ପାଇଁ ଏନଟିସିଏ ମାନକ ପୂରଣ କାର୍ଯ୍ୟ ଜାରି ରହିଛି। ଅନ୍ୟପକ୍ଷରେ ଦେଶରେ ବାଘ ସଂଖ୍ୟା ବଢୁଥିବା ବେଳେ ରାଜ୍ୟରେ ସଂଖ୍ୟା କମି କମି ଯାଉଛି। ଏହା ପୂର୍ବରୁ ୨୦୧୮ ଓ...

Chanu Saikhom Mirabai
୨ ବର୍ଷ ପରେ ପରିବାର ଲୋକଙ୍କୁ ଭେଟିଲେ ମୀରାବାଈ ଚାନୁ

୮ ଅଗଷ୍ଟ ୧୯୯୪ରେ ଚାନୁଙ୍କ ଜନ୍ମ । ଉଚ୍ଚତା ୪ ଫୁଟ୍‌ ୧୧ ଇଞ୍ଚ। ମୀରାବାଈ ୨୦୧୪ ପରଠାରୁ ସବୁବେଳେ ଆନ୍ତର୍ଜାତୀୟ ଇଭେଣ୍ଟରେ ନିଜର ଅସ୍ଥିତ୍ୱ ଜାହିର କରି ଅସିଛନ୍ତି । ପ୍ରଥମେ ୪୮ କେଜି ବର୍ଗରେ ଭାରଉତ୍ତୋଳନରେ ସେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ...

Viral e-mail
“ମାସିକିଆ ଚାନ୍ଦା ନଦେଲେ ସାଙ୍ଘାତିକ ହଇରାଣ ହେବ”

ନଭେମ୍ବର ୯ ତାରିଖରେ ଯାଇଥିବା ଏହି ଭାଇରଲ ଇମେଲରେ ଲେଖାଯାଇଛି ଯେ, ଯଦି ମାସିକିଆ ଚାନ୍ଦା ଦିଆନଯାଏ ତେବେ ସ୍ଥାନୀୟ ପ୍ରଶାସନ, ସ୍ଥାନୀୟ ପୋଲିସ, ଲୋକାଲ ୟୁନିଅନ, ଆଞ୍ଚଳିକ ପ୍ରଦୂଷଣ ବିଭାଗ ଅଫିସରଙ୍କର ଆଦୌ ସହଯୋଗ ମିଳିବ ନାହିଁ। ତେଣୁ ଯଥାଶୀଘ୍ର ସେମାନଙ୍କର ମାସିକ ଚାନ୍ଦା ରିଲିଜ କରାଯାଉ।ଏପରିକି...

Death
ସେଲ୍ଫି ହେଲା କାଳ: ଗାଧୋଇବା ସମୟରେ ବୁଡ଼ି ଗଲେ ଯୁବକ

ଅନ୍ୟ ବନ୍ଧୁ ମାନେ ନଦୀ ପୀଠକୁ ଉଠି ଆସି ଚିତ୍କାର କରିଥିଲ। ଆଉ ଘଟଣା ସ୍ଥଳରେ ଅନେକ ଲୋକ ମାନେ ମଧ୍ୟ ରୁଣ୍ଡ ହୋଇ ଯାଇଥିଲେ। ତେବେ ଜଳେଶ୍ୱର ଦମକଳ ବାହିନୀ ଖବର ପାଇ ନଇରେ ଭିତରେ ସମ୍ପୃକ୍ତ ଯୁବକକୁ ଉଦ୍ଧାର କରିବା ପରେ ଜଳେଶ୍ୱରର ଜି କେ...

reservation-for-obc
ମୋଦି ସରକାରଙ୍କ ବଡ଼ ଘୋଷଣା: ମେଡ଼ିକାଲ ପାଠ୍ୟକ୍ରମରେ OBCଙ୍କ ପାଇଁ ୨୭% ଓ ଆର୍ଥିକ ଅନଗ୍ରସର ବର୍ଗଙ୍କ ପାଇଁ ୧୦% ସଂରକ୍ଷଣ

କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଅନୁସାରେ, ଦେଶର ପାଖାପାଖି ୫୫୦୦ ଛାତ୍ରଛାତ୍ରୀମାନେ ଲାଭ ପାଇବେ। ପ୍ରତ୍ୟେକ ବର୍ଷ ୧୫୦୦ ପଛୁଆ ବର୍ଗ (MBBS) ପାଇଁ ଓ ୨୫୦୦ ପଛୁଆ ବର୍ଗ ପିଲା ପୋଷ୍ଟଗ୍ରାଜୁଏଟ୍‌ରେ ନାମ ଲେଖାଇବା ବେଳେ ଏହାର ଲାଭ ଉଠାଇପାରିବେ। ଠିକ୍ ସେହିପରି ଆର୍ଥିକ ଅନଗ୍ରସର ପିଲାମାନେ...

Heavy Rainfall
ବଙ୍ଗୋପସାଗରରେ ଲଘୁଚାପ: ୧୪ ଜିଲ୍ଲାରେ ପ୍ରବଳ ବର୍ଷିବ

କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତାସହ ୯ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେସବୁ ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ସମ୍ବଲପୁର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଢେଙ୍କାନାଳ ଓ କଟକ। ତେବେ ଲଘୁଚାପ ଯୋଗୁଁ...

cloudburst
କାହିଁକି ହେଉଛି ବାଦଲ ଫଟା ବର୍ଷା?

ଏମିତିକି ଗୋଟିଏ ସ୍ଥାନରେ ଏକା ସାଙ୍ଗରେ ଅନେକ ବାଦଲ ଫାଟିବାର ଆଶଙ୍କାକୁ ମଧ୍ୟ ଏଡ଼ାଇ ଦିଆଯାଇନପାରେ। ଆଉ ଯଦି ଏକା ସାଙ୍ଗରେ ଏମିତି ହୁଏ ତେବେ କ୍ଷୟକ୍ଷତିର ଆକଳନ କରିବା ବୋଧହୁଏ ମୁସ୍କିଲ ହେବ। କାରଣ ଭୟଙ୍କର ଭାବରେ ଧନଜୀବନ ନଷ୍ଟ ହୋଇଥାଏ। ୨୦୧୩ ମସିହାରେ କେଦାରନାଥରେ ଏପରି...

Odisha Secretariat
ରାଜ୍ୟରେ ବରିଷ୍ଠ IAS ସ୍ତରରେ ଅଦଳ ବଦଳ କଲେ ସରକାର

ଏଥିସହ ତାଙ୍କୁ ପର୍ଯ୍ୟଟନ ବିଭାଗର ଅତିରିକ୍ତ ଦାୟିତ୍ୱ ବି ମିଳିଛି।  ସୁରେନ୍ଦ୍ର କୁମାର ଖଣି ଓ ଇସ୍ପାତ ବିଭାଗର ସଚିବ  ରହିଥିଲେ। ଏହାସହ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଆର୍ ଭିନିଲ କ୍ରିଷ୍ଣାଙ୍କୁ ଯୁବ ଓ କ୍ରୀଡ଼ା ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି।

pm-awas-yojana
ଖୁବଶୀଘ୍ର ବଦଳିବ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ରୂପ ରେଖ

CII କହିଛି, ଏହି ଯୋଜନାରେ ପୂର୍ବରୁ ବୀମା ନଥିଲା। ତେଣୁ ଲୋକମାନେ ନାନା ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଥିଲେ । କେବଳ ଏତିକି ନୁହେଁ ମଧ୍ୟ ହିତାଧୀକାରୀଙ୍କ ପ୍ରାଣ ଯିବା ପରେ ସେମାନଙ୍କ ପରିବାର ମଧ୍ୟ ଅନେକ ଅସୁବିଧାର ସମ୍ମୁଖୀନ ହେଉଥିଲେ। ତେଣୁ ବୀମା ସୁବିଧା କଲେ ହିତାଧିକାରୀମାନେ...

Flood In Jammu
ଜାମ୍ମୁ-ହିମାଚଳରେ ବନ୍ୟା: ୨୨ ମୃତ, ୫୦ ନିଖୋଜ

ତେଣୁ ଲୋକମାନେ ନିଜର ଅତ୍ୟାବଶ୍ୟ ସାମଗ୍ରୀ ଉଦ୍ଧାର ମଧ୍ୟ କରିପାରିନଥିଲେ କି ସୁରକ୍ଷିତ ସ୍ଥାନକୁ ଯାଇପାରିନଥିଲେ ଯେଉଁଥି ଲାଗି ଅଧିକ କ୍ଷୟକ୍ଷତି ହୋଇଥିବା କୁହାଯାଉଛି। ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ବାହିନୀ (ଏସ୍‌ଡିଆର୍‌ଏଫ୍‌) ନିଖୋଜମାନଙ୍କୁ ଖୋଜିବା ଓ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି