ତେବେ ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ କହିଛନ୍ତି ଯେ, ଦେଶରେ ସଂକ୍ରମଣ କମିବାର ଅର୍ଥ ନୁହେଁ ଆମେ କରୋନା ନିୟମ ଭୁଲିଯିବା ଏବଂ ମନଇଚ୍ଛା କାମ କରିବା। ଏମିତି କଲୋ ପୁଣି ଥରେ କରୋନା ସଂକ୍ରମଣ ବଢିପାରେ। ତେଣୁ ଏବେ ବି ଆମେ ସତର୍କ ରହିବା ସହ ପୂରାପୂରି କରୋନା...
ଗତ ୧୫ ତାରିଖରେ ଶହେ ବର୍ଷ ବୟସରେ ଇହ ଲୀଳା ସମ୍ବରଣ କରିଛନ୍ତି ଈଶ୍ୱର ବିଶୋଇ । ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ମଝିଆଖଣ୍ଡ ଗାଁରେ ୧୧ ନଭେମ୍ବର ୧୯୨୧ ମସିହାରେ ପିତା କୃଷ୍ଣ ବିଶୋଇ ଏବଂ ମାତା ପୂର୍ଣା ଦେବୀଙ୍କ କୋଳ ମଣ୍ଡନ କରିଥିଲେ ଈଶ୍ୱର ।ତେବେ...
ବାରିପଦା ବଡ଼ ଦାଣ୍ଡରେ ଶୋଭା ପାଉଛି ଏହି ମାଉସୀ ମା ମନ୍ଦିର । ବର୍ଷର ୯ ଦିନ ଏଠାକୁ ତିନି ଠାକୁର ଆସି ଭିନ୍ନ ଭିନ୍ନ ବେଶରେ ଦର୍ଶନ ଦେଉଥିବା ବେଳେ ବର୍ଷ ତମାମ ଏଠାରେ ଭଗବାନ ରାଧାକୃଷ୍ଣ ପୂଜା ପାଉଛନ୍ତି। ସେଇଥିପାଇଁ ଏହି ମନ୍ଦିର ରାଧା ମୋହନ...
ହେଲେ ରାଜ୍ୟ ସରକାର ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ୍ କରି ରାୟର ୩ ବର୍ଷ ପରେ ସର୍ବୋଚ୍ଚ କୋର୍ଟରେ SLP ଦାଖଲ କରିଥିଲେ। ୨୦୧୮ରେ SLP ଖାରଜ ହୋଇଥିଲା। ୟା ଭିତରେ ୨୦୧୦ରେ ଅଭାବ, ଅନଟନ ଓ ଅସହ୍ୟ ମାନସିକ ଯନ୍ତ୍ରଣା ସହି ନପାରି ଆଖି ବୁଜି ଦେଇଥିଲେ ପ୍ରଫୁଲ୍ଲ।...
ପ୍ରେମ ଓ ପ୍ରତାରଣାରୁ ଜଘନ୍ୟ ହତ୍ୟାକାଣ୍ଡ। ନା ଏଭଳି ବିଭତ୍ସ ଓ ହୃଦୟ ବିଦାରକ ଘଟଣା ପଛରେ ରହିଛି ଆଉ କିଛି ରହସ୍ୟ? ଗତକାଲି ସାରେ ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ୍ ପ୍ରତାପପୁରର ଏହି ପରିତ୍ୟକ୍ତ ଘରୁ, ପୋଲିସ ଉଦ୍ଧାର କରିଥିଲା ଯନ୍ତ୍ରଣାରେ ଛଟପଟ ଅର୍ଦ୍ଧଦଗ୍ଧ ଯୁବତୀଙ୍କୁ ।...
ରାଜଧାନୀର ଉତ୍ତର ହେଉ କି ଦକ୍ଷିଣ, ପୂର୍ବ ହେଉ କି ପଶ୍ଚିମ ଯେଉଁ ଭାଗରେ ନଜର ପକାଇବେ ସବୁ ଆଡେ ଖାଲି ଟୁ ଲେଟ୍ ଆଉ ଟୁଲେଟ୍। କରୋନାର ଲମ୍ବା କହର ପରେ ଗଲା ଦେଢ଼ବର୍ଷ ଭିତରେ ବଦଳିଯାଇଛି ସ୍ମାର୍ଟ ସିଟି। ଆଗରୁ ଦୋକାନ ପାଇଁ ଘର ଖଣ୍ଡିଏ...
ପ୍ରବଳ ବର୍ଷା ଯୋଗୁଁ ଘରୁ ବାହାରିବା ମୁସ୍କିଲ୍ ହୋଇପଡ଼ିଛି ।ତେବେ ଦିଲ୍ଲୀରେ ଗତକାଲି ପ୍ରବଳ ବର୍ଷାରେ ଏପରି ସ୍ଥିତି ଦେଖିବାକୁ ମିଳିଥିଲା। ଆଜି ମଧ୍ୟ କିଛି ସ୍ଥାନରେ ବର୍ଷା ହୋଇଥିବା ନେଇ ସୂଚନା ମିଳିଛି। ସେପଟେ, ମହାରାଷ୍ଟ୍ରରେ ଜଳ ପ୍ରଳୟ
ଏଥିସହ ମେନ୍ ବ୍ୟାଟଲ୍ ଟ୍ୟାଙ୍କ ଅର୍ଜୁନର MK-1A ଭର୍ସନରେ ୧୪ ପ୍ରକାର ପ୍ରମୁଖ ଉନ୍ନତୀକରଣ କରାଯାଇଛି । ଯାହାକି ମିଜାଇଲ୍ ଫାୟାର୍ କରିବାକୁ ମଧ୍ୟ ସକ୍ଷମ । ଏବେ ଏହା ପରୀକ୍ଷଣ ପର୍ଯ୍ୟାୟରେ ରହିଛି । ଏଭିତରେ ଭାରତ ୧୭୫୦ଟି ଉନ୍ନତ ମେନ୍ ବ୍ୟାଟଲ ଟ୍ୟାଙ୍କ କମ୍ବାଟ୍ ଭେହିକିଲ୍...
କୋହ୍ଲାପୁରର ଚିଖଳ ଅଞ୍ଚଳରେ ମଧ୍ୟ ବନ୍ୟା ସ୍ଥିତି ଗମ୍ଭୀର ରହିଛି। ଅନେକ ଅଞ୍ଚଳ ଜଳମଗ୍ନ ଥିବା ବେଳେ ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏନଡ଼ିଆର୍ଏଫ୍ ଯବାନ ବୋଟ୍ ଯୋଗେ ବିଭିନ୍ନ ଅଞ୍ଚଳକୁ ଯାଇ ଲୋକଙ୍କୁ ସୁରକ୍ଷିତ ଜାଗାକୁ ସ୍ଥାନାନ୍ତର କରୁଛନ୍ତି
୧୯୭୨ରେ ଅରୁଣାଚଳପ୍ରଦେଶକୁ କେନ୍ଦ୍ର ଶାସିତ ଅଞ୍ଚଳର ମାନ୍ୟତା ଦିଆଯିବା ବେଳେ ୧୯୮୭ରେ ଏହା ପୂର୍ଣ୍ଣ ରାଜ୍ୟର ମାନ୍ୟତା ପାଇଥିଲା। ସେହିପରି ଆସାମକୁ ଭାଗ ଭାଗ କରି ନୂଆ ରାଜ୍ୟ ଗଠନ କରାଯାଇଥିଲା। ୧୯୬୩ରେ ନାଗାଲ୍ୟାଣ୍ଡ, ୧୯୭୨ରେ ମେଘାଳୟ, ୧୯୮୭ରେ ମିଜୋରାମକୁ ରାଜ୍ୟର ମାନ୍ୟତା ମିଳିଥିଲା। ନାଗା, ଖାସି, ଗାରୋ...
ଉଗ୍ରରୂପ ଧାରଣ କରିଛି ଆସାମ-ମିଜୋରାମ ସୀମା ବିବାଦ। ଉଭୟ ରାଜ୍ୟର ପୋଲିସ ମଧ୍ୟରେ ଗୁଳିବିନି ମୟ ଘଟି ଆସାମ ପୋଲିସର ୬ ଯବାନ ପ୍ରାଣ ହରାଇଛନ୍ତି। ୮୦ରୁ ଅଧିକ ଆହତ ହୋଇଛନ୍ତି। ମିଜୋରାମ ପୋଲିସ ଲାଇଟ୍ ମେସିନ୍ ଗନ୍ ବ୍ୟବହାର କରିଥିବା ଅଭିଯୋଗ ଆସୁଛି। ଏଥିରୁ ସ୍ଥିତି କେତେ...
ଏନେଇ ପୁରୁଷୋତ୍ତମପୁର ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ କରୁଛି। ପୂର୍ବରୁ ମଧ୍ୟ ସାର କଳାବଜାରୀ ନେଇ ଶତାଧିକ ଚାଷୀ ପ୍ରତିବାଦ କରିବା ସହ ସୋସାଇଟି ସେକ୍ରେଟାରୀଙ୍କ ଘର ଆଗରେ ଧାରଣା ଦେଇଥିଲେ। ତହସିଲଦାର ପହଞ୍ଚି ବୁଝାସୁଝା କରିଥିଲେ । ତେବେ ଏନେଇ ସୋସାଇଟି ସେକ୍ରେଟାରୀ କିମ୍ବା ପୋଲିସର...
ସେପଟେ, ଏନକାଉଣ୍ଟରରେ ହାଇଦରର ମୃତ୍ୟୁ ପରେ ଏବେ ପ୍ରଶ୍ନ, ତା ନାଁରେ ଥିବା ଅପରହଣ ଓ ହତ୍ୟା ଭଳି ସଂଗୀନ ମାମଲା ସବୁ ଆଗକୁ ଆଉ ଚାଲିବ ନା ଥମିଯିବ? ତା ସହ ପୋଲିସକୁ ଚକମା ଦେଇ ଫେରାର ମାମଲାରେ ସଂପୃକ୍ତ ଥିବା ଅନ୍ୟ ଅଭିଯୁକ୍ତମାନେ ଆଉ ଧରାହେବେ...
ସୂଚନା ମୁତାବକ, କ୍ଷୁଦ୍ର ଜଳସେଚନ ବିଭାଗ ୨୦୦୮ ମସିହାରେ କିଛି ସହକାରୀ ଯନ୍ତ୍ରୀଙ୍କୁ ପଦୋନ୍ନତି ଦେଇଥିଲା। ମାତ୍ର ଏହାକୁ ଚ୍ୟାଲେଞ୍ଜ କରି ଜଳସେଚନ ବିଭାଗ କ୍ୟାଡ଼ରରୁ ଆସିଥିବା ସହକାରୀ ଯନ୍ତ୍ରୀମାନେ ଓଡ଼ିଶା ଟ୍ରିବ୍ୟୁନାଲରେ ଏକ ମାମଲା ଦାୟର କରିଥିଲେ। ଯେଉଁଥିରେ କି ସେମାନେ ହାରିଯାଇଥିଲେ
ସମସ୍ତ ଅଭିଯୁକ୍ତ ରାଉରକେଲା ସହରର ଏବଂ ଧନୀକ ଶ୍ରେଣୀର ବୋଲି ସୂଚନା ମିଳିଛି। ଗଲା ଦୁଇ ବର୍ଷ ଭିତରେ ଏ ଗ୍ୟାଙ୍ଗ୍ ପ୍ରାୟ ୪୦ ଜଣ ଶିଶୁଙ୍କୁ ରାଜ୍ୟ ବାହାରେ ବିକି ଦେଇଥିବା କହିଛନ୍ତି ଖୋଦ୍ ରାଉରକେଲା ଏସପି।
ପୋଲିସ ଗୁଳିରେ କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦରର ମୃତ୍ୟୁ ପରେ ଏବେ ପ୍ରଶ୍ନ, କଣ ହେବ ତା ନାଁରେ ବିଭିନ୍ନ ଥାନାରେ ଥିବା ଏକାଧିକ ଅପରାଧିକ ମାମଲାର ଭବିଷ୍ୟତ? ଶେଖ୍ ଚୁନା ହତ୍ୟାକାଣ୍ଡ ହେଉ କି ବହୁଚର୍ଚ୍ଚିତ କେନ୍ଦୁଝରର ଖଣି ବ୍ୟବସାୟୀ ରଶ୍ମିରଞ୍ଜନ ମହାପାତ୍ରଙ୍କୁ ଅପହରଣ ଓ ହତ୍ୟା ମାମଲା...
ଏହାକୁ ନେଇ ଆମେ ବିରକ୍ତ ମଧ୍ୟ ହୋଇଥାଆନ୍ତି। କିନ୍ତୁ ଥରେ ଚିନ୍ତା କରନ୍ତୁ ଯେତେବେଳେ ଆପଣ ଏଟିଏମ ସମ୍ମୁଖରେ ଛିଡ଼ା ହୋଇଥିବେ ଆଉ ମେସିନ୍ରୁ ଟଙ୍କା ବାହାରୁଥିବ ସେତେବେଳେ ଆପଣ ଆଶ୍ଚର୍ଯ୍ୟ ହେବା ସ୍ୱାଭାବିକ। କେବଳ ଆଶ୍ଚର୍ଯ୍ୟ ହେବେ ତାହା ନୁହେଁ ବରଂ ଖୁସି ମଧ୍ୟ ହେବେ।
କୁହାଯାଉଛି କେନ୍ଦ୍ର ନେତାମାନେ ମନ୍ତ୍ରୀ ଅଦଳବଦଳକୁ ନେଇ ଗ୍ରୀନ ସିଗନାଲ ଦେବାରେ ଡ଼େରି କରୁଛନ୍ତି ତେଣୁ ଗେହେଲଟ୍ ମଧ୍ୟ ଚୁପ୍ ରହିଥିବା ଜଣାପଡ଼ିଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ସମସ୍ତଙ୍କୁ ନଜରରେ ରଖି ଆସନ୍ତା ମାସ ଅର୍ଥାତ୍ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ମନ୍ତ୍ରୀମଣ୍ଡଳ ଅଦଳବଦଳ ହେବ।
ଏହାସହ ଦିଦି କହିଛନ୍ତି ଦେଶରେ କରୋନା ଯେମିତି ଭାବରେ କାୟା ବିସ୍ତାର କରିଛି ଏବଂ ଯେତେ ମାତ୍ରାରେ ଲୋକଙ୍କ ଜୀବନ ଯାଉଛି ତାହାକୁ ନେଇ ଆମେ ଚିନ୍ତିତ।
ଗତ ସପ୍ତାହରେ ୪୬ ଜିଲ୍ଲାରେ ପଜିଟିଭିଟି ୧୦ ପ୍ରତିଶତ ଉପରେ ଥିଲା କିନ୍ତୁ ସବୁଠି ଖୁସିର କଥା ୫୪ ଜିଲ୍ଲା ଭିତରେ ଓଡ଼ିଶାର କୌଣସି ଜିଲ୍ଲା ନଥିବା ଜଣାପଡ଼ିଛି। ହେଲେ ପୁଣି ଥରେ ବିଭିନ୍ନ ଦେଶରେ କେସ୍ ବଢ଼ୁଥିବା କଥା କହିଲେ ଲବ୍ ଅଗ୍ରୱାଲ। ଆମେରିକା, ଫ୍ରାନ୍ସ, ମାଲେସିଆ,...